Home Left

୧୪.୫୫ ମିଲିୟନ ଟନ୍‌ କୋଇଲା ଉତ୍ପାଦନ

ନୂଆଦିଲ୍ଲୀ,୧୧ା୧: ଗତବର୍ଷ ଏପ୍ରିଲରୁ ଡିସେମ୍ବର ମଧ୍ୟରେ ବନ୍ଦ ହୋଇପଡ଼ିଥିବା କୋଇଲା ଖଣିରୁ ୧୪.୫୫ ମିଲିୟନ ଟନ୍‌ କୋଇଲା ଉତ୍ପାଦିତ ହୋଇଛି ବୋଲି ମଙ୍ଗଳବାର ଏନ୍‌ଟିପିସି ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବନ୍ଦ ରହିଥିବା କୋଇଲା ଖଣିଗୁଡ଼ିକରୁ ୨୦୨୨ ଏପ୍ରିଲରୁ ଡିସେମ୍ବର ମଧ୍ୟରେ…

‘ସାଧାରଣ ଜନତାଙ୍କ ସେବା ପାଇଁ ପ୍ରତିଶ୍ରୁତିବଦ୍ଧ’

ଢେଙ୍କାନାଳ ଅଫିସ,୧୧।୧: ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପକ୍ଷରୁ ମିନି ଷ୍ଟାଡିୟମ୍‌ ପରିସରରେ ମଙ୍ଗଳବାର ବିଜେଡିର ୨୫ବର୍ଷ ପୂର୍ତ୍ତି ଅବସରରେ ୨୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନ ୧୦ଟାରେ ବାଜିଚୌକଠାରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରି ମିନି…

ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା ଦେବ ୟୁବିଇଏୟୁ

ଭୁବନେଶ୍ୱର,୧୧ା୧: ପ୍ରିମିୟମ ଆଷ୍ଟେଟିକ୍‌ କ୍ଲିନିକ୍‌ ୟୁବିଇଏୟୁର ଅଲଥେରାପି ଏବଂ ବାଲାନ୍ସ ପ୍ରୋ କୁ ଫାଶନ୍‌ ଓ ଲାଇଫ୍‌ ଷ୍ଟାଇଲ୍‌ ମେଳା ପରିସରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସ ନାୟକ ଓ ଅଭିନେତ୍ରୀ ପ୍ରକୃତି ମିଶ୍ର…

‘ଶିଳ୍ପ ପ୍ରତିଷ୍ଠା ପାଇଁ ଅଧିକାରୀଙ୍କ ସକାରାତ୍ମକ ମନୋଭାବ ଜରୁରୀ’

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଚଳିତ ବର୍ଷ ବାଣିଜ୍ୟ ମେଳା ହେବ ନାହିଁ। ମାତ୍ର ଆସନ୍ତା ମାର୍ଚ୍ଚ ୫ରୁ ୯ ତାରିଖ ମଧ୍ୟରେ ପ୍ରତି ଜିଲା ସ୍ତରରେ ଉଦ୍ୟୋଗ ସପ୍ତାହ ପାଳନ କରାଯିବ। ଏହି ଉପଲକ୍ଷେ ଜିଲା ସ୍ତରରେ ପ୍ରଦର୍ଶନୀ ଆୟୋଜନ କରାଯିବ। ଏହି କାର୍ଯ୍ୟକ୍ରମରେ…

ଯାତ୍ରୀ ସୁବିଧା, ଆଧୁନିକୀକରଣକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୧୧ା୧: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକର ମଙ୍ଗଳବାର ରେଳପଥର ବରିଷ୍ଠ ଅଧିକାରୀମାନଙ୍କ ସହ ସ୍ଥାନୀୟ ମଞ୍ଚେଶ୍ୱର ସ୍ଥିତ ରେଳଡବା ମରାମତି କାରଖାନା ନିରୀକ୍ଷଣ କରିଛନ୍ତି। ଏହି ସମୟରେ ମହାପ୍ରବନ୍ଧକ କୋଚ୍‌ଗୁଡ଼ିକର ମରାମତି କାର୍ଯ୍ୟର ସମୀକ୍ଷା କରିଥିଲେ। ଏପରିକି ଯାତ୍ରୀମାନଙ୍କ ସୁବିଧାଗୁଡ଼ିକର…

ଶୈଳଶ୍ରୀକ୍ଷେତ୍ରରେ ପହଞ୍ଚିଲା ମଶାଲ

ଅନୁଗୋଳ ଅଫିସ/ ଆଠମଲ୍ଲିକ/ ବଇଣ୍ଡା/ ଛେଣ୍ଡିପଦା/ କଣିହଁା, ୧୧।୧: ଆସନ୍ତା ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଅନୁଗୋଳ ଜିଲା ମହୋତ୍ସବ। ଜିଲାର ୩୦ବର୍ଷ ପୂର୍ତ୍ତି ଅବସରରେ ଏହି ମହୋତ୍ସବକୁ ଧୁମ୍‌ଧାମରେ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ…

୨୪ ବର୍ଷର ରେକର୍ଡ ଭାଙ୍ଗିଲେ ଉମରାନ

ଗୁଆହାଟୀ,୧୧।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଭାରତୀୟ ଦଳ ଜିତିଛି। ଏହି ମ୍ୟାଚ୍‌ରେ ବିଜୟ ସହ ଭାରତ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି…

ଷ୍ଟ୍ରବେରି ଚାଷ ପାଇଁ ବଢ଼ୁଛି ଆଗ୍ରହ

ଦାରିଙ୍ଗବାଡ଼ି,୧୦ା୧ (ଡି.ଏନ୍‌.ଏ): ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରଥମଥର ପାଇଁ ଷ୍ଟ୍ରବେରି ଚାଷ କରାଯାଉଛି। ଗ୍ରୀନବାଡ଼ି ପଞ୍ଚାୟତର ଏଲିଜାବେଥ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଜିଲା ପ୍ରଶାସନର ସହଯୋଗରେ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କ ନେତୃତ୍ୱରେ ଓଡ଼ିଶା…

ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ…

ଡାକ୍ତର,ନର୍ସଙ୍କ ଅବହେଳାରୁ ଶିଶୁ ମୃତ, ହସ୍ପିଟାଲ ସାମ୍ନାରେ ଧାରଣା

ବାଲେଶର ଅଫିସ,୧୧।୧: ବାଲେଶ୍ୱର ସହର ଚିଡ଼ିଆ ପୋଲ ସ୍ଥିତ ଦୁର୍ଗା ନର୍ସିଂହୋମରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଶିଶୁ ମୃତ୍ୟୁ ଘଟିଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ମୃତ ଶିଶୁ କନ୍ୟାର ପରିବାର ନର୍ସିଂହୋମ ସାମ୍ନାରେ…

ଭାରତ ବିପକ୍ଷ ସିରିଜ୍‌ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା

ସିଡନୀ,୧୧।୧: ଭାରତ ବିପକ୍ଷ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ ୧୮ ଜଣିଆ ଦଳ ଘୋଷଣା କରିଛି। ବର୍ଡର-ଗାଭାସ୍କର ସିରିଜ ପାଇଁ ୨୨ ବର୍ଷିୟ ଟଡ ମର୍ଫି, ମିଚେଲ ଷ୍ଟାର୍କ ଏବଂ କ୍ୟାମେରନ ଗ୍ରୀନ ମଧ୍ୟ ଅଷ୍ଟ୍ରେଲିଆ ଦଳରେ…

ପିଏମ୍‌ଜିକେଏଓ୍ବାଇ ବନ୍ଦ ନେଇ କେନ୍ଦ୍ରକୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ବର,୧୧ା୧(ବ୍ୟୁରୋ): କେନ୍ଦ୍ରର ମୋଦି ସରକାର ଜାନୁୟାରୀ ୨୦୨୩ରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଉଚ୍ଛେଦ କରିବାର ନିଷ୍ପତ୍ତି ଘୋଷଣା କରିଛନ୍ତି। ଏହି ଯୋଜନାରେ ଏପ୍ରିଲ-୨୦୨୦ରୁ ପ୍ରତ୍ୟେକ ‘ଜାତୀୟ ଖାଦ୍ୟ ନିରାପତ୍ତା ଆଇନ’ର ହିତାଧିକାରୀମାନେ ପ୍ରତି ମାସରେ ମୁଣ୍ଡ ପିଛା ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri