Home Left

କୁଇଣ୍ଟାଲ ପ୍ରତି ୬୦ଟଙ୍କା କ୍ଷତି ସହୁଛି ଚାଷୀ

ଭବାନୀପାଟଣା,୭।୧(ସ୍ବ.ପ୍ର.): ବର୍ତ୍ତମାନ ଚାଷୀଙ୍କୁ ଘାରିଛି ମଣ୍ଡି ସମସ୍ୟା। କେତେବେଳେ କଟନି ଛଟନି ତ କେତେବେଳେ ଟୋକନ ସମସ୍ୟା। ମଣ୍ଡିରେ ଚାଷୀଙ୍କୁ ଶୋଷଣ କରିବା ପାଇଁ ପ୍ରଶାସନ ଓ ମିଲର୍ସ କୋଣସି ସୁଯୋଗ ଛାଡୁ ନାହାନ୍ତି। ସରକାର ଧାନ କିଣା ପ୍ରକ୍ରିୟାରେ ସ୍ବଚ୍ଛତା…

ବାପାଙ୍କୁ ହତ୍ୟା ଅଭିଯୋଗ: ପୁଅ ଅଟକ

ସମ୍ବଲପୁର,୭ା୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ବାସୁପାଲି ଗ୍ରାମରେ ଶୁକ୍ରବାର ପୁଷ୍ପପୁନି ଦିନରେ ଏକ ଅଭାବନୀୟ ଘଟଣା ଘଟିଛି। ବାପାଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ତାଙ୍କ ପୁଅଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଲେ…

ପରମ୍ପରାରେ ସମୃଦ୍ଧ ପୁଷ୍‌ପୁନି ଛେର୍‌ଛେରା

ପାଇକମାଳ, ୭।୧(ଡି.ଏନ.ଏ.): ପଶ୍ଚିମ ଓଡିଶାର ଅନେକ ପର୍ବପର୍ବାଣୀ ମଧ୍ୟରେ ପୁଷ୍‌ପୁନି ହେଉଛି ଅନ୍ୟତମ ପର୍ବ। ଏହା ଏକ ନିଆରା ପର୍ବ। ଏଥିରେ ସାଜସଜ୍ଜା କି ପୂଜାପାଠ ମଧ୍ୟ ନାହିଁ। କେବଳ ଖାଇବା, ପିଇବା, ମଜା ମଜଲିସ୍‌ କରିବା ଭଳି ଏକ ସୁନ୍ଦର…

ସୁନ୍ଦରଗଡ଼ର ପର୍ଯ୍ୟଟନ ବିଭବରେ ଯୋଡ଼ି ହେଲା ମନ୍ଦିର

ସୁନ୍ଦରଗଡ଼, ୭।୧(ଡି.ଏନ.ଏ.): ସୁନ୍ଦରଗଡ଼ ସହର ଅଙ୍ଗିରାପାଟ ପାହାଡ ଉପର ସତସଙ୍ଗ ବିହାରଠାରେ ପରମ ପ୍ରେମମୟ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କ ନବନିର୍ମିତ ଭବ୍ୟ ଶ୍ରୀମନ୍ଦିର ଶୁଭ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ସମାରୋହରେ ଅନୁଷ୍ଠିତ ହୋଇଛି। ଏଥିପାଇଁ ମନ୍ଦିର ତଥା ଜୟଗୁରୁ ସତସଙ୍ଗୀ କମିଟି…

ଉପନଗରପାଳ, କାଉନସିଲର ଗିରଫ

ଦେବଗଡ଼,୭ା୧(ଡି.ଏନ.ଏ): ଦେବଗଡ ପୌର ପରିଷଦର ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ରଙ୍କୁ ଆକ୍ରମଣ ଏବଂ ହତ୍ୟା ଧମକ ଅଭିଯୋଗ ଘଟଣାରେ ଶୁକ୍ରବାର ପୌର ପରିଷଦ ଉପାଧ୍ୟକ୍ଷ (ଉପନଗରପାଳ) ପ୍ରଜିତ କୁମାର ଭୋଜ ଓ ୬ ନମ୍ବର ୱାର୍ଡର କାଉନସିଲର ଧର୍ମେନ୍ଦ୍ର କୁମାର…

ପୋଲସରା ସହରକୁ ଜଗିବ ସିସିଟିଭି

ପୋଲସରା,୭।୧(ଡି.ଏନ.ଏ.): ପୋଲସରା ଅଞ୍ଚଳରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବଢ଼ିବାରେ ଲାଗିଛି, ଯାହାକି ପୋଲିସ୍‌ ପ୍ରଶାସନ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ତେଣୁ ଅସାମାଜିକଙ୍କ ଗତିବିଧି ଅନୁଧ୍ୟାନ କରିବା ସହିତ ନିୟନ୍ତ୍ରଣ କରିବା ପାଇଁ ପୋଲସରା ପୋଲିସ ପକ୍ଷରୁ ସହରରେ ସିସିଟିଭି ଲଗାଯାଇଛି।…

ଚନ୍ଦଲୀଶକ୍ତିପୀଠରେ ପୁଷ୍‌ପୁନି ଯାତ୍ରା

ଲେଫ୍ରିପଡ଼ା,୭।୧(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏଡିହି ପଞ୍ଚାୟତର ଚନ୍ଦଲୀପାହାଡ଼ରେ ଥିବା ଶକ୍ତିପୀଠରେ ଶୁକ୍ରବାର ପୁଷପୁନି ଯାତ୍ରା ଅନୁଷ୍ଠିତ ହୋଇଛି। ଆୟୋଜିତ ଯାତ୍ରାରେ ପଡ଼ୋଶୀ ଝାରସୁଗୁଡ଼ା ଜିଲା ସହ ଛତିଶଗଡ଼ ରାଜ୍ୟର ବିଭିନ୍ନ ଗ୍ରାମ ସମେତ ଅଞ୍ଚଳର ହଜାର ହଜାର…

ବିନା ସୂଚନା ଫଳକରେ ଚାଲିଛି ବୁରୁଜ ନିର୍ମାଣ

ନାଉଗଁା,୭ା୧(ସ୍ବ.ପ୍ର): ବନ୍ୟା ସମୟରେ ଦେବୀ ନଦୀ କୂଳ ଖାଇବା ଯୋଗୁ ପ୍ରତି ବର୍ଷ ନାଉଗଁା ବ୍ଳକ ଅନ୍ତର୍ଗତ ପାରିଶିଖର ଗ୍ରାମର ଅନେକ ଚାଷ ଜମି ନଦୀ ଗର୍ଭରେ ଲୀନ ହୋଇଯାଉଛି। ଚାଷ ଜମିକୁ ସୁରକ୍ଷା ଦେବା ପାଇଁ ସ୍ଥାନୀୟ ବାସିନ୍ଦା ପ୍ରଶସାନିକ…

ଧୂଆଁ ବଳୟରେ ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ, ୭ା୧: କେନ୍ଦ୍ର ଓ ରାଜ୍ୟ ସରକାର ସହରାଞ୍ଚଳ ପରିଷ୍କାର ପରିଚ୍ଛନ୍ନ ରଖିବା ଉପରେ ଗୁରୁତ୍ୱାରୋପ କରୁଥିବା ନେଇ ଡେଙ୍ଗୁରା ପିଟୁଛନ୍ତି। ଏନେଇ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ସ୍ବଚ୍ଛ ସର୍ବେକ୍ଷଣ ସହ ସ୍ବଚ୍ଛତା ପାଇଁ ପ୍ରତି ବର୍ଷ ସବୁଠୁ…

‘ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷରେ ପହଞ୍ଚାଏ’

ବଡବିଲ/ଯୋଡ଼ା,୭ା୧(ଡି.ଏନ.ଏ): ଲେଖକମାନେ ଆତ୍ମାର କମ୍ପନରୁ ଶବ୍ଦ ଆଣି ଲେଖନୀ ଚଳାଇଥାନ୍ତି। ସ୍ଥିର ଚିତ୍ତ ପୁସ୍ତକ ରଚନା ଲେଖକଙ୍କୁ ଶୀର୍ଷ ସ୍ଥାନକୁ ପହଞ୍ଚାଇ ଥାଏ। ଓଡ଼ିଶାର ଲେଖକଙ୍କ ଉପରେ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି। ଶତକଡ଼ା ୯୦ ଭାଗ ସାହିତି୍ୟକ, ଲେଖକ ମୁଖ୍ୟତଃ ଭାରତବର୍ଷରେ…

ଅଶୃଖୋଳାର ପୁନରୁଦ୍ଧାର ହେଉନି, ଜଳ ସଙ୍କଟ ଆଶଙ୍କା

ପାଟକୁରା, ୭ା୧ (ଡି.ଏନ.ଏ.): କଟକ ସଦର, ପାଟକୁରା ଓ ମହାକାଳପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଦେଇ ଅଶୃଖୋଳା ନାମକ ଏକ ପ୍ରାକୃତିକ ଜଳାଶୟ ପୁରାତନ କାଳରୁ ପ୍ରବାହିତ ହେଉଥିବା ଦେଖାଯାଏ। ପୁରାତନ କାଳରେ ଯେତେବେଳେ ଗଁା ଗଣ୍ଡାରେ କୂଅ, ପୋଖରୀ ଓ ନଳକୂପ…

୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ

ପାରାଦୀପ,୭।୧(ସ୍ବ.ପ୍ର.): ପାରାଦୀପ ପିପିଏଲ୍‌ ପରିସରରେ ଥିବା ଜଳାଶୟରେ ଚଳିତବର୍ଷ ୪୨ ହଜାରରୁ ଊର୍ଦ୍ଧ୍ୱ ଦେଶୀ ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ଶୁକ୍ରବାର ରାଜନଗର ବନଖଣ୍ଡ ପକ୍ଷରୁ ହୋଇଥିବା ଗଣନାରେ ଏହା ଦର୍ଶାଯାଇଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ମିଳିଛି। ପୂର୍ବବର୍ଷ ତୁଳନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri