Home Left

ଭାରତ-ଶ୍ରୀଲଙ୍କା ଟି୨୦ ଆଜି

ମୁମ୍ବାଇ,୩ା୧: ଟି୨୦ ବିଶ୍ୱକପ୍‌କୁ ଆଉ ମାତ୍ର ୧୮ ମାସ ରହିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ମିଶନ୍‌ ୨୦୨୪ ପାଇଁ ପ୍ରସ୍ତୁତ ହେଉଛି ଭାରତ। ଭାରତୀୟ ଦଳର ୩ ବରିଷ୍ଠ ଖେଳାଳି ରୋହିତ ଶର୍ମା, ଲୋକେଶ ରାହୁଲ ଓ ବିରାଟ କୋହଲିଙ୍କ…

ଫେବୃୟାରୀରେ ’ଶକୁନ୍ତଲମ୍‌’

ହାଇଦ୍ରାବାଦ: ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁଙ୍କ ଫିଲ୍ମ ‘ଯଶୋଦା’ ପରେ ପ୍ରଶଂସକମାନେ ଉତ୍ସାହର ସହିତ ତାଙ୍କ ଅପ୍‌କମିଙ୍ଗ ଫିଲ୍ମ ‘ଶକୁନ୍ତଲମ୍‌’ର ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ଅଭିନେତ୍ରୀ ଜଣେ ରାଜକୁମାରୀ ଭୂମିକାରେ ନଜରକୁ ଆସିବେ। ଏହା ଏକ ପୌରାଣିକ ଚଳଚ୍ଚିତ୍ର। ସୋମବାର…

ଚର୍ଚ୍ଚାରେ ଗୁଟ୍‌ଖା ଡାନ୍ସ

ନୂଆଦିଲ୍ଳୀ: ସୋସିଆଲ ମିଡିଆ ଯୁଗରେ ଏବେ କୌଣସି ଖବର ଲୋକଙ୍କ ଦୃଷ୍ଟିରୁ ଅଛପା ରହୁନାହିଁ। ଗୋଟିଏ ଛୋଟ ଖବର ହେଲେ ବି ନିମିଷକରେ ତାହା ଚାରିଆଡ଼େ ପ୍ରଘଟ ହୋଇଯାଉଛି। ବର୍ତ୍ତମାନ ସମୟରେ ସୋସିଆଲ ମିଡିଆର ଚର୍ଚ୍ଚା ପାଲଟିଛି ଗୁଟ୍‌ଖା ଡାନ୍ସ। ଏହି…

ଦ୍ୱିତୀୟ ଦିନ ବି ଉପବାସରେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ୍‌.ଏ.):ନବବର୍ଷ ୨୦୨୩ ତଥା ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଚାଲିଥିବାବେଳେ ଜଣେ ଭକ୍ତ ଭୋଗ ମଣ୍ଡପରେ ପଶିଯିବାରୁ ଭୋଗ ମାରା ହୋଇଥିଲା। ଫଳରେ ସେବାୟତମାନେ ନୀତିକାନ୍ତି ବନ୍ଦ କରିଦେଇଥିବା ବେଳେ ସେଦିନର ସମସ୍ତ କୋଠ ଭୋଗ ଏବଂ ଜଜମାନ ଭୋଗ…

୮ ମାସରେ ୪୬ କେଜି କମିଲେ ଡିସିପି

ନୂଆଦିଲ୍ଳୀ: ଦିଲ୍ଲୀ ମେଟ୍ରୋ ଡେପୁଟି କମିଶନର ଅଫ୍‌ ପୋଲିସ (ଡିସିପି) ଜିତେନ୍ଦ୍ର ମଣି ତ୍ରିପାଠୀଙ୍କ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ପଛର କାରଣ ହେଉଛି ତାଙ୍କ ଟ୍ରାନ୍ସଫରମେଶନ୍‌। ମାନେ ମାତ୍ର ୮ ମାସରେ ଡିସିପି ଜିତେନ୍ଦ୍ର…

ଆଖି ବୁଜିଲା ‘ଜ୍ୟାକି’

ଭୁବନେଶ୍ୱର,୩।୧(ବ୍ୟୁରୋ):ଆଣ୍ଟିଭେନମ୍‌ ଅଭାବରୁ ରବିବାର ସାପ କାମୁଡ଼ାରେ ଆହତ ଡୋବରମ୍ୟାନ ‘ପେପ୍‌ସୀ’ର ମୃତ୍ୟୁ ଘଟିଥିବାବେଳେ ଗୁରୁତର ଥିବା ଲାବ୍ରାଡର ‘ଜ୍ୟାକି’ର ସୋମବାର ମୃତ୍ୟୁ ଘଟିଛି। ଏହି ଦୁଇଟି କୁକୁରଙ୍କୁ ଚିକିତ୍ସା ପାଇଁ ଓୟୁଏଟି ଭେଟେରିନାରି କଲେଜରେ ଥିବା ସେଣ୍ଟ୍ରାଲ କ୍ଲିନିକକୁ ନିଆଯାଇଥିଲା। ଆଣ୍ଟିଭେନମ୍‌…

୯ ବର୍ଷ ପରେ ପୁନର୍ମିଳନ

ବେଙ୍ଗାଲୁରୁ: ନୂଆବର୍ଷରେ ହରିୟାଣାର କେହାର ସିଂଙ୍କୁ ମିଳିଛି ତାଙ୍କ ଜୀବନର ସବୁଠାରୁ ମୂଲ୍ୟବାନ ଉପହାର। ୯ ବର୍ଷ ପୂର୍ବେ ହଜିଯାଇଥିବା ଜୀବନସାଥୀ ଦର୍ଶିନୀଙ୍କୁ ପାଇ କେହାରଙ୍କ ଖୁସି କହିଲେ ନ ସରେ। ତାଙ୍କ ପାଇଁ ଏତେବଡ଼ ଖୁସି ଆଣିବାରେ କର୍ନାଟକର କୋଡାଗୁରେ…

ସରିଲାନି ରାଜପଥ ମରାମତି, ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର,୩।୧(ବ୍ୟୁରୋ):ହକି ପୁରୁଷ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମଧ୍ୟଦେଇ ଖୋର୍ଦ୍ଧା-କଟକକୁ ସଂଯୋଗ କରୁଥିବା ଜାତୀୟ ରାଜପଥ-୧୬ ଉନ୍ନତିକରଣ ତଥା ମରାମତି କାର୍ଯ୍ୟ ଡିସେମ୍ବର ଶେଷସୁଦ୍ଧା ସରିବ। ସର୍ଭିସ ରୋଡ୍‌ ସହ ସହର ଭିତରେ ଥିବା ବିଭିନ୍ନ ରାସ୍ତା, ଡ୍ରେନ୍‌, ଫୁଟ୍‌ପାଥ, ବ୍ୟାରିକେଡ୍‌,…

ବିଶ୍ୱକପ୍‌ ପାଇଁ ସଜେଇ ହେଉଛି ରାଜଧାନୀ

ଭୁବନେଶ୍ୱର, ୩।୧ (ବ୍ୟୁରୋ):ରାଜଧାନୀର କାନ୍ଥ ବଖାଣୁଛି ଓଡ଼ିଶାର ଏତିହ୍ୟ, ସଂସ୍କୃତି ଓ ପରମ୍ପରାର ଗାଥା। ଶିଳ୍ପୀଙ୍କ ରଙ୍ଗତୂଳୀରେ ସାଧବ ପୁଅଙ୍କ ବୋଇତଯାତଠାରୁ ଆରମ୍ଭ କରି ପଟ୍ଟଚିତ୍ର, ମନ୍ଦିର, ଖଣ୍ଡଗିରି, ଉଦୟଗିରି, ଧଉଳି ଶାନ୍ତିସ୍ତୁପ ଭଳି ବିଭିନ୍ନ କଳାକୃତି ଜୀବନ୍ତ ପ୍ରତ୍ୟେୟ ହେଉଛି।…

ପୂର୍ବତଟ ରେଳପଥର ରେକର୍ଡ ପ୍ରଦର୍ଶନ

ଭୁବନେଶ୍ୱର,୩।୧ : ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ ପୂର୍ବତଟ ରେଳପଥ ୨୦୨୨ ବର୍ଷରେ ଉଭୟ ପଣ୍ୟ ବୋଝେଇ ଏବଂ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଅନେକ ସଫଳତା ହାସଲ କରିଛି। ଏପରିକି ପୂର୍ବତଟ ରେଳପଥର ବିଭିନ୍ନ ରେଳ କାର୍ଯ୍ୟକ୍ରମରେ ରେକର୍ଡ ପ୍ରଦର୍ଶନ ହାସଲ…

ବିଏମ୍‌ସି ନିୟମ ମାନୁ ନାହାନ୍ତି ସ୍ମାର୍ଟସିଟି ବାସିନ୍ଦା

ଭୁବନେଶ୍ୱର,୩।୧(ବ୍ୟୁରୋ):ସ୍ମାର୍ଟସିଟି ବାସିନ୍ଦାଙ୍କ ଜୀବନଶୈଳୀକୁ ସୁଗମ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଅନେକ ଯୋଜନା କରାଯାଉଛି। ସେପଟେ ଯୋଜନା କାର୍ଯ୍ୟକାରୀ କରିବାରେ ଖିଲାପ ହେଲେ ସହରବାସୀଙ୍କ ପକ୍ଷରୁ ମାଳମାଳ ଅଭିଯୋଗ ହେଉଛି। ତେବେ ଅନେକ ସମୟରେ ପ୍ରଶାସନ ତପତ୍ରତା ଦେଖାଉଥିଲେ…

୫ବର୍ଷରେ ୭ ରାଜ୍ୟକୁ ଯାଇଛି ୫ଲକ୍ଷ ବହି

ଭୁବନେଶ୍ୱର, ୩।୧(ବ୍ୟୁରୋ): ଗତ ୫ବର୍ଷ ମଧ୍ୟରେ ଓଡ଼ିଶାରୁ ୭ ରାଜ୍ୟକୁ ୫ଲକ୍ଷ ନ୍ୟାଶନାଲଇଜ୍‌ଡ ଟେକ୍ସଟ(ଏନ୍‌ଟି) ପୁସ୍ତକ ଯୋଗାଣ ହୋଇଛି। ଏ ନେଇ ଭୁବନେଶ୍ୱର ଟେକ୍ସଟ ବୁକ୍‌ ପ୍ରଡକ୍ସନ ଆଣ୍ଡ୍‌ ମାର୍କେଟିଂ ନିର୍ଦ୍ଦେଶକ ରଘୁରାମ ଆର୍‌. ଆୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri