Home Left

ଟିପିସିଓଡିଏଲ୍‌ ଏସ୍‌ଡିସିର ଶୁଭାରମ୍ଭ

କଟକ,୩।୧: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ସୋମବାର ସ୍ଥାନୀୟ ବାଦାମବାଡ଼ିଠାରେ ଏକ ଅତ୍ୟାଧୁନିକ ଦକ୍ଷତା ବିକାଶ କେନ୍ଦ୍ର (ଏସ୍‌ଡିସି)ର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର…

୧ରେ ଆସିପାରେ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୩ା୧:ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆସନ୍ତା ୩୧ ତାରିଖରେ ଆରମ୍ଭ ହୋଇପାରେ, ଯାହା ଦୁଇଟି ପର୍ଯ୍ୟାୟରେ ସମ୍ପନ୍ନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଫେବୃୟାରୀ ୧ରେ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିବା ଯୋଜନା ଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସୂଚନାନୁଯାୟୀ, ଅଧିବେଶନର ପ୍ରଥମ…

ବିଓଆଇର ଏନବିଜି ଉଦଘାଟିତ

ଭୁବନେଶ୍ୱର,୩।୧: ବ୍ୟାଙ୍କ ଅଫ ଇଣ୍ଡିଆ (ବିଓଆଇ)ର ନୂତନ ସେବା ‘ନ୍ୟାଶନାଲ ବ୍ୟାଙ୍କିଙ୍ଗ ଗ୍ରୁପ’ (ଏନବିଜି) ବିଓଆଇର ଜୟଦେବ ବିହାରସ୍ଥିତ ପ୍ରମୁଖ ଶାଖା (ଷ୍ଟାର ହାଉସ)ର ପ୍ରଥମ ମହଲାରେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବିଓଆଇର ଏମଡି ତଥା ସିଇଓ ଏ.କେ. ଦାସ…

ଗ୍ଲାଗୋଲେଭଙ୍କୁ ପୁରୀ ଭଡ଼ାଘରେ ଛାଡ଼ିଲା ଜିଆର୍‌ପି

ପୁରୀ ଅଫିସ, ୩ା୧:ଭୁବନେଶ୍ୱର ରେଳଷ୍ଟେଶନରୁ ଉଦ୍ଧାର ହୋଇଥିବା ରୁଷୀୟ ପର୍ଯ୍ୟଟକ ଗ୍ଲାଗୋଲେଭ ଆଣ୍ଡ୍ର୍ୟୁ (୬୫)ଙ୍କୁ ସୋମବାର ଜିଆର୍‌ପି ନେଇ ପୁରୀର ଗଙ୍ଗାରାମ ନୂଆସାହି ଅଞ୍ଚଳରେ ସେ ରହୁଥିବା ତାଙ୍କ ଭଡ଼ା ଘରେ ଛାଡ଼ିଛି। ଗ୍ଲାଗୋଲେଭଙ୍କ ଉପରେ ନଜର ରଖିବା ସହ ତାଙ୍କ…

ପ୍ରଭାବିତ ହୋଇପାରେ ଏକ ତୃତୀୟାଂଶ ବିଶ୍ୱ ଅର୍ଥନୀତି’

ନୂଆଦିଲ୍ଲୀ,୩।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୌଗୋଳିକ କାରଣରୁ ଚଳିତ ବର୍ଷ ବିଶ୍ବ ଅର୍ଥ ବ୍ୟବସ୍ଥା କଠିନ ସମୟ ଓ ମାନ୍ଦାବସ୍ଥା ଦେଇ ଗତି କରିପାରେ ବୋଲି ନିକଟରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍‌ଏଫ୍‌)ର ଏମଡି କ୍ରିଷ୍ଟଲୀନା ଜାର୍ଜିଭର ମତପ୍ରକାଶ କରିଛନ୍ତି। ଏପରିକି…

ୟୁକ୍ରେନ୍‌ କ୍ଷେପଣାସ୍ତ୍ର ମାଡ଼ରେ ୪୦୦ ରୁଷୀୟ ସୈନ୍ୟ ନିହତ

ମସ୍କୋ,୩ା୧:ୟୁକ୍ରେନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ରୁଷିଆର ପାଖାପାଖି ୪୦୦ ସୈନ୍ୟ ନିହତ ହୋଇଥିବା ସୋମବାର କିଭ୍‌ ଦାବି କରିଛି। ପୂର୍ବ ୟୁକ୍ରେନ୍‌ରେ ଥିବା ରୁଷୀୟ ସୈନ୍ୟଙ୍କ କ୍ୟାମ୍ପ ଉପରେ କିଭ୍‌ ସୈନ୍ୟ ଆମେରିକା ଯୋଗାଇଥିବା କ୍ଷେପଣାସ୍ତ୍ରକୁ ମାଡ଼ କରିଥିଲେ। କ୍ରେମ୍‌ଲିନ୍‌ ବିରୋଧରେ ଏହା…

ଏବେ ଦୌଡିବ ବୁଲେଟ ଟ୍ରେନ୍ ନଜର ଆସିବେ ସୌଦି ମହିଳା, ପ୍ରଶିକ୍ଷଣ ପରେ ପ୍ରଥମ ବ୍ୟାଚ ପ୍ରସ୍ତୁତ

ରିୟାଦ,୩ ।୧: କ୍ରାଉନ ପ୍ରିନ୍ସ ମୋହମ୍ମ ବିନ ସଲମାନଙ୍କ ଭିଜନ-୨୦୩୦ ଅନୁଯାୟୀ, ମହିଳାମାନଙ୍କର ଆଉ ଏକ ସ୍ୱପ୍ନ ପୂରଣ ହେବାକୁ ଯାଉଛି । ଖୁବଶୀଘ୍ର ସୌଦି ମହିଳା ଚଳାଇବେ ବୁଲେଟ ଟ୍ରେନ୍ । ୪ ବର୍ଷ ପୂର୍ବରୁ ମହିଳାଙ୍କ ଡ୍ରାଇଭିଂ ଉପରେ…

ବ୍ରାଜିଲ ରାଷ୍ଟ୍ରପତି ଭାବେ ଶପଥ ନେଲେ ଲୁଲା

ବ୍ରାସିଲିଆ,୩।୧: ତୃତୀୟ ଥର ପାଇଁ ବ୍ରାଜିଲ ରାଷ୍ଟ୍ରପତି ଭାବେ ଲୁଇଜ୍‌ ଇନାସିଓ ଲୁଲା ଡା ସିଲ୍‌ଭା ରବିବାର ଶପଥ ଗ୍ରହଣ କରିଛନ୍ତି। ସେ ଦେଶରୁ ଗରିବୀ ହଟାଇବା ଏବଂ ପରିବେଶ ପାଇଁ ଲଢ଼େଇ ଜାରି ରଖିବା ସହ ଦେଶର ପୁନଃନିର୍ମାଣ କରିବେ…

ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ: ପ୍ରଧାନମନ୍ତ୍ରୀଙ୍କ ଶୋକ

ବେଙ୍ଗାଲୁରୁ,୩।୧: କର୍ନାଟକର ବିଜୟପୁର ଜିଲାରେ ଅବସ୍ଥିତ ଜନ୍ନାୟୋଗାଶ୍ରାମର ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ ଘଟିଛି। ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ କିଛି ଦିନ ହେବ ବୟସ ସମ୍ବନ୍ଧୀୟ ରୋଗ ସହ ଲଢୁଥିଲେ। ତାଙ୍କ ମୃତ୍ୟୁ ବିଷୟରେ ସୂଚନା…

ସୂର୍ଯ୍ୟନଗରୀ ଏକ୍ସପ୍ରେସ୍‌ର ୧୧ ବଗି ଲାଇନଚ୍ୟୁତ

ନୂଆଦିଲ୍ଲୀ,୩।୧: ମୁମ୍ବାଇ-ଯୋଧପୁର ମଧ୍ୟରେ ଚଳାଚଳ କରୁଥିବା ସୂର୍ଯ୍ୟନଗରୀ ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ସୋମବାର ଭୋର ସମୟରେ ଯୋଧପୁର ଡିଭିଜନ୍‌ର ରାଜକିଆଓ୍ବାସ-ବୋମଦ୍ରା ସେକ୍ସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୨୦ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିଲେ। ସେମାନଙ୍କୁ…

ନୋଟ୍‌ବନ୍ଦୀ ନିଷ୍ପତ୍ତି କାଏମ ରହିଛି କହିବା ଠିକ୍‌ ନୁହେଁ: କଂଗ୍ରେସ

ନୂଆଦିଲ୍ଲୀ,୩।୧: ବିମୁଦ୍ରୀକରଣ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି କହିବା ବିଭ୍ରାନ୍ତିକର ଓ ଭୁଲ୍‌ ବୋଲି କଂଗ୍ରେସ କହିଛି। ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାର ସୀମିତ ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟଙ୍କ ସଂଖ୍ୟାଗରିଷ୍ଠ ରାୟ ପ୍ରକାଶ ପାଇଥିବା ବିରୋଧୀ ଦଳ ମତ ଦେଇଛି। ବିମୁଦ୍ରୀକରଣ ଲକ୍ଷ୍ୟ…

ଅନ୍ତର୍ଜାତୀୟ ଶାନ୍ତି ପାଇଁ ଆତଙ୍କବାଦ ବିପଦ: ଜୟଶଙ୍କର

ଭିଏନା,୩।୧: ଆତଙ୍କବାଦ ଅନ୍ତର୍ଜାତୀୟ ଶାନ୍ତି ଏବଂ ନିରାପତ୍ତା ପାଇଁ ବିପଦ ବୋଲି ଅଷ୍ଟ୍ରିଆ ଗସ୍ତର ଦ୍ୱିତୀୟ ଦିନରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଜୟଶଙ୍କର କହିଛନ୍ତି। ଏଥି ମଧ୍ୟରେ ସୀମା ଆତଙ୍କବାଦ, ହିଂସାବାଦୀ ଉଗ୍ରବାଦ ରହିଛି। ସେମାନଙ୍କର ପ୍ରଭାବ ଗୋଟିଏ ଅଞ୍ଚଳରେ ସୀମିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri