୧ରୁ ପୂର୍ବାହ୍ନ ୯ରୁ ସନ୍ଧ୍ୟା ୫ ଯାଏ କ୍ୟାପିଟାଲ ହସ୍ପିଟାଲ ଓପିଡି ଖୋଲା
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟ ପରିବର୍ତ୍ତନ ହୋଇଛି। ଡିସେମ୍ବର ୧ରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ଓପିଡି ଖୋଲା ରହିବ। ତେବେ ଅପରାହ୍ନ ୧ଟାରୁ ୨ଟା ପର୍ଯ୍ୟନ୍ତ…
ମଧ୍ୟାହ୍ନଭୋଜନ ଖାଇ ୧୧୬ ଛାତ୍ରୀଛାତ୍ର ଅସୁସ୍ଥ
ଖମାର, ୩୦ା୧୧ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ରଜଡ଼ଙ୍ଗ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ମଧ୍ୟାନଭୋଜନ ଖାଇ ୧୧୬ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ଖମାର ଗୋଷ୍ଠୀ ସ୍ବାସ୍ଥ୍ୟନ୍ଦ୍ରେରେ ଭର୍ତ୍ତି କରାଯାଇଛି। ମଧ୍ୟାନଭୋଜନରେ ଖାଇଥିବା ସୋୟା ବଡି ନିମ୍ନମାନର…
ଚଳଚ୍ଚିତ୍ର ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ଇଡିର ଜେରା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାରର ଚେର କେଉଁଆଡ଼େ ଲମ୍ବିଛି ତାହାର ଖୋଳତାଡ଼ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଅର୍ଚ୍ଚନାଙ୍କ ସହ ଆର୍ଥିକ କାରବାର କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣକ ପରେ ଜଣଙ୍କୁ ଜେରା…
୧୮ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ମେକ୍ ଇନ୍ ଓଡ଼ିଶାର ତୃତୀୟ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…
ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ୧୦ ଆତଙ୍କବାଦୀ ମୃତ
କ୍ୱେଟା,୩୦ ।୧୧: ପାକିସ୍ତାନର ଅଶାନ୍ତ ଅଞ୍ଚଳ ବଲୁଚିସ୍ତାନରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁରେ ୧୦ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ସେନାର ମିଡିଆ ୱିଙ୍ଗ ଏକ ବୟାନ ଜାରି କରି ଏହି ସୂଚନା ଦେଇଛି । ଇଣ୍ଟର ସର୍ଭିିସେଜ ପବ୍ଲିକ…
ଗ୍ୟାସ୍ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ, ଗାଡ଼ି ଚଳାଚଳ ବନ୍ଦ
ପଟ୍ଟାଙ୍ଗି,୩୦ା୧୧(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ରାଜୁଗଡ଼ା-ତେଲରାଇ ଗ୍ରାମ ମଝି ଜାତୀୟ ରାଜପଥରେ ମଙ୍ଗଳବାର ଏକ ଏଚ୍ପି ଗ୍ୟାସ ଟ୍ୟାଙ୍କର ଓଲଟି ପଡିଛି। ସେଥିରୁ ଗ୍ୟାସ ଲିକ୍ କରୁଥିବାରୁ ଉକ୍ତ ରାସ୍ତାରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ କୌଣସି ଗାଡି…
କଶ୍ମୀର ଫାଇଲ୍ସ ‘ପ୍ରଚାରଧର୍ମୀ, ଅଶ୍ଳୀଳ’
ପଣଜୀ/ନୂଆଦିଲ୍ଲୀ,୩୦ା୧୧: ଭାରତର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ଅନ୍ତର୍ଜାତୀୟ ପ୍ରତିଯୋଗିତା ବର୍ଗରେ ସାମିଲ ହୋଇଥିବା ୧୫ ଚଳଚ୍ଚିତ୍ର ମଧ୍ୟରୁ ବିବାଦୀୟ ‘ଦି କଶ୍ମୀର ଫାଇଲ୍ସ’କୁ ଏକ ପ୍ରଚାରଧର୍ମୀ, ଅଶ୍ଳୀଳ ସିନେମା ବୋଲି ବିବେଚିତ କରାଯାଇଛି। ୫ ଜଣିଆ ଜୁରି ଏହି ଚଳଚ୍ଚିତ୍ରକୁ…
ଶିକ୍ଷକ ଆନ୍ଦୋଳନ: ଅଡୁଆରେ ସରକାର
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଶିକ୍ଷକ ଆନ୍ଦୋଳନ ସରକାରଙ୍କ ଅଡୁଆ ବଢ଼ାଇ ଦେଇଛି। ଦାବି ପୂରଣ ନେଇ ସଚିବ ଓ ମୁଖ୍ୟ ଶାସନ ସଚିବ ସ୍ତରରେ ଆଲୋଚନା ଜାରି ରହିଥିଲେ ମଧ୍ୟ କୌଣସି ନିଷ୍କର୍ଷ ବାହାରିପାରି ନାହିଁ। ପଦ୍ମପୁର ଉପନିର୍ବାଚନ ପାଖେଇ ଆସୁଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ…
ଫିରୋଜାବାଦରେ ବଡ ଧରଣର ଅଘଟଣ, ଜଳିଗଲେ ଗୋଟିଏ ପରିବାରର ୬ ସଦସ୍ୟ
ଫିରୋଜାବାଦ,୩୦ ।୧୧: ଉତ୍ତର ପ୍ରଦେଶର ଫିରୋଜାବାଦରେ ମଙ୍ଗଳବାର ଏକ ଲୋମ ଟାଙ୍କୁରା ଘଟଣା ଘଟିଛି । ଏଠାରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଓ ଫର୍ନିଚର ଦୋକାନରେ ନିଆଁ ଲାଗି ଯିବାରୁ ଗୋଟିଏ ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ ହୋଇଛି । ଏହାସହ…
ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ନିର୍ଣ୍ଣାୟକ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଖ୍ରୀଷ୍ଟଚର୍ଚ୍ଚ,୩୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍ ଆଜି ଖ୍ରୀଷ୍ଟଚର୍ଚ୍ଚରେ ଖେଳାଯିବ। ଏହି ମ୍ୟାଚ୍ ଭାରତ ପାଇଁ କର ବା ମର ମ୍ୟାଚ୍। ଏହି ମ୍ୟାଚ୍ ପରାସ୍ତ ହେଲେ ଭାରତ…
ସୁକମାରେ ମାଓବାଦୀ-ସିଆରପିଏଫ୍ ମୁହାଁମୁହିଁ: ଜଣେ ହେଡ୍ କନଷ୍ଟେବଳ ଶହୀଦ
ବିଜାପୁର,୨୯।୧୧: ଛତିଶଗଡର ସୁକମାରେ ମଙ୍ଗଳବାର ମାଓବାଦୀ ଓ ସିଆରପିଏଫ୍ ଯବାନ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ମାଓବାଦୀଙ୍କ ଗୁଳିରେ କୋବ୍ରା ବାଟାଲିୟନର ଜଣେ ହେଡ୍ କନଷ୍ଟେବଳ ଶହୀଦ ହୋଇଥିବା ଜଣାପଡ଼ିଛି। ଯବାନମାନେ ମାଓବାଦୀ ଅପରେଶ୍ନ ଚଳାଉଥିବା ବେଳେ ସେହି ସମୟରେ ମାଓବାଦୀମାନେ…
ବ୍ରହ୍ମୋସ୍ ସୁପରସୋନିକ କ୍ରୁଜ୍ ମିଶାଇଲ୍ର ସଫଳ ପରୀକ୍ଷଣ
ପୋର୍ଟବ୍ଲେୟାର,୨୯।୧୧: ଭାରତୀୟ ସେନାର ପଶ୍ଚିମ କମାଣ୍ଡ ମଙ୍ଗଳବାର ବ୍ରହ୍ମୋସ୍ ସୁପରସୋନିକ କ୍ରୁଜ ମିଶାଇଲ୍ର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷା ସେନାର ଆଣ୍ଡାମାନ-ନିକୋବର କମାଣ୍ଡ ଦ୍ୱାରା କରାଯାଇଥିଲା। କେବଳ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପରେ ବ୍ରହ୍ମୋସ ସୁପରସୋନିକ କ୍ରୁଜ ମିଶାଇଲ ପରୀକ୍ଷା…
Archives


