ପୁଣି ଶ୍ରଦ୍ଧାଞ୍ଜଳିଙ୍କୁ ଜେରା, ଚନ୍ଦନ ମୁହଁରେ ଅର୍ଚ୍ଚନା ଚରିତ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍ମେଲର୍ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୧୫ଜଣଙ୍କ ତାଲିକା ପ୍ରସ୍ତୁତ କରି କାର୍ଯ୍ୟାଳୟକୁ ଡାକି ଜେରା ଆରମ୍ଭ କରିଛି। କେତେବେଳେ ଜଣ ଜଣ…
ସମଲିଙ୍ଗୀ ବିବାହ ପାଇଁ ସୁପ୍ରିମକୋର୍ଟରେ ପିଟିଶନ: କେନ୍ଦ୍ରକୁ ଜବାବ ତଲବ
ନୂଆଦିଲ୍ଲୀ,୨୬।୧୧: ମହିଳା ସମଲିଙ୍ଗୀ, ପୁରୁଷ ସମଲିଙ୍ଗୀ, ଉଭୟଲିଙ୍ଗୀ, ତୃତୀୟଲିଙ୍ଗୀ ଓ ଅପ୍ରାକୃତିକ ଯୌନ ସମ୍ବନ୍ଧ ରକ୍ଷାକାରୀ (ଏଲ୍ଜିବିଟିକ୍ୟୁ) ସମ୍ପ୍ରଦାୟକୁ ବିବାହ ସମ୍ପର୍କିତ ଅଧିକାର ପ୍ରଦାନ ପାଇଁ ସୁପ୍ରିମକୋର୍ଟରେ ୨ଟି ପିଟିଶନ ଦାଖଲ ହୋଇଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହା ଉପରେ କେନ୍ଦ୍ର…
ନିଜ ଦେଶ ନାଁରେ ମାମଲା କଲେ ଗ୍ରେଟା
ଷ୍ଟକ୍ହୋମ୍,୨୬।୧୧: ଜଳବାୟୁ ପରିବର୍ତ୍ତନ ପୃଥିବୀ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଛିଡ଼ା ହୋଇଛି। ଏହାର ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ବିଶ୍ୱର ସର୍ବାଧିକ ଜଣାଶୁଣା କ୍ଲାଇମେଟ୍ ଆକ୍ଟିଭିଷ୍ଟ ଗ୍ରେଟା ଥନ୍ବର୍ଗ ଏବେ ନିଜ ଦେଶ ସୁଇଡେନ୍ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ…
ବ୍ରାଜିଲର ଦୁଇଟି ସ୍କୁଲରେ ଆଖିବୁଜା ଗୁଳିଚାଳନା, ୩ ମୃତ ୧୧ ଆହତ
ବ୍ରାସିଲିଆ,୨୬ ।୧୧: ବ୍ରାଜିଲର ଦୁଇଟି ସ୍କୁଲରେ ଆଖିବୁଜା ଗୁଳିଚାଳନା ହୋଇଥିବା ସୂଚନା ମିଳିଛି । ଏହି ଗୁଳିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୧୧ ଜଣ ଆହତ ହୋଇଛନ୍ତି । ସ୍ଥାନୀୟ ଗଣମାଧ୍ୟମ ସହ କଥା ହୋଇ ଅଧିକାରୀମାନେ କହିଛନ୍ତି,…
ଶୀତ ଅଧିବେଶନ ଲାଗି ୬ରେ ସର୍ବଦଳୀୟ ବୈଠକ
ନୂଆଦିଲ୍ଲୀ,୨୬।୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏହା ପୂର୍ବରୁ କେନ୍ଦ୍ର ସରକାର ୬ ତାରିଖ ପୂର୍ବାହ୍ନ ୧୧ଟାରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ସଂସଦ ଭବନର ଲାଇବ୍ରେରି ବିଲ୍ଡିଂରେ ଉକ୍ତ ବୈଠକ…
୨୦ ମୃତ ବିଦେଶୀ ପକ୍ଷୀ ଜବତ, ଶିକାରୀ ଚମ୍ପଟ
ବ୍ରହ୍ମଗିରି,୨୬ା୧୧(ଡି.ଏନ.ଏ): ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଉଥିବା ସମୟରେ ଏହାକୁ ଅବାଧରେ ଶିକାର କରିବାକୁ ପକ୍ଷୀ ଶିକାରୀମାନେ ମାତିଲେଣି। ଏ ନେଇ ବ୍ରହ୍ମଗିରି ବନାଞ୍ଚଳ ଅଧିକାରୀଙ୍କ ତରଫରୁ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ଚାଲିଥିବାବେଳେ ଶୁକ୍ରବାର ଘଟକୁଢ଼ିରେ ଚଢ଼ାଉ ବେଳେ ୨୦ ମୃତ…
ବାଇଡଙ୍କ ପକାଇ ଭଣ୍ଡୁର କରାଇବାକୁ ଉଦ୍ୟମ
ନୀଳଗିରି,୨୬।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଆଇଟିଡିଏ ଅଫିସରେ ବିଭିନ୍ନ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଅଧିକାର ଆଇନ ବଳରେ ମାଗିଥିଲେ ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ। କାର୍ଯ୍ୟାଳୟର ମୁଖ୍ୟ କିରାଣି ଆଜିକାଲି କହି ଦିନ ପରେ ଦିନ ଗଡ଼େଇ ଚାଲିବା ପରେ…
ବିଧାନସଭାରେ ଚାଷୀ ଝଡ଼
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବଡ଼ଗଡ଼ ଜିଲାର ପଦ୍ମପୁର ଉପନିର୍ବାଚନରେ ଚାଷୀ ସମସ୍ୟା ମୁଖ୍ୟ ପ୍ରସଙ୍ଗ ହୋଇଛି। ଚାଷୀଙ୍କ ଭୋଟ ହାତେଇବା ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ଜୋର ଲଗାଇଛନ୍ତି। ଏହିକ୍ରମରେ ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭାରେ ଶୁକ୍ରବାର ଝଡ଼ ସୃଷ୍ଟି ହୋଇଛି। ବିଧାନସଭା ଓ…
ଉଜୁଡୁଛି ଜଙ୍ଗଲ ଜମି
ସଦାଶିବ ପ୍ରହରାଜ ନବରଙ୍ଗପୁର,୨୬୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଉଜୁଡ଼ିଯାଇଛି ୧୭ ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଜଙ୍ଗଲ। ଏହାର ଅନ୍ୟତମ ପ୍ରମୁଖ କାରଣ ହେଉଛି ଜଙ୍ଗଲ ଜମିରେ ବେଆଇନ ମକାଚାଷ। ଜଙ୍ଗଲ ଜମି ସ୍ବତ୍ୱାଧିକାର ନିୟମର ଅପବ୍ୟବହାର କରାଯାଇ ଏହି କାର୍ଯ୍ୟ ହେଉଥିବାବେଳେ ଏହା…
ଇଣ୍ଡୋନେସିଆ ଭୂକମ୍ପରେ ବଢୁଛି ମୃତକଙ୍କ ସଂଖ୍ୟା, ଏବେ ପର୍ଯ୍ୟନ୍ତ ୩୧୦ ମୃତ ୨୪ ନିଖୋଜ
ଜାଭା,୨୬ ।୧୧: ଇଣ୍ଡୋନେସିଆ ପଶ୍ଚିମ ଜାଭା ଅଞ୍ଚଳରେ ଥିବା ସିୟାଂଜୁରରେ ସୋମବାର ଆସିଥିବା ଭୁକମ୍ପରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଇଣ୍ଡୋନେସିଆର ଜାଭାରେ ହୋଇଥିବା ଭୂକମ୍ପରେ ମୃତକଙ୍କ ସଂଖ୍ୟା ଏବେ ୩୧୦ରେ ପହଞ୍ଚିଛି ଏହାସହ ୨୪…
ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା
ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ ଏକ ସମୀକ୍ଷା ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଶୀତ ପ୍ରକୋପକୁ…
୨୦୨୩ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହୋଇପାରନ୍ତି ଇଜିପ୍ଟ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୧୧: ୨୦୨୩ ଗଣତନ୍ତ୍ର ଦିବସ ପରେଡ ସମାରୋହ ଲାଗି ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତ୍ତାହ ଏଲ-ସିସିଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରିଛି ଭାରତ। ୨୦୧୪ରୁ ଏଲ୍-ସିସି ଇଜିପ୍ଟର ରାଷ୍ଟ୍ରପତି ଅଛନ୍ତି। ଏହାପୂର୍ବରୁ ସେ ୨୦୧୬ରେ ଭାରତ ଗସ୍ତ କରିଥିଲେ। କହିରଖୁଛୁ,…
Archives


