ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ଗାଡ଼ି ନାହିଁ, ଇନୋଭା ଚଢୁଛନ୍ତି ଭାଜପା ପ୍ରାର୍ଥୀ
ପଦ୍ମପୁର,୧୯।୧୧(ଡି.ଏନ.ଏ.): ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀମାନଙ୍କ ସତ୍ୟପାଠକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ ଅଧିକାରୀ। ନିର୍ବାଚନ ଅଧିକାରୀଙ୍କ ସୂଚନା ମୁତାବକ, ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା ଓ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ପାଖରେ କୌଣସି ଦୁଇ ଚକିଆ କିମ୍ବା…
ସବୁ ଜିଲାରେ ହେବ ବିକ୍ଷୋଭ
ଭୁବନେଶ୍ବର,୧୯।୧୧(ବ୍ୟୁରୋ): ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ସରକାର ଚାଷ ଓ ଚାଷୀଙ୍କ ସମସ୍ୟା ଦୂରୀକରଣ ପାଇଁ ଗତ ୮ ବର୍ଷରେ ବିଭିନ୍ନ ପ୍ରକାର କୃଷି କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଆସୁଛନ୍ତି। ଅନ୍ୟପକ୍ଷରେ ଓଡ଼ିଶା…
ଗାଁକୁ ନାହିଁ ପକ୍କା ରାସ୍ତା, ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ
ଦଶମନ୍ତପୁର, ୧୯।୧୧( ଡି.ଏନ୍.ଏ ): ଦେଶ ସ୍ବାଧୀନତାର ୭୫ବର୍ଷ ପରେ ମଧ୍ୟ ଏଭଳି ଅନେକ ଗ୍ରାମ ରହିଛି ଯେଉଁଠାରେ ପକ୍କାରାସ୍ତା ଗ୍ରାମବାସୀଙ୍କ ପାଇଁ ସ୍ବପ୍ନ। ପଞ୍ଚାୟତରୁ ଆରମ୍ଭ କରି ବ୍ଲକ, ଜିଲା ଏବଂ ରାଜ୍ୟ ପ୍ରଶାସନକୁ ରାସ୍ତା ଓ ଅନ୍ୟ ମୌଳିକ…
ଗୁଜରାଟରେ ଭାଜପା ପାଇଁ ପ୍ରଚାର କରୁଛନ୍ତି ଓଡ଼ିଶା ଶ୍ରମମନ୍ତ୍ରୀ: କଂଗ୍ରେସ
ଭୁବନେଶ୍ବର, ୧୯।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଫସଲବୀମା ଚାଷୀଙ୍କୁ ନ ମିଳିବା ନେଇ ବିଜେଡି ଓ ଭାଜପା ପରସ୍ପର ବିରୋଧରେ ଦୋଷ ଲଦାଲଦି ହେଉଛନ୍ତି। ହେଲେ ବାସ୍ତବ କଥା ସମ୍ପୂର୍ଣ୍ଣ ଓଲଟା। ରାଜ୍ୟରେ ୨ ଦଳ ପରସ୍ପର ବିରୋଧରେ ଲଢ଼େଇର ନାଟକ କରୁଥିବା ବେଳେ…
ମାନିନୀଙ୍କ ଚିକିତ୍ସା କରାଇଲେ ବିଧାୟକ
ଉମରକୋଟ, ୧୯।୧୧(ସ୍ବ.ପ୍ର.): ଉମରକୋଟ ସହରର ୧୧ନମ୍ବର ୱାର୍ଡର ଗଣ୍ଡସାହିର ରାମଧର ହରିଜନ ଆର୍ଥିକ ଅସ୍ବଚ୍ଛଳତା କାରଣରୁ ଅଜଣା ରୋଗରେ ପୀଡ଼ିତ ଝିଅ ମାନିନୀ (୩)ଙ୍କର ଚିକିତ୍ସା କରାଇ ପାରୁ ନ ଥିଲେ। ଏହା ଜାଣି ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମାନିନୀଙ୍କ…
ଇନ୍ଦିରା ଗାନ୍ଧିଙ୍କ ୧୦୫ତମ ଜନ୍ମ ବାର୍ଷିକୀ: ଭାରତ ଯୋଡୋ ଯାତ୍ରାରେ କେବଳ ସାମିଲ ହେବେ ମହିଳା
ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଆଜି ହେଉଛି ୧୦୫ତମ ଜନ୍ମ ବାର୍ଷିକୀ। ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ କେବଳ ମହିଳା ସାମିଲ ହେବେ। ଏ ନେଇ ଦଳର ବରିଷ୍ଠ ନେତା ଜୟରାମ…
ରାସ୍ତା ନିର୍ମାଣରେ ଲାଗୁଛି ଛତିଶଗଡ଼ର ନିମ୍ନମାନର ସାମଗ୍ରୀ
ରାଇଘର, ୧୯।୧୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ବୀରପୁରରୁ ବୈପାରିଡିହି ଦେଇ ଜୋଡିଙ୍ଗାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଶୋଚନୀୟ ହୋଇପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ବାରମ୍ବାର ଅଭିଯୋଗ ଓ ଦାବି ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏହାର ତଦାରଖ କରାଯାଇ…
୪୦ ଜଣଙ୍କୁ ରୋଜଗାର ଯୋଗାଇଛନ୍ତି ଇଞ୍ଜିନିୟର ଚାଷୀ
ରାୟଗଡ଼ା ଅଫିସ,୧୯ା୧୧: ଗୋଟିଏ ପଟେ ଚାଷୀ ଚାଷକାମରୁ ଦୂରେଇ ଚାକିରି ପାଇଁ ରାଜ୍ୟ ବାହାରକୁ ଯାଉଥିବାବେଳେ ଅନ୍ୟପଟେ ଯୁବଗୋଷ୍ଠୀ ଚାକିରି ଛାଡ଼ି ଚାଷକୁ ଆପଣାଉଛନ୍ତି। ଆଧୁନିକ ପ୍ରଣାଳୀରେ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କୁ ରୋଜଗାର ଯୋଗାଇବାକୁ ଇଚ୍ଛାପ୍ରକାଶ…
କଂଗ୍ରେସରେ ଯୋଗଦାନକୁ କେସିଆର୍ ଝିଅଙ୍କ ଖଣ୍ଡନ
ହାଇଦ୍ରାବାଦ,୧୯।୧୧: କଂଗ୍ରେସରେ ଯୋଗଦାନ ଖବରକୁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ତଥା ଟିଆର୍ଏସ୍ ବିଧାନ ପରିଷଦ ସଦସ୍ୟା କେ. କବିତା ଖଣ୍ଡନ କରିଛନ୍ତି। ଅନ୍ୟ କୌଣସି ଦଳରେ ଯୋଗଦେବାର ଆଗ୍ରହ ନାହିଁ ବୋଲି ସେ କହିଛନ୍ତି। ତାଙ୍କୁ କଂଗ୍ରେସ…
ଅରୁଣାଚଳ ପ୍ରଦେଶ ଗସ୍ତରେ ମୋଦି: ବିଭିନ୍ନ ପ୍ରକଳ୍ପର କରିବେ ଉଦ୍ଘାଟନ
ଇଟାନଗର,୧୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶ ଯିବେ। ସେ ପହଞ୍ଚିବା ପରେ ସେଠାରେ ପ୍ରଥମ ଗ୍ରୀନଫିଲ୍ଡ ବିମାନବନ୍ଦର, ଇଟାନଗରର ହୋଲୋଙ୍ଗୀରେ ଡୋନି ପୋଲୋ ବିମାନ ବନ୍ଦର ଏବଂ ପଶ୍ଚିମ କାମେଙ୍ଗ ଜିଲାର 600 ମେଗାୱାଟ କାମେଙ୍ଗ ଜଳ ବିଦ୍ୟୁତ୍…
ରାସ୍ତା ଅବରୋଧ ଯୋଗୁ ଘଣ୍ଟାଏ ଅଟକିଲା ଆମ୍ବୁଲାନ୍ସ
ରାୟଗଡ଼ା ଅଫିସ,୧୯ା୧୧: ରାଜପଥ ଉପରେ ଗାଡ଼ି ପାର୍କିଂ କରି ଲୋକେ ପିକ୍ନିକ୍ରେ ମସଗୁଲ ଥିବାବେଳେ ରୋଗୀଙ୍କୁ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଘଣ୍ଟାଏ ଅଟକି ରହିବାକୁ ପଡ଼ିଥିଲା। ରାୟଗଡ଼ା ସହର ନିକଟସ୍ଥ ହାଲୁଆ ସ୍ଥିତ ଆମ୍ବତୋଟା ନିକଟରେ ଶୁକ୍ରବାର ଏଭଳି ପରିସ୍ଥିତି…
ଭାଙ୍ଗିପାରେ ମହାବିକାଶ ଅଘାଡ଼ି ମେଣ୍ଟ
ମୁମ୍ବାଇ,୧୯।୧୧: ଭାରତ ଯୋଡ଼ୋ ଯାତ୍ରା ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ହିନ୍ଦୁତ୍ୱବାଦୀ ନେତା ବିନାୟକ ଦାମୋଦର ସାବରକରଙ୍କ ସମ୍ପର୍କରେ ଦେଇଥିବା ବିବାଦୀୟ ମନ୍ତବ୍ୟ ମହାବିକାଶ ଅଘାଡ଼ି ମେଣ୍ଟରେ ଫାଟ ସୃଷ୍ଟି କରିଛି। ଶିବସେନା ଏହି ମେଣ୍ଟରେ ରହି ନ ପାରେ…
Archives


