୮ ମାସରେ ୪୬ କେଜି କମିଲେ ଡିସିପି
ନୂଆଦିଲ୍ଳୀ: ଦିଲ୍ଲୀ ମେଟ୍ରୋ ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି) ଜିତେନ୍ଦ୍ର ମଣି ତ୍ରିପାଠୀଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ପଛର କାରଣ ହେଉଛି ତାଙ୍କ ଟ୍ରାନ୍ସଫରମେଶନ୍। ମାନେ ମାତ୍ର ୮ ମାସରେ ଡିସିପି ଜିତେନ୍ଦ୍ର…
ଆଖି ବୁଜିଲା ‘ଜ୍ୟାକି’
ଭୁବନେଶ୍ୱର,୩।୧(ବ୍ୟୁରୋ):ଆଣ୍ଟିଭେନମ୍ ଅଭାବରୁ ରବିବାର ସାପ କାମୁଡ଼ାରେ ଆହତ ଡୋବରମ୍ୟାନ ‘ପେପ୍ସୀ’ର ମୃତ୍ୟୁ ଘଟିଥିବାବେଳେ ଗୁରୁତର ଥିବା ଲାବ୍ରାଡର ‘ଜ୍ୟାକି’ର ସୋମବାର ମୃତ୍ୟୁ ଘଟିଛି। ଏହି ଦୁଇଟି କୁକୁରଙ୍କୁ ଚିକିତ୍ସା ପାଇଁ ଓୟୁଏଟି ଭେଟେରିନାରି କଲେଜରେ ଥିବା ସେଣ୍ଟ୍ରାଲ କ୍ଲିନିକକୁ ନିଆଯାଇଥିଲା। ଆଣ୍ଟିଭେନମ୍…
୯ ବର୍ଷ ପରେ ପୁନର୍ମିଳନ
ବେଙ୍ଗାଲୁରୁ: ନୂଆବର୍ଷରେ ହରିୟାଣାର କେହାର ସିଂଙ୍କୁ ମିଳିଛି ତାଙ୍କ ଜୀବନର ସବୁଠାରୁ ମୂଲ୍ୟବାନ ଉପହାର। ୯ ବର୍ଷ ପୂର୍ବେ ହଜିଯାଇଥିବା ଜୀବନସାଥୀ ଦର୍ଶିନୀଙ୍କୁ ପାଇ କେହାରଙ୍କ ଖୁସି କହିଲେ ନ ସରେ। ତାଙ୍କ ପାଇଁ ଏତେବଡ଼ ଖୁସି ଆଣିବାରେ କର୍ନାଟକର କୋଡାଗୁରେ…
ସରିଲାନି ରାଜପଥ ମରାମତି, ସୌନ୍ଦର୍ଯ୍ୟକରଣ
ଭୁବନେଶ୍ୱର,୩।୧(ବ୍ୟୁରୋ):ହକି ପୁରୁଷ ବିଶ୍ୱକପ୍କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମଧ୍ୟଦେଇ ଖୋର୍ଦ୍ଧା-କଟକକୁ ସଂଯୋଗ କରୁଥିବା ଜାତୀୟ ରାଜପଥ-୧୬ ଉନ୍ନତିକରଣ ତଥା ମରାମତି କାର୍ଯ୍ୟ ଡିସେମ୍ବର ଶେଷସୁଦ୍ଧା ସରିବ। ସର୍ଭିସ ରୋଡ୍ ସହ ସହର ଭିତରେ ଥିବା ବିଭିନ୍ନ ରାସ୍ତା, ଡ୍ରେନ୍, ଫୁଟ୍ପାଥ, ବ୍ୟାରିକେଡ୍,…
ବିଶ୍ୱକପ୍ ପାଇଁ ସଜେଇ ହେଉଛି ରାଜଧାନୀ
ଭୁବନେଶ୍ୱର, ୩।୧ (ବ୍ୟୁରୋ):ରାଜଧାନୀର କାନ୍ଥ ବଖାଣୁଛି ଓଡ଼ିଶାର ଏତିହ୍ୟ, ସଂସ୍କୃତି ଓ ପରମ୍ପରାର ଗାଥା। ଶିଳ୍ପୀଙ୍କ ରଙ୍ଗତୂଳୀରେ ସାଧବ ପୁଅଙ୍କ ବୋଇତଯାତଠାରୁ ଆରମ୍ଭ କରି ପଟ୍ଟଚିତ୍ର, ମନ୍ଦିର, ଖଣ୍ଡଗିରି, ଉଦୟଗିରି, ଧଉଳି ଶାନ୍ତିସ୍ତୁପ ଭଳି ବିଭିନ୍ନ କଳାକୃତି ଜୀବନ୍ତ ପ୍ରତ୍ୟେୟ ହେଉଛି।…
ପୂର୍ବତଟ ରେଳପଥର ରେକର୍ଡ ପ୍ରଦର୍ଶନ
ଭୁବନେଶ୍ୱର,୩।୧ : ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ ପୂର୍ବତଟ ରେଳପଥ ୨୦୨୨ ବର୍ଷରେ ଉଭୟ ପଣ୍ୟ ବୋଝେଇ ଏବଂ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଅନେକ ସଫଳତା ହାସଲ କରିଛି। ଏପରିକି ପୂର୍ବତଟ ରେଳପଥର ବିଭିନ୍ନ ରେଳ କାର୍ଯ୍ୟକ୍ରମରେ ରେକର୍ଡ ପ୍ରଦର୍ଶନ ହାସଲ…
ବିଏମ୍ସି ନିୟମ ମାନୁ ନାହାନ୍ତି ସ୍ମାର୍ଟସିଟି ବାସିନ୍ଦା
ଭୁବନେଶ୍ୱର,୩।୧(ବ୍ୟୁରୋ):ସ୍ମାର୍ଟସିଟି ବାସିନ୍ଦାଙ୍କ ଜୀବନଶୈଳୀକୁ ସୁଗମ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଅନେକ ଯୋଜନା କରାଯାଉଛି। ସେପଟେ ଯୋଜନା କାର୍ଯ୍ୟକାରୀ କରିବାରେ ଖିଲାପ ହେଲେ ସହରବାସୀଙ୍କ ପକ୍ଷରୁ ମାଳମାଳ ଅଭିଯୋଗ ହେଉଛି। ତେବେ ଅନେକ ସମୟରେ ପ୍ରଶାସନ ତପତ୍ରତା ଦେଖାଉଥିଲେ…
୫ବର୍ଷରେ ୭ ରାଜ୍ୟକୁ ଯାଇଛି ୫ଲକ୍ଷ ବହି
ଭୁବନେଶ୍ୱର, ୩।୧(ବ୍ୟୁରୋ): ଗତ ୫ବର୍ଷ ମଧ୍ୟରେ ଓଡ଼ିଶାରୁ ୭ ରାଜ୍ୟକୁ ୫ଲକ୍ଷ ନ୍ୟାଶନାଲଇଜ୍ଡ ଟେକ୍ସଟ(ଏନ୍ଟି) ପୁସ୍ତକ ଯୋଗାଣ ହୋଇଛି। ଏ ନେଇ ଭୁବନେଶ୍ୱର ଟେକ୍ସଟ ବୁକ୍ ପ୍ରଡକ୍ସନ ଆଣ୍ଡ୍ ମାର୍କେଟିଂ ନିର୍ଦ୍ଦେଶକ ରଘୁରାମ ଆର୍. ଆୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ଡିସେମ୍ବରରେ ‘ସ୍କୋଡା’ର ବିକ୍ରି ୪୮% ବୃଦ୍ଧି
ନୂଆଦିଲ୍ଲୀ,୩।୧: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ସ୍କୋଡା ଅଟୋ ଇଣ୍ଡିଆ’ ପକ୍ଷରୁ ୨୦୨୨ ଡିସେମ୍ବରର ଗାଡ଼ି ବିକ୍ରି ସମ୍ପର୍କିତ ସୂଚନା ବିଷୟରେ ଘୋଷଣା କରାଯାଇଛି। ଏପରିକି ଗତ ବର୍ଷ ଡିସେମ୍ବରରେ ସ୍କୋଡା ଅଟୋ ମାସିକ ଭିତ୍ତିରେ ୪୭୮୮ ୟୁନିଟ୍ ଗାଡ଼ି ବିକ୍ରି…
ହକି ବିଶ୍ୱକପ୍ ପାଇଁ ୪ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଭୁବନେଶ୍ୱର,୩ା୧(ବ୍ୟୁରୋ):ଆସନ୍ତା ୧୩ ତାରିଖରୁ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଏହି ବିଶ୍ୱ କ୍ରୀଡ଼ା ଦେଖିବାକୁ ଓଡ଼ିଶା ଆମନ୍ତ୍ରଣ କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର…
୫୦ ବର୍ଷିଆ ପୁରୁଣା ଗାଡ଼ି ପାଇଁ ହେବ ସ୍ବତନ୍ତ୍ର ନମ୍ବର ପ୍ଲେଟ୍
ଭୁବନେଶ୍ୱର,୩ା୧(ବ୍ୟୁରୋ):ବହୁ ପୁରୁଣା ଯାନ(ଭିଣ୍ଟେଜ୍) ସଂଗ୍ରହକାରୀଙ୍କ ପାଇଁ ଖୁସି ଖବର। ୨୦୨୩ ଜାନୁୟାରୀ ପହିଲାରୁ ୫୦ ବର୍ଷରୁ ଅଧିକ ସମୟର କ୍ଲାସିକ୍ ଯାନଗୁଡ଼ିକ ପାଇଁ ସ୍ବତନ୍ତ୍ର ନମ୍ବର ପ୍ଲେଟ୍ ହେବ। ଏହି ଯାନର ମାଲିକମାନେ ଏଥିପାଇଁ ଆବେଦନ କରିପାରିବେ। ନୂଆ ନିୟମ ଅନୁଯାୟୀ,…
ଟିପିସିଓଡିଏଲ୍ ଏସ୍ଡିସିର ଶୁଭାରମ୍ଭ
କଟକ,୩।୧: ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ସୋମବାର ସ୍ଥାନୀୟ ବାଦାମବାଡ଼ିଠାରେ ଏକ ଅତ୍ୟାଧୁନିକ ଦକ୍ଷତା ବିକାଶ କେନ୍ଦ୍ର (ଏସ୍ଡିସି)ର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର…
Archives


