Home Left

ନିମ୍ନମାନର କାମ ନେଇ ସିଡିଏମ୍‌ଓଙ୍କଠାରେ ଅଭିଯୋଗ

କେସିଙ୍ଗା,୧୩।୪(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମପଞ୍ଚୟତ ବାଲସି ଗ୍ରାମରେ ନିର୍ମାଣାଧୀନ ସ୍ବାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ନିମ୍ନମାନର କାମ ଓ ବିନା ସୂଚନା ଫଳକରେ ଚାଲିଛି। ଏ ନେଇ ଗ୍ରାମବାସୀ ସିଡିଏମଓଙ୍କ ନିକଟରେ ଅଭିଯୋଗ କରାଯାଇଛି। ଏହି କାମରେ ଶିଶୁ…

ଶୁଖିଯାଉଛି ଧାନକାନ୍ଦି

ସରଣ୍ଡା,୧୩ା୪(ଡି.ଏନ.ଏ.): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ ଜିଲା ଅତାବିରା ବ୍ଲକ ଅଞ୍ଚଳରେ ଚାଷୀ ଚଳିତ ବର୍ଷ ରବିଧାନ କ୍ଷେତରେ ଅଜଣା ରୋଗପୋକର ସାମ୍ନା କରିଛନ୍ତି। ବହୁକଷ୍ଟରେ ଫସଲ ଉଠିଆ କରିଥିବା ବେଳେ ଧାନ କେଣ୍ଡା ବାହାରିବା ସମୟରେ ଅଜଣା ପୋକ ଲାଗିଛି।…

ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟ ପୁଣି ଭାଙ୍ଗିଲେ ଦୁର୍ବୃତ୍ତ

ଝରିଗାଁ, ୧୩।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବିବାଦୀୟ ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟକୁ ପୁଣି ଥରେ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଏ ନେଇ ପିଇଓ ଛବିଲାଲ ସାହୁ ଝରିଗାଁ ଥାନାରେ ଏତଲା ଦେଇଛନ୍ତି। ଝରିଗାଁ ପୋଲିସ କେସ୍‌ ନଂ. ୮୪/୨୩ରେ ମାମଲା…

ଓଏଫ୍‌ସିର ଜୁନିୟର ଜଗରନଟ୍ସ ଲିଗ୍‌

ଭୁବନେଶ୍ୱର,୧୩ା୪(ସ୍ପୋଟର୍‌ସ ବ୍ୟୁରୋ): ତୃଣମୂଳ ସ୍ତରରେ ଫୁଟବଲର ପ୍ରଚାର ପ୍ରସାର ପାଇଁ ଓଡ଼ିଶା ଏଫ୍‌ସି(ଓଏଫ୍‌ସି) ଓ ପ୍ରୋ ସ୍ପୋର୍ଟ ଡେଭେଲପମେଣ୍ଟ (ପିଏସ୍‌ଡି) ପକ୍ଷରୁ ଜୁନିୟର ଜଗରନଟ୍ସ ଲିଗ୍‌ ଆରମ୍ଭ କରାଯାଇଛି। ୯, ୧୦ ଓ ୧୨ ବର୍ଷରୁ କମ୍‌ ବୟସ ବର୍ଗରେ ଶିଶୁ…

ପିସିଏଲକୁ ଗୋଲ୍ଡ ଆୱାର୍ଡ

ନୂଆଦିଲ୍ଲୀ,୧୩।୪: ଦୀପକ ଫର୍ଟିଲାଇଜର୍ସ ଆଣ୍ଡ ପେଟ୍ରୋକେମିକାଲସ କର୍ପୋରେସନ ଲିମିଟେଡର ସହଯୋଗୀ କମ୍ପାନୀ ପରଫରମାନ୍ସ କେମିସର୍ଭ ଲିମିଟେଡ (ପିସିଏଲ)କୁ ନିକଟରେ ସମ୍ମାନଜନକ ଗୋଲ୍ଡ ଆୱାର୍ଡ ପ୍ରଦାନ କରାଯାଇଛି। ବିଶେଷ କରି ପିସିଏଲ ଦ୍ୱାରା ସ୍ଥାପିତ ଗ୍ଲୋବାଲ ସ୍କେଲ ଆମୋନିଆ ପ୍ରକଳ୍ପକୁ ଉକ୍ତ ସମ୍ମାନ…

‘ଜିତୋ ଧନ୍‌ ଧନା ଧନ୍‌ କାର୍‌ ଉଇନର୍ସ’

ମୁମ୍ବାଇ,୧୩।୪: ରିଲାଏନ୍ସ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ତଥା ରିଲାଏନ୍ସ ଜିଓର ଅଗ୍ରଣୀ ପ୍ଲାଟ୍‌ଫର୍ମ ଜିଓ ସିନେମା ଚଳିତ ଥର ଟାଟା ଆଇପିଏଲ୍‌ର ଅଫିସିଆଲ ଡିଜିଟାଲ ଷ୍ଟ୍ରିମିଂ ପାଟର୍ନର ଭାବେ ଜଡ଼ିତ ହୋଇଛି। ଏହି ପରିପ୍ରେକ୍ଷୀରେ ଗତ ସପ୍ତାହରେ କମ୍ପାନୀ ପକ୍ଷରୁ ଏକ…

ୱେଲ୍‌ନେସ୍‌ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୪: ହେଲ୍‌ଥ ପ୍ଲାଟ୍‌ଫର୍ମ ଷ୍ଟାର୍ଟଅପ୍‌ ସ୍ପା ହୋଲିକ୍‌ ୱେଲ୍‌ନେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ଏକ ଅତ୍ୟାଧୁନିକ ୱେଲ୍‌ନେସ୍‌ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଜୟଦେବବିହାର ନିକଟସ୍ଥ ବିଜୁ ପଟ୍ଟନାୟକ କଲେଜ ରୋଡ୍‌ରେ ଉକ୍ତ ସେଣ୍ଟର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି…

ସମ୍ବଲପୁରରେ ଆକାଶ ବାଇଜୁସ୍‌ର ସେଣ୍ଟର

ଭୁବନେଶ୍ୱର୧୩।୪: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍‌ ପକ୍ଷରୁ ଓଡ଼ିଶା କ୍ଷେତ୍ରରେ ଆଉ ଏକ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏପରିକି ସମ୍ବଲପୁର ନିକଟସ୍ଥ ଅଇଁଠାପାଲିଠାରେ ଆକାଶ ବାଇଜୁସ୍‌ର ପ୍ରଥମ କ୍ଲାସ୍‌ରୁମ୍‌ ସେଣ୍ଟର ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି…

ବେଦାନ୍ତ ବାଲ୍‌କୋ ‘ପ୍ୟାଟ୍‌ ଟପ୍‌ ପ୍ରଦର୍ଶନକାରୀ’

ଭୁବନେଶ୍ୱର,୧୩।୪: ବେଦାନ୍ତ ଆଲୁମିନିୟମର ସହାୟକ କମ୍ପାନୀ ଭାରତ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ବାଲ୍‌କୋ)କୁ ନିକଟରେ ସମ୍ମାନଜନକ ‘ପ୍ୟାଟ୍‌ ଟପ୍‌ ପ୍ରଦର୍ଶନକାରୀ’ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଭାରତ ସରକାରଙ୍କ ପ୍ରଦର୍ଶନ, ସଫଳତା ଏବଂ ବାଣିଜ୍ୟ(ପ୍ୟାଟ୍‌) ଯୋଜନା ଅନ୍ତର୍ଗତ ଶକ୍ତି ଅଧୀନ ତଥା…

ଗାଡ଼ି ବିକ୍ରିରେ ୧୨% ଅଭିବୃଦ୍ଧି

ଭୁବନେଶ୍ୱର,୧୩।୪: ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ମାର୍ଚ୍ଚରେ ଗାଡ଼ି ବିକ୍ରି ଓଡ଼ିଶା ବଜାରରେ ବୃଦ୍ଧି ଘଟିଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ମାର୍ଚ୍ଚ ମାସରେ ମୋଟ ୬୫,୨୪୫୫ ୟୁନିଟ୍‌ ଗାଡ଼ି ରାଜ୍ୟରେ ବିକ୍ରି ହୋଇଥିବା ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର…

ନୟାଗଡ଼ ପୋଷ୍ଟାଲ ଡିଭିଜନରେ ନକଲି ସାର୍ଟିଫିକେଟ

ନୟାଗଡ଼ ଅଫିସ,୧୩।୪: ଡାକସେବକ ପଦବୀ ପାଇଁ ନକଲି ସାର୍ଟିଫିକେଟ ଦେଇ ପୋଷ୍ଟାଲ ଡିଭିଜନରେ ଚାକିରି କରିବା ଖବର ରାଜ୍ୟରେ ଝଡ଼ ସୃଷ୍ଟି କରିଛି। ଏଭଳିସ୍ଥଳେ ନୟାଗଡ଼ ପୋଷ୍ଟାଲ ଡିଭିଜନରେ ୧୪ ଡାକସେବକ ଆବେଦନକାରୀ ସନ୍ଦେହ ଘେରକୁ ଆସିବା ପରେ ଜାଲ ସାର୍ଟିଫିକେଟ…

ଆର୍‌ଆଇ କାର୍ଯ୍ୟାଳୟ ଖୋଲିବାକୁ ଜବରଦଖଲ ଉଚ୍ଛେଦ

ଭାପୁର,୧୩ା୪(ଡି.ଏନ.ଏ.): ଭାପୁର ବ୍ଲକ ଅନ୍ତର୍ଗତ ଶାଳପଡ଼ା ପଞ୍ଚାୟତରେ ରାଜସ୍ବ ନୀରିକ୍ଷକ ଗୃହ ନିର୍ମାଣ ପାଇଁ ବୁଧବାର ରାଜସ୍ବ ପ୍ରଶାସନିକଙ୍କ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଶାଳପଡ଼ା ପଞ୍ଚାୟତରେ ଆର୍‌ଆଇ କାର୍ଯ୍ୟାଳୟ ଖୋଲିବାକୁ ଭାପୁରଠାରୁ ଖଣ୍ଡପଡ଼ା ରାସ୍ତା ଶାଳପଡ଼ା ସ୍କୁଲ ନିକଟସ୍ଥ ସାମ୍ନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?