Home Left

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଚେନ୍ନାଇ,୩।୧: ତାମିଲନାଡୁରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳେ ତ୍ରିଚି-ଚେନ୍ନାଇ ଜାତୀୟ ରାଜପଥରେ ୬ଟି ଗାଡି ପରସ୍ପର ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ଘଟିଛି। କୁଡାଲୋର ଜିଲାର ଭେପୁର ନିକଟ…

ନିଆରା ରେକର୍ଡ ହାସଲ କଲେ ଅନୁପମ

ବଲିଉଡର ଅଭିନେତା ଅନୁପମ ଖେର ଇଣ୍ଡଷ୍ଟ୍ରିର ଜଣେ ଦମ୍‌ଦାର୍‌ ଅଭିନେତା ଭାବେ ଜଣାଶୁଣା। ୮୦ ଦଶକରୁ ନିଜର ଦୃଢ ଅଭିନୟ ସହିତ ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଅନୁପମ ଖେର ତାଙ୍କ କ୍ୟାରିୟରର ୫୩୪ ତମ ଫିଲ୍ମ ସାଇନ୍‌ କରିଛନ୍ତି। ଗତ ବର୍ଷର…

ଅଧିକ ଚିକିତ୍ସା ପାଇଁ ଏମ୍ସ ଗଲେ ବାଲେଶ୍ୱର ଏମ୍‌ପି

ବାଲେଶ୍ୱର ଅଫିସ,୩।୧: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସୋମବାର ସନ୍ଧ୍ୟାରେ ହଠାତ ଅସୁସ୍ଥ ଅନୁଭବ କରିବାରୁ ବାଲେଶ୍ୱର ଫକୀର ମୋହନ ମେଡ଼ିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ତାଙ୍କୁ ଅଧିକ ଚିତ୍କାର ପାଇଁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି।…

ସଲମାନଙ୍କୁ ଭେଟିବା ପାଇଁ ୧୧୦୦ କିମି ସାଇକେଲ୍‌ ଚଲାଇ ଆସିଲେ ପ୍ରଶଂସକ

ଦବଙ୍ଗ ଷ୍ଟାର ସଲମାନ ଖାନ୍‌ଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ବିଶ୍ୱର ଅନେକ ଦେଶରେ ଅଛନ୍ତି। ତାଙ୍କୁ ଭେଟିବାକୁ ପ୍ରଶଂସକ ବେଳେବେଳେ ସୀମା ଟପିଯାନ୍ତି। ନିକଟରେ ସଲ୍ଲୁଙ୍କ ଜଣେ ପ୍ରଶଂସକ ତାଙ୍କୁ ଭେଟିବା ପାଇଁ ୧୧୦୦ କିମି ସାଇକେଲ୍‌ ଚଲାଇ ଆସିଥିଲେ।…

ପକ୍ଷାଘାତ ପରେ ମୋନାଲିସାଙ୍କୁ ତଡ଼ିଦେଲେ ସ୍ବାମୀ

ଛତ୍ରପୁର,୩ ।୧(ଡି.ଏନ.ଏ.): ଅସହାୟ ମୋନାଲିସା ଏବେ ଏକାକୀ। ପକ୍ଷଘାତ ରୋଗ ପରେ ସ୍ବାମୀ ତାଙ୍କୁ ତଡିଦେଲେ। ଏପରିକି ୨ବର୍ଷ ବୟସର ଝିଅକୁ ମଧ୍ୟ ମା’ ପାଖରୁ ଦୂରେଇ ରଖିଛନ୍ତି। ଏହି ବିପଦ ସମୟରେ ସ୍ବାମୀ ପଚାରୁ ନ ଥିବାରୁ ମୋନାଲିସା ନ୍ୟାୟ…

ବସ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ଭବାନୀପାଟଣା,୩।୧(ସ୍ବ.ପ୍ର): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଚାଞ୍ଚେର ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ବସ୍‌-କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କାରରେ ବସିଥିବା ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ…

ଗଞ୍ଜାମରେ ଚିହ୍ନଟ ହୋଇପାରୁନାହାନ୍ତି କିନ୍ନର

ଛତ୍ରପୁର,୩ା୧(ଡି.ଏନ.ଏ.): ସରକାରଙ୍କ ପକ୍ଷରୁ ସାମାଜିକ ସୁରକ୍ଷା ଓ ଦିବ୍ୟାଙ୍ଗଙ୍କ ନିମନ୍ତେ ସହାୟତା ଯୋଜନାରେ ଲୋକମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ସହୟତା ମିଳିଥାଏ। ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ୧୩ ଗୋଟି ଯୋଜନା ରହିଛିି। ଯେପରି ବିଭିନ୍ନ ପ୍ରକାରର ପେନସନ ଯୋଜନା, ବାଣିଶ୍ରୀ…

ଗୁଟ୍‌ଖା ଡାନ୍ସ

ନୂଆଦିଲ୍ଳୀ: ସୋସିଆଲ ମିଡିଆ ସମୟରେ ଏବେ କୌଣସି ଖବର ଲୋକଙ୍କ ଦୃଷ୍ଟିରୁ ଅଛପା ରହୁନାହିଁ। ଗୋଟିଏ ଛୋଟ ଖବର ହେଲେ ବି ନିମିଷକରେ ଖବର ଚାରିଆଡ଼େ ପ୍ରଘଟ ହାଇଯାଉଛି। ତେବେ ବର୍ତ୍ତମାନ ସମୟରେ ଚର୍ଚ୍ଚାରେ ଅଛି ଗୁଟ୍‌ଖା ଡାନ୍ସ। ଏହି ଭିଡିଓ…

ଦେଶର ଗୋଟିଏ ବି ଜିଲାରେ ନାହିଁ କରୋନାର ୟେଲୋ ଆଲର୍ଟ

ନୂଆଦିଲ୍ଲୀ,୩ ।୧: ଦେଶର କୌଣସି ଗୋଟିଏ ବି ଜିଲାରେ କରୋନାର ୟେଲୋ ଆଲର୍ଟ ନାହିଁ । ସୋମବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସାପ୍ତାହିକ ସମିକ୍ଷା ରିପୋର୍ଟରୁ ଜଣାପଡିଛି କି ସମସ୍ତ ଜିଲାରେ କରୋନା ସଂକ୍ରମଣ ୫ ପ୍ରତିଶତରୁ କମ ରହିଛି ।…

୬ରୁ ହକି ବିଶ୍ୱକପ୍‌ ଟ୍ରଫିର କେନ୍ଦୁଝର ପରିକ୍ରମା

କେନ୍ଦୁଝର,୩ା୧(ଡି.ଏନ୍‌.ଏ): ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ପରିପ୍ରେକ୍ଷୀରେ ଟ୍ରଫି ରାଜ୍ୟର ବିଭିନ୍ନ ଜିଲା ପରିକ୍ରମା କରୁଛି। ଏହିକ୍ରମରେ ଆଗାମୀ ଜାନୁୟାରୀ ୬ ଓ ୭ ଦୁଇଦିନ ଧରି ଟ୍ରଫି କେନ୍ଦୁଝର ଜିଲା ପରିକ୍ରମା କରିବ। ଟ୍ରଫିକୁ…

‘ଆମର ଲକ୍ଷ୍ୟ ଚଳିତ ବର୍ଷ ବିଶ୍ୱକପ ଜିତିବା’

ମୁମ୍ବାଇ,୩।୧: ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ମଙ୍ଗଳବାର ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା କହିଛନ୍ତି, ଚଳିତ ବର୍ଷ ବିଶ୍ୱକପ ଜିତିବା ଟିମ ଇଣ୍ଡିଆର ଲକ୍ଷ୍ୟ। ଏହା…

ଲେସର ହୁଇଷ୍ଟଲିଙ୍ଗଙ୍କ ଜଳକ୍ରୀଡ଼ା

କେନ୍ଦୁଝର,୩।୧(ସ୍ବ.ପ୍ର.) କେନ୍ଦୁଝରଗଡ଼ ପୌରପାଳିକାର ମାଧପୁରଠାରେ ଥିବା କୃଷି ବିଭାଗର ଫାର୍ମ ପୋଖରୀରେ ପ୍ରଥମ ଥର ପାଇଁ ବିଦେଶୀ ପକ୍ଷୀ ଦେଖିବାକୁ ମିଳିଛି। ଲେସର ହୁଇଷ୍ଟଲିଙ୍ଗ ଡକ୍‌ ନାମକ ଏହି ପକ୍ଷୀ ପ୍ରଥମ ଥର ପାଇଁ କେନ୍ଦୁଝରକୁ ଏତେ ସଂଖ୍ୟାରେ ଆସିଥିବା କୁହାଯାଉଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri