Home Left

ଡିଏଚ୍‌ଏଚ୍‌ର ନାହିଁ ଭିତ୍ତିଭୂମି: କଟକରେ ରୋଗୀ

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୬ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରର କାର୍ତ୍ତିକେଶ୍ୱର ମେଢ଼ ଭସାଣିରେ ବୁଧବାର ସନ୍ଧ୍ୟାରେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ଶତାଧିକ ଆହତ ହୋଇଥିବା ବେଳେ ଏବେ ସୁଦ୍ଧା ୪୦ ଜଣ କଟକ ଓ କେନ୍ଦ୍ରାପଡ଼ାରେ ଚିକିତ୍ସିତ…

ଉଦୟପୁର-ତାଳସାରୀ ବେଳାଭୂମିରେ ଜମୁଛି ଆସର

ଭୋଗରାଇ,୨୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଉଦୟପୁର-ତାଳସାରୀ ବେଳାଭୂମି ଏବେ ନିଶାସେବନକାରୀ ଓ ଦେହଜୀବୀଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ପ୍ରତିଦିନ ଏହି ବେଳାଭୂମିକୁ ଆକୃଷ୍ଟ ହୋଇ ହଜାର ହଜାର ପର୍ଯ୍ୟଟକ ଆସୁଥିବା ବେଳେ ଖୁଲମ୍‌ଖୋଲା ନିଶା କାରବାର ଓ ରୂପଜୀବୀଙ୍କ ଅନୈତିକ…

ରାଜଧାନୀକୁ ହାଇକୋର୍ଟ ସ୍ଥାନାନ୍ତର ଦାବି ତେଜିଲା

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): କଟକରେ ଥିବା ଓଡ଼ିଶା ଉଚ୍ଚ ନ୍ୟାୟାଳୟକୁ ରାଜଧାନୀକୁ ସ୍ଥାନାନ୍ତର ଓ ଭୁବନେଶ୍ୱରକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ପୁଣି ଥରେ ଜୋର ଧରିଛି। ଏ ନେଇ ଭୁବନେଶ୍ୱର ଓକିଲ ସଂଘର ଶତାଧିକ ଆଇନଜୀବୀ ଶୁକ୍ରବାର ଜିଲାଜଜ୍‌ଙ୍କୁ ଘେରିବା ସହ…

ନୂଆରୂପ ପାଇବ କାନଝରୀ, ସାଳନ୍ଦୀ ଡ୍ୟାମ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହୀ ବ୍ଲକ୍‌ର ସଳନ୍ଦୀ ଡ୍ୟାମ (ବିଦ୍ୟାଧରପୁର ବ୍ୟାରେଜ) ନୂଆରୂପ ପାଇବ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଜଳଭଣ୍ଡାର ପାରିପାର୍ଶ୍ୱିକ ଉନ୍ନୟନ ସ୍କିମ୍‌ରେ ଏହି ଦୁଇ ଡ୍ୟାମରେ ୨ କୋଟି ଟଙ୍କା…

ଯୁକ୍ତ୨ ପରୀକ୍ଷା: ୨୮ରେ ସରିବ ଫର୍ମପୂରଣ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୨୦୨୩ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା (ଫାଇନ୍‌) ଆସନ୍ତା ୨୮ ତାରିଖରେ ଶେଷ ହେବ। ରେଗୁଲାର, ଏକ୍ସରେଗୁଲାର ଫରୀକ୍ଷାର୍ଥୀଙ୍କ ଲାଗି ବିନା ଜରିମାନାରେ ଫର୍ମ ପୂରଣ ଗତ…

୪ ଓଡ଼ିଆଙ୍କୁ ଅମ୍ରିତ ପୁରସ୍କାର

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର ବିଭିନ୍ନ ବର୍ଗରେ ପୁରସ୍କାର ଘୋଷଣା କରାଯାଇଛି। ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ୭୫ ବର୍ଷରୁ ଊର୍ଦ୍ଧ୍ୱ କଳାକାରଙ୍କୁ ‘ଏକକାଳୀନ ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ଦିଆଯିବ। ଏଥିପାଇଁ ଓଡ଼ିଶାରୁ…

କାନ ଧରି ଆଣ୍ଠେଇଲେ ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଓଡ଼ିଶାରୁ ବେସାମରିକ ସେବା ପୁନଃ ଥଇଥାନ ନିୟମ-୨୦୨୦କୁ ଉଚ୍ଛେଦ କରି ପୁଣିଥରେ ପୁନଃ ଥଇଥାନ ନିୟମ-୧୯୯୦ ଲାଗୁ କରିବା ଦାବିରେ ଓଡ଼ିଶା ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ ସଂଘ ପକ୍ଷରୁ ଗଣଧାରଣା ଜାରି ରହିଛି। ଶୁକ୍ରବାର ଅଭିନବ ଉପାୟରେ ଲୋୟର…

ସୁଡ଼ଙ୍ଗ ଖୋଳି ଟ୍ରେନ୍‌ ଇଞ୍ଜିନ ଚୋରି

ମୁଜାଫରପୁର,୨୬।୧୧: ଗତ ଏପ୍ରିଲ-ମେ’ ମାସରେ ବିହାରର ରୋହତାସ, ଜାହାନାବାଦ ଏବଂ ବାଙ୍କା ଜିଲାରୁ ୩ଟି ଲୁହା ବ୍ରିଜ୍‌କୁ ଚୋରମାନେ ଗ୍ୟାସ୍‌ କଟରରେ କାଟି ଚୋରି କରି ନେଇଥିଲେ। ଏବେ ବିହାର ବେଗୁସରାଇ ଜିଲାରେ ଚୋରମାନେ ସୁଡ଼ଙ୍ଗ ଖୋଳି ସମ୍ପୂର୍ଣ୍ଣ ଡିଜେଲ୍‌ ଟ୍ରେନ୍‌…

ଅଷ୍ଟ୍ରେଲିଆରେ ମହିଳାଙ୍କୁ ହତ୍ୟା କରିଥିବା ଭାରତୀୟ ବଂଶୋଦ୍ଭବ ଗିରଫ

ନୂଆଦିଲ୍ଲୀ,୨୬।୧୧(ପି.ଟି.): ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡରେ ଜଣେ ମହିଳାଙ୍କୁ ୪ ବର୍ଷ ପୂର୍ବେ ହତ୍ୟା କରିଥିବା ଭାରତୀୟ ବଂଶୋଦ୍ଭବ ଅଷ୍ଟ୍ରେଲୀୟ ନାଗରିକ ରାଜଓ୍ବିନ୍ଦର ସିଂଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ଗିରଫ କରିଛି। ତାଙ୍କୁ ଗିରଫ କଲେ ୧ ନିୟୁତ ଅଷ୍ଟ୍ରେଲୀୟ ଡଲାର ପୁରସ୍କାର ଦିଆଯିବ…

ଲାଞ୍ଚ ନେଇ ପୋଲିସ ଏଏସ୍‌ଆଇ ଗିରଫ

ବୌଦ୍ଧ, ୨୬ା୧୧(ସ୍ବ.ପ୍ର.): ଲାଞ୍ଚ ନେଇ ଗିରଫ ହେଲେ ପୋଲିସ ଏଏସ୍‌ଆଇ। ବୌଦ୍ଧ ଜିଲା ବୌଦ୍ଧ ଥାନା ଅଧୀନ ଜହ୍ନାପଙ୍କ ଫାଣ୍ଡି ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଶୁକ୍ରବାର ଜଣେ ବ୍ୟବସାୟୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

ସେବା ନିବୃତ୍ତ ହେଲା ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’

ପାରାଦୀପ,୨୬।୧୧(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)ର ଓଡ଼ିଶା ଉପକୂଳରେ ଗତ ୨୦ ବର୍ଷ ଧରି ସାମୁଦ୍ରିକ ପାଟ୍ରୋଲିଂ କରୁଥିବା ଜାହାଜ ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’ ଶୁକ୍ରବାର ସୂର୍ଯ୍ୟାସ୍ତ ସମୟରେ ସେବା ନିବୃତ୍ତ ହୋଇଛି। ଏନେଇ କୋଷ୍ଟଗାର୍ଡ ପକ୍ଷରୁ ପାରାଦୀପ ବନ୍ଦର ଭିତରେ…

୨୦୩ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri