Home Left

ଆଇଆର୍‌ଇରେ ଚାକିରି ଦାବି: ମୃତକଙ୍କ ପରିବାର ସଦସ୍ୟଙ୍କ ଧାରଣା

ଛତ୍ରପୁର,୧୧।୧: ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଭାରତୀୟ ବିରଳ ମୂର୍ତ୍ତିକା (ଆଇଆର୍‌ଇ) ପ୍ଲାଣ୍ଟରେ ନିଯୁକ୍ତି ଦାବି କରି ମୃତ କର୍ମଚାରୀଙ୍କ ପରିବାର ସଦସ୍ୟମାନଙ୍କ ପକ୍ଷରୁ ବୁଧବାରଠାରୁ ମୁଖ୍ୟ ଫାଟକ ଆଗରେ ଧାରଣା ଆରମ୍ଭ ହୋଇଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ…

‘ଆର୍‌ଆର୍‌ଆର୍‌’କୁ ଗୋଲ୍ଡେନ ଗ୍ଲୋବ ଆଓ୍ବାର୍ଡ: ଶାହାରୁଖ କହିଲେ ଆହୁରି ଆଓ୍ବାର୍ଡ ଆସିବାକୁ ବାକି ଅଛି

ମୁମ୍ବାଇ: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ର ସୁପରହିଟ୍‌ ଗୀତ ‘ନାଟୁ ନାଟୁ’ ଗୋଲ୍ଡେନ ଗ୍ଲୋବ ଆଓ୍ବାର୍ଡ ଜିତିଛି। ଅନ୍ତର୍ଜାତୀୟ ସ୍ତରରେ ଏହି ସଫଳତା ହାସଲ କରିବା ଭାରତୀୟ ଚଳଚ୍ଚିତ୍ର ପାଇଁ ଗର୍ବର ବିଷୟ। ଦକ୍ଷିଣରୁ ବଲିଉଡ ପର୍ଯ୍ୟନ୍ତ ସେଲିବ୍ରିଟିମାନେ ‘ଆର୍‌ଆର୍‌ଆର୍‌’ ଟିମ୍‌କୁ…

ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା, ଜଗବନ୍ଧୁ ,ଖଗେଶ୍ୱର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ମାମଲାରେ ବୁଧବାର କୋର୍ଟରେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ହାଜର ହେବେ । ଭୁବନେଶ୍ୱର ଜିଲା ଓ ଦୌରାଜଜଙ୍କ କୋର୍ଟରେ ସେମାନେ ହାଜର ହେବା ନେଇ ସୂଚନା ମିଳିଛି । ପୂର୍ବ ତାରିଖରେ…

ହକି ବିଶ୍ବକପ ଉଦଘାଟନୀ ଉତ୍ସବ: ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭୁବନେଶ୍ୱର,୧୧।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକି ବିଶ୍ବକପ ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେବାକୁ ଟୁଇଟ୍‌ କରିଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି, ଐତିହାସିକ ବାରବାଟୀ ଷ୍ଟାଡିୟମରେ ଉଦଘାଟନୀ ଉତ୍ସବ ହେବ । ଦର୍ଶକ ଓ ଖେଳାଳିଙ୍କ ପାଇଁ ି ମନୋରଂଜନ କାର୍ଯ୍ୟକ୍ରମର…

ମହିଳାଙ୍କ ବ୍ୟାଗ୍‌ରେ ୪ ଫୁଟିଆ ସାପ

ମୁମ୍ବାଇ: ବିମାନ ଯାତ୍ରା ସମୟରେ ବିଭିନ୍ନ ଜିନିଷ ସାଙ୍ଗରେ ନେବାକୁ ବାରଣ ରହିଥାଏ। ଏଥିସହ ସମସ୍ତ ଜିନିଷକୁ ଭଲଭାବେ ଯାଞ୍ଚ କରାଯାଇଥାଏ। ଗତ ଡିସେମ୍ବର ୧୫ରେ ଆମେରିକାର ଟାମ୍ପା ଅନ୍ତର୍ଜାତୀୟ ବିମାନବନ୍ଦରରେ ଜଣେ ମହିଳା ଯାତ୍ରୀଙ୍କ ବ୍ୟାଗ୍‌ରୁ ୪ ଫୁଟ ଲମ୍ବର…

ବୟଫ୍ରେଣ୍ଡ୍‌ଙ୍କୁ ବିବାହ କଲେ ଡ୍ରାମା କୁଇନ୍‌!

ମନୋରଞ୍ଜନ ଜଗତର ଡ୍ରାମା କୁଇନ୍‌ ଭାବରେ ଜଣାଶୁଣା ରାଖୀ ସାୱନ୍ତ ବୟଫ୍ରେଣ୍ଡ୍‌ ଆଦିଲଙ୍କୁ ବିବାହ କରିଥିବା ଚର୍ଚ୍ଚା ହେଉଛି। ଉଭୟଙ୍କ କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋରେ ଉଭୟ କୋର୍ଟରେ ବିବାହର ପ୍ରମାଣପତ୍ର ଧରିଥିବାର ନଜର ଆସିଛନ୍ତି। ରାଖୀ ଏବଂ…

ଓସ୍କାର ଦୌଡ଼ରେ ଆଉ ୩ ଫିଲ୍ମ

ମୁମ୍ବାଇ: ରିଷଭ ଶେଟ୍ଟୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘କାନ୍ତାରା’, ବିବେକ୍‌ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦି କଶ୍ମୀର ଫାଇଲ୍‌ସ’ ଏବଂ ସଞ୍ଜୟଲୀଲା ଭଁସାଲିଙ୍କ ‘ଗଙ୍ଗୁବାଈ କାଠିଆୱାଡ଼ି’ ଏବେ ଓସ୍କାର ଦୌଡ଼ରେ ସାମିଲ ହୋଇଛି। ଓସ୍କାର ୨୦୨୩ ପାଇଁ ‘କାନ୍ତାରା’ ବେଷ୍ଟ ପିକ୍ଚର ଏବଂ ବେଷ୍ଟ…

କବର ପାଇଁ ଦେବାକୁ ପଡ଼େ ଭଡ଼ା

ଗୁଆଟେମାଲା ସିଟି: ଦୁନିଆର ବିଭିନ୍ନ ସ୍ଥାନରେ ଭିନ୍ନ ରୀତିନୀତି ରହିଥାଏ। ସେଥିମଧ୍ୟରୁ କିଛି ରୀତିନୀତି ବହୁତ ଅଜବ ହୋଇଥାଏ। ବିଦେଶରେ ଲୋକେ ମରିବା ପରେ ତାଙ୍କୁ କବର ଦିଆଯାଇଥାଏ। କିନ୍ତୁ ଏପରି ଏକ ସ୍ଥାନ ରହିଛି ଯେଉଁଠାରେ କବର ପାଇଁ ଭଡ଼ା…

ସମାଲୋଚନାର ଉତ୍ତର ରଖିଲେ

ମୁମ୍ବାଇ: ନିଜ ରୋଗକୁ ନେଇ ସମାଲୋଚନାର ଶିକାର ହେବା ପରେ ଏବେ ଏହାର ଉତ୍ତର ରଖିଛନ୍ତି ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ। ସେ କହିଛନ୍ତି, ‘ମୁଁ ମାୟୋସାଇଟିସ୍‌ ରୋଗରେ ପୀଡ଼ିତ। ଭଗବାନ କରନ୍ତୁ ଆଉ କେହି ଏହି ରୋଗରେ ପୀଡ଼ିତ…

‘ଆର୍‌ଆର୍‌ଆର୍‌’ ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୧: ସୁପରହିଟ ଫିଲ୍ମ ‘ଆର୍‌ଆର୍‌ଆର୍‌’ ସମ୍ମାନଜନକ ଗୋଲ୍ଡେନ ଗ୍ଲୋବ୍ସ ଆୱାର୍ଡ ଜିତିଛି॥ ଏସଏସ ରାଜାମୌଲୀଙ୍କ ଏହି ଫିଲ୍ମର ‘ନାଟୁ ନାଟୁ’ ଗୀତକୁ ଶ୍ରେଷ୍ଠ ଅରିଜନାଲ ଗୀତର ଆୱାର୍ଡ ମିଳିଛି। ଅନ୍ତର୍ଜାତୀୟ ପ୍ଲାଟଫର୍ମରେ ଫିଲ୍ମର ଏହି ସଫଳତା ପାଇଁ ସମଗ୍ର ଦେଶ ଗର୍ବିତ…

ହୃଦୟ ଜିତିଲେ ହିଟ୍‌ମ୍ୟାନ୍‌

ଗୁଆହାଟୀ,୧୧।୧: ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୬୭ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଗୁଆହାଟୀରେ ଖେଳାଯାଇଥିବା ଏହି ମ୍ୟାଚରେ ଏକ ରୋଚକ…

ଅଧା ଦେଲେ ଅଧା ଛାଡ଼ିଲେ

ନବରଙ୍ଗପୁର,୧୧।୧(ବି.ପ୍ର.): ନବରଙ୍ଗପୁର ଜିଲ୍ଲାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟଗୁଡିକରେ ଖାଲିଥିବା ଶିକ୍ଷକ ପଦବୀ ପୁରଣ ନେଇ ତାଲିକା ପ୍ରସ୍ତୁତି ଓ ନିଯୁକ୍ତି ନେଇ ପୁଣି ଥରେ ଅଡୁଆ ବଢ଼ିବାରେ ଲାଗିଛିବ ବିଜ୍ଞାପନ ତାଲିକାରେ ଶିକ୍ଷକ ପଦବୀ ନ ଥାଇ ଟିଜିଟି ବିଜ୍ଞାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri