ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍ବେଗ ପ୍ରକାଶ କଲେ ପରିବେଶବିତ୍
ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ ନେଇ ପରିବେଶବିତ୍ମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ପରିବେଶବିତ୍ ତଥା ଆଇନଜୀବୀ ଶଙ୍କର ପ୍ରସାଦ...
୧୦ମ ଶ୍ରେଣୀ ଛାତ୍ରୀ ହେଲେ ଗର୍ଭବତୀ , ବଳାତ୍କାର କରିବା ସହ…
କୁଆଁରମୁଣ୍ଡା,୨୦ା୧୨ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଞ୍ଚଳର ଜଣେ ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି।...
ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ
ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ ଥିବାରୁ, ପ୍ରେମ, ମୂଲ୍ୟବୋଧ ଏବଂ ଭାବନା ଭବିଷ୍ୟତକୁ ଚାହିଁବା ଆରମ୍ଭ କରିବ। ଆଶା...
ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…
ଭୁବନେଶ୍ୱର, ୨୦।୧୨(ସୁନିତ୍ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି। ଭାଜପା ବିଧାୟକମାନେ ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ...
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ। ସୂଚନାଯୋଗ୍ୟ, ଜଣେ ନାବାଳିକା ପ୍ରସବ...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଛି। ନରସିଂହଗଡ଼ ଗ୍ରାମ ଉନ୍ନୀତ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା ରୁପେ ନେଟୱର୍କ ଉପରେ ଆଧାରିତ ଏବଂ ସମ୍ପୂର୍ଣ୍ଣ ରୂପେ ଗୁଗଲ ପେ’ ଆପ...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ କରିଛନ୍ତି। ମନ୍ତ୍ରୀ ପୂଜାରୀ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ସଭାରେ ଯୋଗଦେଇ କୋଟିଆ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା ଅଣ୍ଡର-୧୯ ଏସିଆ କପ୍ ୨୦୨୫ରେ ଭାରତୀୟ ଦଳ ଫାଇନାଲ୍ରେ ସ୍ଥାନ ପାଇଛି। ଆୟୁଷ...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ଆଲୋଚନା...
ନୂଆବର୍ଷରେ ମିଥୁନ ରାଶିରେ ଧନ ବର୍ଷା, ଶତ୍ରୁ ବନେଇବେ ସିଂହ ରାଶି; ୨୦୨୬ରେ ଧନୀ ହୋଇଯିବେ ଏହି ୫ରାଶି!
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନୂଆବର୍ଷ ୨୦୨୬ ଆରମ୍ଭରେ ଅନେକ ବଡ ଗ୍ରହ ଗୋଚର କରିବାକୁ ଯାଉଛନ୍ତି । ଏହାସହ, ଗୋଚର କରୁଥିବା ଏହି ଗ୍ରହମାନଙ୍କ ମଧ୍ୟରେ ଅନେକ ଗ୍ରହ ପରସ୍ପର ସହ ଯୁତି ବନେଇବାକୁ ଯାଉଛନ୍ତି । ତେବେ ଏହାର...
Archives


