Home Left

ରାଜସୁନାଖଳାରେ ଟ୍ରେଣ୍ଡ୍‌ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୩।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନିକଟରେ ନୟାଗଡ଼ ଜିଲା ରାଜସୁନାଖଳାଠାରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ଷ୍ଟୋର) ର ଶୁଭାରମ୍ଭ କରାଯାଇଛି। ୬୪୦୦ ବର୍ଗଫୁଟ…

ମହାରାଷ୍ଟ୍ରରେ ଭୂକମ୍ପ ଝଟକା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରର ନାସିକ ଅଞ୍ଚଳରେ ବୁଧବାର ସକାଳ ୪.୪ ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରେକର୍ଡ କରାଯାଇଛି। ଭୂକମ୍ପର ଗଭୀରତା ଭୂମିଠାରୁ ୫ କିମି ତଳେ ଥିଲା। ଭୂକମ୍ପ ଯୋଗୁ କୌଣସିି କ୍ଷୟକ୍ଷତି ଘଟି…

ଶେୟାର ବଜାରରେ ଉତ୍ସାହ

ନୂଆଦିଲ୍ଲୀ,୨୩।୧୧: ଭାରତୀୟ ଶେୟାର ବଜାରର ଫଳାଫଳ କ୍ରମାଗତ ଭାବେ ଉପର ତଳ ହେଉଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ନିବେଶକଙ୍କ ମନରେ ଉତ୍ସାହ ଭରିଦେଇଛି। କାରଣ ବିଗତ ୩ଟି କାର୍ଯ୍ୟଦିବସ କାରବାର ଫଳାଫଳ ଆଶା ଓ ଆଶଙ୍କା…

କୁଟିଆ କନ୍ଧଙ୍କ ବିକାଶ ନାଁରେ ହରିଲୁଟ

ଫୁଲବାଣୀ ଅଫିସ, ୨୩।୧୧: କନ୍ଧମାଳ ଜିଲାରେ ଆଦିମ ଜନଜାତି (ପିଭିଟିଜି) କୁଟିଆ କନ୍ଧଙ୍କ ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ବିକାଶ ନାମରେ ଏଠି ସବୁ ଅର୍ଥ ହରିଲୁଟ କରାଯାଉଛି ା କୁଟିଆ କନ୍ଧଙ୍କ ବିକାଶ…

ଖସୁଛି ପେଟିଏମ୍‌ର ଶେୟାର ମୂଲ୍ୟ

ନୂଆଦିଲ୍ଲୀ,୨୩।୧୧: ଦେଶର ପ୍ରମୁଖ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ପ୍ଲାଟ୍‌ଫର୍ମ ‘ପେଟିଏମ୍‌’ର ଶେୟାର କ୍ରମାଗତ ଭାବେ ହ୍ରାସ ପାଇ ଚାଲିଛି। ଫଳରେ ଗତ କିଛି ଦିନ ମଧ୍ୟରେ ପେଟିଏମ୍‌ର ପ୍ୟାରେଣ୍ଟ କମ୍ପାନୀ ୱାନ୍‌୯୭ କମ୍ୟୁନିକେଶନର ଶେୟାର ପ୍ରାୟ ସର୍ବନିମ୍ନସ୍ତରରେ ପହଞ୍ଚତ୍ଛି। ଏପରିକି ମଙ୍ଗଳବାର ଭାରତୀୟ…

ବାହୁଦା ମୁହାଣରେ ହେଉ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର

ବ୍ରହ୍ମପୁର ଅଫିସ,୨୩।୧୧: ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମତ୍ସ୍ୟଜୀବୀ ବହୁଳ ପାତି ସୁନାପୁର ଉପକୂଳ ବାହୁଦା ମୁହାଣରେ ନଦୀଭିତ୍ତିକ କ୍ଷୁଦ୍ର ବନ୍ଦର ନିର୍ମାଣ ପାଇଁ କଂଗ୍ରେସ ଶ୍ରମିକ ସଂଗଠନ ଆଇଏନ୍‌ଟିୟୁସି ଦାବି କରିଛି। ଗତ ୧୮ ତାରିଖରେ ଅନୁଷ୍ଠିତ ରାଜ୍ୟ…

ଜାନୁୟାରୀ ୧୯ରୁ ଯୋଡ଼ା ମହୋତ୍ସବ

ଯୋଡ଼ା,୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ, ପୂର୍ବତନ ଏମ୍‌ପି ଧନୁର୍ଜୟ ସିଂ ଲାଗୁରି ଓ ସହରର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହଯୋଗରେ ୨୦୧୮ରେ ପ୍ରଥମ କରି ଯୋଡ଼ା ମହୋତ୍ସବ ଆରମ୍ଭ ହୋଇଥିଲା। ଦୁଇ ବର୍ଷ ହେଲା…

ବନ କର୍ମଚାରୀ ନାକେଦମ୍‌

ପାଟଣା,୨୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ପୁଣି ଗତ ଶୁକ୍ରବାର ରାତିରେ ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜରୁ ଆସି ଉତ୍ପାତ ଚଳାଇଛନ୍ତି। ପାଟଣା ରେଞ୍ଜ ବନବୀର, ଖଡିବେଡ଼ା, କୁଦାବେଡା, ରେଙ୍ଗାଳବେଡା, କୁଣ୍ଡଳା, ଏରଣ୍ଡେଇ, ବେଗେନାଖମଣ, ପାଟନାଳୀ,…

କ୍ଲାଇମେଟ ଚେଞ୍ଜ: ଦି ପାଓ୍ବାର ଅଫ୍‌ ୟୁଥ୍‌

ଧରିତ୍ରୀ ପକ୍ଷରୁ ଆସନ୍ତା ୨୪ ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ(ୟୁଥ୍‌ କନ୍‌କ୍ଲେଭ) ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଓ୍ବାର ଅଫ୍‌ ୟୁଥ୍‌’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀରେ ରାଜ୍ୟର ପ୍ରତିଷ୍ଠିତ ଉଚ୍ଚ ଶିକ୍ଷାନୁଷ୍ଠାନର ବହୁ ଯୁବ ବକ୍ତା…

ଚଳନ୍ତା ବାଇକ୍‌ରେ ନିଆଁ

ଚମ୍ପୁଆ, ୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନୂଆଗାଁଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଆରୋହୀ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୟୂରଭଞ୍ଜ ଜିଲା ରରୁଆଁ ଅଞ୍ଚଳର ଶ୍ରବଣ କୁମାର ମହାନ୍ତି ଚମ୍ପୁଆ…

ଫିଫା ଓ୍ବାଲର୍‌ଡକପ୍‌ରେ ଜାକିର ନାଏକ

ନୂଆଦିଲ୍ଲୀ/ପଣଜୀ,୨୩।୧୧: ବିବାଦୀୟ ଇସ୍‌ଲାମୀୟ ବିଦ୍ୱାନ ଜାକିର ନାଏକଙ୍କୁ ଫିଫା ଓ୍ବାଲର୍‌ଡକପ୍‌କୁ ବକ୍ତୃତା ଦେବା ପାଇଁ କାତାର ପକ୍ଷରୁ ନିମନ୍ତ୍ରଣ କରାଯିବା ଉପରେ ଭାରତରେ ଉଦ୍‌ବେଗ ପ୍ରକାଶ ପାଇଛି। ଇଣ୍ଡିଆନ୍‌ ଫୁଟ୍‌ବଲ୍‌ ଆସୋସିଏଶନ୍‌ ଏବଂ ଖେଳ ଦେଖିବାକୁ ଯାଉଥିବା ଭାରତୀୟମାନେ ବିଶ୍ୱକପ୍‌କୁ ବର୍ଜନ…

୧୦୦ ବିଲିୟନ ଡଲାର ହରାଇଲେଣି ମସ୍କ

ନୂଆଦିଲ୍ଲୀ,୨୩।୧୧(ପି.ଟି.): ଟେସ୍‌ଲା ସହପ୍ରତିଷ୍ଠାତା ଏଲନ୍‌ ମସ୍କ ଚଳିତ ବର୍ଷ ୧୦୦.୫ ବିଲିୟନ ଡଲାର ହରାଇଲେଣି। ତଥାପି ସେ ଏବେ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ। ବ୍ଲୁମ୍‌ବର୍ଗ ବିଲିୟନେୟାର୍ସ ସୂଚକାଙ୍କ ଅନୁଯାୟୀ ତାଙ୍କ ମୋଟ ସମ୍ପତ୍ତି ପରିମାଣ ୧୬୯.୮ ବିଲିୟନ ଡଲାର। ବର୍ଷେରୁ ଉର୍ଦ୍ଧ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri