Home Left

କାଦୁଲୁରି ଅଭିଷିକ୍ତାଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର,୭ା୧(ସ୍ପୋଟର୍‌ସ ବ୍ୟୁରୋ): ଡିସେମ୍ବର ୨୯ରୁ ତାମିଲନାଡୁର ନାଗର କଏଲ୍‌ଠାରେ ଚାଲିଥିବା ଆଇଡବ୍ଲ୍ୟୁଏଫ୍‌ ୟୁଥ୍‌ (ବାଳକ ଓ ବାଳିକା) ଜୁନିୟର ଓ ସିନିୟର (ପୁରୁଷ ଓ ମହିଳା) ଜାତୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ୨୦୨୨-୨୩ ଅନୁଷ୍ଠିତ ହେଉଛି। ଏଥିରେ ମହିଳା ୮୭ କେଜି ଜୁନିୟର…

ଓଡ଼ିଶା ଏଫ୍‌ସି ଦଳକୁ ପ୍ରି-କ୍ୱାର୍ଟର ଯୋଗ୍ୟତା

ଭୁବନେଶ୍ୱର, ୭ା୧(ସ୍ପୋଟର୍‌ସ ବ୍ୟୁରୋ): ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫଏଫ୍‌) ପକ୍ଷରୁ ପାଟନାଠାରେ ଚାଲିଥିବା ହିରୋ ୧୭ବର୍ଷରୁ କମ୍‌ ୟୁଥ୍‌ କପ୍‌ରେ ଓଡ଼ିଶା ଏଫ୍‌ସି ରାଉଣ୍ଡ ଅଫ୍‌ ୧୬ ଅବା ପ୍ରି-କ୍ୱାର୍ଟର ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିଛି। ଗ୍ରୁପ-ସି’ରେ ସ୍ଥାନ ପାଇଥିବା…

ଶାନ୍ତନୁଙ୍କ ଦ୍ୱିଶତକ, ପ୍ରୟାସଙ୍କ ଶତକ

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଓଡ଼ିଶା- ନାଗାଲାଣ୍ଡ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଡ୍ର ରହିଛି। ଶୁକ୍ରବାର ଶେଷ ହୋଇଥିବା ମ୍ୟାଚରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଓଡ଼ିଶା ୩ ପଏଣ୍ଟ ପାଇଛି। ଏଠାରେ ନାଗାଲାଣ୍ଡ ପ୍ରଥମ ଇନିଂସରେ…

ଜାନୁୟାରୀ ୮ରେ ‘ଉଡ଼ନ୍ତା ଥାଳିରେ ଆସିଛି ପ୍ରିୟା’

ଭୁବନେଶ୍ୱର,୭ା୧: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଘରୋଇ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକର ନୂଆ ସିନେମା ‘ଉଡ଼ନ୍ତା ଥାଳିରେ ଆସିଛି ପ୍ରିୟା’ର ରିଲିଜ ପୂର୍ବରୁ ଉକ୍ତ ଚଳଚ୍ଚିତ୍ରର ପୋଷ୍ଟର କରାଯାଇଛି। ଏପରିକି ଜାନୁୟାରୀ ୮ ସା ୬ଟା ୩୦ମିନିଟରେ ଉକ୍ତ ଚଳଚ୍ଚିତ୍ରର ପ୍ରିମିୟର…

ଭୁବନେଶ୍ୱର-ରାଉରକେଲାକୁ ଉଡିଲା ବିମାନ

ଭୁବନେଶ୍ୱର,୭।୧(ବ୍ୟୁରୋ): ଶୁଭାରମ୍ଭ ହେଲା ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଉପସ୍ଥିତ ରହି ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣର ଫ୍ଲାଗ୍‌ ଅଫ…

କ୍ଲାଟ୍‌ ଫଳାଫଳରେ ଅନାକାଡେମିର ବାଜିମାତ

ଭୁବନେଶ୍ୱର, ୭ା୧: କମନ ଲ ଆଡ୍‌ମିଶନ ଟେଷ୍ଟ (କ୍ଲାଟ୍‌)ର ଫଳାଫଳ ନିକଟରେ ପ୍ରକାଶିତ ହୋଇଛି। ଏଥିରେ ଅନାକାଡେମିର ଛାତ୍ରୀଛାତ୍ରମାନେ ବାଜିମାତ କରିଛନ୍ତି। ଏପରିକି ଏହାର ୭୦ରୁ ଅଧିକ ଶିକ୍ଷାର୍ଥୀ କ୍ଲାଟ୍‌ ପରୀକ୍ଷାଫଳରେ ଯୋଗ୍ୟତା ଅର୍ଜନ କରିଛନ୍ତି। ବିଶେଷକରି ଓଡ଼ିଶାର ଭୁବନେଶ୍ୱରରୁ ଓମ୍‌କାର…

ୟୁକୋ ବ୍ୟାଙ୍କର ୮୦ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୭ା୧: ୟୁକୋ ବ୍ୟାଙ୍କର ୮୦ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଏପରିକି ବ୍ୟାଙ୍କର ମହାପ୍ରବନ୍ଧକ ତଥା ଆଞ୍ଚଳିକ…

ଆଇଟିସି ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ଅଭିଯାନ

ନୂଆଦିଲ୍ଲୀ,୭ା୧: ଆଇଟିସି ଲିମିଟେଡ୍‌ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ଅଭିଯାନ ଆରମ୍ଭ କରାଯାଇଛି। ଏପରିକି ଏହାର ପ୍ରମୁଖ ବ୍ରାଣ୍ଡ୍‌ ଇନ୍‌ଷ୍ଟାଣ୍ଟ ନୁଡଲ୍ସ ଏବଂ ପାସ୍ତା ବ୍ରାଣ୍ଡ୍‌ ସନ୍‌ଫିଷ୍ଟ ୟିପି ପକ୍ଷରୁ ‘ୟିପି ବେଟର ୱାର୍ଲଡ-ଟ୍ରାସ୍‌ ଟୁ ଟ୍ରେଜର’ କାର୍ଯ୍ୟକ୍ରମ ଜରିଆରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ…

ବିମାନରେ ଅସଦାଚରଣ କରି ଗିରଫ ହେଲେ ଶଙ୍କର ମିଶ୍ରା

ନୂଆଦିଲ୍ଲୀ,୭।୧: ଏୟାର ଇଣ୍ଡିଆ ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରି ଚର୍ଚ୍ଚାରେ ଥିବା ଶଙ୍କର ମିଶ୍ରାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଶୁକ୍ରବାର ରାତିରେ ବେଙ୍ଗାଲୁରୁରୁ ଦିଲ୍ଲୀ ପୋଲିସ ତାଙ୍କୁ ଗିରଫ କରି ଶନିବାର କୋର୍ଟରେ ହାଜର କରିବ। ସୂଚନାଯୋଗ୍ୟ,…

ଆଜି ଭାରତ-ଶ୍ରୀଲଙ୍କା ଟି୨୦

ରାଜକୋଟ,୭।୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଶନିବାର ଖେଳାଯିବ। ଭାରତକୁ ମ୍ୟାଚ ଜିତିବାକୁ ହେଲେ ଟପ୍‌ ଅର୍ଡର ଏବଂ ବୋଲିଂରେ ସୁଧାର ଆଣିବାକୁ ପଡ଼ିବ। ସିରିଜର ପ୍ରଥମ ମ୍ୟାଚରେ ଭାରତ…

ଢେମ୍‌ସା, ଡଙ୍ଗରିଆ ନାଚର ମଜା ନେଲେ ଦର୍ଶକ

ରାୟଗଡ଼ା,୭।୧(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକରେ ଶୁକ୍ରବାର ଲୋକ ମହୋତ୍ସବ ଚଇତି ଉଦ୍‌ଘାଟନ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଏବଂ ବି. ସୂର୍ଯ୍ୟ ପ୍ରକାଶ ରାଓ ମୁଖ୍ୟ ବକ୍ତାଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ବ୍ଲକ…

‘ନିବେଶକଙ୍କୁ ଆକୃଷ୍ଟ କରୁଛି ମ୍ୟୁଚୁଆଲ ଫଣ୍ଡ’

ନୂଆଦିଲ୍ଲୀ,୭ା୧: ବର୍ତ୍ତମାନ ସମୟରେ ମ୍ୟୁଚୁଆଲ ଫଣ୍ଡ ଅବସର ଯୋଜନାଠାରୁ ଆରମ୍ଭକରି ପିଲାମାନଙ୍କ ଜରୁରିକାଳୀନ ଆବଶ୍ୟକତା ପର୍ଯ୍ୟନ୍ତ ସେବା ଓ ସୁବିଧା ଯୋଗାଉଛି। ବିଶେଷ କରି ଏହି ଉଦ୍ୟୋଗ ବିଭିନ୍ନ ସମାଧାନ ଉନ୍ମୁଖ ଉପତ୍ାଦ ପ୍ରଦାନ କରିଥାଏ। ଏହା ନିବେଶକଙ୍କୁ ବେଶ୍‌ ଆକୃଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri