Home Left

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୧୦ା୧: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଫଳ ସୋମବାର ପ୍ରକାଶ ପାଇଛି। ଏହି ପରୀକ୍ଷାରେ ୨ଟି ପେପରରେ ମୋଟ ପାସ୍‌ ହାର ୪୯. ୮୪ ପ୍ରତିଶତ ହୋଇଛି। ଓଟିଇଟି ପରୀକ୍ଷା…

ସହରରେ ପଶିଲା ହାତୀ

ପୁରୀ ଅଫିସ, ୧୦ା୧: ପୁରୀ ସହରରେ ହାତୀ ଆତଙ୍କ। ସୋମବାର ଭୋର ସମୟରେ ଚନ୍ଦନପୁର ଅଞ୍ଚଳର ପ୍ରତାପ ପୁରୁଷୋତ୍ତମପୁର ଜଙ୍ଗଲ ନିକଟରେ ଏକ ଦନ୍ତାହାତୀ ଦେଖିବାକୁ ମିଳିଥିଲା। ପରେ କୃଷ୍ଣରଞ୍ଜନପୁର ଗାଁକୁ ହତୀଟି ପଶିଆସିଥିଲା। ରାତି ୯ଟାରେ ହାତୀଟି ତଳଜଙ୍ଘ ଅଞ୍ଚଳରେ…

ପୋଲିସ ଲୋକଙ୍କ ମିତ୍ର ହୋଇ କାର୍ଯ୍ୟ କରୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୧(ବ୍ୟୁରୋ): ରାଜ୍ୟ ପୋଲିସ ବିଭାଗ ୫-ଟିରେ ସାମିଲ ହେବାପରେ ଅନେକ ପରିବର୍ତ୍ତନ ଆସିଛି। ପୋଲିସ ଉପରେ ଲୋକଙ୍କ ଆସ୍ଥା ବଢ଼ିଛି। ଯଦି ଲୋକମାନଙ୍କର ଆସ୍ଥା ଆହୁରି ବଢ଼ିବ ବହୁତ ଖୁସି ହେବି। ଥାନାରେ ଲୋକଙ୍କୁ ଉପଯୁକ୍ତ ସମ୍ମାନ ମିଳୁଥିବା ଖବର…

ଫୁଟ୍‌ବଲରୁ ଗାରେଥ୍‌ ବାଲେଙ୍କ ଅବସର

ଲସ୍‌ଆଞ୍ଜେଲ୍ସ, ୧୦ା୧(ଏପି): ଓ୍ବେଲ୍ସ ତରଫରୁ ରେକର୍ଡ ୪୧ ଅନ୍ତର୍ଜାତୀୟ ଗୋଲ୍‌ ସ୍କୋର କରିଥିବା ଗାରେଥ୍‌ ବାଲେ ସୋମବାର ଫୁଟ୍‌ବଲରୁ ଅବସର ନେଇଛନ୍ତି। ୩୩ ବର୍ଷୀୟ ବାଲେ ନଭେମ୍ବର ୨୯ରେ ତାଙ୍କ ଶେଷ ମ୍ୟାଚ୍‌ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ଏହା ଥିଲା…

ଘରେ ବସି ଷ୍ଟାଡିୟମ ଅନୁଭୂତି

ଭୁବନେଶ୍ୱର,୧୦ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ୍‌-୨୦୨୩ ଆସନ୍ତା ୧୩ରୁ ଆରମ୍ଭ ହେବ। ଏହା ପୂର୍ବରୁ ହକି ଫ୍ୟାନ୍‌ଙ୍କ ପାଇଁ ଏକ ମେଟାଭର୍ସ ଲଞ୍ଚ୍‌ କରିଛି ହକି ଇଣ୍ଡିଆ। ପ୍ରଥମ କ୍ରୀଡ଼ା ଫେଡେରେଶନ ଭାବେ ବିଶ୍ୱକପ୍‌ର କିଛିଦିନ ପୂର୍ବରୁ ହକି ଇଣ୍ଡିଆ ମେଟାଭର୍ସକୁ ଲଞ୍ଚ୍‌…

ପୂର୍ବ ଅଭିଜ୍ଞତାରୁ ଫାଇଦା ଉଠାଇବ ଜାପାନ

ଭୁବନେଶ୍ୱର,୧୦ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ ୨୦୨୩ ପାଇଁ ସୋମବାର ଓଡ଼ିଶାରେ ପହଞ୍ଚିଛି ଜାପାନ ହକି ଦଳ। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଦଳ ପହଞ୍ଚିବା ପରେ ଭବ୍ୟ ସ୍ବାଗତ କରାଯାଇଛି। ଏହି ଟୁର୍ନାମେଣ୍ଟରେ ଦଳ ନିଜର ଶତ ପ୍ରତିଶତ ଦେବ ବୋଲି କହିଛନ୍ତି…

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୦।୧: ଇଣ୍ଡୋନେସିଆରେ ଭୂକମ୍ପ ଝଟକା। ସୋମବାର ବିଳମ୍ବିତ ରାତି ପ୍ରାୟ ୨.୪୭ରେ ଇଣ୍ଡୋନେସିଆର ତାନିମ୍ବାର ଅଞ୍ଚଳରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୭ ମ୍ୟାଗ୍ନିଚ୍ୟୁଡ ରହିଥିବା ଜଣାପଡିଛି। ପୃଥିବୀ ପୃଷ୍ଠରୁ ୯୭ କିଲୋମିଟର ତଳେ ଏହି…

ଭୟଙ୍କର ଅଗ୍ନିକାଣ୍ଡ: ୧୪ ପରିବାରର ୪୨ ବଖରା ଘର ପୋଡ଼ି ପାଉଁଶ

ସୋରଡା,୧୦।୧: ଗଞ୍ଜାମ ଜିଲା ସୋରଡା ବ୍ଲକ ଆସିକା ଜାତୀୟ ରାଜପଥ ୫୯ ରାସ୍ତା ପାର୍ଶ୍ୱ ସୁରମଣି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗ୍ରାମର ୧୪ ପରିବାରର ୪୨ ବଖରା ଘର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ…

ଭାଜପା ପୁସ୍ତକ ପ୍ରକାଶନ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ,୧୦।୧: କର୍ନାଟକ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଟଣାଓଟରା ଆରମ୍ଭ ହୋଇଯାଇଛି। ଶାସକ ଭାଜପା ପ୍ରକାଶ କରିବାକୁ ଯାଉଥିବା ଏକ ପୁସ୍ତକର କଭରରେ କଂଗ୍ରେସ ନେତା ସିଦ୍ଧରମୈୟା ଟିପୁ ସୁଲ୍‌ତାନ ପୋଷାକ ପିନ୍ଧି ହାତରେ ଖଣ୍ଡା ଧରିଥିବା ପୋଷ୍ଟର ବିଭିନ୍ନ…

ଆର୍‌ଏସ୍‌ଏସ୍‌କୁ ଏକବିଂଶ ଶତାବ୍ଦୀର କୌରବ କହିଲେ ରାହୁଲ

ଚଣ୍ଡିଗଡ଼,୧୦।୧: ଭାରତ ଯୋଡ଼ୋ ଯାତ୍ରାରେ ଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ ପରୋକ୍ଷରେ ସମାଲୋଚନା କରିଛନ୍ତି। ଆର୍‌ଏସ୍‌ଏସ୍‌ ନାଁ ନ ନେଇ ଏକବିଂଶ ଶତାବ୍ଦୀର କୌରବମାନେ ହାଫ୍‌ ପ୍ୟାଣ୍ଟ ପିନ୍ଧୁଛନ୍ତି ବୋଲି ରାହୁଲ କହିଥିଲେ।…

ପାକିସ୍ତାନକୁ ୧୦ କୋଟି ଆମେରିକି ଡଲାର ସହାୟତା ଦେବ ଆମେରିକା

ୱାଶିଂଟନ,୧୦ ।୧: ପାକିସ୍ତାନରେ ଗତ ବର୍ଷ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ହୋଇଥିବା କ୍ଷୟକ୍ଷତି ଓ ପୁନନିର୍ମାଣ ପାଇଁ ଆମେରିକା ଅତିରିକ୍ତ ୧୦୦ ମିଲିୟନ(୧୦କୋଟି) ଆମେରିକୀୟ ଡଲାର ଦେବାକୁ ଘୋଷଣା କରିଛି । ଆମେରିକା ମୋଟ ୨୦୦ ମିଲିୟନ ଆମେରିକି ଡଲାର ଦେବ…

ଖଣି ଖାଦାନ ମଧ୍ୟରେ ପ୍ରାକୃତିକ ସୌନ୍ଦର୍ଯ୍ୟର ସମ୍ଭାର

ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୧୦ା୧: ବଣପାହାଡ଼ ଘେରା କେନ୍ଦୁଝର ଜିଲାରେ ଅଗଣିତ ଜଳପ୍ରପାତ ରହିଛି। ପ୍ରାକୃତିକ ପରିବେଶ ମଧ୍ୟରେ ଏହା ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏଭଳି ଏକ ଜଳପ୍ରପାତ ହେଉଛି ଯୋଡ଼ା ବ୍ଲକ୍‌ ବଲାଣି ନିକଟରେ ଥିବା ଝିଙ୍କ୍‌ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri