୧୧ ଜଣଙ୍କ ବିରୋଧରେ ଏନ୍ଆଇଏ ଚାର୍ଜଶିଟ୍
ନୂଆଦିଲ୍ଲୀ,୩୧ା୧୨(ପି.ଟି.): ତେଲଙ୍ଗାନାରେ ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍ ଇଣ୍ଡିଆ (ପିଏଫ୍ଆଇ) ପାଇଁ ଆତଙ୍କବାଦ ପ୍ରଶିକ୍ଷଣ କ୍ୟାମ୍ପ ଆୟୋଜନରେ ସମ୍ପୃକ୍ତ ୧୧ ଅଭିଯୁକ୍ତଙ୍କ ବିରୋଧରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ଚାର୍ଜଶିଟ୍ ଦାଖଲ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ୧୦ ଜଣ ତେଲଙ୍ଗାନାର…
ଖେଳ ଅଭ୍ୟାସ କଲେ ଭାରତ ହକି ଦଳ
ରାଉରକେଲା ଅଫିସ,୩୧।୧୨: ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଭାରତ ଦଳ ଶୁକ୍ରବାର ସକାଳ ଓ ସନ୍ଧ୍ୟାରେ ଅଭ୍ୟାସ କରିବା ପାଇଁ ପଡିଆକୁ ଓହ୍ଲାଇଥିଲେ। ସକାଳ ସାଢେ ୯ଟାରେ ସମସ୍ତ ଖେଳାଳି ବିର୍ସାମୁଣ୍ଡା ଷ୍ଟାଡିୟମରେ ପହଞ୍ଚତ୍ ପ୍ରଥମେ ୱାର୍ମଅପ୍ କରିଥିଲେ। ପରେ ନୂତନ…
ପାକିସ୍ତାନରେ ହିନ୍ଦୁ ମହିଳାଙ୍କୁ ବୀଭତ୍ସ ହତ୍ୟା
କରାଚି, ୩୧ା୧୨: ପାକିସ୍ତାନର ସିଦ୍ଧ ପ୍ରଦେଶରେ ୪୪ ବର୍ଷୀୟା ହିନ୍ଦୁ ମହିଳା ଦୟା ଭେଲଙ୍କୁ ବୀଭତ୍ସ ହତ୍ୟା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ପ୍ରଦେଶରେ ରହୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁ ସମ୍ପ୍ରଦାୟକଙ୍କ ପାଇଁ ଏହା ଚିନ୍ତାର ବିଷୟ…
ମଞ୍ଚକୁ ଗଲେନି ମମତା
କୋଲକାତା,୩୧ା୧୨: ପଶ୍ଚିମବଙ୍ଗର ହାଓଡ଼ା ଷ୍ଟେଶନରେ ଶୁକ୍ରବାର ସକାଳେ ହାଇ ଡ୍ରାମା ଦେଖିବାକୁ ମିଳିଥିଲା। ସେଠାରୁ ନ୍ୟୁ ଜଲପାଇଗୁଡ଼ିକୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଚଳାଚଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲି ଶୁଭାରମ୍ଭ କରିଛନ୍ତି। ରେଳଷ୍ଟେଶନଠାରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରୁ କେତେଜଣ ଜୟ…
ଆମେରିକା ଫେରନ୍ତା ମହିଳାଙ୍କୁ କରୋନା
ଜବଲପୁର,୩୧ା୧୨: ଆମେରିକାରୁ ମଧ୍ୟପ୍ରଦେଶର ଜବଲପୁରକୁ ଫେରିଥିବା ଜଣେ ୩୮ ବର୍ଷୀୟ ମହିଳା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତ ୨୩ ତାରିଖରେ ମହିଳା ଜଣକ ତାଙ୍କ ସ୍ବାମୀ ଓ ଝିଅଙ୍କ ନୂଆଦିଲ୍ଲୀ ଓ ଆଗ୍ରା ଦେଇ ଜବଲପୁରରେ ପହଞ୍ଚତ୍ଥିଲେ। ତାଙ୍କୁ ଥଣ୍ଡା…
ଇଗ୍ନୋରେ ୨୦୨୩ ପାଇଁ ନାମଲେଖା ଘୋଷଣା
ଭୁବନେଶ୍ୱର, ୩।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର ବ୍ୟକ୍ତି…
ୟୁକ୍ରେନ୍ ଉପରେ ରୁଷିଆର ଘନ ଘନ ଆକ୍ରମଣ
କିଭ୍, ୩୧ା୧୨: ବର୍ଷ ଶେଷ ହେବାକୁ ବସିଥିବାବେଳେ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ ଲାଗିପାରୁ ନାହିଁ। ଇତିମଧ୍ୟରେ ଯୁଦ୍ଧକୁ ୧୦ ମାସରୁ ଊର୍ଦ୍ଧ ଦିନ ବିତିଯାଇଛି। କିଛି ସପ୍ତାହର ବିରତି ପରେ ପୁଣି ଆଟାକିଂ ମୋଡ୍କୁ ଚାଲିଆସିଛି ରୁଷିଆ। ଗୁରୁବାର ରୁଷିଆ ୟୁକ୍ରେନ୍…
ତୁଷାରପାତ: ଅଟଳ ଟନେଲରେ ଅଟକିଲେ ୨ ହଜାର ପର୍ଯ୍ୟଟକ
ମାନାଲି, ୩୧ା୧୨: ପ୍ରବଳ ତୁଷାରପାତ ଯୋଗୁ ହିମାଚଳପ୍ରଦେଶର ରେହତଙ୍ଗ ପାସ୍ରେ ଥିବା ଅଟଳ ଟନେଲରେ ପ୍ରାୟ ୫୦୦ ଗାଡ଼ିରେ ୨,୦୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଦୀର୍ଘ ସମୟ ଅଟକି ରହିଥିଲେ। ଦୀର୍ଘ ୮ ଘଣ୍ଟାର ଉଦ୍ୟମ ପରେ ଗୁରୁବାର ବିଳମ୍ବିତ ରାତିରେ ସେମାନଙ୍କୁ…
ପାରିଶ୍ରମିକ ବୃଦ୍ଧି ଦାବିକଲେ ପାଚିକା
ଢେଙ୍କାନାଳ ଅଫିସ, ୩୧।୧୨: ପାରିଶ୍ରମିକ ବୃଦ୍ଧି ଏବଂ ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବିରେ ଗର୍ଜିଛନ୍ତି ଢେଙ୍କାନାଳ ଜିଲାର ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା। ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀଙ୍କୁ ସଂଘ ପକ୍ଷରୁ ୯ଦଫା ସମ୍ବଳିତ ଦାବିପତ୍ର…
ଶ୍ରେଷ୍ଠ ୨୦ରେ ଶୁଭଶ୍ରୀ
ଢେଙ୍କାନାଳ ଅଫିସ, ୩୧ା୧୨: ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଶ୍ରେଷ୍ଠ ୨୦ ପ୍ରତିଯୋଗୀ ତଥା ବିଜେତାଙ୍କ ମଧ୍ୟରେ ରହିଛନ୍ତି ଢେଙ୍କାନାଳ ଜିଲା ବ୍ରାହ୍ମଣୀ ପବ୍ଲିକ ସ୍କୁଲ ଛାତ୍ରୀ ଶୁଭଶ୍ରୀ ପଣ୍ଡା। ସମ୍ପୃକ୍ତ ଛାତ୍ରୀଛାତ୍ର ଭାରତୀୟ ମହାକାଶ ଗବେଷଣା…
ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜୀକରଣ ଅବଧି
ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲାର ଜଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ…
ଜମିବ ଜିରୋ ନାଇଟ୍
ଅନୁଗୋଳ ଅଫିସ, ୩୧ା୧୨: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ୨୦୨୨କୁ ଦିଆଯିବ ବିଦାୟ। ୨୦୨୩କୁ କରାଯିବ ଭବ୍ୟ ସ୍ବାଗତ। ଏଥିପାଇଁ ଅନୁଗୋଳରେ ଚାଲିଛି ଜୋର୍ଦାର ପ୍ରସ୍ତୁତି। ଭୋଜି, ବାଣ, ବାଜା ପାଇଁ ବିଭିନ୍ନ କ୍ଲବ, ସାହିରେ ଯୋଜନା ହୋଇଥିବା ବେଳେ…
Archives


