Home Left

ସର୍ଜନାରେ ପ୍ରବୀଣା

ଓଡ଼ିଆ ଭାଷା ଓ ସାହିତ୍ୟ ଜଗତରେ ଜଣେ ସୁପରିଚିତ ବ୍ୟକ୍ତିତ୍ୱ ପ୍ରବୀଣା ମହାନ୍ତି, ଯିଏ କୁହନ୍ତି ଜନଜୀବନର କଥା; ଯାହାଙ୍କ ଲେଖନୀରୁ ଝରିଆସେ ଅନୁଭବ ଓ ଅନୁଭୂତିର ଜୀବନ୍ତ କାହାଣୀ। ତାଙ୍କ ସର୍ଜନାର କ୍ଷେତ୍ର ଅତ୍ୟନ୍ତ ବ୍ୟାପକ ଓ ବିବିଧବର୍ଣ୍ଣା। ଗଳ୍ପ,…

ପୁରୀରେ ପହଞ୍ଚତ୍ଲା ତୃତୀୟ ପର୍ଯ୍ୟାୟ ରଥ କାଠ

ପୁରୀ ଅଫିସ,୯।୪: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପୂର୍ବରୁ ନୟାଗଡ଼ ବନଖଣ୍ଡରୁ ପ୍ରଥମ ପର୍ଯ୍ୟାୟରେ ୧୦୪ ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୪ଗୋଟି କାଠ ପୁରୀ ପହଞ୍ଚତ୍ଥଲା। ତେବେ ଶନିବାର ବୌଦ୍ଧ ବନଖଣ୍ଡରୁ…

ଦଣ୍ଡପର୍ବ

ଚୈତ୍ରମାସ ଆରମ୍ଭରେ ଓଡ଼ିଶାର ପୁରପଲ୍ଲୀରେ ପାରମ୍ପରିକ ରୀତିନୀତିରେ ପାଳନ ହୋଇଥାଏ ଦଣ୍ଡପର୍ବ । ଏହି ପର୍ବରେ ଭଗତାମାନେ ନିଷ୍ଠାର ସହିତ ମଙ୍ଗଳମୟ ଶିବଙ୍କୁ ଆରାଧନା କରିଥାନ୍ତି। ଦଣ୍ଡନୃତ୍ୟରେ ପୌରାଣିକ, କିମ୍ବଦନ୍ତୀ ଓ ଲୋକକଥାକୁ ନେଇ ସାମାଜିକ ଚଳଣିରେ ସଂସ୍କାର, ଭାଇଚାରା ସୁଦୃଢ…

ନମ୍ବର ପ୍ଲେଟରେ ଚୁଇଂଗମ୍‌ ମାରି ବୁଲୁଛନ୍ତି ଅମାନିଆ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆଇନ ଯେତେ କଡ଼ାକଡ଼ି କରାଯାଉଛି, ଅମାନିଆ ସେତିକି ନୂଆ ନୀତି ଆପଣାଉଥିବା ଦେଖିବାକୁ ମିଳୁଛି। ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସାବାଡ କରିବାକୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ(ଏଚ୍‌ଏସ୍‌ଆର୍‌ପି)କୁ ବାଧ୍ୟତାମୂଳକ କରାଯାଇଛି। ଫଳରେ କେହି ନିୟମ ଉଲ୍ଲଂଘନ କଲେ ସିସିଟିଭିରେ ଗାଡ଼ି…

ହଟୁନି ଅଳିଆ, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୯।୪: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଶୀର୍ଷ ସ୍ଥାନ ହାସଲ ଲାଗି ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ସ୍ବଚ୍ଛ ଭାରତ ସୁସ୍ଥ ଭାରତ ଅଭିଯାନ ଆରମ୍ଭ ହୋଇଥିଲା। ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ସ୍ବଚ୍ଛତାର ପୋଷ୍ଟର, ଓ୍ବାଲ୍‌ ପେଣ୍ଟିଂ କରାଯାଇଛି। ରାସ୍ତାରେ…

ଟ୍ରକ୍‌ ତଳେ ପଶିଗଲା କାର୍‌

ଭଦ୍ରକ ଅଫିସ,୯।୪: ଭଦ୍ରକ ୧୬ ନଂ. ଜାତୀୟ ରାଜପଥ ରାଣୀତାଲ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ୪ ଗୁରୁତରଙ୍କୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଝାରଖଣ୍ଡ ନମ୍ବର ବିଶିଷ୍ଟ ଦୁଇଟି କାର ବାଲେଶ୍ୱର ଆଡ଼କୁ ଯାଉଥିବା…

ଆତଙ୍କ ଖେଳାଇଲେ ଝାଡ଼ଖଣ୍ଡୀ ହାତୀ

ରାଇବଣିଆ/ଜଳେଶ୍ୱର,୯।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ୍‌ ଶ୍ୟାମନଗର ପଞ୍ଚାୟତରେ ଶୁକ୍ରବାର ରାତିରେ ପଶ୍ଚିମବଙ୍ଗ ସୀମା ପଟୁ ୩୦ରୁ ଊଦ୍ଧର୍‌ବ ଝାଡ଼ଖଣ୍ଡୀ ହାତୀ ପଶି ପାଖପାଖି ୧୦୦ ଏକରରୁ ଊଦ୍ଧର୍‌ବ ଧାନ ଚାଷ ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି। ରାଇବଣିଆ ଫରେଷ୍ଟ ରେଞ୍ଜ…

ଖଜରାର ଉପକାରିତା

ଭିଟାମିନ୍‌, ଆଇରନ୍‌, ପୋଟାସିୟମ୍‌, କ୍ୟାଲ୍‌ସିୟମ୍‌ ପରି ଅନେକ ଗୁଣକାରୀ ତତ୍ତ୍ୱରେ ଭରା ଖଜରାକୁ ଖାଇଲେ ଶରୀରକୁ ଇନ୍‌ଷ୍ଟାଣ୍ଟ ଏନର୍ଜି ମିଳିଥାଏ। ଖରା, ବର୍ଷା ହେଉ ଅବା ଶୀତ ସବୁ ଋତୁରେ ଏହାକୁ ଆରାମରେ ଖାଇହୁଏ। ତେବେ ଖାଦ୍ୟ ଖାଇସାରିବା ପରେ ନ…

ସୁଖସମୃଦ୍ଧି ଆଣିବ ଫୁଲ

ଫୁଲ କେବଳ ଗଛର ସୌନ୍ଦର୍ଯ୍ୟ ବଢାଏ ତାହା ନୁହେଁ, ବାସ୍ତୁଦୋଷ ଦୂର କରି ଘରକୁ ସୁଖସମୃଦ୍ଧି ଆଣିବାରେ ବି ଅନେକ ସାହାଯ୍ୟ କରିଥାଏ। ତେବେ କେଉଁ ଫୁଲ କି ଶୁଭଫଳ ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ… * ବାସ୍ତୁଶାସ୍ତ୍ର ଅନୁସାରେ, ଘର…

‘ମଣିଷ ସତ୍ୟର ସନ୍ଧାନୀ ହେଉ’

କଟକ ଅଫିସ,୯।୪: ଭଗବାନଙ୍କ ସୃଷ୍ଟିରେ ମନୁଷ୍ୟକୁ ଅମୃତମୟ ଦୃଷ୍ଟିରେ ଦେଖିବା, ମଧୁର ବାଣୀ ବିତରଣ କରିବା ଏକାନ୍ତ ଆବଶ୍ୟକ। ନିଜ ସୁଖସ୍ବାଚ୍ଛନ୍ଦ୍ୟ ସହିତ ଅନ୍ୟର ସୁଖଦୁଃଖରେ ଭାଗିଦାର ହେବା ଉଚିତ୍‌। ଏଥିସହ ମଣିଷ ସତ୍ୟର ସନ୍ଧାନୀ ହେବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ…

ନିଆରା ଗାଁର କଥା

ଯେଉଁ ଗାଁର ଅଛି ନିଜର ସୂର୍ଯ୍ୟ: ଭିଗାନେଲା, ଇଟାଲିର ଏକ ଛୋଟିଆ ଗାଁ। ଯାହାକି ଦୁଇ ସୁଉଚ୍ଚ ପାହାଡ ମଧ୍ୟସ୍ଥ ନିମ୍ନଭାଗରେ ଅବସ୍ଥିତ। ଏହି ଗାଁଟି ଏତେ ନିମ୍ନ ଭାଗରେ ଅଛି ଯେ, ଏହା ଚାରିପଟେ ଥିବା ସୁଉଚ୍ଚ ପାହାଡର ଛାଇ…

ସପ୍ତାହକରେ ୬୧ ଲକ୍ଷ ଜରିମାନା

ଅନୁଗୋଳ ଅଫିସ, ୯ା୪: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏପ୍ରିଲ୍‌ ପ୍ରଥମ ସପ୍ତାହକୁ ଶୂନ୍ୟ ଦୁର୍ଘଟଣା ମୃତ୍ୟୁ ସପ୍ତାହ ଭାବେ ପାଳନ କରିବା ପାଇଁ ଅନୁଗୋଳ ଜିଲାରେ ଗାଡ଼ି ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା। ଏପ୍ରିଲ ୧ରୁ ୭ ତାରିଖ ଯାଏ ଅନୁଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?