Home Left

ସହଜ ହେବ ସମାଧାନ

ଅନୁଗୋଳ ଅଫିସ, ୨୬ା୧୧: ଓ୍ବାର୍ଡରେ ଥିବା ସମସ୍ୟା ନେଇ ଆଉ ଧାଇଁବାକୁ ପଡ଼ିବନି ପୌର କାର୍ଯ୍ୟାଳୟକୁ। ପୌରାଞ୍ଚଳର ପ୍ରତି ଓ୍ବାର୍ଡରେ ନିର୍ମାଣ ହେବାକୁ ଥିବା ସ୍ଥାୟୀ ଓ୍ବାର୍ଡ ଅଫିସ ଜରିଆରେ ସହଜରେ ଏହାର ସମାଧାନ ହୋଇପାରିବ। ଏପରି କି ନିଜ ଅଞ୍ଚଳରେ…

‘କେଜ୍‌ରିଓ୍ବାଲଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର କରୁଛି ଭାଜପା’

ନୂଆଦିଲ୍ଲୀ,୨୬।୧୧(ପି.ଟି.): ଗୁଜରାଟ ବିଧାନସଭା ଏବଂ ଦିଲ୍ଲୀ ମହାନଗର ନିଗମ (ଏମ୍‌ସିଡି) ନିର୍ବାଚନରେ ପରାଜୟ ଭୟରେ ଭାଜପା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ହତ୍ୟା କରିବା ଲାଗି ଷଡ଼ଯନ୍ତ୍ର ଚଳାଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗୁରୁବାର ଅଭିଯୋଗ କରିଥିଲେ। ଏନେଇ ନିର୍ବାଚନ କମିଶନଙ୍କ…

ଶେରଗଡ଼ର ଐତିହ୍ୟ ଜଗନ୍ନାଥ ମନ୍ଦିର, ଚନ୍ଦ୍ରବିଳାସ ପ୍ରାସାଦ

ଶେରଗଡ଼,୨୬।୧୧(ଡି.ଏନ.ଏ) ସୂର୍ଯ୍ୟନାରାୟଣ ଦାଶ: ଗଞ୍ଜାମ ଜିଲା ଶେରଗଡରେ ରହିଛି ଐତିହ୍ୟ ଓ ପରମ୍ପରାର ମୂକସାକ୍ଷୀ ଜଗନ୍ନାଥ ମନ୍ଦିର ଓ ଚନ୍ଦ୍ରବିଳାସ ରାଜପ୍ରାସାଦ। ଏହାକୁ ନେଇ ଶେରଗଡ଼ବାସୀ ଗର୍ବ କରନ୍ତି। ଏହି କୀର୍ତ୍ତି ଆଜି ମୂକସାକ୍ଷୀ ହୋଇ ଛିଡା ହୋଇଛି ବଡ଼ଦାଣ୍ଡ ଶେଷରେ।…

ବ୍ରହ୍ମପୁର ବିମାନବନ୍ଦର ଦାବି ନେଇ ରାଜନୀତି

ବ୍ରହ୍ମପୁର ଅଫିସ,୨୬।୧୧: ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ବ୍ରହ୍ମପୁର ନିକଟସ୍ଥ ଗୋପାଳପୁର ବେଳାଭୂମି ଆକର୍ଷଣୀୟ ହୋଇଥିବାରୁ ରାଜ୍ୟ ଓ ଦେଶର ପର୍ଯ୍ୟଟନ ମାନଚିତ୍ରରେ ସ୍ଥାପିତ ହୋଇଛି। ଗୋପାଳପୁର ବନ୍ଦର, ଭାରତୀୟ ବିରଳ ମୃତ୍ତିକା ସଂସ୍ଥା, ଜାତୀୟ ସ୍ତରର ଶିକ୍ଷାନୁଷ୍ଠାନ ଆଇଜର ସମେତ…

ଇସ୍ରୋ ଲଞ୍ଚ କରିବ ୮ ନାନୋ ସାଟେଲାଇଟ ଓ ଓଶନସାଟ-୩

ତିରୁପତି,୨୬ ।୧୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ନିକଟରେ ସ୍ୱଦେଶୀ ମିଶନକୁ ଲଞ୍ଚ କରି ଇତିହାସ ରଚିବା ପରେ ଏହାର ପରବର୍ତ୍ତି ମିଶନ ପିଏସଏଲଭି-ସି୫୪/ଇଓଏସ-୦୬ ପାଇଁ ପ୍ରସ୍ତୁତ ହୋଇସାରିଛି । ଏହାର କାଉଣ୍ଟଡାଉନ ଏବେ ଆରମ୍ଭ ହୋଇଯାଇଛି । ଏହି ମିଶନ…

ଜିଲାରେ ୧୩ ଲକ୍ଷ ୪୯୭ ହେକ୍ଟର ମାଣ୍ଡିଆ ଚାଷ

ବ୍ରହ୍ମପୁର ଅଫିସ,୨୬ା୧୧:ପୁଷ୍ଟିକର ଖାଦ୍ୟ ଓ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ମାଣ୍ଡିଆ ବେଶ୍‌ ସହାୟକ। ଏଥିସହ ମାଣ୍ଡିଆ ପୁଷ୍ଟିହୀନତାକୁ ଦୂର କରିବାରେ ମଧ୍ୟ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମିଲଟ…

ସହର ସାରା କୁଢ଼ କୁଢ଼ ଆବର୍ଜନା

ଯାଜପୁର ଅଫିସ,୨୬ା୧୧: ସହରର ସ୍ବଚ୍ଛ ଓ ସୁସ୍ଥ ପରିମଳ ପ୍ରତ୍ୟେକ ସ୍ବାୟତ୍ତ ଶାସନ ସଂସ୍ଥାର ମୌଳିକ ଦାୟିତ୍ୱ। ଏ କ୍ଷେତ୍ରରେ ବ୍ୟାସନଗର ମ୍ୟୁନିସିପାଲିଟି କେବଳ ଆପରାଧିକ ଅବହେଳା କରୁନାହିଁ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ତାଗିଦକୁ ମଧ୍ୟ ବେଖାତିର କରୁଛି। ଅପରପକ୍ଷେ…

ଭୁଶୁଡ଼ିଲା ଭିତରକନିକା ଖୋଳା ପର୍ଯ୍ୟଟନ ଜେଟି

ରାଜନଗର, ୨୬ା୧୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଖୋଳା ଏଣ୍ଟ୍ରି ପଏଣ୍ଟ ନିକଟରେ ଥିବା ଜେଟି ଶୁକ୍ରବାର ସନ୍ଧ୍ୟାରେ ସନ୍ଧ୍ୟାରେ ଭୁଶୁଡି ପଡିଛି। ପ୍ରାୟ ୨୦ ଫୁଟ ଚଉଡାର ମାଟି ଅତଡା ଧସିବା ସହ ଜେଟିର ନଦୀ ପଟରେ ଥିବା ପିଲାର ଦବି…

ଇ-ଭେହିକିଲ ପ୍ରୋତ୍ସାହନ ରାଶି ନେଇନାହାନ୍ତି ମାଲିକ

ଭଞ୍ଜନଗର,୨୬।୧୧(ଡି.ଏନ.ଏ): ପେଟ୍ରୋଲ, ଡିଜେଲଚାଳିତ ଗାଡ଼ି ବୃଦ୍ଧି ଯୋଗୁ ପ୍ରଦୂଷଣ ମାତ୍ରା ବଢ଼ୁଛି। ତେଣୁ କେନ୍ଦ୍ର ଓ ରାଜ୍ୟ ସରକାର ଇଲେକ୍ଟ୍ରି ଗାଡି (ଇ-ଭେହିକିଲ) ବ୍ୟବହାର ବୃଦ୍ଧି ପାଇଁ ପ୍ରୋତ୍ସାହନ ରାଶି ଦେଉଛନ୍ତି। ୨୦୨୧ ସେପ୍ଟେମ୍ବର ୧ରୁ ଯେଉଁମାନେ ଇ-ଭେହିକିଲ କିଣିଛନ୍ତି, ସେମାନଙ୍କୁ…

ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ୧୦

ଡେରାବିଶ, ୨୬ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତ ବାଲିଆ ବଜାରରେ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ କାର୍ତ୍ତିକେଶ୍ୱର ଭସାଣିରେ ବାଣ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିବା ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମଧ୍ୟରୁ ଏବେବି କଟକ ବଡ଼ ମେଡିକାଲ(ଏସ୍‌ସିବି)ରେ ୩୪ ଜଣ…

ଡ୍ରାଇଭରଙ୍କୁ ହତ୍ୟା କରିଥିଲେ ହେଲପର

ରୂପସା, ୨୬ା୧୧(ଡି.ଏନ.ଏ.): ବାଲେଶ୍ୱର ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲ ତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ ହୋଇଥିଲା। ଏହାର ୧୦ ଦିନ ପରେ…

ମଦନପୁର କଲେଜ ଛକରେ ରାସ୍ତାରୋକୋ

ପଟ୍ଟମୁଣ୍ଡାଇ/ରାଜନଗର, ୨୬ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇରୁ ରାଜନଗରକୁ ସଂଯୋଗ କରୁଥିବା ଉପର ଏବଂ ତଳ ରାସ୍ତାରେ ବସ ଚଳାଚଳକୁ ନେଇ ଦୀର୍ଘଦିନ ହେବ ସ୍ଥାନୀୟ ଲୋକଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ଶୁକ୍ରବାର ରାଜନଗର-ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାର ମଦନପୁର କଲେଜ ଛକ ନିକଟ ତଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri