Home Left

ଜିଲାପାଳଙ୍କ ସତ୍ୟପାଠ ଉପରେ ଏନ୍‌ଜିଟି ଅସନ୍ତୁଷ୍ଟ

ଯାଜପୁର ଅଫିସ,୯ା୧: ଯାଜପୁର ଜିଲା ଅନ୍ତର୍ଗତ ଚଣ୍ଡିଖୋଲ-ଡୁବୁରୀ ୫୩ ନମ୍ବର ଜାତୀୟ ରାଜପଥ(ଏନ୍‌ଏଚ୍‌) ସମ୍ପ୍ରସାରଣ କାର୍ଯ୍ୟ ପାଇଁ ବିପୁଳ ଲଘୁ ଖଣିଜ ଦ୍ରବ୍ୟ ଲୁଟ ହୋଇଛି। ଏଥିରେ ନିୟୋଜିତ ଠିକାସଂସ୍ଥା ଗମନ ଇନ୍‌ଫ୍ରାଷ୍ଟ୍ରକ୍ଚର ପ୍ରୋଜେକ୍ଟ ଲିଃ(ଜିଆଇପିଏଲ), ଏନ୍‌ଏଚ୍‌ଏଆଇ ଢେଙ୍କାନାଳ ଓ ଗମନ…

ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ କମ୍ପୁଛି ଦେଶ, ଅଧିକାଂଶ ସହରରେ ଜିରୋ ଭିଜିବିଲିଟି

ନୂଆଦିଲ୍ଲୀ,୯ ।୧: ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ ଭିଷଣ ଥଣ୍ଡା ଅନୁଭୁତ ହେଉଛି । ସୋମବାର ସକାଳେ ଘନ କୁହୁଡି ସହ ପ୍ରବଳ ଶୀତ ଥରାଇ ଦେଉଛି ଲୋକଙ୍କୁ । ଭାରତୀୟ ମୌସୁମୀ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି କି ଆସନ୍ତା…

‘ଦମନ’, ‘ଶେଷରାତି’କୁ ଶ୍ରେଷ୍ଠ ଚଳଚ୍ଚିତ୍ର ପୁରସ୍କାର

ପୁରୀ ଅଫିସ,୯ା୧: ଓଡ଼ିଶାର ପୁରାତନ ଚଳଚ୍ଚିତ୍ର ପତ୍ରିକା ‘ଚଳଚ୍ଚିତ୍ର ଜଗତ’ର ୪୭ତମ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ରବିବାର ପୁରୀ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଯୋଗଦେଇଥିଲେ।…

ଚିଲିକାରେ ଜଳଦସ୍ୟୁଙ୍କ ଆକ୍ରମଣ, ଲୁଟ

ବାଲୁଗାଁ,୯।୧(ଡି.ଏନ୍‌.ଏ.): ଚିିଲିକାରେ ଜଳଦସ୍ୟୁଙ୍କ ଆତଙ୍କ ଯୋଗୁ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଶନିବାର ବିଳମ୍ବିତ ରାତ୍ରିରେ ଚିଲିକାରେ ମାଛ ମାରୁଥିବା ବାଲୁଗାଁ ଅଞ୍ଚଳର ୪ଜଣ ମତ୍ସ୍ୟଜୀବୀଙ୍କୁ ୬ରୁ ୭ଜଣ ଜଳଦସ୍ୟୁ ଘେରିଯାଇ ମାଡ଼ମାରିବା ସହ ଡଙ୍ଗାରେ ଥିବା ମାଛ, ଲାଇଟ୍‌…

ଡିଏମ୍‌ଡି ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରନ୍ତୁ

କଟକ ଅଫିସ,୯ା୧: ଡୁଚେନ ମସ୍‌କୁଲାର ଡିସ୍‌ଟ୍ରୋପି (ଡିଏମ୍‌ଡି) ରୋଗରେ ପୀଡ଼ିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେମାନଙ୍କ ଅଭିଭାବକ ନିବେଦନ କରିଛନ୍ତି। ଏହି ରୋଗ ଶିଶୁଙ୍କ ମାଂସପେଶୀ ଦୁର୍ବଳ ସହ ଶଯ୍ୟାଶାୟୀ କରିଦେଇଥିବା…

ଭୁବନେଶ୍ୱର ଓପନ୍‌ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୬ତମ ଓପନ୍‌ ଚେସ୍‌ ଟୁର୍ନାମେଣ୍ଟ ରବିବାର ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ୬ ରାଉଣ୍ଡବିଶିଷ୍ଟ ପ୍ରତିଯୋଗିତାରେ ୫.୫ ପଏଣ୍ଟ ପାଇ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ…

୨୮,୯୭୦ ପର୍ଯ୍ୟଟକ ନନ୍ଦନକାନନ ବୁଲିଲେ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ପାଗ ଭଲଥିବାରୁ ଚଳିତ ବର୍ଷ ଦ୍ବିତୀୟ ରବିବାରରେ ୨୮,୯୭୦ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଛନ୍ତି। ସେଥି ମଧ୍ୟରେ ଅଫ୍‌ଲାଇନରେ ୨୭୦୯ ଓ ଅନ୍‌ଲାଇନରେ ୧୮୧୯ ଜଣ ପର୍ଯ୍ୟଟକ ଟିକେଟ ସଂଗ୍ରହ କରିଥିଲାବେଳେ ୬୦ ଜଣ ଦିବ୍ୟାଙ୍ଗ ବିନା ଦେୟରେ ପ୍ରବେଶ…

ଓଡ଼ିଶା ଓପନ୍‌ ଟ୍ରାପ୍‌ ଶୁଟିଂ:ରଶ୍ମି, ଅବିନାଶଙ୍କୁ ପ୍ରଥମ ସ୍ଥାନ

ଭୁବନେଶ୍ୱର,୯ା୧ (ସ୍ପୋଟର୍‌ସ ବ୍ୟୁରୋ): ଚନ୍ଦକା ସ୍ଥିତ ମନୋରମା ପ୍ରପର୍ଟିଜ୍‌ରେ ପ୍ରଥମ ଓଡ଼ିଶା ଓପନ୍‌ ଟ୍ରାପ୍‌ ଶୁଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ନବନିର୍ମିତ ଟ୍ରାପ୍‌ ଶୁଟିଂ ରେଞ୍ଜକୁ ସଂଘର ଉପସଭାପତି କଳିକେଶ ନାରାୟଣ ସିଂଦେଓ ଉଦ୍‌ଘାଟନ କରିଥିଲେ। ପ୍ରତିଯୋଗିତାରେ ପୁରୁଷ ବିଭାଗରେ ଅବିନାଶ…

ସବୁ ଏମ୍‌ସ ହେବ ଉତ୍କର୍ଷ କେନ୍ଦ୍ର:ମାଣ୍ଡଭ୍ୟ

ଭୁବେନଶ୍ବର,୯ା୧(ବ୍ୟୁରୋ): ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ) ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ବଡି (ସିଆଇବି)ର ୬ଷ୍ଠ ବୈଠକ ରବିବାର ଭୁବନେଶ୍ବର ଏମ୍‌ସରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡଭ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡା. ଭାରତୀ…

ଇଣ୍ଡିଆନ ଓପନ୍‌ ଗେଟ୍‌ବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓପନ ଗେଟ୍‌ବଲ (ଆଇଜିୟୁ) ଟୁର୍ନାମେଣ୍ଟର ନବମ ସଂସ୍କରଣ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ସୋଆ ବିଶ୍ୱବିଦ୍ୟାଳୟ କୁଳପତି ଅଶୋକ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଏହି ସମାରୋହରେ…

ଜୋକୋଭିଚ୍‌ଙ୍କୁ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଆଡିଲେଡ୍‌, ୯ା୧(ପି.ଟି.): ସର୍ବିଆର ନୋଭାକ୍‌ ଜୋକୋଭିଚ୍‌ ରବିବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟାଇଟଲ ବିଜୟୀ ହୋଇଛନ୍ତି। ଅଷ୍ଟ୍ରେଲିଆନ୍‌ ଓପନ୍‌ ପ୍ରସ୍ତୁତି ପାଇଁ ଏହି ଟୁର୍ନାମେଣ୍ଟ ଖେଳିଥିବା ଜୋକୋଭିଚ୍‌ ଆମେରିକାର ଅଣସିଡେଡ୍‌ ଖେଳାଳି ସେବାଷ୍ଟିଆନ୍‌ କୋର୍ଡାଙ୍କୁ ୬-୭(୮), ୭-୬(୩) ଓ ୬-୪ ସେଟ୍‌ରେ…

ଦୁର୍ଘଟଣାରେ ରେସର କୁମାରଙ୍କ ମୃତ୍ୟୁ

ଚେନ୍ନାଇ,୯ା୧(ପି.ଟି.): ସ୍ଥାନୀୟ ମାଡ୍ରାସ ଇଣ୍ଟରନ୍ୟାଶନାଲ ସର୍କିଟରେ ରବିବାର ଅନୁଷ୍ଠିତ ଏମ୍‌ଆର୍‌ଏଫ୍‌ ଏମ୍‌ଏମ୍‌ଏସ୍‌ସି ଏଫ୍‌ଏମ୍‌ଏସ୍‌ସିଆଇ ଇଣ୍ଡିଆନ ନ୍ୟାଶନାଲ କାର୍‌ ରେସିଂ ଚାମ୍ପିୟନଶିପ୍‌ର ଦ୍ୱିତୀୟ ରାଉଣ୍ଡରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ରେସ୍‌ର କେ.ଇ. କୁମାରଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୫୭ବର୍ଷ ବୟସ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri