Home Left

ଝିଅଙ୍କୁ କମେଣ୍ଟ ମାରୁଥିଲେ ଯୁବକ, ଥାନାରେ ଅଭିଯୋଗ ପରେ ବାପାଙ୍କୁ ଆକ୍ରମଣ

ଆନନ୍ଦପୁର,୫।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୪ନଂ ଓ୍ବାର୍ଡ ତଳସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ଆକ୍ରମଣର ଶିକାର ହୋଇ ଗୁରୁତର ଅବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେ ହେଲେ ୪ନଂ ଓ୍ବାଡର୍ର୍ର କ୍ଷେତ୍ରମୋହନ…

ରାଗିଂ ଘଟଣାରେ ବିଜେବି କଲେଜର ୪ ଛାତ୍ର ନିଲମ୍ବିତ

ଭୁବନେଶ୍ୱର,୫।୧(ବ୍ୟୁରୋ): ବିଜେବି କଲେଜରେ ରାଗିଂ ଘଟଣାରେ ଗୁରୁବାର କଲେଜ କର୍ତ୍ତୃପକ୍ଷ ୪ ଛାତ୍ରଙ୍କୁ ସସ୍‌ପେଣ୍ଡ କରିଛନ୍ତି। ଅନ୍ୟପକ୍ଷେ, ପୋଲିସ ସମ୍ପୃକ୍ତ ୪ ଛାତ୍ରଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ୪ ଛାତ୍ର ହେଲେ ସାଇ ପ୍ରିୟ ରଞ୍ଜନ ଭୋଇ, ସୂର୍ଯ୍ୟକାନ୍ତ ସେଠୀ,…

କେନ୍ଦୁଝର ଗସ୍ତରେ ଯିବେ ରାଜ୍ୟପାଳ

କେନ୍ଦୁଝର,୫।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶୁକ୍ରବାର କେନ୍ଦୁଝର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ବାହାରି ଯୋଡା ଟିସ୍କୋ ହେଲିପ୍ୟାଡ୍‌ରେ ପହଞ୍ଚିବେ। ସେଠାରୁ ସେ ଯୋଡା ଭ୍ୟୁକୁ ଯାଇ କିଛି ସମୟ ବିଶ୍ରାମ କରିବା…

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପ୍ରସ୍ତୁତି ଶେଷ: ଶୀତୁଆ ସନ୍ଧ୍ୟାରେ ଜମିବ ସାଂସ୍କୃତିକ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୫।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶନିବାର ସନ୍ଧ୍ୟାର ଶୀତ ମହୋତ୍ସବ ଉଦ୍‌ଘାଟିତ ହେବ। ଏନେଇ ଗୁରୁବାର ଅପରାହ୍ନରେ ଶୀତ ମହୋତ୍ସବ କମିଟିର ଚୂଡ଼ାନ୍ତ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କମିଟି ସଭାପତି ତଥା ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଅଧ୍ୟକ୍ଷତା କରଥିଲେ।…

ମହାମାରୀ ପରେ ଭାରତର ଅର୍ଥବ୍ୟବସ୍ଥା ଭଲ ଅଛି: ନଡ୍ଡା

ବେଙ୍ଗାଲୁର,୫।୧: କୋଭିଡ-୧୯ ପରେ ମଧ୍ୟ ଦେଶରେ ଅର୍ଥନୀତି ମଜଭୂତ ହୋଇଛି। କର୍ନାଟକ ଗସ୍ତରେ ଥିବା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ତୁମକୁରରେ ଅନୁଷ୍ଠିତ ଶକ୍ତି କେନ୍ଦ୍ର ପ୍ରମୂଖ ସମ୍ମିଳନୀରେ ଏହା କହିଛନ୍ତି। ସେ କହିଛନ୍ତି, କରୋନା ଏବଂ ରୁଷିଆ-ୟୁକ୍ରେନ୍‌…

କାଞ୍ଝାଓ୍ବାଲା ମାମଲା: ୪ଦିନିଆ ରିମାଣ୍ଡରେ ୫ଅଭିଯୁକ୍ତ

ନୂଆଦିଲ୍ଲୀ,୫।୧: ଦିଲ୍ଲୀ କାଞ୍ଝାଓ୍ବାଲାରେ ହିଟ୍‌ ଆଣ୍ଡ ରନ୍‌ ମାମଲା ଏବେ ଚର୍ଚ୍ଚାରେ ରହିଛି। ଏହି ମାମଲାରେ ଏଭଳି ଅନେକ ପ୍ରଶ୍ନ ରହିଛି ଯାହାର ଉତ୍ତର ଏପର୍ଯ୍ୟନ୍ତ ମିଳିନାହିଁ। ଗୁରୁବାର ଗିରଫ ହୋଇଥିବା ୫ଜଣ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହାପରେ କୋର୍ଟ…

ଶୁକ୍ରବାର ଦିଲ୍ଲୀରେ ଏମ୍‌ସିଡି ମେୟର ନିର୍ବାଚନ: ବ୍ୟବହାର ହେବ ୩ରଙ୍ଗର ବାଲାଟ ପେପର

ନୂଆଦିଲ୍ଲୀ,୫।୧: ଦିଲ୍ଲୀରେ ଏମ୍‌ସିଡି ନିର୍ବାଚନ ପରେ ବର୍ତ୍ତମାନ ମେୟର ନିର୍ବାଚନ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଛି। ଜାନୁଆରୀ ୬ ଅର୍ଥାତ୍‌ ଶୁକ୍ରବାର ଦିଲ୍ଲୀ ଏମ୍‌ସିଡିର ମେୟର ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିସହ ଡେପୁଟି ମେୟର ଓ ଷ୍ଟାଣ୍ଡିଂ କମିଟିର…

ବାଦ୍‌ ପଡ଼ିଲେ ସଞ୍ଜୁ, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୫।୧: ଭାରତ-ଶ୍ରୀଲଙ୍କା ମଧ୍ୟରେ ଜାରି ରହିଥିବା ଟି୨୦ ସିରିଜକୁ ନେଇ ବଡ଼ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ଅନ୍ତିମ ଦୁଇ ମ୍ୟାଚ୍‌ ଲାଗି ଟିମ୍‌ରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଉଇକେଟ କିପର ବ୍ୟାଟ୍ସମ୍ୟାନ ଜିତେଶ ଶର୍ମାଙ୍କୁ ଦଳରେ ସାମିଲ କରାଯାଇଥିବା ବେଳେ ସଞ୍ଜୁ…

ରାଜାମୌଲିଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ଆଓ୍ବାର୍ଡ

ମୁମ୍ବାଇ: ଚଳଚ୍ଚିତ୍ର ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲି ତାଙ୍କ ବ୍ଲକବଷ୍ଟର ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ସହିତ ଗୋଟିଏ ପରେ ଗୋଟିଏ ନୂଆ ସଫଳତା ହାସଲ କରୁଛନ୍ତି। ନିକଟରେ ସେ ନ୍ୟୁୟର୍କ ଫିଲ୍ମ କ୍ରିଟିକ୍ସ ସର୍କଲ-୨୦୨୨ରେ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ପୁରସ୍କୃତ ହୋଇଛନ୍ତି। ନିର୍ଦ୍ଦେଶକ…

ଅରୁଣ ଗୋଭିଲଙ୍କୁ ଭେଟି କାନ୍ଦିବାକୁ ଲାଗିଲେ ଜଗଦ୍‌ଗୁରୁ ରାମଭଦ୍ରାଚାର୍ଯ୍ୟ

ବମ୍ବେ: ଲୋକପ୍ରିୟ ଅଭିନେତା ଅରୁଣ ଗୋଭିଲ ଧାରାବାହିକ ରାମାୟଣରେ ରାମଙ୍କ ଚରିତ୍ରରେ ଜୀବନ୍ତ ଅଭିନୟ କରିଥିଲେ। ଏହାର ଛାପ ଏବେ ବି ଦର୍ଶକଙ୍କ ହୃଦୟରେ ରହିଛି। ଅନେକ ତାଙ୍କର ପୂଜା କରିବା ସହ ପାଦ ଛୁଉଁଥିବା ଦେଖାଯାଇଛି। ଏହି କ୍ରମରେ ଅରୁଣଙ୍କୁ…

ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌

ନୀଳଗିରି,୫ା୧(ସ୍ବ.ପ୍ର.): ସ୍ପଷ୍ଟ ଦିବାଲୋକରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ବରହମପୁର ଥାନା ଅଞ୍ଚଳରେ ପୁଣି କଳା ପଲସର ଆତଙ୍କ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଗୁରୁବାର ୧୯ ନଂ ରାଜ୍ୟ ରାଜପଥ ଶେରଗଡ଼ – ନୀଳଗିରି – କପ୍ତିପଦା ରାସ୍ତା…

୧୧ ବିଦେଶୀ ନାଗରିକଙ୍କଠାରେ ଓମିକ୍ରନର ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ

ନୂଆଦିଲ୍ଲୀ,୫।୧: ଭାରତରେ ବିଦେଶୀ ଯାତ୍ରୀମାନଙ୍କ ସ୍କ୍ରିନିଂ ପରେ ଓମିକ୍ରନର ୧୧ଟି ସବ୍‌-ଭାରିଆଣ୍ଟ ମାମଲା ଚିହ୍ନଟ ହୋଇଛନ୍ତି। ଏକ ସରକାରୀ ସୂତ୍ରରୁ ପ୍ରକାଶ ଯେ, ଭାରତକୁ ଆସିଥିବା ୧୯,୨୨୭ ବିଦେଶୀ ଯାତ୍ରୀଙ୍କର ଟେଷ୍ଟିଂ ଡିସେମ୍ବର୨୪ରୁ ଜାନୁୟାରୀ ୩ ମଧ୍ୟରେ କରାଯାଇଥିଲା। ସେଥିମଧ୍ୟରୁ ୧୨୪ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri