ଏମ୍ସରୁ ଫେରିଲେ ବାଲେଶ୍ୱର ଏମ୍ପି
ବାଲେଶ୍ୱର ଅଫିସ,୬ା୧:ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଯୋଗୁ ବାଲେଶ୍ୱର ଫକୀରମୋହନ ମେଡ଼ିକାଲ କଲେଜରେ ଗତ ସୋମବାର ସନ୍ଧ୍ୟାରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶକ୍ରମେ ଉତ୍ତମ ଚିକିତ୍ସା ପାଇଁ ମଙ୍ଗଳବାର ପୂର୍ବାହ୍ନରେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ…
ଟୁଇଟରକୁ ନେଇ ଆଶ୍ଚର୍ଯ୍ୟ କଲା ଭଳି ରିପୋର୍ଟ, ୨୦୦ ମିଲିୟନରୁ ଅଧିକ ୟୁଜର୍ସଙ୍କ ଇମେଲ ଆଇଡି ହୋଇଛି ଲିକ
ୱାଶିଂଟନ,୬ ।୧: ଟୁଇଟର ୟୁଜର୍ସଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । କାରଣ ଟୁଇଟର ୟୁଜର୍ସଙ୍କ ଡାଟା ସହ ଜଡିତ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି । ଏକ ସୁକ୍ୟୁରିଟି ରିସର୍ଚ୍ଚ ବୁଧବାର ଦାବି କରିଛି କି ହ୍ୟାକର୍ସ ୨୦୦ ମିଲିୟନରୁ…
ବଡ଼ଖେମୁଣ୍ଡି ରାଣୀଙ୍କ ପରଲୋକ
ଦିଗପହଣ୍ଡି,୬ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିର ବଡ଼ଖେମୁଣ୍ଡି ରାଣୀ ତଥା ଯୁବରାଜ ସ୍ବର୍ଗତ ମାଣିକେଶ୍ବରୀ ପ୍ରସାଦ ଦେବଙ୍କ ଧର୍ମପତ୍ନୀ ପୂର୍ଣ୍ଣେଶ୍ବରୀ ଦେବୀଙ୍କ ୭୪ ବର୍ଷ ବୟସରେ ଗୁରୁବାର ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ଅସୁସ୍ଥ ଥିଲେ। ବ୍ରହ୍ମପୁରସ୍ଥିତ ବଡ଼ଖେମୁଣ୍ଡି ବଙ୍ଗଳା ବାସଭବନରେ…
ଖବରଦାତାଙ୍କ ପଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ, ୨୦୦୩ରୁ ଏବେ ପର୍ଯ୍ୟନ୍ତ ୯୩ ହତ୍ୟା
ଇସଲାମାବାଦ,୬ ।୧: ଖବରଦାତାଙ୍କ ପାଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ ମଧ୍ୟରୁ ଗୋଟିଏ ଭାବେ ଗଣା ଯାଉଛି । ରିପୋଟର୍ସ ୱିଦାଉଟ ବର୍ଡର୍ସର ରିପୋର୍ଟ ଅନୁଯାୟୀ, ଭାରତ ଏମିତି ଦେଶର ସୂଚିରେ ୫ମ ସ୍ଥାନରେ ରହିଥିବା ବେଳେ ଏଠାରେ ପ୍ରେସର ସ୍ୱାଧିନତା…
ମହିଳାଙ୍କୁ ୩ କି.ମି. ଟାଣିନେଲା ଟ୍ରକ୍
ଲକ୍ଷ୍ନୌ,୬।୧: ଦିଲ୍ଲୀରେ ଜଣେ ଯୁବତୀଙ୍କ ସ୍କୁଟିକୁ ଏକ କାର୍ ଧକ୍କା ଦେଇ ୧୩ କିଲୋମିଟର ଘୋଷାଡ଼ି ନେବା ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏହାର ପୁନରାବୃତ୍ତି ଘଟିଛି ଉତ୍ତରପ୍ରଦେଶରେ। ବନ୍ଦା ଜିଲାର ମାଓ୍ବାଇ ବୁଜୁର୍ଗ ଗ୍ରାମରେ ସ୍କୁଟିରେ ଯାଉଥିବା…
ଏମ୍ପିରେ ଆଫ୍ରିକାନ୍ ସ୍ବାଇନ୍ ଫ୍ଲୁ ଆତଙ୍କ: ୭୦୦ ଘୁଷୁରିଙ୍କୁ ହତ୍ୟା
ଦାମୋହ,୬।୧: ମଧ୍ୟପ୍ରଦେଶର ଦାମୋହ ଜିଲାରେ ଆଫ୍ରିକାନ୍ ସ୍ବାଇନ୍ ଫ୍ଲୁରେ ଅନେକ ଘୁଷୁରି ଆକ୍ରାନ୍ତ ହେବା ପରେ ଗତ ୨ ଦିନ ମଧ୍ୟରେ ୭୦୦ ଘୁଷୁରିଙ୍କୁ ପ୍ରଶାସନ ପକ୍ଷରୁ ହତ୍ୟା କରାଯାଇଛି। ଜିଲାର ଅନେକ ଗ୍ରାମାଞ୍ଚଳରେ ଆଫ୍ରିକାନ୍ ସ୍ବାଇନ୍ ଫ୍ଲୁ ଆତଙ୍କ ଦେଖାଯାଇଥିବା…
ପର୍ଯ୍ୟଟକଙ୍କ କାର ଡୋର୍କୁ ମୁହଁରେ ଖୋଲିଦେଲା ସିଂହ, ଆଉ ତା’ ପରେ…
ସିଂହ ପରି ଭୟାନକ ପ୍ରାଣୀ ଟିଭିରେ ହେଉ କି ପ୍ରାଣୀ ଉଦ୍ୟାନର ବନ୍ଦ ଗୁମ୍ଫାରେ ହେଉ, ଯେଉଁଠି ବି ଦେଖିଲେ ମଣିଷ ସମାନ ପ୍ରକାରର ଭୟ ଅନୁଭବ କରେ। ଥରେ ଭାବିଲେ ଯଦି ସିଂହ ଆସି ଆପଣଙ୍କ ସାମ୍ନାରେ ଠିଆ ହେବ,…
କାମ ଦେଲାନି ସୂର୍ଯ୍ୟକୁମାର, ଅକ୍ଷରଙ୍କ ଧୂଆଁଧାର ବ୍ୟାଟିଂ
ପୁଣେ,୫ା୧: ପୁଣେ ସ୍ଥିତ ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଗୁରୁବାର ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚରେ ଶ୍ରୀଲଙ୍କା ୧୬ ରନ୍ରେ ବିଜୟ ହୋଇଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା କୁଶାଲ ମେଣ୍ଡିସ୍ ୫୨ ଓ ଦାଶୁନ ସନକାଙ୍କ…
ପୋଲିସ ଅଧିକାରୀଙ୍କୁ ମାଡ଼ମାରି ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ
ରାଞ୍ଚି,୫।୧: ଝାଡ଼ଖଣ୍ଡର ହଜାରିବାଗ୍ ଜିଲା ଅଧୀନ ବରକାର ନଦୀରୁ ବେଆଇନ ବାଲି ଉତ୍ତୋଳନକୁ ରୋକିବା ଲାଗି ଯାଇଥିବା କେତେଜଣ ପୋଲିସ ଅଫିସରଙ୍କୁ ବାଲି ମାଫିଆ ଆକ୍ରମଣ କରିବା ସହ ସେମାନଙ୍କ ଉପରେ ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ କରିଥିଲେ। ସେମାନେ ଜଣେ…
ମେଗା ଲିଫ୍ଟ କେନାଲ ଡିଏମ୍ ୧୧ରୁ ଜଳସେଚନ ଦାବି
କୋକସରା,୫।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ମୁଖିଗୁଡ଼ା ଇନ୍ଦ୍ରାବତୀ ମେଗା ଲିଫ୍ଟ କେନାଲରୁ ଗତବର୍ଷଠାରୁ ଜୟପାଟଣା, କୋକସରା ଓ ଧର୍ମଗଡ଼ ବ୍ଲକ ଅଞ୍ଚଳର ଜମିକୁ ଜଳସେଚନ ଆରମ୍ଭ ହୋଇଥିବା ବେଳେ ରବି ଋତୁ, ଧାନଚାଷ ପାଇଁ ଡିଏମ୍ ୧୩ ପର୍ଯ୍ୟନ୍ତ ଜୟପାଟଣା ଓ କୋକସରା…
ଫିଲ୍ମ ‘ପଠାନ୍’କୁ ନେଇ ପୁଣି ତେଜିଲା ବିବାଦ: ‘ବେସରମ୍ ରଙ୍ଗ’ ଗୀତକୁ ହଟାଇବାକୁ ଦାବି
ଅହମ୍ମଦାବାଦ୍ ୫।୧: ବଲିଉଡ୍ ଅଭିନେତା ଶାହାରୁଖ ଖାନ୍ଙ୍କ ଅଭିନୀତ ‘ପଠାନ୍’କୁ ନେଇ ପୁଣିଥରେ ବିଭିନ୍ନ ସଙ୍ଗଠନ ବିରୋଧ କରିବା ଆରମ୍ଭ କରିଛନ୍ତି। ଫିଲ୍ମରୁ ବିବାଦୀୟ ଗୀତ ‘ବେସରମ୍ ରଙ୍ଗ’ ନ ହଟାଗଲେ ଏହାକୁ ଗୁଜରାଟର କୌଣସି ସିନେମାଘରେ ରିଲିଜ୍ କରିବାକୁ ଦିଆଯିବ…
କୋଭିଡ୍ ରୋଗୀଙ୍କ ପାଇଁ ହସ୍ପିଟାଲରେ ନାହିଁ ଶଯ୍ୟା
ବେଜିଂ,୫।୧: ଚାଇନା ରାଜଧାନୀ ବେଜିଂରେ କୋଭିଡ୍ ସଂକ୍ରମଣ ଉତ୍କଟ ରୂପ ଧାରଣ କରିଛି। ରୋଗୀ ଚିକିତ୍ସା ପାଇଁ ହସ୍ପିଟାଲଗୁଡ଼ିକରେ ଶଯ୍ୟା ଅଭାବ ଦେଖାଯାଇଛି। ରୋଗୀ, ବିଶେଷ କରି ବରିଷ୍ଠ ଲୋକେ ହଲ୍ ଓ୍ବେରେ ଷ୍ଟ୍ରେଚର କିମ୍ବା ହୁଇଲ୍ଚେୟାରରେ ଥାଇ ଅକ୍ସିଜେନ୍ ନେଉଥିବା…
Archives


