Home Left

୯୬ ଶିକ୍ଷକଙ୍କ ଉପରେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୭।୧(ବ୍ୟୁରୋ): ଶିକ୍ଷା ମନ୍ତ୍ରୀ ସମୀର ଦାସ ଶୁକ୍ରବାର ୯୬ ଶିକ୍ଷକଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ଶିକ୍ଷକ ଭାବେ ନିଯୁକ୍ତି ପାଇ ମଧ୍ୟ ଦୀର୍ଘ ଦିନ ହେଲା ସେମାନେ ସ୍କୁଲ ଆସୁନାହାନ୍ତି। ବର୍ଷ ବର୍ଷ ହେବ ସ୍କୁଲ ନ…

ପୌରପରିଷଦ ନିର୍ବାହୀ ଅଧିକାରୀ, କର୍ମଚାରୀଙ୍କୁ ଗିରଫ ଦାବିରେ ଭାଜପାର ବିକ୍ଷୋଭ

ଦେବଗଡ଼,୭।୧(ଡି.ଏନ୍‌.ଏ.): ଦେବଗଡ଼ ପୌରପରିଷଦର ନିର୍ବାହୀ ଅଧିକାରୀ ତପନ ମହାପାତ୍ର ୨ ତାରିଖରେ ଅଫିସରେ କାର୍ଯ୍ୟ କରୁଥିବା ସମୟରେ ଉପନଗରପାଳ ପ୍ରଜିତ ଭୋଜ ତାଙ୍କୁ ମାଡ଼ ମାରିବା ସହିତ ଆକ୍ରମଣ କରିଥିବା ନେଇ ମହାପାତ୍ର ଦେବଗଡ଼ ଆଦର୍ଶ ଥାନାରେ ଲିଖିତ ଅଭିଯୋଗ କରିଥିଲେ।…

ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ ମହାରାଜ

ପୁରୀ ଅଫିସ, ୭।୧୨: ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର କଂସ ମହାରାଜ ହୃଷିକେଶ ଭୋଇ ଶନିବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି। ପରେ ମହୋଦଧିରେ ସ୍ନାନକରି ନିଜର ପଇତା ସମର୍ପଣ ଓ ସୂର୍ଯ୍ୟ ନମସ୍କାର କରି ଗୋବର୍ଦ୍ଧନ ପୀଠରେ ପହଞ୍ଚିଥିଲେ। ପୀଠରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି…

ସାମ୍ନାକୁ ଆସିଲା ଓ୍ବେଡିଂ ଭେନ୍ୟୁ : ଜାଣନ୍ତୁ କେଉଁଠି କରିବେ ବିବାହ

ମୁୁମ୍ବାଇ: ବଲିଉଡରେ ଚର୍ଚ୍ଚିିିିତ ଯୋଡି କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ। ତାଙ୍କ ବିବାହ ସମ୍ପର୍କୀୟ ଖବର ଜାଣିବା ପାଇଁ ଦର୍ଶକ ଚାହିଁ ରହିଛନ୍ତି। ତେବେ ବିବାହକୁ ନେଇ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି।…

ଚାମୋଲି ଯିବେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡର ଚାମୋଲି ଜିଲା ଅଧୀନ ଜୋଷୀମଠ ଅଞ୍ଚଳ ଦବୁଥିବାରୁ ଶତାଧିକ ଘର ଏବଂ ରାସ୍ତାରେ ବିପଜ୍ଜନକ ଫାଟ ସୃଷ୍ଟି ହୋଇଛି। ଫଳରେ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଭୂସ୍ଖଳନ ଯୋଗୁ ଏକ ବିଲ୍ଡିଂ ଢଳିପଡ଼ିଥିବା ବେଳେ ସିଙ୍ଗଧରଠାରେ ଥିବା ଏକ ମନ୍ଦିର…

ବିମାନରେ ସହଯାତ୍ରୀଙ୍କୁ ହୃଦ୍‌ଘାତରୁ ବଞ୍ଚାଇଲେ ଭାରତୀୟ ଡାକ୍ତର

ନୂଆଦିଲ୍ଲୀ: ବର୍ମିଂହାମ୍‌ ୟୁନିଭର୍ସିଟି ହସ୍ପିଟାଲରେ କନ୍‌ସଲ୍ଟାଣ୍ଟ ହେପାଟୋଲୋଜିଷ୍ଟ ଥିବା ଭାରତୀୟ ବଂଶୋଦ୍ଭବ ଡାକ୍ତର ବିଶ୍ୱରାଜ ଭେମଲା ବିମାନରେ ଜଣେ ସହଯାତ୍ରୀଙ୍କୁ ୨ ଥର ହୃଦ୍‌ଘାତରୁ ବଞ୍ଚାଇ ଚର୍ଚ୍ଚାକୁ ଆସିଛନ୍ତି। ଗତ ନଭେମ୍ବରରେ ଡ. ଭେମଲା ତାଙ୍କ ମାଆଙ୍କୁ ନେବାକୁ ଏୟାର ଇଣ୍ଡିଆ…

ମାଲେସିଆ, ଦକ୍ଷିଣ ଆଫ୍ରିକା, ଆର୍ଜେଣ୍ଟିନା, ନ୍ୟୁଜିଲାଣ୍ଡ ଦଳକୁ ସ୍ବାଗତ

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ଆସନ୍ତା ହକି ବିଶ୍ୱକପ ଖେଳିବା ପାଇଁ ମାଲେସିଆ, ଦକ୍ଷିଣ ଆଫ୍ରିକା, ଆର୍ଜେଣ୍ଟିନା ଓ ନ୍ୟୁଜିଲାଣ୍ଡ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଦଳଗୁଡ଼ିକୁ ଭବ୍ୟ ସ୍ବାଗତ କରାଯାଇଛି। ଆଗାମୀ ବିଶ୍ୱକପ…

‘ଟ୍ରଫି ବଜାୟ ରଖିବାକୁ ଭୋକିଲା ଅଛୁ’

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ୨୦୧୮ରେ ଭୁବନେଶ୍ୱରରେ ଅନୁଷ୍ଠିତ ବିଶ୍ୱକପ୍‌ର ଗତ ସଂସ୍କରଣରେ ଚାମ୍ପିୟନ ହୋଇଥିବା ବେଲଜିୟମ ଦଳ ଶୁକ୍ରବାର ଏଠାରେ ପହଞ୍ଚତ୍ଛି। ବିଶ୍ୱ ହକିର ତାରକା ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବହୁ ସଂଖ୍ୟାରେ…

ସର୍ବଭାରତୀୟ ଓପନ ଗେଟ୍‌ବଲ ୮ରୁ

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଗେଟ୍‌ ବଲ୍‌ ୟୁନିୟନ (ଆଇଜିୟୁ) ଆନୁକୂଲ୍ୟରେ ଚଳିତମାସ ୮ ଓ ୯ରେ ଭାରତୀୟ ଓପନ ଗେଟ୍‌ବଲ୍‌ ଟୁର୍ନାମେଣ୍ଟ୍‌ ସ୍ଥାନୀୟ କିଟ୍‌ ରଗ୍‌ବୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବିଭିନ୍ନ ରାଜ୍ୟ ଓ ସଂଘର ମୋଟ ୧୮ଟି ଦଳ…

ବିବାହ ବିଚ୍ଛେଦ ଖବର ପରେ ରୋମାଣ୍ଟିକ୍‌ ହେଲେ ଚାରୁ-ରାଜୀବ

ମୁମ୍ବାଇ: ଅଭିନେତ୍ରୀ ସୁସ୍ମିତା ସେନଙ୍କ ଭାଇ ରାଜୀବ ସେନ ଏବଂ ଚାରୁ ଆସୋପା ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହେଁ ପରସ୍ପରଠାରୁ ଅଲଗା ହେବା ଖବର ପ୍ରଶଂସକଙ୍କୁ ଚକିତ କରିଥିଲା। ନିକଟରେ ଚାରୁ ଏବଂ ସେନ ପରିବାର ଏକ ବିବାହ…

ହକି ବିଶ୍ୱକପ୍‌ ପାଇଁ ବଶିଷ୍ଠଙ୍କ କ୍ୟାଲେଣ୍ଡର

ଭୁବନେଶ୍ୱର, ୭ା୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶାଠାରୁ ବେଶ୍‌ ଦୂର କେରଳ ରାଜ୍ୟର ସେ ବାସିନ୍ଦା। କାଲିକଟ୍‌ ସହର ମାଲ୍‌ବାର ଖ୍ରୀଷ୍ଟିଆନ କଲେଜର ଇତିହାସ ବିଭାଗର ଆସୋସିଏଟ୍‌ ପ୍ରଫେସର। ତାଙ୍କ ନାମ ହେଉଛି ବଶିଷ୍ଠ। ଓଡ଼ିଶାର ଦୁଇଟି ସହରରେ ହକି ବିଶ୍ୱକପ୍‌ ଆୟୋଜିତ ହେବାକୁ…

ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ

ଦାରିଙ୍ଗବାଡ଼ି,୭।୧(ଡି.ଏନ୍‌.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଶୀତ ଫେରିଛି । ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ସେଲ୍‌ସିୟସ ରହିଥିବା ଦାରିଙ୍ଗବାଡ଼ି ବିଡିଓ ଗଦାଧର ପାତ୍ର କହିଛନ୍ତି। ଗତ କିଛିଦିନ ହେଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri