ଦ୍ରୁତ ଗାଡି ଚାଳନା ଯୋଗୁ ହୋଇନାହିଁ ପନ୍ତଙ୍କ ଦୁର୍ଘଟଣା: ଧାମି
ଡେରାଡୁନ,୧ ।୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କର ସଡ଼କ ଦୁର୍ଘଟଣା ହେବା ପରଠାରୁ ଏହି ଦୁର୍ଘଟଣାକୁ ନେଇ ଅନେକ କାରଣ ସାମ୍ନାକୁ ଆସିଛି । ହେଲେ ଏବେ ଏହାର ଅସଲ କାରଣ କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ।…
ନୂଆବର୍ଷରେ ମହଙ୍ଗା ଡ୍ରେସ ପିନ୍ଧି ଚର୍ଚ୍ଚାରେ ଆଲିଆ
ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟ ନିକଟରେ ମା’ ହୋଇଥିବା ବେଳେ ଖୁବ୍ କମ୍ ସମୟ ମଧ୍ୟରେ ସେ ପୁଣିଥରେ ଗ୍ଲାମରସ ଲୁକରେ ନଜର ଆସିଛନ୍ତି । ଏଥର ସେ ଭିନ୍ନ ଢଙ୍ଗରେ ନୂଆ ବର୍ଷ ପାଳନ କରିଥିବା ବେଳେ ରବିବାର…
ନୂଆବର୍ଷରେ ହ୍ରାସ ପାଇଲା ପର୍ଯ୍ୟଟକଙ୍କ ସଂଖ୍ୟା
ମାଲକାନଗିରି,୧ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦରମହକୁମା ଠାରୁ ୫ କିଲୋମିଟର ଦୂର ସତୀଗୁଡ଼ା ଜଳଭଣ୍ଡାରକୁ ଲାଗି ରହିଥିବା ସତୀଗୁଡ଼ା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ଏବଂ ଚିତ୍ରକୋଣ୍ଡାଠାରେ ଥିବା ପ୍ରାକୃତିକ ପର୍ଯ୍ୟଟନସ୍ଥଳୀରେ ପୂର୍ବବର୍ଷ ଭଳି ନୂଆବର୍ଷରେ ପର୍ଯ୍ୟଟକଙ୍କ ସଂଖ୍ୟା କମ୍ ଦେଖିବାକୁ ମିଳିଛି। ପ୍ରତିବର୍ଷ ନୂଆବର୍ଷରେ…
ଆମେ ନଇଁବୁ ନାହିଁ: ପୁଟିନ୍
ମସ୍କୋ,୧।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ନିଜ ସମ୍ବୋଧନରେ ସେ ଆମେରିକା ସମେତ ପାଶ୍ଚାତ୍ୟ ଦେଶମାନଙ୍କୁ ରୁଷିଆ ବିରୋଧରେ ଷଡଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ୟୁକ୍ରେନକୁ ଅସ୍ତ୍ର ଭାବରେ ବ୍ୟବହାର…
ଉର୍ଫିଙ୍କୁ ଗିରଫ ଦାବି କଲେ ଭାଜପା ନେତା
ନୂଆଦିଲ୍ଲୀ,୧।୧:ଅଭିନେତ୍ରୀ ଉର୍ଫି ଜାଭେଦ ନିଜ ଅଜବ ଫ୍ୟାଶନ ପାଇଁ ଜଣାଶୁଣା। ସେ ତାଙ୍କ ଫ୍ୟାଶନକୁ ନେଇ ଅଧିକାଂଶ ସମୟରେ ଟ୍ରୋଲର ଶିକାର ହୋଇଥାନ୍ତି। ଏକାସାଙ୍ଗରେ, ଏବେ ପୁଣି ଥରେ ଉର୍ଫିଙ୍କୁ ତାଙ୍କ ବୋଲ୍ଡ ଲୁକ ପାଇଁ ଟାର୍ଗେଟ କରାଯାଇଛି। ଭାରତୀୟ ଜନତା…
ସ୍ତ୍ରୀଙ୍କୁ ହତ୍ୟା କରି ଜିରୋ ନାଇଟ୍ ପାଳନ କରିଥିଲେ ସ୍ବାମୀ
ଗଞ୍ଜାମ,୧ା୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଅଞ୍ଚଳରେ ନୂଆବର୍ଷରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ଜିରୋ ନାଇଟ ପାଳନ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣା ଜଣାପଡ଼ିବା ପରେ…
କିମ୍ ଟ୍ରମ୍ପ୍ଙ୍କୁ ଚୁମ୍ବନ ଦେଉଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ…
ହନୋଇ,୧।୧ : ହାନୋଇରେ ଏକ ବୈଠକ କରିବା ପରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ଭଳି ଦେଖଯାଉଥିବା ହାୱାର୍ଡ ଆକ୍ସ ଏବଂ ଟ୍ରମ୍ପଙ୍କ ଭଳି ଦେଖିବାକୁ ଲାଗୁଥିବା ରସେଲ ହ୍ବାଇଟଙ୍କୁ ବିମାନବନ୍ଦରରେ ନଜର ଆସିଛନ୍ତି। କିମ୍ ଏବଂ…
କ୍ଷମା ମାଗିଲା ହ୍ବାଟ୍ସଆପ୍
ନୂଆଦିଲ୍ଲୀ,୧।୧: ଭାରତର ଭୁଲ ମାନଚିତ୍ର ଶେୟାର ପାଇଁ କେନ୍ଦ୍ର ମନ୍ତ୍ରୀଙ୍କ ତାଗିଦ କରିବା ପରେ ହ୍ବାଟ୍ସଆପ୍ ଆପ କ୍ଷମା ମାଗିଛି। ଅଜାଣତରେ ଭୁଲ ପାଇଁ କ୍ଷମା ମାଗୁଛୁ ଏବଂ ଭବିଷ୍ୟତରେ ଏହାର ଯତ୍ନ ନେବ ବୋଲି ହ୍ବାଟ୍ସଆପ୍ ଆପ କହିଛି। ମେଟା…
ପିଅନଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀଙ୍କ ଜୀବନ ଗଲା
ମାଲକାନଗିରି,୧ା୧(ଡି.ଏନ୍.ଏ.): ପିଅନଙ୍କ ଟାଙ୍ଗିଆ ଚୋଟରେ ଜଣେ ଗୁରୁଜୀଙ୍କ ଜୀବନ ଯାଇଛି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ସଦର ସରସତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟରେ। ପିଅନ ନରେଶ କ୍ଷତ୍ରୀୟଙ୍କ ଟାଙ୍ଗିଆ ଚୋଟରେ ଗୁରୁଜୀ ନିରାକାର ସେଠୀଙ୍କ ମୃତ୍ୟୁ ହୋଇଛି।…
ଏକ ମିଠା ଅନୁଭବର ନାଁ…ଗ୍ରୀଟିଂସ୍ କାର୍ଡ
କେବେ ସେ ମିଳେ ବହି ଭିତରେ। ଆଉ କେବେ ଡାକବାଲା ଘରକୁ ଆସି ଦେଇଯାଏ। ହାତରେ ଧରିବା ମାତ୍ରେ ମନ ଖୁସିରେ କୁରୁଳି ଉଠେ। ନାଁ ଓ ଠିକଣା ଦେଖିଦେଲେ ସେଇ ପ୍ରିୟ ମଣିଷଟିର ମୁହଁ ଆଖି ଆଗରେ ନାଚି ଉଠେ।…
ରିଷଭ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର: ବାରମ୍ବାର ଭେଟିବାକୁ ନ ଯିବାକୁ ଡିଡିସିଏର ଅପିଲ୍
ନୂଆଦିଲ୍ଲୀ,୧।୧: ଟିମ ଇଣ୍ଡିଆର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କାର ଦୁର୍ଘଟଣା ଶିକାର ହେବାପରେ ଡେରାଡୁନ ସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାଙ୍କୁ ଭେଟିବା ପାଇଁ ଘରକୁ ଯାଉଥିବାବେଳେ ତାଙ୍କ କାର ଡିଭାଇଡରକୁ ଧକ୍କା ଦେଇଥିଲା। ଫଳରେ ତାଙ୍କ…
ନୂଆବର୍ଷରେ ଦୁଃଖଦ ଖବର: ଛୁରି ଭୁସି ବାପାଙ୍କ ଜୀବନ ନେଲେ ପୁଅ
ଦେବଗଡ଼,୧ା୧(ଡି.ଏନ୍.ଏ.): ନିଶାସକ୍ତ ଅବସ୍ଥାରେ ବାପାକୁ ହତ୍ୟା କରିଛନ୍ତି ଜଣେ ପୁଅ। ଦେବଗଡ଼ ଥାନା ଅନ୍ତର୍ଗତ ବାରକୋଟ ବ୍ଳକ କାଉଁଶିବାହାଳ ଗ୍ରାମରେ ନୂଆବର୍ଷରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଅ ଦୁର୍ଯ୍ୟୋଧନ ପ୍ରଧାନଙ୍କ ଛୁରାମାଡ଼ରେ ବାପା ରତ୍ନାକର ପ୍ରଧାନଙ୍କ ଜୀବନ ଯାଇଛି।…
Archives


