Home Left

ରାୟଗଡ଼ାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌,ତଦନ୍ତ ଆରମ୍ଭ

ରାୟଗଡ଼ା ଅଫିସ,୩୦।୧୨: ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଶୁକ୍ରବାର ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଟିମ୍‌ ତଦନ୍ତ କରିବ। ଏପରିକି ୬ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ରହିଥିବା…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେବା ପାଇଁ ସ୍ମୃତି ଇରାନୀଙ୍କୁ ନିମନ୍ତ୍ରଣ କଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଜାରି ରହିଥିବା ଭାରତ ଯୋଡୋ ଯାତ୍ରାରେ ସାମିଲ ହେବାକୁ କଂଗ୍ରେସର ଜଣେ ନେତା ଆମେଥି ଭାଜପା ଏମ୍‌ପି ତଥା କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଚିଠି ଲେଖି ନିମନ୍ତ୍ରଣ କରିଛନ୍ତି। କଂଗ୍ରେସ ନେତା…

ଆବର୍ଜନାରେ ପରିପୂର୍ଣ୍ଣ ରେଳଷ୍ଟେଶନ ରାସ୍ତା

ଲାଠୋର,୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରୋଡ ରେଳ ଷ୍ଟେଶନ ରାସ୍ତା ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ରହିଥିଲେ ମଧ୍ୟ ସେଥିପ୍ରତି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ପଡ଼ୁନାହିଁ। ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଦୀର୍ଘ ବର୍ଷରୁ ଲାଠୋର…

ଏହି କାରଣରୁ ଦୁର୍ଘଟଣାର ଶିକାର ହେଲେ ରିଷଭ ପନ୍ତ

ଡେରାଡୁନ,୩୦।୧୨: ଭାରତୀୟ କ୍ରିକେଟ ଦଳର ଉଇକେଟ୍‌କିପର ରିଷଭ ପନ୍ତ ଶୁକ୍ରବାର କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଦିଲ୍ଲୀରୁ ନିଜ ଘର ରୁର୍‌କୀ ଯାଉଥିବା ସମୟରେ ତାଙ୍କ କାର୍‌ ଏକ ଡିଭାଇଡର୍‌ରେ ପିଟି ହୋଇଯାଇଛି। ଏହି ଦୁର୍ଘଟଣାରେ ପନ୍ତ ଗୁରୁତର ଆହତ…

ଆସୁନି ଟୋକନ, ଅଭାବୀ ବିକ୍ରିକୁ ପ୍ରୋତ୍ସାହନ

ସମ୍ବଲପୁର,୩୦ା୧୨(ବ୍ୟୁରୋ): ସମ୍ବଲପୁର ଜିଲାର ସଦର, କୁଚିଣ୍ଡା ଓ ରେଢ଼ାଖୋଲ ଉପଖଣ୍ଡରେ ଧାନ ସଂଗ୍ରହ ଜାରି ରହିଛି। ମଣ୍ଡି ଖୋଲା ରହିଥିବାବେଳେ ଚାଷୀଙ୍କ ପାଖରେ ଅମଳ ଧାନ ମହଜୁଦ ରହିଛି। ହେଲେ ଧାନ ବିକ୍ରି ପାଇଁ ଟୋକନ ଆସି ନ ଥିବାରୁ ଅବିକ୍ରି…

ଇଡ୍‌କୋ ଜମି ଅଧିଗ୍ରହଣକୁ ବିରୋଧ

ଝାରସୁଗୁଡ଼ା ଅଫିସ୍‌,୩୦ା୧୨: ଲଖନପୁର ତହସିଲ ଅନ୍ତର୍ଗତ ବରତାପ ମୌଜାର ମୂଳବାସିନ୍ଦା ଦୀର୍ଘବର୍ଷରୁ ସରକାରୀ ଜମି ଦଖଲ କରିଆସୁଛନ୍ତି। ଏହି ଜମିକୁ ଝାରସୁଗୁଡା ରାଜସ୍ବ ବିଭାଗ ଇଡ୍‌କୋକୁ ପ୍ରଦାନ କରିବାପାଇଁ ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛି ା ଏଥିପାଇଁ ତହସିଲ କୋର୍ଟରୁ ୭୦ଜଣଙ୍କୁ…

ଗୋଟିଏ ମାସରେ ତୃତୀୟଥର ପାଇଁ ଗିରଫ ହେଲେ ଟିଏମ୍‌ସି ନେତା

ନୂଆଦିଲ୍ଲୀ,୩୦।୧୨: କ୍ରାଉଡଫଣ୍ଡିଂ ଜରିଆରେ ସଂଗ୍ରହ କରିଥିବା ଅର୍ଥକୁ ଅପବ୍ୟବହାର କରିଥିବା ଅଭିଯୋଗରେ ଟିଏମସିର ମୁଖପାତ୍ର ସାକେତ ଗୋଖଲେ ଗିରଫ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଗୁଜରାଟ ପୋଲିସ ତାଙ୍କୁ ଗିରଫ କରିଛି। ଗୁଜରାଟ ପୋଲିସ ଚଳିତ ମାସରେ ତୃତୀୟ ଥର ପାଇଁ…

ଚାଇନା କରୋନା ପରିସ୍ଥିତି ଚିନ୍ତାଜନକ: ଉଦ୍‌ବେଗ ପ୍ରକାଶ କଲା ଡବ୍ଲ୍ୟୁଏଚ୍‌ଓ

ଜେନେଭା,୩୦।୧୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଦାନୋମ ଗେବ୍ରେସିୟସ ଚାଇନାରେ କରୋନା ପରିସ୍ଥିତି ଗୁରୁତର ଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଚାଇନା କରୋନା ନିୟମ କୋହଳ କରିବା ପରେ ଏକ ଚିନ୍ତାଜନକ ପରିସ୍ଥିତି ଉପୁଜିଛି।…

ପଞ୍ଚଭୂତରେ ବିଲୀନ ହେଲେ ହୀରାବେନ୍‌: ମୁଖାଗ୍ନି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ଙ୍କ ପାର୍ଥିବଶରୀର ପଞ୍ଚଭୂତରେ ବିଲୀନ ହୋଇଛି। ଗାନ୍ଧିନଗର ସେକ୍ଟରସ୍ଥିତ ଶ୍ମଶାନଘାଟରେ ହୀରାବେନ୍‌ଙ୍କ ଅନ୍ତିମସତ୍କାର କରାଯାଇଛି। ମୋଦି ମା’ଙ୍କୁ ନିଆଁ ମୁଖାଗ୍ନି ଦେଇଥିଲେ। ଶୁକ୍ରବାର ଭୋର ୩.୩୦ରେ ହୀରା ବା’ଙ୍କର ଦେହାନ୍ତ ହୋଇଥିଲା। ଅହମ୍ମଦାବାଦର ୟୁଏନ୍‌…

ଏହି କଷ୍ଟ ସମୟରେ ଭଗବାନ ପ୍ରଧାନମନ୍ତ୍ରୀଙ୍କୁ ଧୌର୍ଯ୍ୟ ଦିଅନ୍ତୁ: କଙ୍ଗନା

ମୁମ୍ବାଇ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ମଙ୍ଗଳବାର ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ହୀରାବେନଙ୍କୁ ଅହମ୍ମଦାବାଦସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ସେ ୧୦୦ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

କେନ୍ଦ୍ରାପଡ଼ା ଅଫିସ,୩୦ା୧୨: କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ କଟକ ଚାନ୍ଦବାଲି ରାଜ୍ୟ ରାଜପଥର ଜମଧରଠାରେ ଗୁରୁବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣାରେ ୩ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକଙ୍କୁ ସଦର ଥାନା ପୋଲିସ ଦୁର୍ଘଟଣାସ୍ଥଳରୁ ଆଣି ଜିଲା ମୁଖ୍ୟ…

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ ପାଇଁ ଚିରନିଦ୍ରାରେ ଶୋଇଯାଇଛନ୍ତି ସିନା, ହେଲେ ତାଙ୍କ ଶରୀର ତାଙ୍କ ପରି ଅନେକ ରୋଗୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri