Home Left

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଅଯୋଧ୍ୟା ଗସ୍ତକୁ ସଞ୍ଜୟ ରାଉତ କହିଲେ ‘ସ୍ପନସର୍ଡ’

ମୁମ୍ବାଇ,୯।୪: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ରବିବାର ଉତ୍ତର ପ୍ରଦେଶରେ ପହଞ୍ଚିଛନ୍ତି। ଉଭୟ ନେତା ସେଠାରେ ଥିବା ଅଯୋଧ୍ୟା ଗସ୍ତ କରିବେ। ଅଯୋଧ୍ୟା ଯିବା ପୂର୍ବରୁ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ସିନ୍ଦେ କହିଛନ୍ତି, ମୁଁ ଅଯୋଧ୍ୟା ଯାଉଛି,…

ବୃଦ୍ଧଙ୍କୁ ଟେକି କଚାଡ଼ିଦେଲା ହାତୀ, ଡାକ୍ତରଖାନାରେ ଭର୍ତ୍ତି

କଣ୍ଟାମାଳ,୯ା୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଖଲିଆପାଲି ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇ ରବିବାର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ହାତୀ ଆକ୍ରମଣର ଶିକାର ହୋଇଥିବା ବୃଦ୍ଧ ଜଣକ ହେଲେ ୬୫ ବର୍ଷୀୟ ସମାରୁ ସାହୁ ।…

ଛୋଟପିଲାର ସ୍ବପ୍ନ ପୂରଣ ହେଲା

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌, ଟଲିଉଡ୍‌ ଷ୍ଟାର ଦଗ୍ଗୁବତି ଭେଙ୍କଟେଶ ଏବଂ ସାଉଥ୍‌ ସୁପରଷ୍ଟାର ରାମ ଚରଣଙ୍କ ବଲିଉଡ୍‌ ମୁଭି ‘କିସି କି ଭାଇ କିସି କି ଜାନ୍‌’ର ଗୀତ ୟେତମ୍ମା ରିଲିଜ୍‌ ପରେ ପରଦାକୁ ଆସିଛି। ଏହି ଗୀତ…

୧୨ ବର୍ଷୀୟ ମିନି ହଲ୍କ

ବ୍ରାସିଲିଆ: ଅନେକ ବଡିବିଲ୍ଡର ଅଛନ୍ତି, ଯେଉଁମାନେ କି ବହୁ ସମୟ ଜିମ୍‌ରେ ଅତିବାହିତ କରନ୍ତି। ସେମାନଙ୍କୁ ବଡି କରିବାକୁ କିଛି ବର୍ଷ ସମୟ ଲାଗିଥାଏ। ହେଲେ ଜଣେ ବାଳକ ୧୨ ବର୍ଷ ବୟସରେ ବଡି ତିଆରିକରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଏଥିପାଇଁ…

ଦେହରେ କିରୋସିନ ଢାଳି ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା

ବାଲେଶ୍ୱର ଅଫିସ/ସିମୁଳିଆ,୯ା୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମାର୍କୋଣା ଛକର କବିତା ପତ୍ରୀ(୫୦) ନାମକ ଜଣେ ମହିଳା ରବିବାର ଦେହରେ କିରୋସିନ ଢାଳି ଆତ୍ମହତ୍ୟା କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସିମୁଳିଆ ଓ ପରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ…

ଇଟାଲୀ ଆକାଶରେ ଏଲ୍‌ଭିସ୍‌

ରୋମ୍‌: କେନ୍ଦ୍ରୀୟ ଇଟାଲୀର ମଧ୍ୟ ଆକାଶରେ ଏକ ଲାଲ୍‌ ରଙ୍ଗର ବୃତ୍ତ(ଏଲ୍‌ଭିସ୍‌) ଦେଖିବାକୁ ମିଳିଛି। ଗତ ୨୭ ମାର୍ଚ୍ଚର ଏହି ଦୃଶ୍ୟ ଲୋକଙ୍କୁ ବେଶ୍‌ ଆଶ୍ଚର୍ଯ୍ୟ କରିଛି, ଯାହା ଏକ ବୈଜ୍ଞାନିକ କଳ୍ପନାଭିତ୍ତିକ ଚିତ୍ର ପରି ଦୃଶ୍ୟମାନ ହେଉଥିଲା। ଏକ ପର୍ବତର…

ପ୍ରକଳ୍ପ ଥାଇ ଚୁଆ ଭରସା

ଢେଙ୍କାନାଳ ଅଫିସ,୯।୪: ପ୍ରକଳ୍ପ ଅଛି। ହେଲେ ପାଣି ଆସୁନାହିଁ। ଫଳରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସମୟରେ ଚୁଆକୁ ଭରସା କରି ଦିନ କାଟୁଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥେକା ପଞ୍ଚାୟତ ନୂଆପଡ଼ା ଗ୍ରାମବାସୀ। ଅଚଳ ମୋଟର ସଜଡ଼ାଯାଉ ନ ଥିବାରୁ…

କଙ୍ଗୋରେ ଆତଙ୍କବାଦୀ ଆକ୍ରମଣ, ୨୦ ମୃତ

କିଂଶାସା,୯।୪: ମଧ୍ୟ ଆଫ୍ରିକା ଦେଶ କଙ୍ଗୋ ଲୋକତାନ୍ତ୍ରିକ ଗଣରାଜ୍ୟର ପୂର୍ବ ଭାଗରେ ଗୋଟିଏ ଗାଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଇସଲାମିକ ଷ୍ଟେଟ ଏଥିପାଇଁ ନିଜକୁ ଦାୟୀ କରିଛି। ମିଡିଆ ରିପୋର୍ଟ…

ଗାଁ ମୁହାଁ ହାତୀପଲ, ନଷ୍ଟକଲେ ଏକର ଏକର ଡାଳୁଅ ଧାନଚାଷ

ମାଧପୁର,୯ା୪(ଡି.ଏନ୍‌.ଏ.): ଆଠମଲ୍ଲିକ ବନଖଣ୍ଡ ଅଧୀନ ମାଧପୁର ବନାଞ୍ଚଳ ଅନ୍ତର୍ଗତ ମାଧପୁର ପଞ୍ଚାୟତର ତିତିରିକଟା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ୧୨ଟି ଜଙ୍ଗଲୀ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ହାତୀପଲ ଅମଳ ମୁହାଁ ଚାଷଜମି ଭିତରକୁ ଧସେଇ ପଶି ମାଡ଼ି ଦଳି ନଷ୍ଟ…

ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଓଏମ୍‌ସି ୨୫.୩୧ ନିୟୁତ ଟନ୍‌ ଉତ୍ପାଦନ କରିଥିଲା। ଉଲ୍ଲେଖଯୋଗ୍ୟ,…

ଗାଡ଼ି ଧକ୍କାରେ ଜଣଙ୍କର ଜୀବନ ଗଲା

ରେଢ଼ାଖୋଲ,୯ା୪(ଡି.ଏନ୍‌.ଏ.): ରେଢ଼ାଖୋଲ ବୌଦ୍ଧ ରାସ୍ତାର କଦଳୀଗଡ଼ ଠାରେ ରବିବାର ଏକ ଟାଟା ଏସି ଅଟୋ ଧକ୍କାରେ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଜଣଙ୍କ ହେଲେ କଦଳୀଗଡ଼ର ହାଡୁ ନାଏକ (୪୧)। ସୂଚନାନୁଯାୟୀ, ଆଜି ଭୋର୍‌ରୁ ହାଡୁ ମହୁଲ ସଂଗ୍ରହ ପାଇଁ ରାସ୍ତାରେ…

ଢେଙ୍କାନାଳରେ ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା

ଭୁବନେଶ୍ୱର,୯।୪: ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌ର ପ୍ରମୁଖ ଟିଏମ୍‌ଟି ବାର୍‌ ଓ ସମନ୍ବିତ ଇସ୍ପାତ ଉପତ୍ାଦ ନିର୍ମାତା ରୁଙ୍ଗ୍‌ଟା ଷ୍ଟିଲ୍‌ର ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓଡ଼ିଶାର ଢେଙ୍କାନାଳସ୍ଥିତ କମ୍ପାନୀର ନୂତନ କାରଖାନା କାର୍ଯ୍ୟକ୍ଷମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?