ଗୋରୁଙ୍କୁ ବ୍ୟାପୁଛି ଚର୍ମ ବିଣ୍ଡି ରୋଗ
ବୈପାରିଗୁଡା,୮।୪ (ଡି.ଏନ୍.ଏ.): କୋରାପୁଟ ଜିଲା ବୈପାରିଗୁଡା ଅଞ୍ଚଳରେ ଗୋରୁଙ୍କୁ ଚର୍ମବିଣ୍ଡି ରୋଗ ବ୍ୟାପୁଥିବା ଦେଖିବାକୁ ମିଳୁଛି। ତେବେ ଏପରି କ୍ଷେତ୍ରରେ ଭ୍ୟାକ୍ସିନ ନ ଥିବା କହି ପ୍ରାଣୀ ଚିକିତ୍ସା ବିଭାଗ ହାତ ଟେକି ବସିଛି। ଫଳରେ ଗୋରୁଙ୍କ ଚିକିତ୍ସା ଲାଗି ଚାଷୀ…
ଏପ୍ରିଲ ୨୫ରେ କେରଳ ଯିବେ ମୋଦି, ଯୁବ ଅଭିଯାନରେ ହେବେ ସାମିଲ
ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୨୫ରେ କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ସେ କେରଳର କୋଚିରେ ଯୁବ ଅଭିଯାନରେ ଅଂଶଗ୍ରହଣ କରିବେ। ନିକଟରେ କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ଅନିଲ ଆଣ୍ଟୋନି ମଧ୍ୟ ଏହି ଅଭିଯାନରେ…
୧ ଏକରରେ ହେବ ନୂତନ ଉପାସନା ସ୍ଥଳୀ
ଢେଙ୍କାନାଳ ଅଫିସ, ୮।୪: ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ଢେଙ୍କାନାଳ ଜିଲା ଯୋରନ୍ଦା ମହିମାଗାଦି ନିକଟରେ କୌପୀନଧାରୀ ମହିମା ସମାଜ ସାଧୁସନ୍ଥଙ୍କ ପାଇଁ ନିର୍ମାଣ ହେବ ନୂତନ ଉପାସନା ସ୍ଥଳୀ। ଗାଦିମନ୍ଦିର ନିକଟବର୍ତ୍ତୀ ଦଲକ ପଡ଼ିଆ ପୋଖରୀ ପାଖରେ ଏଥିଲାଗି ୧ ଏକର…
ଶରଦ ପାଓ୍ବାରଙ୍କ ବୟାନ ପରେ କଂଗ୍ରେସକୁ ଟାର୍ଗେଟ୍ କଲା ଭାଜପା
ନୂଆଦିଲ୍ଲୀ,୮।୪: ଏନ୍ସିପି ମୁଖ୍ୟ ଶରଦ ପାୱାର ଆଦାନୀ ଗ୍ରୁପ ବିବାଦ ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି। ବିରୋଧୀ ଦାବି କରୁଥିବା ଯୁଗ୍ମ ସଂସଦୀୟ କମିଟି(ଜେପିସି) ତଦନ୍ତ ଦାବିକୁ ଏନସିପି ମୁଖ୍ୟ ଶରଦ ପାୱାର ଗ୍ରହଣ କରି ନାହାନ୍ତି। ପାୱାରଙ୍କ ଏପରି…
ଷ୍ଟିପଲଚେଜ୍ ବିଶ୍ୱ ଚାମ୍ପିୟନ ଜେରୁଟୋ ବାସନ୍ଦ
ମୋନାକୋ,୮ା୪(ପି.ଟି.): ଷ୍ଟିପଲଚେଜ୍ରେ ବିଶ୍ୱ ଚାମ୍ପିୟନ କେନିଆ ଜନ୍ମିତ ନୋରା ଜେରୁଟୋଙ୍କୁ ଡୋପିଂ ଅଭିଯୋଗରେ ବାସନ୍ଦ କରାଯାଇଛି। କାଜାଖସ୍ତାନର ପ୍ରତିନିଧିତ୍ୱ କରୁଥିବା ନୋରା ଗତ ବର୍ଷ ୩୦୦୦ ମିଟର ଷ୍ଟିପଲ ଚେଜ୍ରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଶୁକ୍ରବାର ତାଙ୍କୁ ସାମୟିକ ବାସନ୍ଦ…
ଫାଇନାଲରେ ମାୟା
ଭୁବନେଶ୍ୱର, ୮ା୪(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଆଇଟିଏଫ୍ ଏସିଆନ ୧୪ ବର୍ଷରୁ କମ୍ ଡେଭ୍ଲପ୍ମେଣ୍ଟ ଚାମ୍ପିୟନଶିପ୍ ଫାଇନାଲ୍ସର ସେମିଫାଇନାଲ…
ପ୍ରଥମ ମ୍ୟାଚ ପରାଜୟ ପରେ ବିଜୟ ଲକ୍ଷ୍ୟରେ ରୋହିତ
ମୁମ୍ବାଇ,୮।୪: ଆଇପିଏଲ ସିରିଜ ୧୬ରେ ଶନିବାର ୨ଟି ରୋମାଞ୍ଚକ ମ୍ୟାଚ ରହିଛି। ପ୍ରଥମ ମ୍ୟାଚ ଗୁଆହାଟୀରେ ଦିଲ୍ଲୀ କ୍ୟାପିଟାଲ୍ସ ସହ ରାଜସ୍ଥାନ ରୟାଲ୍ସ ଖେଳାଯିବା ବେଳେ ମୁମ୍ବାଇର ଓ୍ବାଖେଣ୍ଡେ ଷ୍ଟାଡିୟମରେ ୫ଥର ଚାମ୍ପିଅନ ହୋଇଥିବା ମୁମ୍ବାଇ ଇଣ୍ଡିଆନ୍ସ ଏବଂ ୪ଥର ଚାମ୍ପିୟନ…
ଏକାଠି କଲା ଢେଙ୍କାନାଳ ବରା
ନା ଥିଲା ଦଳୀୟ ଭାବନା, ନା ବାଛବିଚାର। ରାଜନେତାଙ୍କଠାରୁ ଆରମ୍ଭ କରି ପଦସ୍ଥ ପ୍ରଶାସନିକ ଅଧିକାରୀ, ବ୍ୟବସାୟୀଙ୍କଠାରୁ ବରିଷ୍ଠ ନାଗରିକ। ସ୍ବାଦିଷ୍ଟ ଆଳୁଦମ୍ ସହିତ ମୁସୁମୁସିଆ ଗରମ ବରାର ମଜା ନେବା ବେଳକୁ ସମସ୍ତଙ୍କ ମୁହଁରୁ ଆପେ ଆପେ ବାହାରି ଆସୁଥିଲା…
ଇକୋର୍ସା, ଖୋର୍ଦ୍ଧା, ସୁନ୍ଦରଗଡ଼, ଗଞ୍ଜାମ, ପାରାଦୀପ, ଗଜପତି ବିଜୟୀ
ଭୁବନେଶ୍ୱର, ୮ା୪(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ବିଭିନ୍ନ ଗ୍ରାଉଣ୍ଡରେ ଚାଲିଥିବା କଳାହାଣ୍ଡି କପ୍ କ୍ରିକେଟ ଟୁର୍ନାମେଣ୍ଟର ଡାଇମଣ୍ଡ-ଏ ଓ ସିଲ୍ଭର-ଏ ଗ୍ରୁପ୍ର ୬ଟି ମ୍ୟାଚ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇକୋର୍ସା, ଖୋର୍ଦ୍ଧା, ସୁନ୍ଦରଗଡ଼, ଗଞ୍ଜାମ, ପାରାଦୀପ,…
ଆଜି ଧୋନୀ, ରୋହିତ ଲଢ଼େଇ
ମୁମ୍ବାଇ,୮ା୪(ପି.ଟି.): ଆଇପିଏଲ ଇତିହାସର ଦୁଇ ସଫଳତମ ଅଧିନାୟକ ରୋହିତ ଶର୍ମା ଓ ମହେନ୍ଦ୍ର ସିଂ ଧୋନୀଙ୍କ ମଧ୍ୟରେ ଶନିବାର ହେବ ମ୍ୟାଚ୍। ରୋହିତଙ୍କ ଶାନ୍ତ ସ୍ବଭାବ ଓ ଧୋନୀଙ୍କ ବୁଦ୍ଧି ମଧ୍ୟରେ ଏକ ସନ୍ତୁଳିତ ଲଢେଇ ଫ୍ୟାନମାନଙ୍କୁ ଦେଖିବାକୁ ମିଳିବ। ଆର୍ସିବି…
ଫାରୀ, ହକେଟ ଆନାଲିଟିକାଲ କୋଚ୍
ନୂଆଦିଲ୍ଲୀ, ୮ା୪(ପି.ଟି.): ଭାରତୀୟ ମହିଳା ଓ ପୁରୁଷ ହକି ଦଳ ପାଇଁ ନୂଆ ସପୋର୍ଟ ଷ୍ଟାଫ୍ ନିଯୁକ୍ତ କରାଯାଇଛି। ଜଣାଶୁଣା ଅଷ୍ଟ୍ରେଲୀୟ କୋଚ୍ ଆନ୍ଥୋନୀ ଫାରୀ ଓ ଦକ୍ଷିଣ ଆଫ୍ରିକାର ରେହେଟ ହକେଟ ଯଥାକ୍ରମେ ମହିଳା ଓ ପୁରୁଷ ଦଳର ଆନାଲିଟିକାଲ…
ଓଡ଼ିଶା ସ୍ପୋଟର୍ସ ହଷ୍ଟେଲ ବିଜୟୀ
ଭୁବନେଶ୍ୱର,୮ା୪(କ୍ରୀଡ଼ା ପ୍ରତିନିଧି): ଲକ୍ଷ୍ନୌଠାରେ ଚାଲିଥିବା ୨୧ ବର୍ଷରୁ କମ୍ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍ (ଅନ୍ତିମ ପର୍ଯ୍ୟାୟ)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ସ୍ପୋଟର୍ସ ହଷ୍ଟେଲ ୬-୦ ଗୋଲରେ ଏଚ୍ଆଇଏମ୍ ହକି ଏକାଡେମୀକୁ ପରାସ୍ତ କରିଛି। ସ୍ପୋଟର୍ସ ହଷ୍ଟେଲ ପକ୍ଷରୁ…

