Home Left

ଦୁର୍ଘଟଣାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୮।୧(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳାରୁ ବଡପୋଡ଼ାଗୁଡାକୁ ସଂଯୋଗ କରୁଥିବା ରାସ୍ତା ବାଞ୍ଜିବାହାଲ ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆମପାଣି ପଞ୍ଚାୟତ ଡୁମେର ବାହାଲ ଗ୍ରାମର ଭାସ୍କର ମାଝୀ(୩୪)। ମିଳିଥିବା ସୂଚନା…

ଗାଁରେ ପଶି ଘର ଭାଙ୍ଗିଲେ ହାତୀପଲ

ଗୁଡ଼ଭେଲା,୮ା୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅଧୀନ ଜାମୁଟ, ରହେନମାଳ ଓ ତରଙ୍ଗମୁଣ୍ଡାରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ସକାଳେ ଏହିସବୁ ଗ୍ରାମର ଚାଷୀଙ୍କ ରାହାଡି, ଧାନ ଓ ପରିବାର ଫସଲକୁ ହାତୀପଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି।…

କ୍ଷମା ମାଗନ୍ତୁ ନୀତୀଶ

ପାଟନା,୮।୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ସୁଶୀଲ କୁମାର ମୋଦି ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜନସଂଖ୍ୟା ନିୟନ୍ତ୍ରଣ ପ୍ରସଙ୍ଗରେ ନୀତୀଶ ମହିଳାଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟ ପାଇଁ ସେ କ୍ଷମା ମାଗିବା…

ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଜେଲ ଗଲେ ସ୍ବାମୀ

ବୁଗୁଡ଼ା,୮ା୧(ଡି.ଏନ.ଏ.): ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ଯୌତୁକ ନିର୍ଯାତନା ଅଭିଯୋଗରେ ପୋଲିସ ଜଣେ ସ୍ବାମୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା ଥାନା ମାଣିତରା ପଞ୍ଚାୟତ ଅନ୍ତର୍ଗତ ମଙ୍ଗରାଜପୁର ଅଞ୍ଚଳର । ଅଭିଯୁକ୍ତ ଜଣକ କରଚୁଲି ପଞ୍ଚାୟତ…

ଇତିହାସକୁ ପୁଣିଥରେ ଲେଖିବାର ଆବଶ୍ୟକତା ରହିଛି, ବାମପନ୍ଥୀମାନେ କରିଛନ୍ତି ଏପଟ ସେପଟ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବୟାନ

ଗୁଆହାଟି,୮ ।୧: ‘ଦେଶରେ ଇତିହାସକୁ ପୁଣିଥରେ ଲେଖିବାର ଆବଶ୍ୟକତା ରହିଛି, କାରଣ ବାମପନ୍ଥୀମାନେ ସବୁବେଳେ ଆମ ଇତିହାସକୁ ବିକୃତ କରିବାକୁ ଚେଷ୍ଟା କରିଛନ୍ତି ।’ ଏହି ବୟାନ ଦେଇଛନ୍ତି ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ସରମା । ଯେଉଁଠାରେ ଭାରତୀୟ ଜନତା…

୬୦୩ ଘରେ ଫାଟ ସୃଷ୍ଟି

ଡେରାଡୁନ,୮।୧: ଉତ୍ତରାଖଣ୍ଡର ଯୋଶୀମଠ ଧସିବାରେ ଲାଗିଛି। ଏହାଦ୍ୱାରା ସେଠାରେ ଥିବା ଘର ଓ ବିଲ୍ଡିଂରେ ଭୟଙ୍କର ଫାଟ ସୃଷ୍ଟି ହୋଇଛି। କେବଳ ସେତିକି ନୁହେଁ ଅନେକ ଘର ଭୁଶୁଡି ମଧ୍ୟ ପଡିଛି । ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଲୋକେ ଶୀତ କାକରରେ…

୧୫ ଜାନୁୟାରୀ ପର୍ଯ୍ୟନ୍ତ ରାଜଧାନୀର ସମସ୍ତ ସ୍କୁଲ ବନ୍ଦ, ପ୍ରାଇଭେଟ ସ୍କୁଲକୁ କେଜରିୱାଲ ସରକାରଙ୍କ ଆଡଭାଇଜରୀ

ନୂଆଦିଲ୍ଲୀ,୮ ।୧: ଦିଲ୍ଲୀ ସରକାରଙ୍କ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାଇଭେଟ ବା ଘରୋଇ ସ୍କୁଲ ପାଇଁ ଆଡଭାଇଜରୀ ଜାରି କରାଯାଇଛି । ଆଡଭାଇଜରୀରେ ଥଣ୍ଡାକୁ ଦେଖି ସ୍କୁଲ ଗୁଡିକୁ ୧୫ ଜାନୁୟାରୀ ପର୍ଯ୍ୟନ୍ତ ବନ୍ଦ ରଖିବାକୁ କୁହାଯାଇଛି । ରାଜଧାନୀ ଦିଲ୍ଲୀର…

‘ଦେଶର ଝିଅମାନେ ଉର୍ଫିଙ୍କଠାରୁ କିଛି ଶିଖିବା ଉଚିତ୍‌’

ମଡେଲ ଉର୍ଫି ଜାଭେଦ ତାଙ୍କ ଫ୍ୟାଶନ ଷ୍ଟାଇଲ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ସେ ତାଙ୍କର ଅନନ୍ୟ ଡ୍ରେସିଂ ସେନ୍ସ ପାଇଁ ଜଣାଶୁଣା। କିଛି ଲୋକ ଉର୍ଫିଙ୍କ ଫ୍ୟାଶନକୁ ପସନ୍ଦ କରୁଥିବାବେଳେ ଅନେକ ତାଙ୍କୁ ମଧ୍ୟ ଟ୍ରୋଲ କରନ୍ତି। ନିକଟରେ ଗାୟକ…

ସ୍ତ୍ରୀ ହତ୍ୟାକାରୀ ସ୍ବାମୀ ଗିରଫ

ଗଞ୍ଜାମ,୮।୧:(ଡି.ଏନ.ଏ): ନୂଆ ବର୍ଷରେ ନିଜ ସ୍ତ୍ରୀଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୁକ୍ତ ସୱାମୀ ଲକ୍ଷ୍ମଣ ରେଡ୍ଡୀଙ୍କୁ ହୁମା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି l ଲକ୍ଷ୍ମଣ ଜିରୋ ନାଇଟ ସେଲିବ୍ରେଶନ କରିବାକୁ ସ୍ତ୍ରୀ ଜାନକୀଙ୍କୁ ପଇସା ମାଗିଥିଲେ। କିନ୍ତୁ…

୨ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୩୮ ଜୀବନ

ଡାକର,୮।୧: କେନ୍ଦ୍ରୀୟ ସେନେଗାଲର କାଫ୍ରିନ ନିକଟରେ ଦୁଇଟି ବସ ମଧ୍ୟରେ ମୁହାଁମୁହିଁ ଧକ୍କାରେ ପ୍ରାୟ ୩୮ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ଦୁର୍ଘଟଣାରେ ମୋଟ ୮୭ ଜଣ ଆହତ ହୋଇଛନ୍ତି।

୨୦୨୪ ନିର୍ବାଚନ ପୂର୍ବରୁ ପାଓ୍ବାରଙ୍କ ଗୋଟିଚାଳନା

ମୁମ୍ବାଇ,୮।୧:ଏନସିପି ମୁଖ୍ୟ ଶରଦ ପାୱାର ୨୦୨୪ ନିର୍ବାଚନ ପୂର୍ବରୁ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ଏନସିପି, ଶିବସେନାର ଉଦ୍ଧବ ଠାକରେଙ୍କ ଦଳ ଏବଂ କଂଗ୍ରେସ ୨୦୨୪ରେ ମହାରାଷ୍ଟ୍ର ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଏକାଠି ଲଢିବାକୁ ପାଓ୍ବାର ସମର୍ଥନ କରିଛନ୍ତି।…

କଣ୍ଟେନର ପଛରେ ଧକ୍କା ଦେଲା ବସ୍‌, ୫ ଆହତ

କେନ୍ଦୁଝର,୮ା୧(ସ୍ବ.ପ୍ର.): ୪୯ ନଂ. ଜାତୀୟ ରାଜପଥ ଅନ୍ତର୍ଗତ ଜୁଡ଼ିଆ ଘାଟିରେ ଶନିବାର ବିଳମ୍ବିତ ରାତିରେ ଏକ କଣ୍ଟେନର ବେଆଇନ ପାର୍କିଂ କରିଥିବାରୁ ପୁଣି ଏକ ଦୁର୍ଘଟଣା ଘଟିଛି। ଅନୁଗୋଳରୁ ଟାଟା ଯାଉଥିବା ସାଇବାବା ନାମକ ଯାତ୍ରୀବାହୀ ବସ୍‌ ରାସ୍ତା ପାର୍ଶ୍ୱରେ ବ୍ରେକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri