Home Left

ଗୁଜରାଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୯ ମୃତ, ୨୮ ଆହତ: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଅହମଦାବାଦ,୩୧।୧୨: ଗୁଜରାଟର ନାଭସାରି ଜିଲାରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଏବଂ ଏସ୍‌ୟୁଭି କାର ମଧ୍ୟରେ ଧକ୍କା ହୋଇ ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ଜଣ ଆହତ ହୋଇଛନ୍ତି। ଏସ୍‌ୟୁଭି କାର ଡ୍ରାଇଭରଙ୍କ ଅସାବଧାନତା…

ସୋନାଲିକାର ୱେବ୍‌ସାଇଟ୍‌ରେ ଟ୍ରାକ୍ଟର ମୂଲ୍ୟ ପ୍ରଦର୍ଶିତ

ନୂଆଦିଲ୍ଲୀ,୩୧ା୧୨: ଦେଶର ପ୍ରମୁଖ ଟ୍ରାକ୍ଟର ବ୍ରାଣ୍ଡ୍‌ ତଥା ୧ ନମ୍ବର ରପ୍ତାନିକାରୀ ଭାବେ ପରିଚିତ ସୋନାଲିକା ଟ୍ରାକ୍ଟର୍ସ ପକ୍ଷରୁ ଏକ ଆକର୍ଷଣୀୟ ସେବା ଓ ସୁବିଧା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷର କିଷାନ ଦିବସ ଅବସରରେ ଦେଶର କୃଷକଙ୍କ…

‘ବିକ୍ରି ପରବର୍ତ୍ତୀ ସେବା, ସୁବିଧାକୁ ଗୁରୁତ୍ୱାରୋପ’

ନୂଆଦିଲ୍ଲୀ,୩୧ା୧୨: ଦେଶର ପ୍ରମୁଖ ବାଣିଜି୍ୟକ ଯାନ ନିର୍ମାତା ଟାଟା ମୋର୍ଟସ ନିକଟରେ ତା’ର ସ୍ମଲ୍‌ କମର୍ସିଆଲ ଭେଇକିଲ୍ସ (ଏସ୍‌ସିଭି) ବର୍ଗର ନୂତନ ମଡେଲ ସର୍ବଭାରତୀୟ ସ୍ତରରେ ଉନ୍ମୋଚନ କରିଥିଲା। ଏହି ପରିପ୍ରେକ୍ଷୀରେ ଟାଟା ମୋଟର୍ସର ଗ୍ଲୋବାଲ ହେଡ୍‌ (କଷ୍ଟମର କେୟାର,କମର୍ସିଆଲ ଭେଇକିଲ…

ଜାନୁୟାରୀ ୨ରୁ ନୂଆ ଧାରାବାହିକ ‘ତୁ ଖରା ମୁଁ ଛାଇ’

ଭୁବନେଶ୍ୱର,୩୧ା୧୨: ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ପକ୍ଷରୁ ନୂତନ ବର୍ଷର ପରିପ୍ରେକ୍ଷୀରେ ମେଗା ଓଡ଼ିଆ ନୂଆ ଧାରାବାହିକ ପ୍ରସାରଣ କରିବାକୁ ଯାଉଛି। ଏପରିକି ଆସନ୍ତା ଜାନୁୟାରୀ ୨ରୁ ଜୀ ସାର୍ଥକର ନୂଆ ଧାରାବାହିକ ‘ତୁ ଖରା ମୁଁ…

କେନ୍ଦ୍ର କୋଇଲା ସଚିବ ଓ କୋଲ୍‌ ଇଣ୍ଡିଆ ଅଧ୍ୟକ୍ଷଙ୍କ ଜେଏସ୍‌ପି ଗସ୍ତ

ଅନୁଗୋଳ ଅଫିସ, ୩୧ା୧୨: କେନ୍ଦ୍ର କୋଇଲା ସଚିବ ଅମ୍ରିତ ଲାଲ ମୀନା ଏବଂ କୋଲ୍‌ ଇଣ୍ଡିଆ ଲିମିଟେଡ୍‌ ଅଧ୍ୟକ୍ଷ ପ୍ରମୋଦ ଅଗ୍ରଓ୍ବାଲ ଗୁରୁବାର ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର କୋଲ୍‌ ଗ୍ୟାସିଫିକେଶନ ପ୍ଲାଣ୍ଟ (ସିଜିପି) ପରିଦର୍ଶନ କରିଥିଲେ। ଜେଏସ୍‌ପି ପକ୍ଷରୁ…

ରାଜଧାନୀରେ ବର୍ଷକରେ ୧୨.୯୬ କୋଟି ଠକେଇ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜଧାନୀରେ ସାଇବର ଠକେଇରେ ରୋକ ଲଗାଯାଇପାରୁ ନାହିଁ। ଲୋକଙ୍କୁ ବିଭିନ୍ନ ଜରିଆରେ ସଚେତନ କରାଯାଉଥିଲେ ମଧ୍ୟ ସାଇବର ଅପରାଧୀଙ୍କ ଜାଲରେ ପଡ଼ି ବହୁ ଟଙ୍କା ହରାଉଛନ୍ତି। ଡିସେମ୍ବରରେ ରାଜଧାନୀରେ ୧ କୋଟି ୧୭ ଲକ୍ଷ ୩୫ ହଜାର ୧୬୭ ଟଙ୍କା ସାଇବର…

ହକି ବିଶ୍ୱକପ ଟ୍ରଫିକୁ କୋରାପୁଟରେ ବିପୁଳ ସ୍ବାଗତ

କୋରାପୁଟ,୩୧ା୧୨(ସ୍ବ.ପ୍ର.): ଚଳିତବର୍ଷ ଓଡ଼ିଶା ବିଶ୍ୱକପ ହକି ଆୟୋଜନ କରୁଛି। ଏଥିପାଇଁ କ୍ରୀଡା ବିଭାଗ ପକ୍ଷରୁ ବିଶ୍ୱକପ ହକିର ଟ୍ରଫି ରାଜ୍ୟର ସମସ୍ତ ଜିଲା ପରିକ୍ରମା କରାଯାଉଛି। କୋରାପୁଟରେ ଏହି ଟ୍ରଫି ପହଞ୍ଚତ୍ବା ପରେ ଜିଲା ପ୍ରଶାସନ ପକ୍ଷରୁ ବିପୁଳ ସ୍ବାଗତ କରାଯାଇଛି।…

‘ଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କର’

ଭୁବନେଶ୍ୱର, ୩୧ା୧୨: ଭୁବନେଶ୍ୱର ଗଙ୍ଗପଡ଼ାସ୍ଥିତ ଆଦ୍ୟାନ୍ତ ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୬ତମ ବାର୍ଷିକ ଉତ୍ସବ ‘ଗ୍ରେସ୍‌-୨୦୨୨’ ଶୁକ୍ରବାର ଶିକ୍ଷାନୁଷ୍ଠାନର ଜି.ପି. ସିଂହ ପ୍ରେକ୍ଷାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ସହରାଞ୍ଚଳ ସମନ୍ବିତ ମୋ ସେବା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ୱର, ୩୧।୧୨ (ବ୍ୟୁରୋ): ସରକାରୀ ସେବା ତଥା କାର୍ଯ୍ୟ ପାଇଁ ରାଜଧାନୀବାସୀଙ୍କୁ ଆଉ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡିବ ନାହିଁ। ଗୋଟିଏ ଛାତ ତଳେ ସେମାନେ ବିଭିନ୍ନ ସରକାରୀ କାର୍ଯ୍ୟକୁ ସୁବିଧାରେ ସମ୍ପାଦନ କରିପାରିବେ। ଏଥିପାଇଁ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌)…

ନାଲ୍‌କୋର ନୂତନ ଡାଉନଷ୍ଟ୍ରିମ୍‌ ଉତ୍ପାଦ ଶୁଭାରମ୍ଭ

ଭୁବନେଶ୍ୱର,୩୧ା୧୨: ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)ର ନୂତନ ଡାଉନଷ୍ଟ୍ରିମ୍‌ ଉତ୍ପାଦର ଶୁଭାରମ୍ଭ କରାଯାଇଛି। ବିଶେଷକରି କମ୍ପାନୀର ନୂତନ ଡାଉନଷ୍ଟ୍ରିମ୍‌ ଉତ୍ପାଦ ‘ଆଲୁମିନିୟମ୍‌ ଏଲ୍‌ଇଡି କ୍ୟାପ୍‌ ଷ୍ଟକ୍‌ ଏଲୋୟ ଏଏ୧୧୦୦ର କଏଲ୍‌ ଫର୍ମ ଏଚ୧୨ ସହ ଶୁଭାରମ୍ଭ…

୨୪ ଶିକ୍ଷକ ବହିଷ୍କୃତ, ଜଣେ ଛାଡିଲେ ଚାକିରି

ନବରଙ୍ଗପୁର,୩୧।୧୨(ବି.ପ୍ର.): ନବରଙ୍ଗପୁର ଜିଲାରେ ଲମ୍ବା ଛୁଟିରେ ଥିବା ଶିକ୍ଷକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି ଜିଲା ପ୍ରଶାସନ। ଲମ୍ବା ଛୁଟରେ ଥିବା ୩୧ଜଣ ଶିକ୍ଷକଙ୍କ ମଧ୍ୟରୁ ୨୭ ତାରିଖରେ ଜିଲାପାଳ ୨୪ ଜଣଙ୍କୁ ବହିସ୍କୃତ କରିଛନ୍ତି। ଏଥିସହ ଜଣେ ଶିକ୍ଷକ ଚାକିରି…

୮ ଦାବି ନେଇ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିକ୍ଷୋଭ

ପୁରୀ ଅଫିସ,୩୧।୧୨: ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍‌ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍‌ ୱାର୍କର୍ସ ଆସୋସିଏଶନର କର୍ମଚାରୀମାନଙ୍କ ଦୀର୍ଘଦିନର ଦାବିଗୁଡିକୁ ପୂରଣ କରିବା ଦାବିରେ ଶୁକ୍ରବାର ଆସୋସିଏଶନର ପୁରୀ ଜିଲା ଶାଖା ପକ୍ଷରୁ ଏକ ବିଶାଳ ପଦଯାତ୍ରା କରାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri