ଝାରସୁଗୁଡ଼ା ଡିଭିଜନର ୪ ସେକ୍ଟରରେ ପକ୍ଷୀ ଗଣନା
ଝାରସୁଗୁଡ଼ା ଅଫିସ,୧୦।୧: ପ୍ରତିବର୍ଷ ଶୀତଋତୁରେ ହୀରାକୁଦ ଜଳଭଣ୍ଡାରକୁ ବିଭିନ୍ନ ପ୍ରଜାତିର ବିଦେଶାଗତ ପକ୍ଷୀ ଆସିଥାନ୍ତି। ବନ୍ୟପ୍ରାଣୀ ବିଭାଗ ତରଫରୁ ବିଧିବଦ୍ଧ ଭାବେ ଏହାର ଗଣନା କରାଯାଇଥାଏ। ଚଳିତବର୍ଷ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ତରଫରୁ ଏହି ଗଣନା କରାଯାଇଛି। ୧୫ସେକ୍ଟରରେ ବିଭକ୍ତ କରାଯାଇ…
୪ ଶିଶୁଙ୍କ ସମେତ ୧୧ ଶ୍ରମିକ ବନ୍ଧକ
ବରଗଡ଼ ଅଫିସ୍,୧୦।୧: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଦାଦନ ସମସ୍ୟା ଲାଗି ରହିଛି। ଏହି ଉପଖଣ୍ଡ ଜଗଦଲପୁର ଥାନା ଘେଁସରା ଗ୍ରାମର ୭ଜଣ ଶ୍ରମିକ ତେଲଙ୍ଗାନା ରାଜ୍ୟକୁ ଯାଇ ସେଠାରେ ଜଣେ ଇଟାଭାଟି ମାଲିକଙ୍କ ପାଖରେ ବନ୍ଧା ପଡ଼ିଥିବା ଅଭିଯୋଗ ହୋଇଛି।…
ଜାନୁୟାରୀ ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ ବନ୍ଦ ହେବ ଦରମା
ଭୁବନେଶ୍ୱର,୧୦।୧: ଜାନୁୟାରୀ ଶେଷ ସୁଦ୍ଧା ସମସ୍ତ ସରକାରୀ କର୍ମଚାରୀ ନିଜ ସମ୍ପତ୍ତି ତାଲିକା ଦେବେ। ଏନେଇ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି ହୋଇଛି। ଜାନୁୟାରୀ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନ ଦେଲେ…
ଆମ୍ମାକୁଣ୍ଡରୁ ସଂଗ୍ରହ ହେଲା ଜଳ
ମାଲକାନଗିରି/ଖଇରପୁଟ/କୁଡୁମୁଲୁଗୁମ୍ମା,୧୦।୧(ଡି.ଏନ.ଏ.): କରୋନା ମହାମାରୀ ପାଇଁ ଗତ ଦୁଇବର୍ଷ ଧରି ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇପାରି ନ ଥିବା ବେଳେ ଚଳିତ ବର୍ଷ ଏହି ମହୋତ୍ସବ ପାଇଁ ମାଲକାନଗିରି ଜିଲା ଉତ୍ସବ ମୁଖର ହୋଇଉଠିଛି। ସୋମବାର ମାଲ୍ୟବନ୍ତ ମହୋତ୍ସବ ଲାଗି ଖଇରପୁଟ ବ୍ଲକ…
ସରିଲା ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ
ଭବାନୀପାଟଣା,୧୦।୧(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ୩ ଦିନ ଧରି ଚାଲିଥିବା ବ୍ଲକ ଏବଂ ଏନ୍ଏସିସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍ଯାପିତ ହୋଇଯାଇଛି। ଜୁନାଗଡ଼ ନଗରପାଳ ମୁକେଶ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଯାପନୀ ସମାରୋହରେ ଅତିଥି ଭାବେ ରାଜ୍ୟ ସରକାରଙ୍କ…
୧୯ରେ ତେଲେଙ୍ଗାନା ଯିବେ ମୋଦି: ବିକାଶମୂଳକ ପ୍ରକଳ୍ପର କରିବେ ଉଦ୍ଘାଟନ
ନୂଆଦିଲ୍ଲୀ, ୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୯ ତାରିଖରେ ତେଲେଙ୍ଗାନା ଗସ୍ତ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୭ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ। ଦୁଇ ମାସ ମଧ୍ୟରେ ଦକ୍ଷିଣ ପ୍ରଦେଶକୁ ଏହା…
ବିଡିଓଙ୍କୁ ଆଶ୍ୱସ୍ତି, ଗୁଣପୁର କୋର୍ଟରେ ୱାନ୍ସିସି ଖାରଜ
ଗୁଣପୁର,୧୦।୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ହୋଇଥିବା ୱାନ୍ସିସିକୁ ଏସ୍ଡିଜେଏମ୍ ଖାରଜ କରି ଦେଇଛନ୍ତି। ହେଲେ ଅଭିଯୋଗକାରିଣୀ ଗୁଣପୁର ଏସଡିଜେଏମଙ୍କ ରାୟ ବିରୋଧରେ ଉପର କୋର୍ଟର ଦ୍ବାରସ୍ଥ ହେବେ ବୋଲି କହିଛନ୍ତି। ବିଡିଓଙ୍କ…
ଶ୍ରଦ୍ଧା ହତ୍ୟା ମାମଲା: ଆଉ ୧୪ ଦିନିଆ ନ୍ୟାୟିକ ହେପାଜତରେ ଅଫତାବ
ନୂଆଦିଲ୍ଲୀ,୧୦।୧: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଅଫତାବଙ୍କ ନ୍ୟାୟିକ ହେପାଜତକୁ ପୁଣି ବଢାଇଦିଆଯାଇଛି। ଦିଲ୍ଲୀର ସାକେତ କୋର୍ଟ ଅଫତାବଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ୧୪ଦିନ ପାଇଁ ବୃଦ୍ଧି କରିଛନ୍ତି। ଏହାପୂର୍ବରୁ, ଜାନୁଆରୀ ୪ରେ ଡିଏନ୍ଏ ରିପୋର୍ଟ ଏହି…
ବିଡିଓଙ୍କୁ ଆଶ୍ୱସ୍ତି, ଗୁଣପୁର କୋର୍ଟରେ ୱାନ୍ସିସି ଖାରଜ
ଗୁଣପୁର,୧୦ା୧(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କୁ ଆଶ୍ୱସ୍ତି ମିଳିଛି। ତାଙ୍କ ନାମରେ ହୋଇଥିବା ୱାନ୍ସିସିକୁ ଏସ୍ଡିଜେଏମ୍ ଖାରଜ କରି ଦେଇଛନ୍ତି। ହେଲେ ଅଭିଯୋଗକାରିଣୀ ଗୁଣପୁର ଏସଡିଜେଏମଙ୍କ ରାୟ ବିରୋଧରେ ଉପର କୋର୍ଟର ଦ୍ବାରସ୍ଥ ହେବେ ବୋଲି କହିଛନ୍ତି। ବିଡିଓଙ୍କ…
ଶୁଟିଂ ସେଟ୍ରେ ଆହତ ହେଲେ କାର୍ତ୍ତିକ ଆର୍ଯ୍ୟନ
ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ଫିଲ୍ମ ‘ଶେହଜାଦା’ର ଶୁଟିଂ ସମୟରେ କାର୍ତ୍ତିକ ଏକ ଛୋଟ ଦୁର୍ଘଟଣାର ଶିକାର ହୋଇଛନ୍ତି। ଫଳରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଛି। କାର୍ତ୍ତିକ ଆର୍ଯ୍ୟନ ନିଜେ ସୋସିଆଲ…
କାର୍ଯ୍ୟକ୍ଷମ ହେବ ଘୁଡ଼ିଆନାଳି ଜଳସେଚନ ପ୍ରକଳ୍ପ
ଛେଣ୍ଡିପଦା,୧୦ା୧(ସ୍ବ.ପ୍ର.): ଦୀର୍ଘ ୩୦ବର୍ଷ ହେବ ଅଚଳ ହୋଇପଡିଥିବା ଛେଣ୍ଡିପଦା ବ୍ଲକ ବାହାଳସାହି ପଞ୍ଚାୟତର ଘଡିଆନାଳି ଜଳସେଚନ ପ୍ରକଳ୍ପ ଶୀଘ୍ର କାର୍ଯ୍ୟକ୍ଷମ ହେବ। ରବିବାର ଏହି ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ଚାଷୀମାନଙ୍କ ମନରେ ଆନନ୍ଦ ଦେଖାଦେଇଛି। ମୁଖ୍ୟ ଅତିଥି…
‘କ୍ରିସ୍-୪’ର ରିଲିଜ୍ କୁ ନେଇ ଜାଣନ୍ତୁ କ’ଣ କହିଲେ ଅଭିନେତା
ମୁମ୍ବାଇ: ବଲିଉଡର ହ୍ୟାଣ୍ଡସମ ହଙ୍କ୍ ହ୍ରିତିକ୍ ରୋଶନ ଆଜି ତାଙ୍କର ୪୯ତମ ଜନ୍ମଦିନ ପାଳନ କରୁଛନ୍ତି। ତେବେ ହ୍ରିତିକ୍ ତାଙ୍କର ଅପକମିଙ୍ଗ୍ ଫିଲ୍ମ ‘ଫାଇଟର’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ହ୍ରିତିକ ରୋଶନଙ୍କ ସହ ବଲିଉଡର ସୁପରଷ୍ଟାର…
Archives


