Home Left

ପାକିସ୍ତାନକୁ ୧୦ କୋଟି ଆମେରିକି ଡଲାର ସହାୟତା ଦେବ ଆମେରିକା

ୱାଶିଂଟନ,୧୦ ।୧: ପାକିସ୍ତାନରେ ଗତ ବର୍ଷ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ହୋଇଥିବା କ୍ଷୟକ୍ଷତି ଓ ପୁନନିର୍ମାଣ ପାଇଁ ଆମେରିକା ଅତିରିକ୍ତ ୧୦୦ ମିଲିୟନ(୧୦କୋଟି) ଆମେରିକୀୟ ଡଲାର ଦେବାକୁ ଘୋଷଣା କରିଛି । ଆମେରିକା ମୋଟ ୨୦୦ ମିଲିୟନ ଆମେରିକି ଡଲାର ଦେବ…

ଖଣି ଖାଦାନ ମଧ୍ୟରେ ପ୍ରାକୃତିକ ସୌନ୍ଦର୍ଯ୍ୟର ସମ୍ଭାର

ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୧୦ା୧: ବଣପାହାଡ଼ ଘେରା କେନ୍ଦୁଝର ଜିଲାରେ ଅଗଣିତ ଜଳପ୍ରପାତ ରହିଛି। ପ୍ରାକୃତିକ ପରିବେଶ ମଧ୍ୟରେ ଏହା ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଭଳି ଏକ ଜଳପ୍ରପାତ ହେଉଛି ଯୋଡ଼ା ବ୍ଲକ୍‌ ବଲାଣି ନିକଟରେ ଥିବା ଝିଙ୍କ୍‌ରୀ…

ସାକ୍ଷୀଗୋପାଳ ମନ୍ଦିର ନିକଟରେ ଜଳିଗଲା ତୀର୍ଥଯାତ୍ରୀ ବସ୍‌

ସାକ୍ଷୀଗୋପାଳ,୧୦।୧ (ସ୍ବ.ପ୍ର./ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ପଛପାଶର୍‌ବରେ ପାର୍କିଂ କରିଥିବା ଏକ ତୀର୍ଥଯାତ୍ରୀ ବସ୍‌ରେ ସୋମବାର ମଧ୍ୟାହ୍ନରେ ନିଅଁା ଲାଗିଯାଇଛି। ବସ୍‌ର ଯାତ୍ରୀମାନେ ସ୍ନାନ,ଶୌଚ ଓ ମନ୍ଦିର ବୁଲିବାକୁ ଯାଇଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଫଳରେ ଯାତ୍ରୀମାନେ ବର୍ତ୍ତିଯାଇଛନ୍ତି।…

ରାୟଗଡ଼ା ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଗିରଫ

ରାୟଗଡ଼ା(ସ୍ବ.ପ୍ର.)/ନବରଙ୍ଗପୁର(ବି.ପ୍ର.),୧୦ା୧: ବେଆଇନ ଭାବେ ରାତିରେ ଲକ୍ଷାଧିକ ଟଙ୍କା ନେଇ ଯାଉଥିବା ରାୟଗଡ଼ା ଜିଲା ମୃତ୍ତିକା ସଂରକ୍ଷଣ ବିଭାଗର ସହକାରୀ ଅଧିକାରୀ କିଶୋର ଚନ୍ଦ୍ର ନାୟକ ଭିଜିଲାନ୍ସ ଦ୍ୱାରା ରବିବାର ରାତିରେ ଗିରଫ ହୋଇଛନ୍ତି। ନାୟକ ନିଜ ବୁଲେଟ୍‌(ଓଡି ୧୦ ଏମ୍‌-୩୦୦୧)ରେ ୫ଲକ୍ଷ…

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ପାଇଁ ୨୦ରୁ ଦୂରଦର୍ଶନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ଆସନ୍ତା ୨୦ ତାରିଖରୁ ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ର (ଓଆର୍‌ଏସ୍‌ଏସି) ଦ୍ୱାରା ପ୍ରସ୍ତୁତ ଶିକ୍ଷାଭିତ୍ତିକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଦୂରଦର୍ଶନ ମାଧ୍ୟମରେ ପ୍ରସାରିତ ହେବ। ପ୍ରତି ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସନ୍ଧ୍ୟା ୭ଟା ୩୦ରୁ ରାତି ୮ଟା ପର୍ଯ୍ୟନ୍ତ…

ମାର୍ଚ୍ଚ ୩୧ ସୁଦ୍ଧା ପାଠ୍ୟପୁସ୍ତକ ଯୋଗାଣ ସରିବ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ୨୦୨୩-୨୪ ଶିକ୍ଷାବର୍ଷ ପାଇଁ ୨.୫ କୋଟି ଖଣ୍ଡ ପାଠ୍ୟପୁସ୍ତକ ଓ ୧.୫ କୋଟି ଖଣ୍ଡ ଅନ୍ୟାନ୍ୟ ପାଠ୍ୟପୁସ୍ତକ ବିତରଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହି ପାଠ୍ୟପୁସ୍ତକ ରାଜ୍ୟର ୩୧୪ ବ୍ଲକ୍‌କୁ ଯୋଗାଣ କାର୍ଯ୍ୟ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା…

ରିଅଲ୍‌ମିର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୧୦।୧: ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ରିଅଲ୍‌ମିର ନୂତନ ଉତ୍ପାଦ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହାର ୧୦ସିରିଜ୍‌ରେ ନୂଆ ସ୍ମାର୍ଟଫୋନ୍‌ ରିଅଲ୍‌ମି ୧୦ର ମଧ୍ୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ରିଅଲ୍‌ମି ଇଣ୍ଡିଆର ସିଇଓ ମାଧବ ସେଠ୍‌ କହିଛନ୍ତି, ସୁଲଭ…

‘ବାପା ଜଲ୍‌ଦି ଫେରିଆସନ୍ତୁ’

ଥିରୁଭାନନ୍ତପୁରମ୍‌: ‘ଆମେ ତାଙ୍କୁ ବହୁତ ମନେପକାଉଛୁ। ଆମେ ଚାହୁଁଛୁ, ସେ ଆମମାନଙ୍କ ପାଖକୁ ଜଲ୍‌ଦି ଫେରିଆସନ୍ତୁ’। କିଛି ଏମିତି କହି ଆଫଗାନିସ୍ତାନରେ ଫସିଥିବା ବାପାଙ୍କୁ ଫେରାଇ ଆଣିବାକୁ ତାଙ୍କ କୁନି ଝିଅ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଆଫଗାନିସ୍ତାନର ଗୁଲାବମିର ରେହମାନି…

ଭାବନା ପରିପ୍ରକାଶରେ ଭାଷା

ସଭ୍ୟତାର ବିକାଶ ସହିତ ସମାଜରରେ ଭାଷା ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ପାଲଟିଥିଲା। କାରଣ ଭାବନା ପରିପ୍ରକାଶ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ଥିଲା। ଅଧିକ ସଂଖ୍ୟକ ଲୋକ ବୁଝି ପାରୁଥିବା ଭାଷା ଦ୍ୱାରା ଏବେ ସରକାର ବିଭିନ୍ନ ନୀତି ପ୍ରଣୟନ ଉପରେ…

ଶଙ୍ଖ ଫୁଙ୍କିବାକୁ ନେଇ ଟ୍ରୋଲ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନ୍ନି ଲିଓନି ତାଙ୍କ ବୋଲ୍ଡ୍‌ ଲୁକ୍‌ ପାଇଁ ସେ ବେଶ୍‌ ଜଣାଶୁଣା। ତାଙ୍କର ଏକ ଝଲକ ପାଇଁ ଫ୍ୟାନ୍ସମାନେ ଦିୱାନା ହୋଇଥାନ୍ତି। ଅଧିକାଂଶ ସମୟ ସେ ସୋସିଆଲ ମିଡିଆରେ ସକ୍ରିୟ ରୁହନ୍ତି। ସନ୍ନି ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ…

କାନ୍‌ପୁରରୁ ହିମାଳୟାନ୍‌ ଶାଗୁଣା ଉଦ୍ଧାର

ଲକ୍ଷ୍ନୌ: ପୃଥିବୀରେ ଅନେକ ପ୍ରାଣୀଙ୍କ ସଂଖ୍ୟା କମି କମି ବିଲୁପ୍ତପ୍ରାୟ। ସେଥିମଧ୍ୟରେ ଶାଗୁଣା ଅନ୍ୟତମ। ଉତ୍ତର ପ୍ରଦେଶର କାନ୍‌ପୁର ଅଞ୍ଚଳରୁ ଏକ ଭିଡିଓ ସାମ୍‌ନାକୁ ଆସିଛି, ଯେଉଁଥିରେ ହିମାଳୟର ବରଫ ଚୋଟିରେ ଶାଗୁଣା ଦେଖିବାକୁ ମିଳିଛି। କାନପୁରର କର୍ନଲଗଞ୍ଜ ଅଞ୍ଚଳର ଏକ…

ମେଟାରେ ନିଯୁକ୍ତ ହେଲେ ବିକାଶ ପୁରୋହିତ

ନୂଆଦିଲ୍ଲୀ,୧୦।୧: ଅନ୍ତଃରାଷ୍ଟ୍ରୀୟ ସୋସିଆଲ ମିଡିଆ ପ୍ଲାଟଫର୍ମ ମେଟାର ଗ୍ଲୋବାଲ ବିଜନେସ୍‌ ଗ୍ରୁପ ଅଫ୍‌ ଇଣ୍ଡିଆର ନିର୍ଦ୍ଦେଶକ ଭାବେ ଅଭିଜ୍ଞ ବିକାଶ ପୁରୋହିତଙ୍କୁ ନିକଟରେ ନିଯୁକ୍ତ କରାଯାଇଛି। ଏ ସମ୍ପର୍କରେ ସୋମବାର ମେଟା ବିକାଶଙ୍କ କାର୍ଯ୍ୟକଳାପ ଓ ନିଯୁକ୍ତି କ୍ଷେତ୍ର ସମ୍ପର୍କରେ ଅବଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri