Home Left

ଅବ୍ୟବସ୍ଥା ଘେରରେ ପଲମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର

ପଲମ,୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ପଲମ ପଞ୍ଚାୟତସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅନେକ ଅବ୍ୟବସ୍ଥା ଘେରରେ ଗତି କରୁଛି। ଆଜକୁ ଦୀର୍ଘ ଦିନ ହେଲା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନ ଥିବାରୁ ରୋଗୀମାନେ ସମସ୍ୟାରେ ପଡୁଛନ୍ତି। ଆୟୁଷ ଡାକ୍ତର ରାଜେଶ କୁମାର…

ଏଡ୍‌ସର ବିଷ ବଳୟରେ ସୁବର୍ଣ୍ଣପୁର ଜିଲା

ସୋନପୁର,୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଏଡ୍‌ସ କାୟା ବିସ୍ତାର କରି ଚାଲିଛି । ସରକାରୀ ହିସାବରେ ଜିଲାରେ ଏଚଆଇଭି ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୯୧। ଆକ୍ରାନ୍ତଙ୍କ ମଧ୍ୟରେ ଗର୍ଭବତୀ ମହିଳା ଅଛନ୍ତି । ୨୦୦୫ରୁ ୨୦୨୨ ଅକ୍ଟୋବର ମାସ ଶେଷ ସୁଦ୍ଧା ଜିଲାରେ…

ଧୂଳିରେ ଅଞ୍ଚଳବାସୀ ବଞ୍ଚିବା ଅସହ୍ୟ ହୋଇପଡ଼ିଛି

ଉମରକୋଟ,୧ା୧୨(ସ୍ବ.ପ୍ର.): ରାୟପୁର ଠାରୁ ବିଶାଖାପାଟଣା ମଧ୍ୟରେ କେନ୍ଦ୍ର ସରକାରଙ୍କ ଭାରତମାଳା ପ୍ରକଳ୍ପରେ ରାସ୍ତାକାମ ଦ୍ରୁତଗତିରେ ଚାଲିଛି। ତେବେ ରାସ୍ତାକାମ ଯୋଗୁ ହଜାର ହଜାର ଟ୍ରକ୍‌ ଚାଲିବା କାରଣରୁ ରାସ୍ତା ନଷ୍ଟ ହେବା ସହ ପ୍ରବଳ ଧୂଳି ଉଡ଼ୁଛି। ଏହାର ପରିମାଣ ଗ୍ରାମାଞ୍ଚଳର…

ମିଥ୍ୟା ତଥ୍ୟରେ ଚାଷୀଙ୍କ ନାମ ପଞ୍ଜୀକରଣ

ରାୟଗଡ଼ା ଅଫିସ,୧ା୧୨: ରାଜ୍ୟରେ ଖରିଫ୍‌ ଋତୁ ପାଇଁ ଚାଷୀ ପଞ୍ଜୀକରଣ କରାଯାଇଥିଲା। ହେଲେ ଏଥିରେ ବେଆଇନ୍‌ ତଥା ମିଥ୍ୟା ପଞ୍ଜୀକରଣ କରାଯାଇଥିବା ସ୍ପଷ୍ଟ ହୋଇଛି। ମିଥ୍ୟା ତଥ୍ୟଦେଇ ଚାଷୀଙ୍କ ନାମ ପଞ୍ଜୀକରଣ କରାଯାଇଥିବା ନେଇ ଅଭିଯୋଗ ହେବାପରେ ଧାନଚାଷ କରାଯାଇଥିବା ଜମିକୁ…

ଅନୁଗୋଳରେ ଏଡ୍‌ସ ଅଣାୟତ୍ତ

ଅନୁଗୋଳ ଅଫିସ,୧ା୧୨: ସଚେତନ, ସତର୍କ ଓ ସଂଜମ ଆଚରଣ ଦ୍ୱାରା ହିଁ ଏଡ୍‌ସର ପ୍ରତିରୋଧ କରାଯାଇପାରିବ। ଦୀର୍ଘବର୍ଷ ହେଲା ସରକାର ଏହା ବୁଝାଉଛନ୍ତି। ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ, ଏନ୍‌ଜିଓ ମାଧ୍ୟମରେ ସଚେତନତା ସୃଷ୍ଟିର ଉଦ୍ୟମ କରିଆସୁଛନ୍ତି। ହେଲେ ଅନୁଗୋଳ ଜିଲାର ଅନେକେଙ୍କ…

ଜଟିଳ ନିୟମ ପାଇଁ ଜରାଜୀର୍ଣ୍ଣ

ଢେଙ୍କାନାଳ ଅଫିସ,(ରତନ ନାୟାର)୧।୧୨: ଲୁହା ଭାରା ଆଶ୍ରାରେ ଛିଡ଼ା ହୋଇଛି ସପ୍ତମ ଶତାବ୍ଦୀର ଐତିହ୍ୟ କୁଆଳୋ ଅଷ୍ଟଶମ୍ଭୁ ଶୈବପୀଠ। ମନ୍ଦିର ଦଧିନଉତି ଆଖପାଖ ସ୍ଥାନରୁ ପଥର ଖସି ଲଣ୍ଡା ହୋଇଗଲାଣି। ବର୍ଷା ହେଲେ ବେଢ଼ାରେ ଲହଡ଼ି ମାରୁଛି ପାଣି। କେତେବେଳେ ହାତୀ…

ନିଅଣ୍ଟିଆ କର୍ମଚାରୀରେ ଚାଲିଛି ବିଇଏମ୍‌ସି

ବ୍ରହ୍ମପୁର ଅଫିସ,୧ା୧୨: ବ୍ରିଟିଶ ଶାସନରେ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍‌ସି ଅଧିନରେ ଥିବା ବେଳେ ୧୮୬୭ରେ ପ୍ରତିଷ୍ଠା ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ଏହି ପୁରାତନ ସ୍ବାୟତ୍ତ ଶାସନ ସଂସ୍ଥାକୁ ପୂରିଛି ୧୫୫ ବର୍ଷ। ୧୪ ବର୍ଷ ତଳେ ରାଜ୍ୟ ସରକର ୨୦୦୯ରେ…

ଗଞ୍ଜାମରେ ୧୭୪୪୮ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,(ସୁବାସ ପାଢ଼ୀ)୧ା୧୨ଏଡ୍‌ସ ରୋଗ ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନର ରହିଥିବା ନ୍ୟାଶନାଲ ଏଡ୍‌ସ କଣ୍ଟ୍ରୋଲ ସୋସାଇଟି(ନାକୋ) ତରଫରୁ ବହୁ…

କେନ୍ଦୁଝରରେ ୪ ବର୍ଷରେ ଗଲାଣି ୨୬ ଜୀବନ

କେନ୍ଦୁଝର,୧ା୧୨ (ସ୍ବ.ପ୍ର.): ଦିନକୁ ଦିନ ଏଡ୍‌ସ ମାରାମତ୍କ ରୂପ ଧାରଣ କରୁଥିବାବେଳେ ଚିକିସତ୍ା ଅପେକ୍ଷା ଏଥିପ୍ରତି ସତର୍କତା ହେଲେ ଏହି ମାରାତ୍ମକ ରୋଗରୁ ରକ୍ଷା ମିଳିପାରିବ। ଏହି ବାର୍ତ୍ତା ବାଣ୍ଟିବା ଉଦ୍ଦେଶ୍ୟରେ ସମଗ୍ର ବିଶ୍ୱରେ ଡିସେମ୍ବର ୧କୁ ବିଶ୍ୱ ଏଡ୍‌ସ ଦିବସ…

ଯେଉଁଠି ପ୍ରକୃତି କୁହେ କଥା

ନୀଳଗିରି, (ପ୍ରଶାନ୍ତ ବିଶ୍ୱାଳ)୧।୧୨: ଶୀତର ଆଗମନ ସାଙ୍ଗକୁ ଆରମ୍ଭ ହୋଇଛି ପର୍ଯ୍ୟଟନ ଋତୁ। ପାଗ ଅନୁକୂଳ ଥିବାରୁ ଶନିବାର ଓ ରବିବାର ଭଳି ଛୁଟି ଦିନରେ ବାଲେଶ୍ୱର ଜିଲା ନୀଳଗିରିକୁ ଶହ ଶହ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଗହଳଚହଳରେ ଚଳଚଞ୍ଚଳ ହୋଇଉଠିଛି…

ଝାଡଖଣ୍ଡରେ ଏନକାଉଣ୍ଟର : ୨ ଯବାନ ଆହତ

ରାଞ୍ଚି,୧।୧୨: ଝାଡଖଣ୍ଡର ଚାଇବାସାରେ ଗୁରୁବାର ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଏଥିରେ ଦୁଇଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଆହତ ଯବାନଙ୍କୁ ଏନକାଉଣ୍ଟର ସ୍ଥାନରୁ ଚିକିିତ୍ସା ପାଇଁ ରାଞ୍ଚି ସ୍ଥାନାନ୍ତର କରାଯାଇଥିବା ଝାଡଖଣ୍ଡ ପୋଲିସ କହିଛି।

ଆଜି କୋଣାର୍କ, ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ: ସଜେଇ ହୋଇଛି ଅର୍କକ୍ଷେତ୍ର

କୋଣାର୍କ,୧।୧୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ଉତ୍ସବ ଓ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ-୨୦୨୨ ଡିସେମ୍ବର ୧ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ଅର୍କକ୍ଷେତ୍ର କୋଣାର୍କ ସହର ଉତ୍ସବ ମୁଖରିତ ହୋଇଥିବାବେଳେ ସମଗ୍ର ଅଞ୍ଚଳ ଏବେ ରଙ୍ଗବେରଙ୍ଗ ଆଲୋକମାଳାରେ ସଜେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri