Home Left

ବର୍ଷକରେ ୬.୦୫ କୋଟି ଜରିମାନା

ବ୍ରହ୍ମପୁର ଅଫିସ,୬ା୧: ଅମାନିଆଙ୍କୁ କୌଣସି ନିୟମ କାଟୁ କରୁନାହିଁ। ୨୦୨୨ ଜାନୁୟାରୀରୁ ଡିସେମ୍ବର ଶେଷ ସୁଦ୍ଧା ବ୍ର୍ରହ୍ମପୁର ଟ୍ରାଫିକ ଥାନା ପକ୍ଷରୁ ମୋଟ ୬ କୋଟି ୫ ଲକ୍ଷ ୪୬ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ବିଭାଗ ସୂତ୍ରରୁ ସୂଚନା…

ସଂରକ୍ଷିତ ଜଙ୍ଗଲ ନିକଟରେ ହଟ୍‌ ମିକ୍ସ ପ୍ଲାଣ୍ଟ୍‌

କେନ୍ଦୁଝର,୬ା୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ରଘୁନାଥପୁର ରାଜସ୍ବ ନିରୀକ୍ଷକଙ୍କ ଅଧୀନ ବଡ଼ ମନୋହରପୁର ନିକଟ ସଂରକ୍ଷିତ ଶାଳ ଜଙ୍ଗଲ ନିକଟରେ ବେଆଇନ ହଟ୍‌ ମିକ୍ସ ପ୍ଲାଣ୍ଟ୍‌ ଚାଲୁଛି। ଏଥିସହ ଉକ୍ତ ସ୍ଥାନରେ ବିନା ପ୍ରଦୂଷଣ ନିୟନ୍ତ୍ରଣରେ ଏକ ଚିପ୍ସ କ୍ରଶର ମଧ୍ୟ…

ଜୈନ ତୀର୍ଥକ୍ଷେତ୍ରକୁ ବ୍ୟବସାୟିକ କରିବାକୁ ଚାହୁଁଛି ଭାଜପା

ନୂଆଦିଲ୍ଲୀ,୬।୧(ପି.ଟି.): ଦେଶରେ ଥିବା ଜୈନ ଧର୍ମର ତୀର୍ଥକ୍ଷେତ୍ରଗୁଡ଼ିକୁ ବ୍ୟବସାୟୀକରଣ କରିବା ଲାଗି ଭାଜପା ଉଦ୍ୟମ ଚଳାଇଥିବା ଗୁରୁବାର କଂଗ୍ରେସ ଅଭିଯୋଗ କରିଛି। ଗୈରିକ ଦଳର ଏଭଳି ଉଦ୍ୟମ ଜୈନ ସମ୍ପ୍ରଦାୟର ଭାବାବେଗକୁ ଆଘାତ ଦେଇଥିବା ବିରୋଧୀ ଦଳ କହିଛି। ଜୈନ ଧର୍ମର…

ଗ୍ରାମାଞ୍ଚଳରେ ଏଯାଏଁ ୨-ଜି,୩-ଜି ସେବା ପହଞ୍ଚତ୍ନି: ବିଜେଡି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୫-ଜି ସେବା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ ବର୍ତ୍ତମାନ ରାଜନୀତି ଆରମ୍ଭ ହୋଇଯାଇଛି। ଏହି ସେବା କେବଳ ପ୍ରଚାର ସର୍ବସ୍ବ ନ ହୋଇଯାଉ ବୋଲି ବିଜେଡି କହିଥିବା ବେଳେ ଭାଜପା ଶାସକ ଦଳ ଅଯଥା ରାଜନୀତି…

ମାଗଣା ଚାଉଳକୁ ନେଇ ବଢ଼ିଲା ରାଜନୀତି

ଭୁବନେଶ୍ବର,୬ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ବର୍ଷେ ପର୍ଯ୍ୟନ୍ତ ଖାଦ୍ୟ ସୁରକ୍ଷା ଯୋଜନାରେ ମାଗଣା ଚାଉଳ ବଣ୍ଟନ କଥାକୁ ନେଇ ଏବେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ରାଜ୍ୟ ଗସ୍ତରେ ଆସିଥିବା ୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ଏହି ଘଟଣାରେ…

ଅଙ୍ଗନଓ୍ବାଡି ସହାୟିକା ନିଯୁକ୍ତି ନେଇ ବିବାଦ

ଗୋପ,୬।୧(ଡି.ଏନ୍‌.ଏ.): ଗୋପ ବ୍ଲକ ଅଞ୍ଚଳରେ ୪ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ସହାୟିକା ନିଯୁକ୍ତି ନେଇ ବିବାଦ ଦେଖାଦେଇଥିଲା। ଏହାକୁ ନେଇ କେତେଜଣ ବିରୋଧୀ କେତୋଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି। ଫଳରେ ଶିଶୁମାନେ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆସି ଫେରୁଥିବା ଅଭିଯୋଗ ରହିଛି।…

ପ୍ରସିଦ୍ଧ ପେନାଲ୍‌ଟି କର୍ନର ଓ ଡ୍ରାଗ୍‌ଫ୍ଲିକ୍‌ ବିଶେଷଜ୍ଞ

ଗତ ଡିସେମ୍ବର ୧୬ ତାରିଖରେ ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଦେଶର ଖ୍ୟାତିସମ୍ପନ୍ନ ହକି କୋଚ୍‌ ଏବଂ କ୍ରୀଡ଼ା ବିଜ୍ଞାନୀ ଡ. ଜାସୁ ଜୋସେଫଙ୍କର ଇଂଲିଶ ପୁସ୍ତକ ”ସିଜିଙ୍ଗ ଦି ଅପର୍ଚୁନିଟି“ (ହକି ଖେଳରେ…

ମନ୍ଦିର ସହ ଧକ୍କା ହେଲା ବିମାନ,ପାଇଲଟ ମୃତ

ଭୋପାଳ,୬।୧: ମଧ୍ୟପ୍ରଦେଶର ରେୱା ଜିଲାରେ ଗୁରୁବାର ଏକ ବିମାନ ମନ୍ଦିର ସହ ଧକ୍କା ହେବା ପରେ ଜଣେ ପାଇଲଟଙ୍କ ମୃତ୍ୟୁ ଘଟିଛି। ଟ୍ରେନିଂ ସମୟରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ କ୍ୟାପଟେନ ବିଶାଲ ଯାଦବ (୩୦) ଙ୍କ…

ହକି ବିଶ୍ୱକପ୍‌

ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହେବ ହକି ବିଶ୍ୱକପ୍‌। ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଛି ଏହି ହକି ମହାକୁମ୍ଭ। ଏଥର ଦୁଇଟି ସହର ଭୁବନେଶ୍ୱର ଏବଂ ରାଉରକେଲାରେ ୨୯ ତାରିଖ ପର୍ଯ୍ୟନ୍ତ ହେବ ଏହି ମେଗା ପ୍ରତିଯୋଗିତା।…

ମାଡ଼ିଚାଲିଛି ଲମ୍ଫି ଭୂତାଣୁ, ଗୋଚାଷୀ ଭୟଭୀତ

ନିଶ୍ଚିନ୍ତକୋଇଲି,୬।୧(ସ୍ବ.ପ୍ର): କରୋନା ଭଳି ଗୋରୁ ଏବେ ଭାଇରସ ଆକ୍ରାନ୍ତ। ଗୋରୁ ଗାଈଙ୍କ ଦେହରେ ଛୋଟ ଆବୁ ହେବା ପରେ ଏହା ଫାଟି ପାଣି ବାହାରୁଛି। ଫଳରେ ଆକ୍ରାନ୍ତ ଗୋରୁ ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଗ୍ରାମାଞ୍ଚଳ ଲୋକେ ଏହାକୁ ଗୋରୁ ବସନ୍ତ…

ଠିକ୍‌ କାମ ନ କଲେ ଟେଣ୍ଡର ବାତିଲ

ଭୁବନେଶ୍ୱର,୬।୧ (ବ୍ୟୁରୋ)କାନ୍ଥରେ ଚିତ୍ର କରି, ରାସ୍ତାକଡ଼ରେ ଫୁଲ ଗଛ ଲଗାଇ ଯେତେ ଯାହା କଲେ ବି ମୁଖ୍ୟ ପ୍ରସଙ୍ଗରେ ମାଡ଼ ଖାଇଯାଉଛି ବିଏମ୍‌ସି। ସହରକୁ ଯେତେ ଚିତ୍ରରେ ସଜେଇଲେ କ’ଣ ହେବ, ମୁଖ୍ୟରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ପର୍ଯ୍ୟନ୍ତ ସବୁଆଡେ ଅଳିଆ…

୫ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର

କଟକ ଅଫିସ,୬ା୧: କଟକ କଲେଜ ଛକ ନିକଟରେ ୨୦୧୯ରେ ଟ୍ରକ ଧକ୍କାରେ ମୃତ ଯୁକ୍ତ ୩ ଛାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ରାଜ୍ୟ ସରକାର ପ୍ରଦାନ କରିବେ। ଓଡ଼ିଶା ରାଜ୍ୟ ମାନବାଧିକାର ଆୟୋଗ(ଓଏଚ୍‌ଆର୍‌ସି)ରେ ଏନେଇ ଆଗତ ମାମଲାର ବିଚାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri