Home Left

ମଞ୍ଚକୁ ଗଲେନି ମମତା

କୋଲକାତା,୩୧ା୧୨: ପଶ୍ଚିମବଙ୍ଗର ହାଓଡ଼ା ଷ୍ଟେଶନରେ ଶୁକ୍ରବାର ସକାଳେ ହାଇ ଡ୍ରାମା ଦେଖିବାକୁ ମିଳିଥିଲା। ସେଠାରୁ ନ୍ୟୁ ଜଲପାଇଗୁଡ଼ିକୁ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲି ଶୁଭାରମ୍ଭ କରିଛନ୍ତି। ରେଳଷ୍ଟେଶନଠାରେ ଉପସ୍ଥିତ ଥିବା ଲୋକଙ୍କ ମଧ୍ୟରୁ କେତେଜଣ ଜୟ…

ଆମେରିକା ଫେରନ୍ତା ମହିଳାଙ୍କୁ କରୋନା

ଜବଲପୁର,୩୧ା୧୨: ଆମେରିକାରୁ ମଧ୍ୟପ୍ରଦେଶର ଜବଲପୁରକୁ ଫେରିଥିବା ଜଣେ ୩୮ ବର୍ଷୀୟ ମହିଳା କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୩ ତାରିଖରେ ମହିଳା ଜଣକ ତାଙ୍କ ସ୍ବାମୀ ଓ ଝିଅଙ୍କ ନୂଆଦିଲ୍ଲୀ ଓ ଆଗ୍ରା ଦେଇ ଜବଲପୁରରେ ପହଞ୍ଚତ୍ଥିଲେ। ତାଙ୍କୁ ଥଣ୍ଡା…

ଇଗ୍ନୋରେ ୨୦୨୩ ପାଇଁ ନାମଲେଖା ଘୋଷଣା

ଭୁବନେଶ୍ୱର, ୩।୧୨ (ବ୍ୟୁରୋ): ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ୨୦୨୩ ଶିକ୍ଷା ବର୍ଷ ପାଇଁ ନାମଲେଖା ଘୋଷଣା ହୋଇଛି। କୌଣସି କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚଶିକ୍ଷା ପାଇବାରୁ ବଞ୍ଚତ୍ତ ହୋଇଥିବା ଯେ କୌଣସି ବୟସର ବ୍ୟକ୍ତି…

ୟୁକ୍ରେନ୍‌ ଉପରେ ରୁଷିଆର ଘନ ଘନ ଆକ୍ରମଣ

କିଭ୍‌, ୩୧ା୧୨: ବର୍ଷ ଶେଷ ହେବାକୁ ବସିଥିବାବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ ଲାଗିପାରୁ ନାହିଁ। ଇତିମଧ୍ୟରେ ଯୁଦ୍ଧକୁ ୧୦ ମାସରୁ ଊର୍ଦ୍ଧ ଦିନ ବିତିଯାଇଛି। କିଛି ସପ୍ତାହର ବିରତି ପରେ ପୁଣି ଆଟାକିଂ ମୋଡ୍‌କୁ ଚାଲିଆସିଛି ରୁଷିଆ। ଗୁରୁବାର ରୁଷିଆ ୟୁକ୍ରେନ୍‌…

ତୁଷାରପାତ: ଅଟଳ ଟନେଲରେ ଅଟକିଲେ ୨ ହଜାର ପର୍ଯ୍ୟଟକ

ମାନାଲି, ୩୧ା୧୨: ପ୍ରବଳ ତୁଷାରପାତ ଯୋଗୁ ହିମାଚଳପ୍ରଦେଶର ରେହତଙ୍ଗ ପାସ୍‌ରେ ଥିବା ଅଟଳ ଟନେଲରେ ପ୍ରାୟ ୫୦୦ ଗାଡ଼ିରେ ୨,୦୦୦ରୁ ଊର୍ଦ୍ଧ୍ୱ ପର୍ଯ୍ୟଟକ ଦୀର୍ଘ ସମୟ ଅଟକି ରହିଥିଲେ। ଦୀର୍ଘ ୮ ଘଣ୍ଟାର ଉଦ୍ୟମ ପରେ ଗୁରୁବାର ବିଳମ୍ବିତ ରାତିରେ ସେମାନଙ୍କୁ…

ପାରିଶ୍ରମିକ ବୃଦ୍ଧି ଦାବିକଲେ ପାଚିକା

ଢେଙ୍କାନାଳ ଅଫିସ, ୩୧।୧୨: ପାରିଶ୍ରମିକ ବୃଦ୍ଧି ଏବଂ ବିଭିନ୍ନ ମୌଳିକ ସମସ୍ୟା ସମାଧାନ ଦାବିରେ ଗର୍ଜିଛନ୍ତି ଢେଙ୍କାନାଳ ଜିଲାର ମଧ୍ୟାହ୍ନ ଭୋଜନ ପାଚିକା ଓ ସହାୟିକା। ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀଙ୍କୁ ସଂଘ ପକ୍ଷରୁ ୯ଦଫା ସମ୍ବଳିତ ଦାବିପତ୍ର…

ଶ୍ରେଷ୍ଠ ୨୦ରେ ଶୁଭଶ୍ରୀ

ଢେଙ୍କାନାଳ ଅଫିସ, ୩୧ା୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ କାର୍ଯ୍ୟକ୍ରମର ଶ୍ରେଷ୍ଠ ୨୦ ପ୍ରତିଯୋଗୀ ତଥା ବିଜେତାଙ୍କ ମଧ୍ୟରେ ରହିଛନ୍ତି ଢେଙ୍କାନାଳ ଜିଲା ବ୍ରାହ୍ମଣୀ ପବ୍ଲିକ ସ୍କୁଲ ଛାତ୍ରୀ ଶୁଭଶ୍ରୀ ପଣ୍ଡା। ସମ୍ପୃକ୍ତ ଛାତ୍ରୀଛାତ୍ର ଭାରତୀୟ ମହାକାଶ ଗବେଷଣା…

ଜାନୁୟାରୀ ୩୧ ଯାଏ ବଢ଼ିଲା ମାଣ୍ଡିଆ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ମାଣ୍ଡିଆ ସଂଗ୍ରହ ନିମନ୍ତେ ଚାଷୀ ପଞ୍ଜୀକରଣ ସମୟସୀମାକୁ ୨୦୨୩ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶୁକ୍ରବାର କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ ରାଜ୍ୟର ୧୯ ଜିଲାର ଜଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ପୂର୍ବରୁ…

ଜମିବ ଜିରୋ ନାଇଟ୍‌

ଅନୁଗୋଳ ଅଫିସ, ୩୧ା୧୨: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ୨୦୨୨କୁ ଦିଆଯିବ ବିଦାୟ। ୨୦୨୩କୁ କରାଯିବ ଭବ୍ୟ ସ୍ବାଗତ। ଏଥିପାଇଁ ଅନୁଗୋଳରେ ଚାଲିଛି ଜୋର୍‌ଦାର ପ୍ରସ୍ତୁତି। ଭୋଜି, ବାଣ, ବାଜା ପାଇଁ ବିଭିନ୍ନ କ୍ଲବ, ସାହିରେ ଯୋଜନା ହୋଇଥିବା ବେଳେ…

ସାନ୍ତନୁଙ୍କ ପାଇଁ ବଦଳିଗଲେ ଶ୍ରୁତି

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ଶ୍ରୁତି ହାସନ ତାଙ୍କ ପୁରୁଷ ବନ୍ଧୁ ସାନ୍ତନ୍ତୁ ହାଜାରିକାଙ୍କ ଯୋଡିକୁ ସଭିଏଁ ପସନ୍ଦ କରନ୍ତି। ତେବେ ଦୁହିଁଙ୍କ ସମ୍ପର୍କକୁ ଏହା ମଧ୍ୟରେ ୩ ବର୍ଷ ବିତି ଗଲାଣି। ନିକଟରେ ଶ୍ରୁତି ହାସନ ଏକ ଇଣ୍ଟରଭ୍ୟୁରେ ତାଙ୍କ ପୁରୁଷ…

ସ୍କ୍ରାପ୍‌ରେ ଫୁଲଗଛ ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୩୧ା୧୨: ନଷ୍ଟର ଶ୍ରେଷ୍ଠ ଉଦ୍ୟମକୁ ନେଇ ବ୍ରହ୍ମପୁର ଆଇଟିଆଇ ସର୍ବଦା ପ୍ରଶଂସାଭାଜନ ହୋଇଛି। ଏହି ମର୍ମରେ ଆଇଟିଆଇ ଛାତ୍ରୀଛାତ୍ର ଅବ୍ୟବହୃତ ସାମଗ୍ରୀକୁ ବ୍ୟବହାର କରି ବ୍ୟବହାର ଉପଯୋଗୀ ସାମଗ୍ରୀ ନିର୍ମାଣ କରିଛନ୍ତି। ଆଇଟିଆଇର ଫିଟର, ୱେଲଡର, ପେଣ୍ଟର ଓ ଇଲେକଟ୍ରିସିଆନ…

ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳା, କଂସ ମର୍ମାହତ

ମଥୁରାନଗରୀ/ଗୋପପୁର,୩୧।୧୨: ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଚତୁର୍ଥ ଦିବସର ଦୃଶ୍ୟାଭିନୟ ବେଶ୍‌ ଚିତ୍ତାକର୍ଷକ ଥିଲା। ଶ୍ରୀକୃଷ୍ଣଙ୍କ ବାଲ୍ୟଲୀଳାରେ ଗୋପପୁର ଉତ୍ସବମୁଖର ହୋଇପଡିଛି। ଅନ୍ୟପକ୍ଷେ କଂସ ପ୍ରେରିତ ରାକ୍ଷସୀ ରାକ୍ଷସଙ୍କ ବଧରେ କଂସ ମର୍ମାହତ ହୋଇପଡିଛନ୍ତି। ଗୋପପୁରକୁ ପ୍ରେରିତ ରାକ୍ଷସୀ ରାକ୍ଷସ ନିହତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri