Home Left

‘ରୋଜ୍‌ ଭ୍ୟାଲି’ ଚିଟ୍‌ଫଣ୍ଡ ଠକେଇ: ଆଉ ୬.୫୨ କୋଟିର ସମ୍ପତ୍ତି ଆଟାଚ୍‌

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ କରିଥିବା ଚିଟଫଣ୍ଡ୍‌ ସଂସ୍ଥା ‘ରୋଜ୍‌ ଭ୍ୟାଲି’ର ୬.୫୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଆଟାଚ୍‌ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ ହୋଇଥିବା ଆଟାଚ୍‌ ଆବେଦନକୁ କଟକ…

ସାମରିକ ନିଯୁକ୍ତି ନିୟମ ବଦଳାଇଲା ଚାଇନା

ବେଜିଂ, ୧୪ା୪: ତାଇଓ୍ବାନ୍‌କୁ ନେଇ ଉତ୍ତେଜନା ଲାଗିରହିଥିବାବେଳେ ଚାଇନା ଏହାର ଯୁଦ୍ଧ ସମୟର ନିଯୁକ୍ତି ନିୟମାବଳୀରେ ସଂଶୋଧନ କରିଛି। ଏଥିରେ ବର୍ଷୀୟାନଙ୍କୁ ପ୍ରାଥମିକତା ଦିଆଯିବ। ତାଇଓ୍ବାନ ସହ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଥିବା ବିଶେଷଜ୍ଞମାନେ କହିଛନ୍ତି। ଚାଇନା ଷ୍ଟେଟ୍‌ କାଉନସିଲ ଏବଂ…

ବାକିରେ ଡାଲି ମାଗିବାକୁ ନେଇ ହତ୍ୟା ଘଟଣା: ୨ ଦୋଷୀଙ୍କୁ ଆଜୀବନ ଜେଲ

ଆନନ୍ଦପୁର,୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଜ୍ୟୋତି ରାଉତ ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଭୁବନେଶ୍ୱର

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆମ ରାଜଧାନୀ ଭୁବନେଶ୍ୱର ଭାରତବର୍ଷର ଶ୍ରେଷ୍ଠ ସହର ଭାବେ ପରିଗଣିତ ହେବା ସହ ସମଗ୍ର ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଶିକ୍ଷା, ସ୍ବାସ୍ଥ୍ୟ, ସଂସ୍କୃତି, କ୍ରୀଡ଼ା, ପର୍ଯ୍ୟଟନ, ଭିତ୍ତିଭୂମି ଆଦି ସମସ୍ତ କ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରି…

ଟେକ୍ସାସ୍‌ ଡେଏରି ଫାର୍ମରେ ବିସ୍ଫୋରଣ: ୧୮ ହଜାର ଗୋରୁ ମୃତ

ଟେକ୍ସାସ୍‌, ୧୪ା୪: ଆମେରିକା ଟେକ୍ସାସର ଡିମିଟ ସହରରେ ଥିବା ଡେଏରି ଫାର୍ମରେ ସୋମବାର ବିସ୍ଫୋରଣ ଘଟି ୧୮,୦୦୦ ଗୋରୁଙ୍କ ମୃତ୍ୟୁ ଘଟିଛି। ଡେଏରି ଫାର୍ମରେ ଲାଗିଥିବା ମେଶିନ ଉତ୍ତପ୍ତ ହେବା ଯୋଗୁ ଉକ୍ତ ବିସ୍ଫୋରଣ ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡ ଯୋଗୁ…

କର୍ମଚାରୀ ନୁହନ୍ତି, ସଙ୍ଗଠନ ସ୍ମାରକପତ୍ର ଦେଇପାରିବେ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ସରକାରୀ କିମ୍ବା ସରକାରୀ ଅନୁଦାନପ୍ରାପ୍ତ କର୍ମଚାରୀଙ୍କ ଚାକିରି ସର୍ତ୍ତାବଳୀ ସଂକ୍ରାନ୍ତରେ କେବଳ କର୍ମଚାରୀ ସଙ୍ଗଠନ ସ୍ମାରକପତ୍ର ଦେଇପାରିବେ। କୌଣସି କର୍ମଚାରୀ ବ୍ୟକ୍ତିଗତ ଭାବରେ ଦାବିପତ୍ର ପ୍ରଦାନ କରିପାରିବେ ନାହିଁ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ଗୁରୁବାର…

ରାଷ୍ଟ୍ରପତିଙ୍କ ଗ୍ରାମରେ ମିଶନ ‘ସୌରାୟଣ’ର ଶୁଭାରମ୍ଭ

ବାରିପଦା ଅଫିସ,୧୪।୪: ମୟୂରଭଞ୍ଜ ଜିଲା କୁସୁମୀ ବ୍ଲକ୍‌ ବାଦାମପାହାଡ଼ସ୍ଥିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ସମୃଦ୍ଧ ଏସ୍‌ଏଲ୍‌ଏସ୍‌ ସ୍ମାରକୀ ଆବାସିକ ବିଦ୍ୟାଳୟରେ ଅଭିଳାଷପୂର୍ଣ୍ଣ ମିଶନ ‘ସୌରାୟଣ’ର ଶୁଭାରମ୍ଭ କରାଯାଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ଅକ୍ଷୟ ଶକ୍ତି ନୀତି-୨୦୨୨ ଓ…

ମନ୍ତ୍ରୀଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୧୪ା୪ (ବ୍ୟୁରୋ): ଶାସକ ଦଳର ଜଣେ ମନ୍ତ୍ରୀଙ୍କ ନାଁରେ ବଳାତ୍କାର ଅଭିଯୋଗ ଆସିଛି। ଭୁବନେଶ୍ୱର ମହିଳା ଥାନାରେ ନିଜ ଦଳର ଜଣେ ନେତ୍ରୀ ଗୁରୁବାର ମନ୍ତ୍ରୀଙ୍କ ବିରୋଧରେ ଏହି ସଙ୍ଗିନ ଅଭିଯୋଗ ଆଣିଛନ୍ତି। ତେବେ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ…

ଦୀର୍ଘବର୍ଷ ଧରି ଏମିତି ପ୍ରଣାଳୀରେ ସତେଜ ରହୁଥିଲା ଅଙ୍ଗୁର, ଭିଡିଓ ଦେଖିଲେ…

ଆଜିର ସମୟରେ ଲୋକମାନେ ଭାବନ୍ତି ସେମାନେ ମହାନ ଉଦ୍ଭାବନ କରି ବଡ଼ ସଫଳତା ହାସଲ କରିଛନ୍ତି। କିନ୍ତୁ ଏକଥା ସତ ଯେ, ପ୍ରାଚୀନ କାଳର ଲୋକମାନେ ଆଜିର ମଣିଷଙ୍କଠାରୁ ଅଧିକ ଚତୁର ଥିଲେ। କାରଣ ସେମାନେ ଅନନ୍ୟ ଉଦ୍ଭାବନ କରିବାରେ ସକ୍ଷମ…

ଭତ୍ତା ଟଙ୍କା ହଡ଼ପ ଅଭିଯୋଗ

କୋକସରା,୧୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖା ସହ ଅନୁବନ୍ଧିତ ବ୍ଲକର ଡାଲଗୁମାଠାରେ ଥିବା ସିଏସପି ଶାଖାରେ ବୃଦ୍ଧା ସତିଦେଈ ଚନ୍ଦନ (୮୦) ହିତାଧିକାରୀଙ୍କ ବାର୍ଦ୍ଧକ୍ୟ ଭତ୍ତା ବାବଦରେ ଖୋଲିଥିବା ଜମାଖାତାରୁ ୮ ହଜାର ୫ ଶହ ଟଙ୍କା ସିଏସପି…

ନିର୍ଦ୍ଦେଶକୁ ବେଖାତିର: ଛୁଟିରେ ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ

ବରପାଲି,୧୩।୪(ଡି.ଏନ.ଏ.): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲଗୁଡିକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର କରି ବରପାଲି ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ ଗୁରୁବାର ପାଳନ କରାଯାଇଥିବା…

ଜାଳେଣି କାଠ ଆଣିବାକୁ ଯାଇ ଫେରି ନ ଥିଲେ

ନୂଆପଡ଼ା ଅଫିସ,୧୩।୪: ଗତ କିଛିଦିନ ହେବ ଓଡ଼ିଶାରେ ପାରଦ ଉପରମୁହାଁ ରହିଛି। ପ୍ରଚଣ୍ଡ ଖରାରେ ଦେହମୁଣ୍ଡ ଜଳିପୋଡ଼ି ଯାଉଛି। ଏଭଳି ସ୍ଥିତିରେ ନୂଆପଡ଼ା ଜିଲା ସଦର ବ୍ଲକ ଗୋଡ଼ଫୁଲା ପଞ୍ଚାୟତ ଜୁନାନୀ ଗାଁର ଜଣେ ବ୍ୟକ୍ତିଙ୍କ ଅଂଶୁଘାତରେ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?