Home Left

ଚହଲଙ୍କୁ ନେଇ ଚିନ୍ତାରେ ଭାରତ

ପୁଣେ,୫ା୧(ପି.ଟି) : ଗୁରୁବାର ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ ପୂର୍ବରୁ ଦଳର ପ୍ରମୁଖ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ଫର୍ମକୁ ନେଇ ଚିନ୍ତାରେ ଭାରତ। ପ୍ରଥମ ଟି୨୦ରେ ପଦାର୍ପଣ କରିଥିବା ଶୁବମାନ ଗିଲ୍‌ଙ୍କ ପାଓ୍ବାର ପ୍ଲେରେ ଧିମା ବ୍ୟାଟିଂ ମଧ୍ୟ ଚିନ୍ତାର…

ଆନ୍ତଃବିଶ୍ୱବିଦ୍ୟାଳୟ ହକି ଚାମ୍ପିୟନଶିପ୍‌ ଆରମ୍ଭ

ଭୁବନେଶ୍ୱର, ୫।୧ : ଚଳିତ ବର୍ଷ ସମଗ୍ର ରାଜ୍ୟରେ ହକିକୁ ନେଇ ଉତ୍ସାହ ଦେଖିବାକୁ ମିଳୁଥିବାବେଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆନ୍ତଃ ବିଶ୍ୱବିଦ୍ୟାଳୟ ହକି ଚାମ୍ପିୟନଶିପ୍‌ ଆରମ୍ଭ ହୋଇଯାଇଛି। ସମଗ୍ର ଓଡିଶାରୁ ୯ଟି ବିଶ୍ୱବିଦ୍ୟାଳୟ ମହିଳା ହକି ଦଳ ମଙ୍ଗଳବାର ରମାଦେବୀ…

ରଣଜୀ ଟ୍ରଫି: ଓଡ଼ିଶା ବୋଲର ନିରାଶ

ଭୁବନେଶ୍ୱର, ୫।୧ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ବୋଲରଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଫଳରେ ନାଗାଲାଣ୍ଡ ଦୃଢ଼ ବ୍ୟାଟିଂ କରି ବଡ଼ ସ୍କୋର ଛିଡ଼ା କରିଛି। ଗ୍ରୁପ୍‌ ‘ଏ’ର ଅପେକ୍ଷାକୃତ ଦୁର୍ବଳ…

ମାଇକ୍ରୋଭେଷ୍ଟଠାରୁ ଭର୍ଥାନାର ନିବେଶ ପ୍ରାପ୍ତି

ନୂଆଦିଲ୍ଲୀ,୫।୧: ସୁଲଭ ଶିକ୍ଷା ଋଣ ନିମନ୍ତେ ବାଙ୍ଗାଲୋରର ଏକ ନନ୍‌ ବ୍ୟାଙ୍କିଙ୍ଗ୍‌ ଫାଇନାନ୍ସିଆଲ୍‌ କମ୍ପାନୀ (ଏନ୍‌ବିଏଫ୍‌ସି) ଆମେରିକାରା ଏକ ବିଶ୍ୱସ୍ତରୀୟ ବିନିଯୋଗ ସଂସ୍ଥା ମାଇକ୍ରୋଭେଷ୍ଟଠାରୁ ୭ ମିଲିୟନ ଡଲାର (ପ୍ରାୟ ୫୬ କୋଟି ଟଙ୍କା) ନିବେଶ ପ୍ରାପ୍ତି କରିଛି। ଏହି ପୁଞ୍ଜି…

‘ଜିଓକୁ ସପୋର୍ଟ କରିବ ମୋଟୋରୋଲା ୫ଜି ଫୋନ୍‌

ନୂଆଦିଲ୍ଲୀ, ୫।୧: ଦେଶର ଅଗ୍ରଣୀ ସ୍ମାର୍ଟଫୋନ୍‌ ନିର୍ମାତା ମୋଟୋରୋଲା ତାର ନୂତନ ୫ଜି ସ୍ବାର୍ଟଫୋନ୍‌ ବଜାରରେ ପ୍ରବେଶ କରିଛି। ଏଥିରେ ଜିଓର ଟ୍ରୁ ୫ଜି ଷ୍ଟାଣ୍ଡ୍‌ ଏଲୋନ୍‌ ନେଟ୍‌ଓ୍ବାର୍କକୁ ସପୋର୍ଟ କରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ମୋଟୋରୋଲା ଏଜ୍‌…

୨.୫୦ ଲକ୍ଷ ୟୁନିଟ୍‌ ଯାନ ବିକିଲା ଏଚ୍‌ଏମ୍‌ଏସ୍‌ଆଇଏଲ୍‌

ନୂଆଦିଲ୍ଲୀ,୫।୧: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ଏମ୍‌ଏସ୍‌ଆଇଏଲ) ପକ୍ଷରୁ ଡିସେମ୍ବର ମାସର ଗାଡ଼ି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅବଧିରେ କମ୍ପାନୀ ୨୫୦,୧୭୧ ୟୁନିଟ୍‌ ଯାନ ବିକ୍ରି କରିବାକୁ ସକ୍ଷମ ହୋଇଛି। ଉଲ୍ଲେଖଯୋଗ୍ୟ, ଦେଶର…

ଜାନୁୟାରୀ ୭ରୁ ‘ଡିଓଡି ଜୀ-ସାର୍ଥକ ସଂସାର ଡ୍ୟାନ୍ସ ଲିଗ୍‌’

ଭୁବନେଶ୍ୱର,୫।୧: ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ଜାନୁୟାରୀ ୭ରୁ ଆରମ୍ଭ ହେବାକୁ ଯାଉଛି ‘ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ (ଡିଓଡି), ଜୀ-ସାର୍ଥକ ସଂସାର ଡ୍ୟାନ୍ସ ଲିଗ୍‌’। ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ମେଗା ଧାରାବାହିକଗୁଡ଼ିକର ଅଭିନେତ୍ରୀମାନେ ଏଥିରେ ପ୍ରତିଯୋଗୀ ଭାବରେ ଭାଗ ନେବେ। ଏପରିକି…

ବି.ଲାଇଭ୍‌ର ଏକ୍ସକ୍ଲୁସିଭ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୫।୧: ମଲ୍‌ଟି ବ୍ରାଣ୍ଡ୍‌ ବୈଦ୍ୟୁତିକ ଯାନ (ଇଭି) ପ୍ଲାଟ୍‌ଫର୍ମ ବି.ଲାଇଭ୍‌ର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଏପରିକି ରାଉରକେଲା ସହରରେ ବ୍ରାଣ୍ଡ୍‌ର ପ୍ରଥମ ମଲ୍‌ଟିବ୍ରାଣ୍ଡ୍‌ ଷ୍ଟୋର ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ରାଉରକେଲା ବିଧାୟକ…

ଗୁଜରାଟ ଏଏପିରେ ପରିବର୍ତ୍ତନ

ଅହମ୍ମଦାବାଦ,୫।୧: ଗୁଜରାଟ ବିଧାନସଭା ନିର୍ବାଚନ ପରାଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟରେ ଏକ ବଡ ପରିବର୍ତ୍ତନ କରିଛି। ଏଏପିର ରାଜ୍ୟ ସଭାପତି ଗୋପାଳ ଇଟାଲିୟାଙ୍କୁ ଜାତୀୟ ଯୁଗ୍ମ ସଚିବ ଏବଂ ମହାରାଷ୍ଟ୍ରରେ ଏଏପିର ସହ-ପ୍ରଭାରୀ କରାଯାଇଛି। ଗୁଜରାଟ ବିଧାନସଭା ନିର୍ବାଚନରେ…

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ, ୫।୧: ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ସୁବିଧା ଯୋଗାଇ ଦେବା ଲାଗି କେନ୍ଦ୍ର ନିଷ୍ପତ୍ତି ନେଇଛି। ଦେଶର ଯେ କୌଣସି ସ୍ଥାନକୁ ଯାତ୍ରା କରିବାବେଳେ ବୋଷଙ୍କ ସୁରକ୍ଷାରେ ୨୫ରୁ ୩୦ ଆର୍ମଡ୍‌ ଫୋର୍ସ ତାଙ୍କ…

ଏମ୍‌ପି ସରକାରଙ୍କ ବିରୋଧରେ ୧୦ ହଜାର କୋଟିର ମାମଲା

ଇନ୍ଦୋର,୫।୧: ମଧ୍ୟପ୍ରଦେଶର ପଟଲମ୍‌ ଅଞ୍ଚଳର ଜଣେ ଆଦିବାସୀଙ୍କୁ ମିଛ ଅଭିଯୋଗରେ ୬୬୬ ଦିନ ଜେଲରେ ରଖାଯାଇଥିଲା। ଗତବର୍ଷ ଅକ୍ଟୋବରରେ ତାଙ୍କୁ ଗଣବଳାତ୍କାର ମାମଲାରେ ଦୋଷମୁକ୍ତ କରାଯାଇଥିଲା। ଏହି ବ୍ୟକ୍ତି ଜଣକ ବିନା ଦୋଷରେ ଜେଲ ଯାଇଥିବାରୁ ମଧ୍ୟପ୍ରଦେଶ ସରକାର ତାଙ୍କୁ ୧୦,୦୦୬…

ଗୁଜରାଟରେ ବିକ୍ଷୋଭ ଅପରାଧ

ନୂଆଦିଲ୍ଲୀ,୫ା୧: ଫୌଜଦାରି ଦଣ୍ଡ ସଂହିତା (ସିଆର୍‌ପିସି)ର ଧାରା ୧୪୪ ଜାରି ହୋଇଥିବା ସ୍ଥାନରେ କୌଣସି ପ୍ରକାର ବିକ୍ଷୋଭ ପ୍ରଦର୍ଶନ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ପୋଲିସ ଆପରାଧିକ କାର୍ଯ୍ୟାନୁଷ୍ଠାନ ନେଇପାରିବ। ଭାଜପା ଶାସିତ ଗୁଜରାଟ ବିଧାନସଭାରେ ୨୦୨୨ ମାର୍ଚ୍ଚରେ ଗୃହୀତ ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri