ବସ୍ଷ୍ଟାଣ୍ଡରେ ପରିବା ବେପାର
ଚମ୍ପୁଆ,୩୦ା୧୨(ଡି.ଏନ.ଏ): ଦୈନିକ ପରିବା ବଜାର ଥାଉ ଥାଉ ବେପାରୀଙ୍କର କିଣାବିକାର ଆଡ଼ା ପାଲଟିଛି ଚମ୍ପୁଆ ବସ୍ଷ୍ଟାଣ୍ଡ। ବେପାରୀମାନେ ବସ୍ଷ୍ଟାଣ୍ଡ ଭିତରେ ଚାଷୀଙ୍କଠୁ କାରବାର କରୁଛନ୍ତି। ଏପରିକି ବସ୍ ରହୁଥିବା ସ୍ଥାନ ଗୁଡିକ ମଧ୍ୟ ସକାଳ ସମୟରେ ବେପାରୀମାନଙ୍କ କବ୍ଜାରେ ରହୁଛି। ଏଠାରେ…
ଋଷଭ ପନ୍ତଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ
ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ଦିଲ୍ଲୀ ସ୍ଥିତ ଘରକୁ ଫେରୁଥିବା ବେଳେ ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ତାଙ୍କ ମୁଣ୍ଡ ଏବଂ ଗୋଡରେ ଆଘାତ ଲାଗିଛି। ଋଷଭଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ-ଡେରାଡୁନ…
ସୁରକ୍ଷା ଅର୍ଥ ଯାଉଛି କୁଆଡ଼େ
ବାରିପଦା ଅଫିସ,୩୦ା୧୨: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ନେଇ ପରିବେଶବିତ୍ମାନେ ଆଶଙ୍କା ବ୍ୟକ୍ତ କଲେଣି। ବନ୍ୟଜନ୍ତୁଙ୍କ ଅବାଧ ଶିକାର ଓ କାଠମାଫିଆଙ୍କ ଦୌରାତ୍ମ୍ୟକୁ ନେଇ ଶିମଳିପାଳ ଅଭୟାରଣ୍ୟ ଏବେ ସଙ୍କଟରେ। ଅସୁରକ୍ଷିତ ଓ ଦିଗହରା…
‘ଏହି ଦୁଃଖ ସମୟରେ ପୂରା ଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଅଛି’
ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ଦୁନିଆକୁ ଅଲବିଦା କହିଛନ୍ତି। ସେ ଶୁକ୍ରବାର ଭୋର ୩.୩୦ରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ହୀରାବେନଙ୍କ ଦେହାନ୍ତ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ମନ୍ତ୍ରୀ ସମବେଦନା…
‘ଭାରତ ଯୋଡୋ ଯାତ୍ରା’ରୁ ମିଳିଥିବା ଲାଭକୁ ଭୋଟରେ ପରିବର୍ତ୍ତନ କରିବା ସହଜ ନୁହେଁ: ଥରୁର
ନୂଆଦିଲ୍ଲୀ,୩୦ ।୧୨: କଂଗ୍ରେସ ନେତା ଶଶି ଥରୁର ତାଙ୍କ ବେକାବୁ ବୟାନକୁ ନେଇ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ଗୁରୁବାର କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’କୁ ନେଇ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଆଗାମୀ ଲୋକ ସଭା…
୨ବର୍ଷ ପରେ ଝୁମିବ ରାଜଧାନୀ ରାତି: ରଙ୍ଗିନ ହେବ ଜିରୋ ନାଇଟ୍
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ନୂଆବର୍ଷକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହୋଇଗଲାଣି ରାଜଧାନୀ ଭୁବନେଶ୍ୱର। ବିଶେଷକରି ଜିରୋ ନାଇଟ୍ ପାଇଁ ସବୁଠି ଉତ୍କଣ୍ଠା ଓ ଉତ୍ସାହ ବାରିହୋଇପଡିଲାଣି। ୨ବର୍ଷ ପରେ ନାଚ, ଗୀତରେ ଝୁମିବ ସହର। ରଙ୍ଗିନ ହେବ ବିଦାୟ ଓ ସ୍ବାଗତ ସମୟର…
ଗାନ୍ଧିନଗରରେ ହେବ ହୀରାବେନଙ୍କ ଅନ୍ତିମ ସଂସ୍କାର, ପୁଅ ପଙ୍କଜ ମୋଦିଙ୍କ ଘରେ ଶେଷ ଦର୍ଶନ
ଗାନ୍ଧିନଗର,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହୀରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ…
‘ମା’ ହେଉଛି ସମ୍ପୂର୍ଣ୍ଣ ବିଶ୍ୱ, ପରଲୋକ ପୁଅ ପାଇଁ ଅସହ୍ୟ’- ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୩୦ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦିଙ୍କର ଶୁକ୍ରବାର ସକାଳେ ପରଲୋକ ହୋଇଛି । ୧୦୦ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅହମଦାବାଦର ୟୁଏନ ମେହେଟା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ…
ସବୁ ନାମୀଦାମୀ ହୋଟେଲ, ଲଜ୍ ବୁକ୍
ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର। ପିଲାଙ୍କ ଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଲେଣି। ନୂତନ ବର୍ଷର ପ୍ରଥମ…
‘ମଦ ପିଇ ଗାଡ଼ି ଚଳାଇଲେ ଲାଇସେନ୍ସ ରଦ୍ଦ’
ଜଗତ୍ସିଂହପୁର ଅଫିସ, ୩୦ା୧୨:ଜିଲାରେ ଅଧିକ ସଂଖ୍ୟକ ବାଇକ୍ ଚାଳକ ଅଛନ୍ତି। ସେମାନଙ୍କ ନିରାପଦ ଯାତ୍ରା ପାଇଁ ହେଲମେଟ୍ ଚେକିଂକୁ ଜୋରଦାର କରିବାକୁ ପଡ଼ିବ। କେହି ମଦ ପିଇ କିମ୍ବା ମୋବାଇଲ ବ୍ୟବହାର କରି ଗାଡି ଚଳାଉଥିଲେ ଚାଳକଙ୍କୁ ତୁରନ୍ତ ଧରି ସେମାନଙ୍କ…
ମାର୍କେଟ ଛକଯାଏ ବଢ଼ିଲା ବ୍ୟାରିକେଡ୍
ପୁରୀ ଅଫିସ,୩୦ା୧୨: ସମ୍ପ୍ରତି ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ ବ୍ୟାରିକେଡ୍ କରାଯାଇଛି। ଭକ୍ତମାନେ ଉକ୍ତ ବ୍ୟାରିକେଡ୍ ଦେଇ ଧାଡ଼ିରେ ଶ୍ରୀମନ୍ଦିରକୁ ଯାଇ…
କମିଶନର-କର୍ପୋରେଟର ବିବାଦ ସମାଧାନ ହେବ
କଟକ ଅଫିସ,୩୦ା୧୨: କଟକର ଏକ ଘରୋଇ ହୋଟେଲରେ ସିଏମ୍ସିର ବିଜେଡି କର୍ପୋରେଟରମାନଙ୍କୁ ନେଇ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁୟାରୀ ୧୧ରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ହକି ବିଶ୍ୱକପ୍ ଉଦ୍ଘାଟନୀ ଉତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା…
Archives


