Home Left

ଦିଲ୍ଲୀ ପାଇଁ ସହଜ ହୋଇ ନ ପାରେ ଟାଇଟନ୍ସ

ନୂଆଦିଲ୍ଲୀ, ୪।୪ (ପି.ଟି.): ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯିବାକୁଥିବା ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସହଜ ହୋଇ ନ ପାରେ। ଗୁଜରାଟ ଜାଏଣ୍ଟ୍ସ ଦଳର କେନ୍‌ ଓ୍ବିଲିୟମସନ ଆଣ୍ଠୁରେ ଆଘାତପ୍ରାପ୍ତ ହୋଇ ଟୁର୍ନାମେଣ୍ଟରୁ…

ଚାଲିଗଲା ଯାତ୍ରୀଙ୍କ ଜୀବନ

ନୂଆପଡ଼ା ଅଫିସ,୪।୪: ନୂଆପଡା ଜିଲା ସଦର ମହକୁମାସ୍ଥିତ ଏକତା ଛକଠାରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ଏକ ଘରୋଇ ବସ୍‌ କର୍ମଚାରୀଙ୍କ ଖାମଖିଆଲି ମନୋଭାବ ଯୋଗୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ମୌରିସିଓଙ୍କ ଚୁକ୍ତି ମିଆଦ ବଢ଼ାଇଲା ଓଏଫ୍‌ସି

ଭୁବନେଶ୍ୱର, ୪।୪(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ବ୍ରାଜିଲିଆନ ଫୁଟ୍‌ବଲର ଡିଏଗୋ ମୌରିସିଓଙ୍କ ଚୁକ୍ତି ମିଆଦ ୨୦୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛି। ମୌରିସିଓ ଗତ ସିଜନରେ ୧୨ଟି ଗୋଲ ସ୍କୋର ସହ…

ଆରସିିବି ପେସ୍‌ ବୋଲର ଟପ୍‌ଲେ ଆଘାତପ୍ରାପ୍ତ

ବେଙ୍ଗାଲୁରୁ,୪।୪(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପେସ୍‌ ବୋଲର ରିସି ଟପ୍‌ଲେ ଆଘାତପଆପ୍ତ ହୋଇଛନ୍ତି। ଦଳକୁ ଏହା ଆଉ ଏକ ଧକ୍କା। ଏଠାରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚରେ ଫିଲ୍ଡ୍‌ିଂ କରୁଥିବା ବେଳେ ତାଙ୍କର ଡାହାଣ କାନ୍ଧରେ ଆଘାତ ଲାଗିଛି। ସ୍କାନ…

ଅଭିଯୁକ୍ତଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ୨୦୨୦ରେ ନିଜ କକାଙ୍କୁ ପୁତୁରା ଛୁରି ଭୁଶିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣ ଭିତ୍ତିକରି ଜୟପାଟଣା ଜେଏମଏଫିସ କୋର୍ଟ ବିଚାରପତି ପ୍ରତାପ ଚନ୍ଦ୍ର…

୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୪।୪(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ମେ’ ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିନେଇ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଗଲାଣି। ତେବେ ସ୍ବର୍ଗତଃ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ବର୍ତ୍ତମାନ ୩ ବରିଷ୍ଠ…

ମେଡ୍‌ଭେଡେଭ୍‌ଙ୍କୁ ମାୟାମି ଓପନ୍‌ ଟାଇଟଲ

ମାୟାମି ଗାର୍ଡେନ୍ସ, ୪।୪(ଏପି): ଡାନିଲ ମେଡ୍‌ଭେଡେଭ୍‌ ଚଳିତ ବର୍ଷ ତାଙ୍କ ୪ର୍ଥ ଏଟିପି ଟାଇଟଲ ହାସଲ କରିଛନ୍ତି। ଏଠାରେ ଅନୁଷ୍ଠିତ ଫାଇନାଲରେ ଜାନିକ୍‌ ସିନରଙ୍କୁ ୭-୫, ୬-୩ ସେଟ୍‌ରେ ହରାଇ ସେ ମାୟାମି ଓପନ୍‌ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି।…

ଆଜିଠୁ କଳିଙ୍ଗରେ ଆଇଟିଏଫ୍‌ ଟେନିସ୍‌

ଭୁବନେଶ୍ୱର,୪।୪(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହେବ ଆଇଟିଏଫ୍‌(ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ)ଟେନିସ ପ୍ରତିଯୋଗିତା। ସର୍ବଭାରତୀୟ ଟେନିସ୍‌ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ୍‌ ଆସୋସିଏଶନ(ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ୍‌ ୧୪ ବର୍ଷରୁ କମ୍‌…

ଗୋଟିଏ ସୂଚନା ଫଳକରେ ୨ ପ୍ରକଳ୍ପର ନାମ

ବରୀ,୪।୪(ଡି.ଏନ.ଏ.): ଯାଜପୁର ଜିଲା ବରୀ ବ୍ଲକ୍‌ରେ ବିଭିନ୍ନ ଉନ୍ନୟନ ମୂଳକ କାମରେ ଅନିୟମିତତା ହେବା ନୂଆ କଥା ନୁହେଁ। କେତେବେଳେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌)ରେ ରୋଗୀମାନେ କାମ କରୁଥିବା ଦର୍ଶାଇ ଅର୍ଥ ଆତ୍ମସାତ୍‌ ହୋଇଥିଲା…

ଦୁଇ ସାକ୍ଷୀଙ୍କ ବୟାନ ରେକର୍ଡ

ବଲାଙ୍ଗୀର ଅଫିସ, ୪ା୪: କ୍ରାଇମବ୍ରାଞ୍ଚ ଟିମ୍‌ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ବହୁ ଗୁରୁତ୍ୱପୂର୍ଣ୍ଣ ଦିଗକୁ ଅନୁସନ୍ଧାନ କରୁଛି। ମାମଲାର ଦୁଇ ପୀଡିତା ତଥା ସାକ୍ଷୀଙ୍କୁ ବଲାଙ୍ଗୀର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇ ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି।…

ଟାଟା ଷ୍ଟିଲ ମାଇନିଂ ପକ୍ଷରୁ ଓଡ଼ିଶା ଦିବସ ପାଳିତ

କାଳିଆପାଣି,୪।୪(ଡି.ଏନ୍‌.ଏ.): ଟାଟାଷ୍ଟିଲ ମାଇନିଂ କମ୍ପାନୀ ପକ୍ଷରୁ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟରତ ଟାଟା ଷ୍ଟିଲ ମାଇନିଂ କମ୍ପାନୀର କର୍ମଚାରୀ ଓ କଲୋନୀବାସୀ କମ୍ପାନୀର ପ୍ରଶାସନିକ ମୁଖ୍ୟ ଗୌତମ ଚକ୍ରବର୍ତ୍ତୀଙ୍କ ତତ୍ତ୍ୱାବଧାନରେ କଲୋନୀ ପରିସରରେ ପ୍ରଭାତ ଫେରି…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା

ଯାଜପୁର ସଦର,୪।୪(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ଲୋକସଭା ସଭ୍ୟପଦ ରଦ୍ଦ ଏକ ଅଗଣତାନ୍ତ୍ରିକ ବ୍ୟବସ୍ଥା। ଏହାକୁ କଂଗ୍ରେସ ପକ୍ଷରୁ ନିନ୍ଦା କରାଯାଇଛି। ଯାଜପୁର ବ୍ଲକ କଂଗ୍ରେସର ସଭାପତି ଗଦାଧର ଦାସଙ୍କ ନେତୃତ୍ୱରେ ବରୁଆଁଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?