Home Left

ଗାଡ଼ି ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭବାନୀପାଟଣା,୧୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ କୁଟୁରୁଖମାର ଛକ ନିକଟରେ ଶୁକ୍ରବାର ଏକ ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅଖିଳ ମାଝି। ଚାଷ ଜମିକୁ ପାଣି ମଡ଼ାଇବା ପାଇଁ ଅଖିଳ ଯାଉଥିବା ବେଳେ…

ମେରୁ ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରିଲେନି ନାବାଳକ

ବେଗୁନିଆପଡ଼ା,୧୪ା୪: କୋଦଳା ଥାନା ଅନ୍ତର୍ଗତ ମର୍ଦକୋଟ ଗ୍ରାମରେ ମେରୁ ଯାତ୍ରା ସମୟରେ ପୋଖରୀରେ ବୁଡି ୭ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ ୯ବର୍ଷୀୟ ସମ୍ପର୍କୀୟ ଭଉଣୀ ଗୁରୁତର ହୋଇଛନ୍ତି। ମୃତ ଶିଶୁପୁତ୍ର ଜଣଙ୍କ ହେଲେ ବଦ୍ରି ପାହାନ। ଶୁକ୍ରବାର ମେରୁ ଯାତ୍ରା…

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା, ୧୪ା୪: ଇଣ୍ଡୋନେସିଆର ଜାଭା ଏବଂ ବାଲି ଦ୍ୱୀପରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ୭.୦ ରହିଛି। ଭୂକମ୍ପ ଯୋଗୁ ଅଞ୍ଚଳରେ ଆତଙ୍କର ବାତାବରଣ ଖେଳିଯାଇଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କୌରଓି ତଥ୍ୟ ମିଳିପାରି ନାହିଁ।…

ନାଗାଲାଣ୍ଡରେ ସେନା ଯବାନଙ୍କ ବେପରୁଆ ଗୁଳିଚାଳନା ମାମଲା ମକଦ୍ଦମା ପାଇଁ ଅନୁମତି ଦେଲାନି କେନ୍ଦ୍ର

ଗୁଆହାଟୀ, ୧୪ା୪: ୨୦୨୧ ଡିସେମ୍ବରରେ ନାଗାଲାଣ୍ଡରେ ସେନା ଯବାନଙ୍କ ବେପରୁଆ ଉଗ୍ରପନ୍ଥୀ ବିରୋଧୀ କାର୍ଯ୍ୟାନୁଷ୍ଠାନ ଯୋଗୁ ୧୪ ଜଣ ନିରୀହ ଯୁବକଙ୍କ ଜୀବନ ଯାଇଥିଲା। ଏହି ଅପରେଶନରେ ସମ୍ପୃକ୍ତ ୩୦ ଯବାନଙ୍କ ବିରୋଧରେ ମକଦ୍ଦମା ଚଳାଇବା ଲାଗି ଅନୁମତି ଦେବାକୁ କେନ୍ଦ୍ର…

ଇ-ମେଲ୍‌ରେ ତୁଟିଗଲା ବିବାହ

ଓ୍ବାଶିଂଟନ୍‌: ଆମେରିକୀୟ ବ୍ୟବସାୟୀ ରୁପର୍ଟ ମୁର୍ଡୋଚ୍‌ ସ୍ତ୍ରୀ ଜେରୀ ହାଲଙ୍କ ସହ ବିବାହ ସମ୍ପର୍କ ଚ୍ଛିନ୍ନ କରିଛନ୍ତି। ରୁପର୍ଟ ଜେରୀଙ୍କୁ ୧୧ଟି ଶବ୍ଦରେ ଏକ ଇ-ମେଲ୍‌ ପଠାଇ ବିବାହ ବିଚ୍ଛେଦର ସୂଚନା ଦେଇଥିବାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ୨୦୧୬ରେ ରୁପର୍ଟ…

ଆମ୍ବ ଚୋରି ପାଇଁ ୫ ନାବାଳକଙ୍କୁ ପିଟିଥିଲେ : ବାନ୍ଧିଲା ପୋଲିସ

ଭଦ୍ରକ ଅଫିସ, ୧୪।୪: ଗଛରୁ ଆମ୍ବ ଚୋରି ପାଇଁ ଦଣ୍ଡ ଘଟଣାରେ ପୋଲିସ ଗଛ ମାଲିକଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଜଳଙ୍ଗା ଆଦିବାସୀ ସାହିର ୫ଜଣ ନାବାଳକ ଗୁରୁବାର ଅପରାହ୍ନରେ ଗଁା ମୁଣ୍ଡରେ ଥିବା ଏକ ଆମ୍ବ ଗଛରୁ ଆମ୍ବ…

ଖାଇଫୋଡ଼ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପିଠିରେ କଣ୍ଟା ଫୁଟାଇ ୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ

ସାକ୍ଷୀଗୋପାଳ,୧୪।୪(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଭୀମପୁର ଓ ଦାସ ବିଦ୍ୟାଧରପୁର ଗ୍ରାମରେ ବେଶ୍‌ ଧୁମଧାମ୍‌ରେ ପାରମ୍ପରିକ ଖାଇଫୋଡ଼ ଯାତ୍ରା ପାଳିତ ହୋଇଯାଇଛି । ମହାବିଷୁବ ସଂକ୍ରାନ୍ତି ଅବସରରେ ଭୀମପୁର ଗ୍ରାମର ମା’ ଗଡ଼ଚଣ୍ଡିଙ୍କ ମନ୍ଦିର ଏବଂ ଦାସବିଦ୍ୟାଧରପୁର ବଡ଼ ପୋଖରୀରେ…

ହାର୍ଦ୍ଦିକଙ୍କୁ ଜରିମାନା

ମୋହଲି,୧୪ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ପଞ୍ଜାବ ବିପକ୍ଷ ମ୍ୟାଚରେ ସ୍ଲୋ ଓଭର ରେଟ୍‌ ପାଇଁ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଛି। ଆଇପିଏଲ୍‌ ମ୍ୟାଚଗୁଡ଼ିକୁ ୩ ଘଣ୍ଟା ଓ ୨୦ ମିନିଟରେ ଶେଷ କରିବା…

ଶନିବାରଠାରୁ କମିବ ତାତି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତି ପ୍ରକୋପ ଏତେ ଯୋର ଅନୁଭୂତ ହେଉଛି ଯେ, ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ତେବେ ଶନିବାରଠାରୁ ତାତି କମିବ। ତାପମତ୍ରା କମିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା…

ଟସ୍‌ ଜିତିଲା କୋଲକାତା

କୋଲକାତା,୧୪।୪: କୋଲକାତା ଇଡେନ୍‌ ଗାଡେନ୍‌ରେ ଶୁକ୍ରବାର ଖେଳାଯାଉଥିବା ଆଇପିଲ୍‌ର ୧୯ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ଅଧିନାୟକ ନୀତିଶ ରାଣା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଏଦେନ ମାରକ୍ରମଙ୍କ ନେତୃତ୍ୱଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ।…

ବାହାରିଲା ହନୁମାନ ଜୟନ୍ତୀ ଶୋଭାଯାତ୍ରା: ନଜର ରଖୁଛି ଡ୍ରୋନ୍‌

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ସହରରେ କଡ଼ା ସୁରକ୍ଷା ଭିତରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଆୟୋଜନ କରାଯାଇଛି। ସା ସମୟରେ ଏହି ଶୋାଭାଯାତ୍ରା ଧନକଉଡ଼ାଠାରୁ ବାହାରିଛି। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ସାମିଲ ଥିବା ବେଳେ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଓ…

କେଜରିଓ୍ବାଲଙ୍କୁ ସିବିଆଇ ସମନ

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ପଚରା ଉଚରା ପାଇଁ ସିବିଆଇ ନୋଟିସ ଜାରି କରିଛି। କେନ୍ଦ୍ରୀୟ ଏଜେନ୍ସି ତାଙ୍କୁ ରବିବାର ୧୬ ଏପ୍ରିଲ ସକାଳ ୧୧ଟାରେ ଡାକିଛନ୍ତି। ସିବିଆଇ ନୂଆ ମଦ ନୀତି ମାମଲାରେ କେଜରିଓ୍ବାଲଙ୍କୁ ପଚରା ଉଚରା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?