Home Left

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର, ୪ ସ୍ଥାନରେ ଏକକାଳୀନ ଚଢାଉ

ସୁନ୍ଦରଗଡ,୧୧।୧(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ ବନଖଣ୍ଡ ଅନ୍ତର୍ଗତ ଉଜ୍ଜଳପୁର ଫରେଷ୍ଟ ରେଞ୍ଜ ଅଫିସର ସଂଗ୍ରାମ କେଶରୀ ମନହୀରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। କାର୍ଯ୍ୟାଳୟ ସମେତ ସମ୍ବଲପୁର ବୁର୍ଲାସ୍ଥିତ ବାସଭବନ, ବଲାଙ୍ଗୀରର…

ସତ୍ତା ହରାଇଛି ସାଗର ଯୋଜନା

ପାରଳାଖେମୁଣ୍ଡି, ୧୧।୧ (ଡି.ଏନ୍‌.ଏ): ଶତାଧିକ ବର୍ଷ ପୂର୍ବେ ପାରଳାଖେମୁଣ୍ଡିର ପ୍ରଜାବତ୍ସଳ ଶାସକମାନେ ଅଞ୍ଚଳର ବିକାଶ ପାଇଁ ସାଗର ଯୋଜନା ମାଧ୍ୟମରେ ୫ଟି ବୃହତ ସାଗର ଖୋଳିଥିଲେ। ଏହି ୫ଟି ସାଗର ଯଥା ରାମ ସାଗର, ସୀତା ସାଗର, ଲକ୍ଷ୍ମଣ ସାଗର, କୃଷ୍ଣ…

ସମସ୍ୟା ଘେରରେ ଧାମନଗର କଲେଜ

ଧାମନଗର,୧୧।୧(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ମହାବିଦ୍ୟାଳୟରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଅଧ୍ୟାପକ, କର୍ମଚାରୀ ଅଭାବ ସାଙ୍ଗକୁ କଲେଜ ଜମି ଜବରଦଖଲ, ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଅବସ୍ଥାରେ ରହିବା ଆଦି ନେଇ ଅସନ୍ତୋଷ ପ୍ରକାଶ ପାଉଛି। ମହାବିଦ୍ୟାଳୟରେ ସମସ୍ୟା ଅନେକ ରହିଥିବା…

ଏସ୍‌ଏଚ୍‌ଜିକୁ ସୁଧ ଛାଡ଼ ଶ୍ରେୟ କେନ୍ଦ୍ରର: ଭାଜପା

ଭୁବନେଶ୍ବର,୧୧ା୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ସମସ୍ତ ଜନକଲ୍ୟାଣ ଯୋଜନାକୁ ରାଜ୍ୟ ସରକାର ନିଜ ଯୋଜନା କହି ସଂଘୀୟ ବ୍ୟବସ୍ଥାର ଅସମ୍ମାନ କରୁଛନ୍ତି। ଏହା ଗଣତନ୍ତ୍ର ପ୍ରତି ବିପଦ ସୃଷ୍ଟି କରୁଛି । କେନ୍ଦ୍ର ସରକାର ରାଜ୍ୟକୁ କୋଟି କୋଟି ଟଙ୍କା ଅର୍ଥ ଯୋଗାଉଛନ୍ତି…

ଭାଜପାର ‘ୟୁଜ୍‌ ଆଣ୍ଡ ଥ୍ରୋ’ ନୀତି ଦାୟୀ: ଖାର୍ଗେ

ନୂଆଦିଲ୍ଲୀ,୧୧ା୧(ପି.ଟି.): କଶ୍ମୀରୀ ପଣ୍ଡିତ କର୍ମଚାରୀମାନଙ୍କ ବିକ୍ଷୋଭକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଙ୍ଗଳବାର ଭାଜପାକୁ ସମାଲୋଚନା କରିଛନ୍ତି। ଗୈରିକ ଦଳର ‘ବ୍ୟବହାର କରି ଫିଙ୍ଗିଦିଅ ଓ ଧୋକା ଦିଅ’ ନୀତି କଶ୍ମୀରୀ ପଣ୍ଡିତ କର୍ମଚାରୀମାନଙ୍କ ସମସ୍ୟାର କାରଣ ବୋଲି ଖାର୍ଗେ…

ସହରରେ ସୁଧୁରୁନି ଟ୍ରାଫିକ ବ୍ୟବସ୍ଥା

ବାଲେଶ୍ୱର ଅଫିସ, ୧୧।୧: ବାଲେଶ୍ୱର ସହରରେ ବିପର୍ଯ୍ୟସ୍ତ ହୋଇପଡିଛି ଟ୍ରାଫିକ୍‌ ବ୍ୟବସ୍ଥା। ଟ୍ରାଫିକ୍‌ ନିୟମ ଠିକ୍‌ ଭାବେ ପାଳନ ହେଉ ନ ଥିବା ବେଳେ ବେଆଇନ ପାର୍କିଂ ଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଆମ୍ବୁଲାନ୍ସଠାରୁ ବିଭିନ୍ନ ଜରୁରୀସେବାରେ ବିଳମ୍ବ ହେଉଛି।…

ମେକ୍ସିକୋରେ ବାଇଡେନ୍‌, ଟ୍ରୁଡୋ

ମେକ୍ସିକୋ ସିଟି,୧୧ା୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ତାଙ୍କ କାନାଡା ପ୍ରତିପକ୍ଷ ଜଷ୍ଟିନ୍‌ ଟ୍ରୁଡୋ ମଙ୍ଗଳବାର ମେକ୍ସିକୋରେ ପହଞ୍ଚତ୍ଛନ୍ତି। ମେକ୍ସିକୋ ସହ ଦୁଇ ରାଷ୍ଟ୍ରର ସମ୍ପର୍କ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ସେମାନେ ସେଠାକାର ରାଷ୍ଟ୍ରପତି ଆଣ୍ଡ୍ରେସ୍‌ ମାନୁଏଲ୍‌ ଲୋପେଜ ଓବ୍ରାଡରଙ୍କ…

ଗୃହମନ୍ତ୍ରୀଙ୍କ ଉପରକୁ ଜୋତା ମାଡ଼

ଇସଲାମାବାଦ୍‌,୧୧।୧: ପାକିସ୍ତାନର ଗୃହମନ୍ତ୍ରୀ ରାଣା ସନାଉଲ୍ଲଙ୍କ ଉପରକୁ ଜୋତା ମାଡ଼ କରାଯାଇଛି। ସେ ପଞ୍ଜାବ ବିଧାନସଭା ସଭାର ବୈଠକ ଶେଷ ପରେ ନିଜ କାର ପାଖକୁ ଯାଉଥିବା ବେଳେ ଏହି ଆକ୍ରମଣ ହୋଇଥିଲା। ତେବେ କାରର ଝରକା ଯୋଗୁ ସେ କୌଣସି…

ହସ୍ପିଟାଲରେ ଥିବା ଫଟୋ ଟୁଇଟ୍‌ କଲେ ବୋଲସୋନାରୋ

ଓ୍ବାଶିଂଟନ୍‌,୧୧ା୧: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଜୈର ବୋଲସୋନାରୋ ଆମେରିକାର ଫ୍ଲୋରିଡାସ୍ଥିତ ଓର୍ଲାଣ୍ଡୋର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳର ଫଟୋକୁ ମଙ୍ଗଳବାର ଟୁଇଟ୍‌ କରିଛନ୍ତି। ୨୦୧୮ରେ ଏକ ରାଜନୈତିକ ରାଲି ବେଳେ ପେଟରେ ଛୁରାମାଡ଼ ଯୋଗୁ ସୃଷ୍ଟି ହୋଇଥିବା ପୁରୁଣା କ୍ଷତ…

ମହିଳାଙ୍କୁ ଝୁଣି ମାରିଦେଲେ କୁକୁର

ଧରଓ୍ବାଡ୍‌(କର୍ନାଟକ),୧୧ା୧: କର୍ନାଟକର ଧରଓ୍ବାଡ୍‌ ଜିଲାରେ ମଙ୍ଗଳବାର ଜଣେ ନିରାଶ୍ରୟା ମହିଳାଙ୍କୁ କୁକୁର ଝୁଣି ମାରିଦେଇଛନ୍ତି। ମହିଳାଙ୍କ ପରିଚୟ ମିଳିପାରି ନାହିଁ। ସେ ମଙ୍ଗଳବାର ସକାଳେ ଉପିନା ବେଟାଗେରି ଖବରସ୍ଥାନ ଗ୍ରାମରେ ଭିକ୍ଷା ମାଗିଥିଲେ। ପରେ ସେ ଗାଁର ଏକ ଘର ନିକଟରେ…

ସେନା ଗାଡି ଦୁର୍ଘଟଣାଗ୍ରସ୍ତ : ୩ ଯବାନ ମୃତ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀରର କୁପୱାଡା ଜିଲାରେ ପାଟ୍ରୋଲିଂ କରୁଥିବା ବେଳେ ବୁଧବାର ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏତିରେ ତିନି ଜଣ ଯବାନଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାଛଲ ସେକ୍ଟରରେ ନିୟମିତ ଅପରେଶନ ଟାକ୍ସ ସମୟରେ ଏହି ଦୁର୍ଘଟଣା ଘଟିଛି। ତିନି…

ପାଟଣା ରେଞ୍ଜ୍‌କୁ ଆସିନାହାନ୍ତି ବିଦେଶୀ ପକ୍ଷୀ

କେନ୍ଦୁଝର/ପାଟଣା, ୧୧।୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବନ ବିଭାଗ ପକ୍ଷରୁ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। କେନ୍ଦୁଝର ଡିଭିଜନର ବିଭିନ୍ନ ଜଳାଶୟରେ ଗଣନା କରାଯାଇଥିଲା। କେନ୍ଦୁଝର ରେଞ୍ଜ୍‌ର ନଳପଙ୍ଗା ଡ୍ୟାମ୍‌, ବଡ଼ଶାସନ ପୋଖରୀ, ମାଧପୁର ଫାର୍ମ ପୋଖରୀ, ଟିକରପଡା ଡ୍ୟାମ, ଚାନ୍ଦିନୀ ପୋଖରୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri