Home Left

୫୦ କୋଟି ଟଙ୍କାର ଡ୍ରଗ୍ସ, ୪କୁଇଣ୍ଟାଲ ଗଞ୍ଜେଇ ଜବତ: ୫ଗିରଫ

ଗୁଆହାଟୀ ,୨୧।୧୧: ଆସାମର ଚାଚର ଏବଂ କର୍ବି ଆଙ୍ଗ୍‌ଲଙ୍ଗ ଜିଲାରୁ ସୋମବାର ୫୦ କୋଟି ଟଙ୍କା ମୂଲ୍ୟର ଡ୍ରଗ୍ସ ଜବତ ହୋଇଛି। ଏହି ବେଆଇନ ନିଶାଦ୍ରବ୍ୟ ଚୋରା ଚାଲାଣ ଅଭିଯୋଗରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଚାଚର ଜିଲାର ଲକ୍ଷ୍ମୀପୁର…

ସ୍କୁଲରୁ ମିଳିଲା ୩ ଅଫୁଟା ବୋମା: ପୋଲିସର ଯାଞ୍ଚ ଆରମ୍ଭ

କୋଲକାତା,୨୧।୧୧: ପଶ୍ଚିମବଙ୍ଗର ଏକ ସ୍କୁଲରେ ୩ଟି ଅଫୁଟା ବୋମା ଜବତ ହୋଇଛି। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ସୋମବାର ହୁଗଳି ଜିଲାର ଚିନସୁରାହ ସ୍ଥିତ ନାଲଡାଙ୍ଗା ନାରାୟଣପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ…

ବିଧାୟକଙ୍କ ବିରୋଧରେ ବଳାତ୍କାର ମାମଲା

ଭୋପାଳ,୨୧।୧୧: ମଧ୍ୟପ୍ରଦେଶର ଧର୍‌ ଜିଲାରେ ଜଣେ ମହିଳାଙ୍କୁ ବଳାତ୍କାର କରାଯିବା ସହ ମାନସିକ ନିର୍ଯାତନା ଦେବା ଅଭିଯୋଗରେ କଂଗ୍ରେସ ବିଧାୟକ ଉମଙ୍ଗ ସିଂଘରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଗାନ୍ଧୀଓ୍ବାନି ଆସନର ବିଧାୟକ ସିଂଘରଙ୍କ ବିରୋଧରେ ଧର୍‌ ଜିଲାର ନାଉଗାଁ ଥାନାରେ…

ରାସ୍ତାରୁ  ନବଜାତ ଶିଶୁର ମୃତଦେହ ଠାବ 

ମାଲକାନଗିରି,୨୧ା୧୧(ଡି.ଏନ୍‌.ଏ.): ମାଲାକନଗିରି ସଦର ମହକୁମାସ୍ଥିତ ହରଗୌରୀ ମନ୍ଦିର ନିକଟରେ ଏକ ନବଜାତ ଶିଶୁର ମୃତଦେହ ପଡି ରହିଥିବା ଦେଖିବାକୁ ମିଳିଛି। ଏହି ରାସ୍ତା ଦେଇ ଯାଉଥିବା କେହି ବ୍ୟକ୍ତି ନବଜାତ ଶିଶୁର ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା…

ରାଜ୍ୟପାଳଙ୍କ ବଦଳି ଦାବିକଲେ ଶିନ୍ଦେ ଗୋଷ୍ଠୀ

ମୁମ୍ବାଇ ,୨୧।୧୧: ଛତ୍ରପତି ଶିବାଜୀ ମହାରାଜାଙ୍କ ସମ୍ପର୍କରେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କ ମନ୍ତବ୍ୟକୁ ନେଇ ବିବାଦ ଏବେ ତେଜିବାରେ ଲାଗିଛି। ରାଜ୍ୟପାଳଙ୍କୁ ଅନ୍ୟ ରାଜ୍ୟକୁ ବଦଳି କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗୋଷ୍ଠୀର ବିଧାୟକ ସଞ୍ଜୟ ଗାଏକଓ୍ବାଡ଼…

୧୧୬ କେନ୍ଦ୍ରରେ ହେବ ଦଶମ ସମେଟିଭ ପରୀକ୍ଷା

ପୁରୀ ଅଫିସ, ୨୧ା୧୧: ଚଳିତ ମାସ ୨୩ ତାରିଖଠାରୁ ପୁରୀ ଜିଲାର ୧୧୬ଟି ପରୀକ୍ଷା କେନ୍ଦ୍ରରେ ଦଶମ ଶ୍ରେଣୀ ସମେଟିଭ ପରୀକ୍ଷା ଆରମ୍ଭ ହେବ। ଏକକାଳୀନ ଦଶମଶ୍ରେଣୀ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ୩୦ ତାରିଖ…

ନକଲି ପାନମସଲା ଜବତ ଘଟଣା: ୩ ଗିରଫ

କଣାସ, ୨୧ା୧୧(ସ୍ବ.ପ୍ର): ପୁରୀ ଜିଲା କଣାସ ଅଞ୍ଚଳରେ ରବିବାର ଖାଉଟି ବିଭାଗ ଓ ପୋଲିସ ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇ ତିନୋଟି ରାଶନ ଦୋକାନରୁ ଲକ୍ଷାଧିକ ଟଙ୍କାର ନକଲି ପାନମସଲା ଜବତ କରାଯାଇଥିଲା। ଏହି ଘଟଣାରେ ସୋମବାର ୩ ଅଭିଯୁକ୍ତ…

ଉଦୟପୁରରେ ବୁରାରୀ ଘଟଣାର ପୁନରାବୃତ୍ତି: ଘରୁ ମିଳିଲା ସ୍ବାମୀ-ସ୍ତ୍ରୀଙ୍କ ସମେତ ୪ପିଲାଙ୍କ ମୃତଦେହ

ଉଦୟପୁର,୨୧।୧୧: ରାଜସ୍ଥାନର ଉଦୟପୁରରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏକ ଘରୁ ଗୋଟିଏ ପରିବାରର ୬ଜଣ ସଦସ୍ୟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ କୋକୁଆଭୟ ଖେଳିଯାଇଛି। ସୂଚନାଯୋଗ୍ୟ, ଉଦୟପୁର…

ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥୀପତ୍ର ପ୍ରତ୍ୟାହାର ପରେ ମଇଦାନରେ ୧୦ ପ୍ରାର୍ଥୀ

ପଦ୍ମପୁର,୨୧।୧୧(ଡି.ଏନ୍‌.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ଦିନ ରହିଥିଲା । ତେବେ ସ୍ବାଧିନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିବା ରେବତୀ ଗିରି ଶେଷଦିନରେ ତାଙ୍କର ପ୍ରାର୍ଥିପତ୍ର ପ୍ରତ୍ୟାହାର କରିନେଇଛନ୍ତି। ନାମାଙ୍କନ ଦାଖଲ କରିଥିବା ୧୩…

ଆଉ ନାହାନ୍ତି ରସନା ଗ୍ରୁପ୍‌ ମାଲିକ

ନୂଆଦିଲ୍ଲୀ,୨୧।୧୧: ଲୋକପ୍ରିୟ ପାନୀୟ ରସନା ମାଲିକ ଅରିଜ ପିରୋଜଶା ଖମ୍ବାଟାଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିବା ବେଳେ ଶେଷ ସମୟରେ ତାଙ୍କର ହୃଦ୍‌ଘାତ ହୋଇଥିଲା। ଏହାପରେ ତାଙ୍କୁ…

କୋରେଇ ଦୁର୍ଘଟଣା: ଦୋଷୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା କୋରେଇ ଷ୍ଟେଶନରେ ମାଲବାହୀ ଟ୍ରେନ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଦୋଷୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ । ରାତି ୧୦ଟା ସୁଦ୍ଧା ରେଳ ଚଳାଚଳ ସ୍ବାଭାବିକ ହୋଇପାରେ। ୱାଗନ ଡୋର ହିଁ…

ଘାରିଲା ସାମାଜିକ ବାସନ୍ଦ ଭୟ: ଛୁଇଁଲେନି କୁଷ୍ଠରୋଗୀଙ୍କ ମୃତଦେହ

ସମ୍ବଲପୁର,୨୧।୧୧(ବ୍ୟୁରୋ): କୃଷ୍ଠ ରୋଗରେ ପୀଡିତ ହେବା ପରେ ଗ୍ରାମରୁ ବାସନ୍ଦ ହୋଇ ପ୍ରାୟ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ସମାଜ ଓ ଜାତିଠାରୁ ଦୂରେଇ ରହି ବହୁ କଷ୍ଟରେ ଜୀବନ କାଟୁଥିବା ବ୍ୟକ୍ତିଙ୍କ ଏବେ ମୃତ୍ୟୁ ଘଟିଛି। ଗାଁ ବାହାରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri