ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…
ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା ଫଳରେ ପଞ୍ଚମହାପୁରୁଷ ଯୋଗ ମଧ୍ୟରୁ ଅନ୍ୟତମ ଭଦ୍ର ରାଜଯୋଗ ଗଠନ ହୋଇଛି। ଜ୍ୟୋତିଷ…
ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି
ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛ। ଉପଜିଲାପାଳ ସୁନିଲ ମେହେର ପ୍ରତିବାଦ ସ୍ଥଲକୁ ଆସି…
ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!
ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି। ପୁଣିଥରେ ଅଭିମନ୍ୟୁ ଈଶ୍ୱରନ୍ଙ୍କ ସହ ଓପନିଂ ଦାୟିତ୍ୱ ସମ୍ଭାଳିଥିଲେ ଯୁବ ବ୍ୟାଟର ବୈଭବ…
‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍: ସାଉଁଟୁଛି ପ୍ରଶଂସା
ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍ ‘ଦୃଶ୍ୟମ ୩’ର ଟ୍ରେଲର୍ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା ସାଲଗାଓଁକର ପରିବାରର କ୍ରାଇମ ଗାଥାର ଏହା ଅନ୍ତିମ ଅଧ୍ୟାୟ ବୋଲି କୁହାଯାଉଛି। ଏଥର…
ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି ହେବ। ଏହି ଦୁଇ ଗ୍ରହଙ୍କ ମିଳନରୁ ଲକ୍ଷ୍ମୀ-ନାରାୟଣ ଯୋଗ ଗଠନ ହେବ ବୋଲି…
ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ
ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ ଲାଗିଛି। ଯାହାକୁ ନେଇ ଗଞ୍ଜାମ ଜିଲାର ବିଭିନ୍ନ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଛି…
୭୦୦ ରନ୍ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ
ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ଏହି ମୁକାବିଲାରେ ତିଳକ ବର୍ମାଙ୍କ ନେତୃତ୍ୱାଧୀନ ସାଉଥ ଜୋନ ଏବେ ସଙ୍କଟରେ…
ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ କିଏ? ଅଭିଜ୍ଞ ସଞ୍ଜୁ ସାମସନ ନା ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ?…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ
ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ ମୃତ୍ୟୁ ଘଟିଛି। ସେ କୃଷ୍ଣଚନ୍ଦ୍ର ମହାନ୍ତଙ୍କ ପୁଅ। ସୂଚନା ଅନୁଯାୟୀ, ବୁଧବାର ସକାଳ…
ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ
ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀ (ଡିପିସିଏଲ୍)ର ଅନ୍ୟାୟ ଓ ଅନୀତି ବିରୋଧରେ ଜିଲା ବିକାଶ ପରିଷଦ ଓ…
PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…
ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’ ଆୟୋଜନ କରାଯିବ। ଦଳର ଅଧ୍ୟକ୍ଷ ନୀତିନ ନବୀନ ବୁଧବାର (୯ ସେପ୍ଟେମ୍ବର) ଏହି…
BJP ଅଫିସ୍ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍ର କିଙ୍ଗ କୋବ୍ରା, ତା’ପରେ…
ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ କୋବ୍ରାକୁ ଦେଖି ଭୟଭୀତ ହୋଇପଡ଼ିଥିଲେ। ଜଣାପଡ଼ିଥିଲା ଯେ ସାପଟି ଦଳର ଜିଲାଧ୍ୟକ୍ଷ ରାଜେଶ…

