Home Left

ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ

ଟିକିରି, ୩୦।୧୨(ଡି.ଏନ୍‌.ଏ.): ଅନେକ ଦିନର ଦାବି ପରେ ରାୟଗଡ଼ା ଜିଲା କାଶୀପୁରରେ ଖୋଲାଯାଇଥିବା ଏକଲବ୍ୟ ବିଦ୍ୟାଳୟକୁ ଏବେ ୫୦ କି.ମି. ଦୂରକୁ ସ୍ଥାନାନ୍ତର କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବିରୋଧରେ ଶୁକ୍ରବାର କାଶୀପୁର ବ୍ଲକର ଶତାଧିକ ଲୋକ, ରାଜନେତାଙ୍କ ସମେତ ବୁଦ୍ଧିଜୀବୀ…

କଞ୍ଚାମାଲ ଅଭାବ ନେଇ ଆଲୋଚନା

ରସୁଲପୁର,୩୧।୧୨(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁରେ ହସ୍ତତନ୍ତ ଓ ବୟନଶିଳ୍ପ ଉପନିର୍ଦ୍ଦେଶକ ଆଶୁତୋଷ ମହାନ୍ତି ପହଞ୍ଚତ୍ ଏକ ସମୀକ୍ଷା ବୈଠକ କରିଛନ୍ତି। ମା’ ତାରିଣୀ ତନ୍ତୁବାୟ ସହଯୋଗ ସମିତି କାର୍ଯ୍ୟାଳୟ ପରିସରରେ ବୁଣାକାର ସଂଘ ନେତାଙ୍କୁ ନେଇ ଏହି…

ଫୋର୍ଡ ପ୍ଲାଣ୍ଟ ଅଧିଗ୍ରହଣ କରିବ ଟାଟା

ନୂଆଦିଲ୍ଲୀ,୩୧ା୧୨: ମୋଟରଯାନ ନିର୍ମାଣ କ୍ଷେତ୍ରରେ ଦେଶର ଅଗ୍ରଣୀ ସଂସ୍ଥା ଟାଟା ମୋଟର୍ସ ଆସନ୍ତା ୧୦ ଜାନୁୟାରୀ ସୁଦ୍ଧା ଗୁଜରାଟସ୍ଥିତ ଫୋର୍ଡ ଇଣ୍ଡିଆର ସାନନ୍ଦ ପ୍ଲାଣ୍ଟକୁ ଅଧିଗ୍ରହଣ କରିବ। ଏ ନେଇ ଶୁକ୍ରବାର ଟାଟା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଅଗଷ୍ଟରେ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ଭବାନୀପାଟଣା,୩୧।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼-କଲମପୁର ପିଡବ୍ଲୁଡି ମୁଖ୍ୟ ରାସ୍ତାର ଦେପୁର ବୁଲାଣି ନିକଟରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କାରେ ୨ଜଣକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ କଲମପୁର ବ୍ଲକ ଇଚ୍ଛାପୁର ଗ୍ରାମର ଟିକେ ପାତ୍ର ଓ ଦୂତିବାମନ ପୂଝାରୀ। ଖବର…

‘ବିର୍ଲା ଆଗ୍ରୋ ମେଶିନର ନୂତନ ଉତ୍ପାଦ ଉନ୍ମୋଚିତ’

ଭୁବନେଶ୍ୱର,୩୧ା୧୨: ମାସ୍ବାଦକର ଅଟୋଲାଇନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ସହଯୋଗୀ ସଂସ୍ଥା ବିର୍ଲା ଆଗ୍ରୋ ମେଶିନ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏପରିକି ଶୁକ୍ରବାର ସ୍ଥାନୀୟ କଟକରୋଡ୍‌ସ୍ଥିତ ଏକ ହୋଟେଲ ପରିସରରେ ଦିନିକିଆ ରାଜ୍ୟସ୍ତରୀୟ ଡିଲର ମିଟ୍‌ ସାଙ୍ଗକୁ ନୂତନ ଉତ୍ପାଦ…

୨ ମାସ ପରେ ବି କାମ ଆରମ୍ଭ ହେଲାନି

ଯାଜପୁର ଅଫିସ,୩୧।୧୨: ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ ଅଧୀନରେ ଥିବା ଶଙ୍ଖଚିଳା ଠାରୁ ବରେଇ ଭାୟା ତଣ୍ଡରା ରାସ୍ତା ଅତି ଶୋଚନୀୟ ହୋଇ ପଡିଛି। ଏହାର ମରାମତି କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଏକାଧିକ ଥର ଦାବି କରିବା ପରେ ୨୦୨୨-୨୩ରେ ମୁଖ୍ୟମନ୍ତ୍ରୀ…

ମେଶିନ ବଦଳରେ ଜବ୍‌କାର୍ଡଧାରୀଙ୍କୁ କାମ ଦିଅ

ଏରସମା,୩୧।୧୨(ସ୍ବ.ପ୍ର.): ଏରସମା ବ୍ଲକ ସଭାଗୃହରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ହଟ୍ଟଗୋଳ ମଧ୍ୟରେ ଶେଷ ହୋଇଛି। ଅଧ୍ୟକ୍ଷ ଲକ୍ଷ୍ମୀପ୍ରିୟା ମହାପାତ୍ର ଏଥିରେ ସଭାପତିତ୍ୱ କରିଥିଲେ। ଏହି ଅବସରରେ ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ମେଶିନରେ ନ କରି ଜବ କାର୍ଡଧାରୀଙ୍କ ମାଧ୍ୟମରେ…

ପଦନିପାଳ ସରପଞ୍ଚ, ଅନ୍ୟମାନଙ୍କ ନାମରେ ମାମଲା ରୁଜୁ

ଆଳି,୩୧।୧୨(ଡି.ଏନ.ଏ.): ଆଳି ଥାନା ପଦନୀପାଳ ଗ୍ରାମର ମାଳତି ମଲ୍ଲିକଙ୍କ ସ୍ଥିତିବାନ ସତ୍ତ୍ୱକୁ ଜଣେ ବ୍ୟକ୍ତି ଉପଯୋଗ କରି ବାଲି ଚାଲାଣ କରୁଛନ୍ତି। ସେ ଗ୍ରାମର କେତେଜଣ ମହିଳାଙ୍କୁ ନେଇ ଗାଡି ଅଟକ ରଖିଥିବା ବେଳେ ପଦନୀପାଳ ସରପଞ୍ଚ କେତେଜଣ ବ୍ୟକ୍ତିଙ୍କ ସହ…

୪୧ ପଦକ ଜିତିଲେ ପ୍ରତିଯୋଗୀ

ସେମିଳିଗୁଡା,୩୧ା୧୨(ସ୍ବ.ପ୍ର.): ଭୁବନେଶ୍ୱରସ୍ଥିତ ଉତ୍କଳ କରାଟେ ସ୍କୁଲରେ ସର୍ବ ଭାରତୀୟ କରାଟେ ଚାମ୍ପିୟନଶିିପ ନିକଟରେ ଅନୁଷ୍ଠିତ ହୋଇଯାଇଛି। ୪ ରାଜ୍ୟରୁ ୮୦୦ ଶହରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଏଥିରେ ସେମିଳିଗୁଡାର ଉତ୍କଳ କରାଟେ ସ୍କୁଲରୁ ୨୬ ଜଣ କରାଟେକା ଅଂଶଗ୍ରହଣ…

ଭିତରକନିକା, ଗହୀରମଥାକୁ ଜଗିବ ଡ୍ରୋନ

ରାଜନଗର, ୩୧।୧୨(ଡି.ଏନ.ଏ.): ପ୍ରକୃତିର ଗନ୍ତାଘର ଭିତରକନିକା ଓ ବିରଳ ସାମୁଦ୍ରିକ କଇଁଛ ଅଲିଭ୍‌ରିଡ୍‌ଲେଙ୍କ ଅନ୍ତୁଡିଶାଳ ଗହୀରମଥାର ସୁରକ୍ଷା ପାଇଁ ଡ୍ରୋନ୍‌ କ୍ୟାମେରା ଜଗିବ ବୋଲି ହାଇକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଫଳରେ ଭିତରକନିକାର ଆଦ୍ରଭୂମି, ହେନ୍ତାଳବଣ ଏବଂ ଏଥିରେ ବସବାସ କରୁଥିବା…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୩୧ା୧୨: ଦିନକ ପରେ ପୁଣି ଥରେ ଷ୍ଟକ୍‌ ବଜାର କାରବାରରେ ପରିବର୍ତ୍ତନ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ଷ୍ଟକ୍‌ ମାର୍କେଟର କାରବାର ଶେଷ…

ମାଣ୍ଡିଆ କିଣାକୁ ବିରୋଧ କଲେ ଗ୍ରାମବାସୀ

ଦଶମନ୍ତପୁର, ୩୧ା୧୨ ( ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ.ମାଲକାନଗିରି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ମାଣ୍ଡିଆ କିଣାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଖବରପାଇ ପୋଲିସ ପହଞ୍ଚତ୍ ୬ ବସ୍ତା ମାଣ୍ଡିଆ ଏବଂ ଏକ ଭ୍ୟାନ(ଓଡି ୧୦ ବି-୮୫୦୦)କୁ ଜବତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri