Home Left

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ‘ବୋର୍ଡ ଅଫ ପିସ’ରେ ଯୋଗଦେବା ପାଇଁ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି,…

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ ବୈଠକ ବସିଥିଲା। ବୈଠକରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ…

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ ବରିଷ୍ଠ ନେତାଙ୍କୁ ଡାକରା ଆସିଛି। ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନା ନବୀନ…

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ସୂଜାତା ସାହୁ ଏହି ବୈଠକରେ ଯୋଗ…

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫ ଧାନ ବିକ୍ରି କରି ପାରି ନାହିଁ। ଅନ୍ୟପଟେ ରବି ଚାଷକାର୍ଯ୍ୟ…

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ଜଣେ ବ୍ୟକ୍ତି ଯେତେବେଳେ ଲୋକଙ୍କ ଭାବନା ସହିତ ଯୋଡ଼ି ହୁଅନ୍ତି ସେତେବେଳେ ସେ…

ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର ଥାନା ଆଳୁପୁର ଗ୍ରାମର ସମରଜିତ ପ୍ରଧାନ (୩୧) । କୌଣସି କାରଣରୁ ସେ ଘରେ…

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ ମଧ୍ୟରେ ମଣ୍ଡି ଖୋଲାଯିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିଲା। ଫଳରେ ଚାଷୀମାନେ ଉତ୍ସାହିତ ହୋଇପଡ଼ିଥିଲେ।…

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର ଏକାଠି ହୋଇଛି। ଦୀର୍ଘ ୨ ବର୍ଷ ୯ ମାସର ପ୍ରତୀକ୍ଷା ପରେ ଝାଡ଼ଖଣ୍ଡର ଅନାମିକା…

ବିରାଟ-ରୋହିତଙ୍କୁ ବଡ଼ ଝଟକା ଦେବ BCCI! ଜାଡେଜାଙ୍କୁ ହେବ ଫାଇଦା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୦।୧: ଟିମ ଇଣ୍ଡିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଏକଦିବସୀୟ ସିରିଜ ହାରିଗଲା। ଏହି ପରାଜୟ ଦଳ ପରିଚାଳନା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଏହି ସମୟରେ, ବିସିସିଆଇ ବାର୍ଷିକ କେନ୍ଦ୍ରୀୟ ଚୁକ୍ତିନାମା ପ୍ରକାଶ କରିବାକୁ ପ୍ରସ୍ତୁତ ହେଉଛି। ବୋର୍ଡ ଟିମ ଇଣ୍ଡିଆର ଷ୍ଟାର…

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍‌ ୧୬ରୁ…

ନବବିବାହିତାଙ୍କୁ ନିର୍ଯାତନା, ଦିବ୍ୟାଙ୍ଗ ବାପାଙ୍କୁ ମାଡ଼

ବଳଙ୍ଗା,୨୦ା୧(କେଦାରେଶ୍ୱର ନନ୍ଦ): ଅଧିକ ଯୌତୁକ ଦାବିରେ ବଳଙ୍ଗା ଥାନା ଅଧୀନ ସମେଇପୁର ଗ୍ରାମରେ ଜଣେ ନବବିବାହିତାଙ୍କୁ ନିର୍ଯାତନା ଦିଆଯିବା ସହ ତାଙ୍କ ଦିବ୍ୟାଙ୍ଗ ବାପାକୁ ମାଡ଼ ମରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri