Home Left

ନୂତନ ଏନ୍‌ଏସି ପାଇଁ ୧୩ ୱାର୍ଡ ପରିକଳ୍ପନା: ଅନୁପସ୍ଥିତ ରହିଲେ ଭାରପ୍ରାପ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

ଲୋଇସିଂହା,୧୦।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ରବିବାର ନବଗଠିତ ଲୋଇସିଂହା ଏନ୍‌ଏସି ସୀମା ନିର୍ଦ୍ଧରଣ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନ ପକ୍ଷରୁ ଆହୂତ ଉକ୍ତ ବୈଠକରେ ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଝୁଲିପଡିଲେ ସ୍ବାମୀ-ସ୍ତ୍ରୀ, ଅଷ୍ଟପ୍ରହରୀ ପୂଜା ସାରି ଶୋଇଥିଲେ, ହେଲେ…

ଧର୍ମଶାଳା,୧୦।୨(ଶିବପ୍ରସାଦ ମହାନ୍ତି): ଚାଲିଗଲା ଗୋଟିଏ ପରିବାରର ଦୁଇଟି ଜୀବନ । ଝୁଲନ୍ତା ଅବସ୍ଥାରେ ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି । ଏଭଳି ଅଭାବନୀୟ ଘଟଣା ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ମଧୁପୁର…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ ଲୋକ ପ୍ରାଣ ହରାଉଛନ୍ତି। ରାଉରକେଲାଠାରୁ ନୂଆପଡ଼ା ଦେଇ କୋରାପୁଟ ଚାନ୍ଦଲି ପର୍ଯ୍ୟନ୍ତ ଯାଇଥିବା…

Video: ଶ୍ରୀଲଙ୍କାରେ ପାକିସ୍ତାନ ଟିମ୍‌କୁ ଏମିତି କରାଗଲା ସ୍ବାଗତ! ଭାଇରାଲ ଭିଡ଼ିଓକୁ ନେଇ ମଜା ଉଡାଉଛନ୍ତି ୟୁଜର

ନୂଆଦିଲ୍ଲୀ,୧୦।୨: ICC T20 ବିଶ୍ୱକପ 2026 ଆରମ୍ଭ ହୋଇସାରିଛି, ଏବଂ ପାକିସ୍ତାନ ଦଳ ଶ୍ରୀଲଙ୍କାରେ ତାର ସମସ୍ତ ମ୍ୟାଚ ଖେଳୁଛି। ତଥାପି, କ୍ରିକେଟ ଅପେକ୍ଷା ଅଧିକ ଆଲୋଚନା ବର୍ତ୍ତମାନ ପାକିସ୍ତାନ ଦଳର ରହିବା ସ୍ଥାନକୁ ଦେଖାଉଥିବା ଏକ ଭାଇରାଲ ଭିଡିଓ ଉପରେ…

VIDEO: ବ୍ୟସ୍ତବହୁଳ ରାସ୍ତାରେ କ୍ରାଶ ଲ୍ୟାଣିଂ କଲା ବିମାନ, ଅନେକ କାର ସହିତ ଧକ୍କା…

ନୂଆଦିଲ୍ଲୀ, ୧୦।୨: ଆମେରିକାର ଜର୍ଜିଆରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ଜର୍ଜିଆର ଗେନ୍ସଭିଲରେ ରାସ୍ତା ମଝିରେ ଏକ ବିମାନ ଜରୁରୀକାଳୀନ ଅବତରଣ କରିଥିଲା। ଦୁର୍ଘଟଣାଗ୍ରସ୍ତ ହେବା ପରେ, ଛୋଟ ବିମାନଟି ବ୍ୟସ୍ତ ରାସ୍ତାରେ ଅନେକ ଯାନବାହନ ସହିତ ଧକ୍କା…

ଏହିଦିନ ଭାରତ ସହ ମୁକାବିଲା କରିବ ‘ଡ୍ରାମେବାଜ୍‌’, ଜାଣନ୍ତୁ କେଉଁଠି ଦେଖିବେ ମ୍ୟାଚ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ନିଜ ନିଷ୍ପତ୍ତିରୁ ୟୁ-ଟର୍ଣ୍ଣ ନେବାକୁ ବାଧ୍ୟ ହୋଇଛି। ଫେବୃଆରୀ ୧ରେ ପାକିସ୍ତାନ ସରକାର ଘୋଷଣା କରିଥିଲେ ଯେ ତାଙ୍କ ଦଳ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ। କିଛି ଦିନର ନାଟକୀୟତା ପରେ, ପାକିସ୍ତାନ କହିଛି ଯେ…

ଭାରତ ସହିତ ମ୍ୟାଚକୁ ନେଇ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଟାଣି ଆଣିଲା ପାକିସ୍ତାନ! ‘ମୁଁ ଭୟ କରେ ନାହିଁ…’ ବୋଲି ଏକ ସ୍ପଷ୍ଟ ଧମକ ମଧ୍ୟ …

ଇସଲାମାବାଦ,୧୦।୨: ବର୍ଷ ବର୍ଷ ଧରି ବାରମ୍ବାର ମନା କରିବା ପରେ, ପାକିସ୍ତାନ ଶେଷରେ ଭାରତ ସହିତ ଏକ ଟି-୨୦ ମ୍ୟାଚ ଖେଳିବାକୁ ରାଜି ହୋଇଛି, ମ୍ୟାଚ ହେବ କି ନାହିଁ ସେ ବିଷୟରେ ସପ୍ତାହ ଧରି ଲାଗି ରହିଥିବା ସସପେନ୍ସର ଅନ୍ତ…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ, ସୋମବାର ଦିନ ୧ଟା୩୦ ସମୟରେ ସ୍କୁଲ ଛୁଟି ପରେ ଘରକୁ ଫେରିନଥିଲେ ।…

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିଛି। ତାଲିବାନ ଅର୍ଥ ମନ୍ତ୍ରଣାଳୟ ଏହି ସମ୍ପର୍କରେ ଏକ ନିର୍ଦ୍ଦେଶ ଜାରି କରି…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ତାଙ୍କୁ ସ୍ଥାନୀୟ ପ୍ରଶାସନ ଓ ସାଧାରଣ ଲୋକ ଏବଂ ଭାଜପା…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ ଚାନ୍ଦାହାଣ୍ଡି ବ୍ଲକକୁ ୧୨ ଘଣ୍ଟିଆ ସମ୍ପୂର୍ଣ୍ଣ ‘ଅଖ ଚକ ବନ୍ଦ’ ଡାକରା ଦିଆଯାଇଛି…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା ଏହା କରିଛି। ICC କହିଛି ଯେ, BCB ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri