Home Left

ପ୍ରକଳ୍ପ ଥାଇ ଚୁଆ ଭରସା

ଢେଙ୍କାନାଳ ଅଫିସ,୯।୪: ପ୍ରକଳ୍ପ ଅଛି। ହେଲେ ପାଣି ଆସୁନାହିଁ। ଫଳରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସମୟରେ ଚୁଆକୁ ଭରସା କରି ଦିନ କାଟୁଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥେକା ପଞ୍ଚାୟତ ନୂଆପଡ଼ା ଗ୍ରାମବାସୀ। ଅଚଳ ମୋଟର ସଜଡ଼ାଯାଉ ନ ଥିବାରୁ…

କଙ୍ଗୋରେ ଆତଙ୍କବାଦୀ ଆକ୍ରମଣ, ୨୦ ମୃତ

କିଂଶାସା,୯।୪: ମଧ୍ୟ ଆଫ୍ରିକା ଦେଶ କଙ୍ଗୋ ଲୋକତାନ୍ତ୍ରିକ ଗଣରାଜ୍ୟର ପୂର୍ବ ଭାଗରେ ଗୋଟିଏ ଗାଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଇସଲାମିକ ଷ୍ଟେଟ ଏଥିପାଇଁ ନିଜକୁ ଦାୟୀ କରିଛି। ମିଡିଆ ରିପୋର୍ଟ…

ଗାଁ ମୁହାଁ ହାତୀପଲ, ନଷ୍ଟକଲେ ଏକର ଏକର ଡାଳୁଅ ଧାନଚାଷ

ମାଧପୁର,୯ା୪(ଡି.ଏନ୍‌.ଏ.): ଆଠମଲ୍ଲିକ ବନଖଣ୍ଡ ଅଧୀନ ମାଧପୁର ବନାଞ୍ଚଳ ଅନ୍ତର୍ଗତ ମାଧପୁର ପଞ୍ଚାୟତର ତିତିରିକଟା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ୧୨ଟି ଜଙ୍ଗଲୀ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ହାତୀପଲ ଅମଳ ମୁହାଁ ଚାଷଜମି ଭିତରକୁ ଧସେଇ ପଶି ମାଡ଼ି ଦଳି ନଷ୍ଟ…

ଲୁହାପଥର ଉତ୍ପାଦନରେ ଓଏମ୍‌ସିର ସଫଳତା

ଭୁବନେଶ୍ୱର,୯।୪: ଓଡ଼ିଶା ଖଣି ନିଗମ(ଓଏମ୍‌ସି)ର ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷରେ ଓଏମ୍‌ସି ୨୯.୭ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିଛି। ୨୦୨୧-୨୨ ଆର୍ଥିକ ବର୍ଷରେ ଓଏମ୍‌ସି ୨୫.୩୧ ନିୟୁତ ଟନ୍‌ ଉତ୍ପାଦନ କରିଥିଲା। ଉଲ୍ଲେଖଯୋଗ୍ୟ,…

ଗାଡ଼ି ଧକ୍କାରେ ଜଣଙ୍କର ଜୀବନ ଗଲା

ରେଢ଼ାଖୋଲ,୯ା୪(ଡି.ଏନ୍‌.ଏ.): ରେଢ଼ାଖୋଲ ବୌଦ୍ଧ ରାସ୍ତାର କଦଳୀଗଡ଼ ଠାରେ ରବିବାର ଏକ ଟାଟା ଏସି ଅଟୋ ଧକ୍କାରେ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଜଣଙ୍କ ହେଲେ କଦଳୀଗଡ଼ର ହାଡୁ ନାଏକ (୪୧)। ସୂଚନାନୁଯାୟୀ, ଆଜି ଭୋର୍‌ରୁ ହାଡୁ ମହୁଲ ସଂଗ୍ରହ ପାଇଁ ରାସ୍ତାରେ…

ଢେଙ୍କାନାଳରେ ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା

ଭୁବନେଶ୍ୱର,୯।୪: ରୁଙ୍ଗ୍‌ଟା ମାଇନ୍ସ ଲିମିଟେଡ୍‌ର ପ୍ରମୁଖ ଟିଏମ୍‌ଟି ବାର୍‌ ଓ ସମନ୍ବିତ ଇସ୍ପାତ ଉପତ୍ାଦ ନିର୍ମାତା ରୁଙ୍ଗ୍‌ଟା ଷ୍ଟିଲ୍‌ର ନ୍ୟୁ ଟିଏମ୍‌ଟି ଷ୍ଟିଲ୍‌ ବାର୍‌ କାରଖାନା ସ୍ଥାପନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓଡ଼ିଶାର ଢେଙ୍କାନାଳସ୍ଥିତ କମ୍ପାନୀର ନୂତନ କାରଖାନା କାର୍ଯ୍ୟକ୍ଷମ…

ପିଏମ୍‌ଏମ୍‌ଓ୍ବାଇରେ ୨୩.୨ ଲକ୍ଷ କୋଟି ମଞ୍ଜୁର

ନୂଆଦିଲ୍ଲୀ,୯।୪: ଗତ ୮ ବର୍ଷ ମଧ୍ୟରେ ଦେଶର ଲକ୍ଷାଧିକ କ୍ଷୁଦ୍ର ଓ ମଧ୍ୟମ ବର୍ଗର ଉଦ୍ୟୋଗୀମାନେ ଉନ୍ନତି କରିଥିବା ବେଳେ ଦେଶର ଅର୍ଥନୀତିରେ ମଧ୍ୟ ପ୍ରମୁଖ ଯୋଗଦାନ ହାସଲ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମତପ୍ରକାଶ କରିଛନ୍ତି। ବିଶେଷକରି ଉକ୍ତ ଯୋଜନାର…

କନଷ୍ଟେବଳଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ୱର ଅଫିସ,୯ା୪: ପାରିବାରିକ ଗଣ୍ତଗୋଳ ସମାଧାନ କରିବାକୁ ଯାଇ ପୋଲିସକୁ ନିର୍ଘାତ ପ୍ରହାର କରିବାରୁ ମୁଣ୍ଡ ଫାଟି ଚେତା ଶୂନ୍ୟ ହୋଇଛନ୍ତି କନଷ୍ଟେବଳ ବାବୁ। କାଠ ଫାଳିଆରେ ମାରଣାନ୍ତକ ଆକ୍ରମଣ ଯୋଗୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସାର୍ଥା ଫାଣ୍ତି…

କୋଚ୍ଚର ଦମ୍ପତିଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍‌

ନୂଆଦିଲ୍ଲୀ, ୯।୪: ଆଇସିଆଇସିଆଇ ବ୍ୟାଙ୍କ ଋଣ ଠକେଇ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର କୋଚ୍ଚର ଦମ୍ପତି ଓ ବେଣୁଗୋପାଳ ଧୁତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ମୁମ୍ବାଇର ସିଟି ସିଭିଲ୍‌ ଓ ସେସନ୍‌ କୋର୍ଟରେ ଦାଖଲ କରାଯାଇଥିବା ଚାର୍ଜଶିଟ୍‌ରେ…

ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯ା୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ ପରିଚାଳନା…

ପ୍ରିୟଙ୍କା ହୋଇପାରନ୍ତି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ପ୍ରମୋଦ କ୍ରିଷ୍ଣମ୍‌

ପ୍ରୟାଗରାଜ,୯।୪: ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଉତ୍ତରପ୍ରଦେଶର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି। ପ୍ରୟାଗରାଜଠାରେ ଶନିବାର ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ଅବସରରେ ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକ ସଭା…

ସରଗିତଳିଆ ଅଞ୍ଚଳରେ ଅପପୁଷ୍ଟି

ଯୋଡ଼ା,୯ା୪(ଡି.ଏନ୍‌.ଏ): ଓଡ଼ିଶାର ରତ୍ନଗର୍ଭା ଜିଲା କେନ୍ଦୁଝରର ଯୋଡ଼ା ପୌରପାଳିକା ୧୩ ନଂ. ୱାର୍ଡ ଅଧୀନ ସରଗିତଳିଆ ଅଞ୍ଚଳବାସୀ ଦାରିଦ୍ର୍ୟର କଷାଘାତରେ ପେଷି ହେଉଛନ୍ତି। ଖଣିଖାଦାନ ଘେରା ଅଞ୍ଚଳବାସୀ କାମ ଅଭାବରୁ ଅସହାୟ ଅବସ୍ଥାରେ କାଳତିପାତ କରୁଛନ୍ତି। ଖାଦ୍ୟ ଅଭାବରୁ ମହୁଲ ସିଝା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?