Home Left

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ ଚେନ୍ନାଇର ଏକ ସ୍କୁଲରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ନିଜେ ଜଳଖିଆ ପରଷିବା ସହ ସେମାନଙ୍କ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ ନାହଁାନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳ ’ପାକିସ୍ତାନ ତେହରିକ-ଏ-ଇନସାଫ’ (PTI) ଦ୍ୱାରା…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା ଏବଂ ପରିଚୟ ଲୁଚାଇବା ପାଇଁ ଶବ ଜାଳିଦେବା ଅଭିଯୋଗରେ ଜଣେ ବୃଦ୍ଧାଙ୍କୁ ପୋଲିସ…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ ତଥା ପ୍ରବକ୍ତା ସୌରଭ ଦାସ ଭୁବନେଶ୍ୱରରେ ପହଞ୍ଚି ପାଠ୍ୟପୁସ୍ତକ ପ୍ରସଙ୍ଗରେ ଚାଲିଥିବା ଆନ୍ଦୋଳନକୁ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ ଦିଆଯାଇଥିଲା। ଫଳାଫଳ ଘୋଷଣା ପରେ ଗଣମାଧ୍ୟମ ସହ କଥା ହେବା ସମୟରେ ତାଙ୍କ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି ଏସିଆନ ଗେମ୍ସରେ ନିଜ ପ୍ରତିଭାର ଚମକ ଦେଖାଇଛନ୍ତି। ମହିଳା ୨୦୦ ମିଟର ବ୍ୟକ୍ତିଗତ…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି ସମୟରେ ଅନେକ ବଡ଼ ପର୍ବପର୍ବାଣୀ ସହ ଗ୍ରହମାନଙ୍କ ଚଳନରେ ମଧ୍ୟ ପରିବର୍ତ୍ତନ ହେବ।…

ଆସିଲା ନୂଆ ସିମ୍ କାର୍ଡ ନିୟମ; ନିଜ ସିମ୍‌ ଅନ୍ୟକୁ ଦେଲେ ଏତିକି ବର୍ଷ ଜେଲ୍‌

ନୂଆଦିଲ୍ଲୀ,୨୨।୯: ସିମ୍ କାର୍ଡକୁ ନେଇ ନୂଆ ନିୟମ ଆସିଛି । ଜଣେ ବ୍ୟକ୍ତିଙ୍କ ନାଁରେ ଚାଲୁଥିବା ସିମ୍‌ରୁ ଯଦି ସାଇବର ଠକେଇ କିମ୍ବା ଅନ୍ୟ କୌଣସି ବେଆଇନ କାର୍ଯ୍ୟ ହୁଏ, ତେବେ ଏହାର ତଦନ୍ତରେ ସିମ୍‌ ଧାରକଙ୍କ ନାଁ ମଧ୍ୟ ସାମ୍ନାକୁ…

ବୈଭବ ସୂର୍ଯ୍ୟବଂଶୀ- ଇଶାନ କିଶନଙ୍କୁ ଆପ୍ୟାୟିତ କରିବାକୁ ପ୍ରସ୍ତୁତ ଜାପାନ

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ସାନୋ କ୍ଲବ୍ଠାରେ ଭାରତ ଏବଂ ଜାପାନ ମଧ୍ୟରେ ଏକ ଐତିହାସିକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଜାପାନରେ ବିହାରର ଲୋକମାନଙ୍କର ଉଲ୍ଲେଖନୀୟ ଉପସ୍ଥିତିକୁ ଦୃଷ୍ଟିରେ ରଖି ବୈଭବ ସୂର୍ଯ୍ୟବଂଶୀ ଏବଂ ଇଶାନ କିଶନଙ୍କ ଆତିଥ୍ୟ ପାଇଁ…

CSKର ମୁଖ୍ୟ କୋଚ ହେବା ପରେ ଆସିଲା ଜାହିର ଖାନଙ୍କ ପ୍ରତିକ୍ରିୟା: କହିଲେ…

ନୂଆଦିଲ୍ଲୀ,୨୨।୯: ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବରେ ନିଯୁକ୍ତ ହେବା ପରେ ଭାରତର ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଆଇପିଏଲ (IPL) ଇତିହାସର ସବୁଠାରୁ ସଫଳ ଫ୍ରାଞ୍ଚାଇଜର ଅଂଶ…

ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ

ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ ଚିନ୍ତା ବଢ଼ାଇ ଦେଇଛି। ଆମେରିକାରେ ହେବାକୁ ଥିବା ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ (midterm elections)…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ପିଇଓଙ୍କ ବାସଭବନରେ ଭିଜିଲାନ୍ସର ତନାଘନା

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲା ଗାଇସିଲେଟ ବ୍ଲକ କାଟାବାହାଲ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ । ଫିରିଙ୍ଗିମାଲ ଏବଂ ଗୌରେନମୁଣ୍ଡା ପଞ୍ଚାୟତର ଦାୟିତ୍ୱରେ ଥିବା ପିଇଓ କାର୍ତ୍ତିକେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?