Home Left

ରାଜ୍ୟପାଳଙ୍କୁ ନେଇ ପୋଷ୍ଟର ଯୁଦ୍ଧ

ଚେନ୍ନାଇ,୧୧ା୧: ତାମିଲନାଡୁ ବିଧାନସଭାରେ ଅଭିଭାଷଣକୁ ନେଇ ଶାସକ ଦଳ ଡିଏମ୍‌କେ ଏବଂ ରାଜ୍ୟପାଳ ଆର୍‌.ଏନ୍‌. ରବିଙ୍କ ମଧ୍ୟରେ ବିବାଦର ଦିନକ ପରେ ଚେନ୍ନାଇର ବିଭିନ୍ନ ସ୍ଥାନରେ ‘ରବି ବାହାରିଯାଅ’ ପୋଷ୍ଟର ଲଗାଯାଇଛି। ଉକ୍ତ ପୋଷ୍ଟରରେ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଫଟୋ ରହିଛି।…

ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟର ଅନୁଭୂତି ଦେବ ‘ଏକାମ୍ର ଓ୍ବାକ୍‌’

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ‘ଡଟ୍‌ ଫେଷ୍ଟ’ର ଦ୍ୱିତୀୟ ସଂସ୍କରଣ ସହ ପୁଣିଥରେ ସହରକୁ ଫେରିଛି ‘ଏକାମ୍ର ଓ୍ବାକ୍‌’। ଐତିହ୍ୟ ଓ ମନ୍ଦିରମାଳିନୀ ସହର ଭୁବନେଶ୍ୱରର ଆଉଏକ ପରିଚୟ ଏକାମ୍ର କ୍ଷେତ୍ର ହୋଇଥିବାରୁ ସେହି ଅନୁସାରେ ଏହାର ନାମକରଣ କରାଯାଇଛି। ‘ଏକାମ୍ର ଓ୍ବାକ୍‌ରେ’…

କାହାଣୀ ଦୁନିଆରେ ହଜିବ ମନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): କାହାଣୀ ଶୁଣିବାରେ ମଜିବେ ପିଲାମାନେ। ଗପ ଶୁଣିବେ, ଶିକ୍ଷଣୀୟ କଥା ଜାଣିବେ ଏବଂ ଏହା ସାଙ୍ଗକୁ ମନୋରଞ୍ଜନ ବି କରିବେ। ଖାଲି ପିଲା ନୁହେଁ, ବଡ଼ ଲୋକମାନେ ମଧ୍ୟ କାଳ୍ପନିକ କାହାଣୀ ଦୁନିଆରେ ନିଜକୁ ସାମିଲ କରିବେ। କାରଣ…

ସିସିଟିଭି ନଜରରେ ରାଜଧାନୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବ। ରାଉରକେଲା ଓ ଭୁବନେଶ୍ୱରରେ ମ୍ୟାଚ୍‌ ଖେଳାଯିବାକୁ ଥିବାବେଳେ କମିଶନରେଟ ପୋଲିସ ପକ୍ଷରୁ ରାଜଧାନୀ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତେବେ ବୁଧବାର କଟକରେ…

୪ ପିଲାଙ୍କ ହାତଗୋଡ଼ ବାନ୍ଧି ଅପହରଣ

ମଙ୍ଗୁଳି/ଜଗତପୁର,୧୧ା୧(ଡି.ଏନ୍‌.ଏ.): କଟକ ଜିଲା ଜଗତ୍‌ପୁର ଥାନା ଅଧୀନ ୪୮ନମ୍ବର ୱାର୍ଡ ଭୁବନପୁର ଅଞ୍ଚଳରୁ ମଙ୍ଗଳବାର ସକାଳେ ଏକ ଟାଟା ଏସିରେ ୪ଜଣ ଛୋଟ ପିଲାଙ୍କୁ ୩ଜଣ ଦୁର୍ବୃତ୍ତ ଅପହରଣ କରି ନେଉଥିବାବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ତିନି ଜଣ ପିଲାଙ୍କୁ…

୪ ଛୁଆ ଜନ୍ମଦେଲା ସିଂହୀ ରେୱା

ବାରଙ୍ଗ,୧୧।୧(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ମଙ୍ଗଳବାର ସିଂହୀ ରେୱା ପ୍ରଥମଥର ମା’ ହୋଇଥିବା ବେଳେ ୪ଟି ଛୁଆକୁ ଜନ୍ମ ଦେଇଛି। ହେଲେ ଜନ୍ମଦେବାର କିଛି ସମୟ ମଧ୍ୟରେ ନବଜାତକ ଛୁଆଙ୍କୁ ମା’ସ୍ନେହରୁ ବଞ୍ଚତ୍ତ ହେବାକୁ ପଡିଛି। ମା’ ରେୱା ଜନ୍ମ ଦେଇଥିଲେ…

ଘୋଡାହାଡ଼ ଡ୍ୟାମ୍‌: ୬୪ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି,୧୧ା୧(ଡି.ଏନ.ଏ.): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘୋଡାହାଡ଼ ଡ୍ୟାମ୍‌ରେ ଗତ ୩ ଦିନ ଧରି ଚାଲିଥିବା କୁମ୍ଭୀର ଗଣନା ମଙ୍ଗଳବାର ଶେଷ ହୋଇଛି। ଦିଗପହଣ୍ଡି ବନ ବିଭାଗ ପକ୍ଷରୁ ଡ୍ୟାମ୍‌ର ୧୦ ଅଞ୍ଚଳରେ ଗଣନା କାର୍ଯ୍ୟ କରାଯାଇଥିଲା। ସତନ୍ତ୍ର ତାଲିମପ୍ରାପ୍ତ ବନ କର୍ମଚାରୀମାନେ…

ଇମ୍ରାନ ଖାନ୍‌ଙ୍କ ବିରୋଧରେ ଗିରଫ ପରଓ୍ବାନା

ଇସ୍‌ଲାମାବାଦ,୧୧ା୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଏବଂ ତାଙ୍କ ଦଳର ୪ ଜଣ ଶୀର୍ଷ ନେତାଙ୍କ ବିରୋଧରେ ସେଠାର ନିର୍ବାଚନ କମିଶନ ମଙ୍ଗଳବାର ଜାମିନଯୋଗ୍ୟ ଗିରଫ ପରଓ୍ବାନା ଜାରି କରିଛନ୍ତି। ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ର ଏହି ନେତାମାନେ ପାକିସ୍ତାନ ନିବାଚନ କମିଶନ…

ଜଗତ୍‌ସିଂହପୁର ବନବିଭାଗ ରେଞ୍ଜରୁ ୨୦୬୨ପକ୍ଷୀ ଚିହ୍ନଟ

ଜଗତ୍‌ସିଂହପୁର ଅଫିସ, ୧୧ା୧: କଟକ ବନଖଣ୍ଡ ଅଧୀନ ଜଗତ୍‌ସିଂହପୁର ରେଞ୍ଚ ଅଞ୍ଚଳର ସନ୍ତସନ୍ତିଆ ସ୍ଥାନରେ ମଙ୍ଗଳବାର ପକ୍ଷୀ ଗଣନା କରାଯାଇଛି। ଏହି ଗଣନାରେ ବିଭିନ୍ନ ପ୍ରଜାତିର ମୋଟ ୨୦୬୨ଟି ପକ୍ଷୀ ଚିହ୍ନଟ ହୋଇଛନ୍ତି। କଟକ ବନଖଣ୍ଡ ଏସ୍‌ଟିଏଫ୍‌ ସୌଭାଗ୍ୟ କୁମାର ସାହୁ…

ପୂର୍ବତନ ରାଷ୍ଟ୍ରପତିଙ୍କ ଝିଅଙ୍କୁ ୫ ବର୍ଷ ଜେଲ

ତେହେରାନ,୧୧ା୧: ଇରାନର ପୂର୍ବତନ ରାଷ୍ଟ୍ରପତି ଆକବର ହାସେମି ରଫ୍‌ସାନ୍‌ଜାନିଙ୍କ ଝିଅ ଫାଏଜେ ହାସେମିଙ୍କୁ ୫ ବର୍ଷ ଜେଲଦଣ୍ଡ ହୋଇଛି। ତେବେ କେଉଁ ଅପରାଧରେ ତାଙ୍କୁ ଦଣ୍ଡିତ କରାଯାଇଛି, ତାହା ଜଣାପଡ଼ିନାହିଁ। ତାଙ୍କ ବିରୋଧରେ ସରକାର ବିରୋଧୀ ପ୍ରଚାର ଅଭିଯୋଗ ଅଣାଯାଇଥିବା ତେହରାନର…

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଯାଏ ବଢ଼ିଛି । ମଙ୍ଗଳବାର ଫୁଲବାଣୀରେ ସର୍ବନିମ୍ନ…

ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରି ବୟ’ର ଅଡିଓ ରିଲିଜ୍‌

ଭୁବନେଶ୍ୱର, ୧୧।୧ (ବ୍ୟୁରୋ): ଅନ୍‌ଲାଇନ ସପିଂ କମ୍ପାନୀରେ କାର୍ଯ୍ୟରତ ଜଣେ ଡେଲିଭରି ବୟର କାହାଣୀକୁ ନେଇ ନିର୍ମାଣ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରି ଭୟ’। କମ୍ପାନୀରୁ ଅର୍ଡର ଗ୍ରାହକଙ୍କ ପାଖରେ ପହଞ୍ଚାଇବା ସମୟରେ ଉପୁଜୁଥିବା ବାସ୍ତବ ସମସ୍ୟାକୁ ପଦାକୁ ଆଣିଛି ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri