Home Left

ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଡିଓଙ୍କ ଅନୁପସ୍ଥିତିରେ ଏବିଡିଓ ବିଭୁତିଭୂଷଣ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ବ୍ଲକର ଏକମାତ୍ର…

ହାଇଡ୍ରୋଜେନ୍‌ରେ ଚାଲିବ ବିମାନ

ଲଣ୍ଡନ: ଗାଡି, ମୋଟରରେ ବ୍ୟବହୃତ ଇନ୍ଧନ ବାୟୁପ୍ରଦୂଷଣ ପାଇଁ ଦାୟୀ। ଇନ୍ଧନରୁ ବାହାରୁ ଥିବା ବିଷାକ୍ତ ଗ୍ୟାସ୍‌ କାରଣରୁ ଏୟାର ପଲ୍ୟୁଶନ୍‌ର ମାତ୍ରା କ୍ରମାଗତ ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ପ୍ରଦୂଷଣ ପାଇଁ ଏୟାରକ୍ରାଫ୍ଟ ବା ବିମାନରେ ବ୍ୟବହାର ହେଉଥିବା ଇନ୍ଧନର ମଧ୍ୟ…

ଚିକିତ୍ସାରେ ଅର୍ଥାଭାବ, ବିଛଣାରେ ରୋଗାକ୍ରାନ୍ତ

ଅମରପାଲି,୩୦ା୧୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଚିଙ୍ଗିରାନାଲି ଗ୍ରାମରେ ପଞ୍ଚାନନ ଛତ୍ରିଆ(୫୫)। ଏବେ ସେ ଅଜଣା ରୋଗରେ ଆକ୍ରାନ୍ତ। ଗତ ଦେଢ ମାସ ହେଲା ତାଙ୍କର ଉଭୟ ଗୋଡ କାମ କରୁ ନ ଥିବାରୁ ଚାଲି ବୁଲି…

ସିଓରବାଏର ପ୍ରିମିୟମ ମୋବାଇଲ ଷ୍ଟୋର

ଭୁବନେଶ୍ୱର,୩୦।୧୧: ବର୍ତ୍ତମାନ ସମୟରେ ସ୍ମାର୍ଟଫୋନ୍‌ ସବୁ ବର୍ଗର ଲୋକଙ୍କ ପାଇଁ ଏକ ଅତ୍ୟାବଶ୍ୟକ ସାମଗ୍ରୀରେ ପରିଣତ ହୋଇଯାଇଛି। ଏଭଳି କିଛି ଅଭାବ ଓ ଆବଶ୍ୟକତାକୁ ନଜରରେ ରଖି ସ୍ଥାନୀୟ ବାପୁଜୀନଗରଠାରେ ସିଓରବାଏର ପ୍ରିମିୟମ ମୋବାଇଲ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି…

ପ୍ରେମିକାଙ୍କ ଭାଇକୁ ହତ୍ୟା କଲେ ପ୍ରେମିକ

କାଳିଆପାଣି,୩୦।୧୧(ଡି.ଏନ.ଏ.): ପ୍ରେମିକାଙ୍କ ଭାଇକୁ ଖଣ୍ତାରେ ହାଣି ହତ୍ୟା କଲେ ପେମିକ। ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଟାଟା ବଜାରରେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ମଙ୍ଗଳବାର ଦେଖିବାକୁ ମିଳିଛି। ଏହାକୁ ନେଇ ଆଜି ବୁଧବାର ସକାଳୁ ଟମକା-ମଙ୍ଗଳପୁର ରାସ୍ତାକୁ ମୃତକଙ୍କ…

ଡିସିବିଏଲ୍‌-ଏଲ୍‌ଭିପିଇଆଇର ରାଜିନାମା

ଭୁବନେଶ୍ୱର,୩୦।୧୧: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) ଓ ଏଲ୍‌. ଭି. ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ୍‌ ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କମ୍ପାନୀର କାର୍ଯ୍ୟ ପରିସର ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଜୀବନରେ ଉନ୍ନତି ଆଣିବା…

ମାରୁତି ସୁଜୁକିର ନୂଆ ‘ଇକୋ’ର ବଜାର ପ୍ରବେଶ

ନୂଆଦିଲ୍ଲୀ,୩୦।୧୧: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ପକ୍ଷରୁ ନୂଆ ଇକୋର ଶୁଭାରମ୍ଭ ସହ ବଜାର ପ୍ରବେଶ କରାଯାଇଛି। ଏହା ନୂତନ ଓ ଶକ୍ତିଶାଳୀ ଇଞ୍ଜିନ ସହିତ ଉନ୍ନତ ଇନ୍ଧନ ଦକ୍ଷତା ପ୍ରଦାନ କରୁଛି। ଦେଶରେ ସର୍ବାଧିକ ବିକ୍ରି ହେଉଥିବା ଭ୍ୟାନ ମାରୁତି…

ଜାମିନ ସତ୍ତ୍ୱେ ମୁକୁଳି ପାରୁନାହାନ୍ତି ଗରିବ ବନ୍ଦୀ: ରାଷ୍ଟ୍ରପତିଙ୍କ ଉଦ୍‌ବେଗ ପରେ ଜେଲକୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧୧(ପି.ଟି.): ଜାମିନ ସତ୍ତ୍ୱେ ମାମୁଲି ଅପରାଧରେ ଜେଲରେ ଥିବା ଗରିବ ଆଦିବାସୀ ମୁକୁଳି ପାରୁନାହାନ୍ତି। ଏନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆବେଗଭରା ଉଦ୍‌ବୋଧନ ପରେ ସୁପ୍ରିମକୋର୍ଟ ମଙ୍ଗଳବାର ସାରା ଦେଶରେ ଥିତ୍ବା ଜେଲ କର୍ତ୍ତୃପକ୍ଷଙ୍କୁ ଏଭଳି ବନ୍ଦୀଙ୍କ ସବିଶେଷ ରିପୋର୍ଟ ମାଗିଛନ୍ତି।…

ପ୍ରଶାନ୍ତ କୁମାର ଏଏଏଆଇର ସଭାପତି ନିର୍ବାଚିତ

ନୂଆଦିଲ୍ଲୀ,୩୦।୧୧: ସାଉଥ ଏସିଆ ଅଫ୍‌ ଗ୍ରୁପ୍‌-ଏମ୍‌ ମିଡିଆ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପ୍ରଶାନ୍ତ କୁମାର ବିଜ୍ଞାପନ ଶିଳ୍ପର ଜଣାଶୁଣା ସଂଘ ଆଡଭର୍ଟାଇଜିଂ ଏଜେନ୍ସି ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଏଆଇ)ର ନୂତନ ସଭାପତି ଭାବେ ବୁଧବାର ନିର୍ବାଚିତ…

‘କାହା ଟଙ୍କା ଧରାପଡ଼ିବା ଭୟରେ ଡରୁଛି ଭାଜପା’

ଭୁବନେଶ୍ବର, ୩୦।୧୧(ବ୍ୟୁରୋ): ସୋମବାର ସାରେ ପଦ୍ମପୁର ଜଗଦମ୍ବା କ୍ଲଥ୍‌ ଷ୍ଟୋରରେ ଜିଏସ୍‌ଟି ଚଢ଼ାଉ ସମୟରେ ଭାଜପାର ୩ ଜଣ ନେତା ଠାକୁର ରଣଜିତ ଦାସ, ପିଙ୍କି ପ୍ରଧାନ ଏବଂ କାଳନ୍ଦୀ ସାମଲ ଜାଣିଶୁଣି ଗଣ୍ଡଗୋଳ ଭିଆଇଥିବା ଅଭିଯୋଗ ଆଣିଛି ବିଜେଡି। ଏହି…

ଟଙ୍କା ମୁଣି ଧରି ବୁଲୁଛନ୍ତି ନବ ଦାସ: ଧର୍ମେନ୍ଦ୍ର

ପାଇକମାଳ, ୩୦।୧୧ (ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ମତଦାନକୁ ଆଉ ସପ୍ତାହେ ବାକି ଥିବାରୁ ସବୁଦଳର ହେଭିଓ୍ବେଟ୍‌ ନେତା ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର ଆରମ୍ଭ…

ଜିଏସ୍‌ଟି ଚଢ଼ାଉକୁ ବିରୋଧ: ବିଧାୟିକା କୁସୁମ ଟେଟେଙ୍କ ନାଁରେ ମାମଲା

ପଦ୍ମପୁର/ବରଗଡ଼ ଅଫିସ୍‌,୩୦।୧୧: ବରଗଡ଼ ଜିଲା ପଦ୍ମପୁର ଏବଂ ପାଇକମାଳରେ ସୋମବାର ଜିଏସ୍‌ଟି ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉକୁ ବିରୋଧ କରି ଉଭୟ ପଦ୍ମପୁର ଓ ପାଇକମାଳରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିଲା। ଜିଏସ୍‌ଟି ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri