Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…
ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ ଭାରତ (JioBharat) ଫୋନ୍ ଉପଭୋକ୍ତାଙ୍କ ପାଇଁ ଡିଜାଇନ୍ କରାଯାଇଛି। ସ୍ମାର୍ଟଫୋନ୍ ଉପଭୋକ୍ତାଙ୍କ ପାଇଁ…
ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା ରୁଜୁ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ (MoD) ରୁ ଆବଶ୍ୟକୀୟ ମଞ୍ଜୁରୀ ମିଳିବା ପୂର୍ବରୁ…
ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…
ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ ସୋମବାର ନିଖୋଜ ଯୁବତୀଙ୍କ ପରିବାର ପକ୍ଷରୁ ଏକ ଏତଲା ଦିଆଯାଇଥିବା ପୋଲିସ ସୂତ୍ରରୁ…
ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ
ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି। ସ୍ଥାନୀୟ ସଫେଇ କର୍ମଚାରୀ ସଫେଇ କରୁଥିବାବେଳେ ପୋତାଯାଇଥିବା ଅବସ୍ଥାରେ ମୃତ ମହିଳାଙ୍କ ଆଙ୍ଗୁଠି…
ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ
ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ ସୋମବାର ଚତୁର୍ଥ ତଥା ଅନ୍ତିମ ଦିବସରେ ବେଙ୍ଗଲ ଦଳ ଓଡ଼ିଶା ଦଳକୁ ୧୦୨…
ବାଇକ୍ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍; ଚାଲିଗଲା ଆରୋହୀଙ୍କ ଜୀବନ
ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି ଉକ୍ତ ରାସ୍ତାରେ ଯାଉଥିବା ବେଳେ ଏକ…
ଚୁଟ୍କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…
ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ ନୂତନ ମୋବାଇଲ୍ ଆପ୍ ପ୍ରସ୍ତୁତ କରୁଛି, ଯାହା ଏପ୍ରିଲ୍ ୨୦୨୬ରେ ଲଞ୍ଚ୍ ହେବ।…
ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…
ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ…
ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ
କୋଲକାତା,୯ା୨- ଟି୨୦ ବିଶ୍ୱକପ୍ରେ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍ ଲାଗି ୟୁରୋପ କ୍ୱାଲିଫାୟରରେ ଇଟାଲୀଠାରୁ ମିଳିଥିବା ପରାଜୟର ପ୍ରତିଶୋଧ ନେଇଛି। ସ୍କଟଲାଣ୍ଡର ବିଶାଳ ୨୦୮…
ଆଇସକ୍ରିମ୍ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି
ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର ଗ୍ରାମରେ ଘଟିଛି। ଜଣେ ବ୍ୟକ୍ତି ଆଇସକ୍ରିମ୍ କରୁଥିବା ବେଳେ ଗ୍ରାମର ପିଲାମାନେ ଖୁସିର…
“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ
ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, SIR ପ୍ରକ୍ରିୟାରେ କୌଣସି ପ୍ରକାର ବାଧା ସୃଷ୍ଟି…
ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…
ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ କରନ୍ତୁ। ଆଗକୁ ନିର୍ବାଚନ ଆସୁଛି, ଲୋକପ୍ରିୟତା ପ୍ରମାଣିତ କରନ୍ତୁ ବୋଲି କହି ଉପାସନାଙ୍କ…
Archives


